• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

indi
କୋଭିଡ୍ କଟକଣା ମଧ୍ୟରେ ପାଳିତ ହେଉଛି ସ୍ୱାଧୀନତା ଦିବସ

ନୂଆଦିଲ୍ଲୀ: କୋଭିଡ୍ କଟକଣା ମଧ୍ୟରେ ଆଜି ସାରା ଦେଶ ପାଳନ କରୁଛି ୭୪ତମ ସ୍ୱାଧୀନତା ଦିବସ । ଦିଲ୍ଲୀର ଐତିହାସିକ ଲାଲ୍‌କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଗୃହ ମନ୍ତ୍ରଣାଳୟ ଜାରି କରିଥିବା ଗାଇଡଲାଇନ ଅନୁଯାୟୀ  ସ୍ୱାଧୀନତା ଦିବସ ପାଳନ କରାଯାଉଛି। ସେପଟେ  ସ୍ୱାଧୀନତା ଦିବସ ଉପଲକ୍ଷେ କଡା ସୁରକ୍ଷା ବଳୟ ଭିତରେ ରହିଛି ରାଜଧାନୀ ଦିଲ୍ଲୀ । ସବୁଠି କଡା ପ୍ରହରା ଦେଉଛନ୍ତି ସଶସ୍ତ୍ର […]

  • Monday, 05 July 2021
EfbcAC-VAAAdAhx
ସ୍ୱାଧୀନତା ଦିବସରେ କୋଭିଡ ଯୋଦ୍ଧା ଓ କୃଷକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀର ଐତିହାସିକ ଲାଲ୍‌କିଲ୍ଲାରେ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୭୪ତମ ସ୍ୱାଧୀନତା ଦିବସ ଅବସରରେ ଲାଲ୍‌କିଲ୍ଲାରେ ସପ୍ତମ ଥର ପାଇଁ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ।  ଏଥର କରୋନା କଟକଣା ଭିତରେ ସାରା ଦେଶରେ ପାଳିତ ହେଉଛି ସ୍ୱାଧୀନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଥମେ ବୀର ସହିଦଙ୍କୁ ସମ୍ମାନ ଜଣାଇଥିଲେ ।କରୋନା ପାଇଁ ଉତ୍ସବକୁ ଛୋଟ ଛୋଟ ପିଲା ଆସିପାରି ନ ଥିବାରୁ ଅନୁଶୋଚନା ପ୍ରକାଶ […]

  • Monday, 05 July 2021
lutera
ହରିୟାଣାରୁ ଆସି ଓଡ଼ିଶାରୁ ଲୁଟିଲେ, ଛତିଶଗଡ଼ରୁ ଧରାପଡ଼ିଲେ

ଅନୁଗୋଳ: ଅନୁଗୋଳ ଏସବିଆଇ ଏଟିଏମରୁ ଲୁଟ୍ ସହ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ଟଙ୍କା ଲୁଟ ଘଟଣାରେ ୭ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଲୁଟେରାମାନଙ୍କୁ ଛତିଶଗଡ଼ର ବଲଦା ବଜାର ଜ଼ିଲ୍ଲା ଅଞ୍ଚଳରୁ ଧରିବାରେ ସକ୍ଷମ ହୋଇଛି ଅନୁଗୋଳ ପୋଲିସ । ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା ଅଭିଯୁକ୍ତମାନେ ହରିୟାଣାରୁ ଆସି ଓଡ଼ିଶାର ଏଟିଏମରୁ ଲୁଟି ନେଇଛନ୍ତି ୨୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା । ଅଭଯୁକ୍ତମାନେ ଟ୍ରକରେ ଓଡିଶା ଅସିଥିବା ନେଇ ପୋଲିସ ସୂଚନା ଦେଇଛି। ଅଭିଯୁକ୍ତଙ୍କୁ ରିମାଣ୍ଡରେ […]

  • Monday, 05 July 2021
marrage
ବଦଳିପାରେ ଝିଅଙ୍କ ବିବାହର ସର୍ବନିମ୍ନ ବୟସ ସୀମା

ନୂଆଦିଲ୍ଲୀ: ବଦଳିଯିବ କି ଝିଅମାନଙ୍କ ବିବାହର ସର୍ବନିମ୍ନ ବୟସ ସୀମା ? ଆଜି ୭୪ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧନ କଲାବେଳେ ଏନେଇ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।  ଆଜି ଦିଲ୍ଲୀର ଲାଲ୍‌ କିଲାରେ ଦେଶବାସୀଙ୍କୁ ସମ୍ବୋଧନ କଲାବେଳେ ଏନେଇ ମୋଦି କହିଛନ୍ତି, “ ଆମ ଝିଅମାନଙ୍କର ବିବାହ ପାଇଁ ସର୍ବନିମ୍ନ ବୟସ ସୀମା କେତେ ହେବା ଦରକାର ତା ଉପରେ ବିଚାର ବିମର୍ଶ କରିବା ପାଇଁ ଏକ କମିଟି ଗଠନ ହୋଇଛି। ଏହି କମିଟି […]

  • Monday, 05 July 2021
ndhm
ନ୍ୟାସ୍‌ନାଲ୍‌ ଡିଜିଟାଲ୍‌ ହେଲ୍‌ଥ ମିଶନ: ସମସ୍ତଙ୍କୁ ମିଳିବ ହେଲ୍‌ଥ ଆଇଡି

ନଆଦିଲ୍ଲୀ: ଆଧାର କାର୍ଡ ଭଳି ଏକ ସ୍ୱାସ୍ଥ୍ୟ କାର୍ଡ ରହିବ। ଯେଉଁଥିରେ ଆପଣଙ୍କର ପ୍ରେସ୍‌କ୍ରିପ୍‌ସନ୍‌ ଠାରୁ ଆରମ୍ଭ କରି ମେଡିକାଲ୍ ଟେଷ୍ଟ ରିପୋର୍ଟ ଆଦି ସମସ୍ତ ସ୍ୱାସ୍ଥ୍ୟ ସମ୍ପର୍କିତ ତଥ୍ୟ ରହିବ। ସ୍ୱାଧିନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରୁଥିବା ବେଳେ ଏହି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। NDHM(ନ୍ୟାସ୍‌ନାଲ୍‌ ଡିଜିଟାଲ୍‌ ହେଲ୍‌ଥ ମିଶନ) ମଧ୍ୟମର ଏହି ସ୍ୱାସ୍ଥ୍ୟ କାର୍ଡ ଜାରି କରାଯିବ। ଏହି ଅଭିଯାନ ଦେଶର ସ୍ୱାସ୍ଥ୍ୟ କ୍ଷେତ୍ରରେ ଏକ ବିପ୍ଳବ ଆଣିବ ବୋଲି […]

  • Monday, 05 July 2021
dhoni-main
ଧୋନି ଯୁଗର ଅବସାନ: କେମିତି ଥିଲା କ୍ୟାପଟେନ୍ କୁଲ୍‌ଙ୍କ କ୍ରିକେଟ ଯାତ୍ରା, ଜାଣନ୍ତୁ...

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଭାରତୀୟ କ୍ରିକେଟର୍ ସବୁଠୁ ସଫଳ ଅଧିନାୟକ କ୍ୟାପଟେନ୍ କୁଲ୍ ମହେନ୍ଦ୍ର ସିଂ ଧୋନି। ଆଜି ଏନେଇ ନିଜ ଇନଷ୍ଟାଗ୍ରାମ ପେଜ୍‌ରେ ବିଧିବଦ୍ଧ ଭାବେ ଘୋଷଣା କଲେ ଧୋନି। ଆଜି ସଂଧ୍ୟା ୭ଟା ୨୯ରେ ସେ ନିଜ ପ୍ରଶଂସକ, ବନ୍ଧୁ ପରିଜନଙ୍କୁ ଧନ୍ୟବାଦ୍ ଜଣାଇବା ସହ ଅବସର ନେବା ନେଇ ଘୋଷଣା କରିଛନ୍ତି। ୨୦୧୯ ବିଶ୍ୱକପ୍ ସେମିଫାଇନାଲ୍ ମ୍ୟାଚ୍ ପରଠୁ କୌଣସି ମ୍ୟାଚ୍ ଖେଳିନଥିଲେ ଧୋନି। ଗତ କିଛି ଦିନ […]

  • Monday, 05 July 2021
trump
ଆମେରିକା ରାଷ୍ଟ୍ରପତିଙ୍କ ସାନ ଭାଇ ରୋବର୍ଟ ଟ୍ରମ୍ପଙ୍କ ପରଲୋକ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନ ଭାଇ ତଥା ଆମେରିକାର ପ୍ରତିଷ୍ଠିତ ବ୍ୟବସାୟୀ ରୋବର୍ଟ ଟ୍ରମ୍ପଙ୍କ ଦେହାନ୍ତ ହୋଇଛି। ନ୍ୟୁୟର୍କର ଏକ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ରୋବର୍ଟ। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ଏନେଇ ସୂଚନା ଦେଇଛନ୍ତି ରାଷ୍ଟ୍ରପତି ଟ୍ରମ୍ପ। ରୋବର୍ଟଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ନେଇ ହ୍ୱାଇଟ୍‌ ହାଉସ୍‌ ସୂଚନା ଦେବା ପରେ ଭାଇକୁ ଭେଟିବାକୁ ଶୁକ୍ରାବର ନ୍ୟୁୟର୍କ ସିଟି ହସ୍‌ପିଟାଲ୍‌କୁ ଯାଇଥିଲେ […]

  • Monday, 05 July 2021
up-police
୧୩ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା

ଲକ୍ଷ୍ନୌ: ଦିଲ୍ଲୀ ପରେ ପୁଣି ଏକ ଅତ୍ୟାଚାରର ଛାତିଥରା ଘଟଣା ଘଟିଛି ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରି ଜିଲ୍ଲାରେ। ଏଠାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରି ଏକ ଆଖୁ କିଆରିରେ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ। ଏନେଇ ଉତ୍ତର ପ୍ରଦେଶ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାରେ ନାବାଳିକାର ଗାଁରୁ ଦୁଇଜଣଙ୍କୁ ଗିରଫ କରାଯାଇଛି। ମୃତ ନାବାଳିକାର ଗଳା ଓଢ଼ଣୀରେ ଭିଡ଼ାଯିବା ସହିତ ଆଖି ଖୋଳି ନିଆଯାଇଛି। ଏହାସହ ଝିଅଟିର ଝିଭ […]

  • Monday, 05 July 2021
modi-tala
ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀରେ ବାଜପେୟୀଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ତାଙ୍କ ସମାଧି ପୀଠକୁ ଯାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରମୁଖ ଶ୍ରଦ୍ଧା ସୁମନ ଜଣାଇଛନ୍ତି। ଏହା ବ୍ୟାତୀତ ସୋସିଆଲ୍‌ ମିଡିଆରେ ବି ଅଟଳଙ୍କୁ ନିଆରା ଢଙ୍ଗରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୋଦି। ସେ ଟ୍ୱିଟ୍‌ରରେ ଏକ ଫଟୋଇ […]

  • Monday, 05 July 2021
baishno-devi
୫ ମାସ ପରେ ଖୋଲିଲା ମାତା ବୈଷ୍ଣୋଦେବୀଙ୍କ ମନ୍ଦିର

ଶ୍ରୀନଗର: ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ରବିବାର ସକାଳଠୁ ମାତା ବୈଷ୍ଣୋଦେବୀଙ୍କ ମନ୍ଦିର ଖୋଲିଛି।  କରୋନା କଟକଣା ପାଇଁ ଗତ ୫ ମାସ ହେବ ମନ୍ଦିର ବନ୍ଦ ଥିଲା। ଦୈନିକ ଏହି ମନ୍ଦିରରେ ଦର୍ଶନ ଲାଗି ୨ ହଜାର ଲୋକଙ୍କୁ ଅନୁମତି ପ୍ରଦାନ କରାଯିବ। ଏମାନଙ୍କ ମଧ୍ୟରୁ ସ୍ଥାନୀୟ ଅଞ୍ଚଳର ୧୯୦୦ ଓ ବାହାର ରାଜ୍ୟରୁ ଆସିଥିବା ୧୦୦ଜଣ ଶ୍ରଦ୍ଧାଳୁ ଛଡ଼ାଯିବ। ତେବେ ଯଦି କୌଣସି ବ୍ୟକ୍ତି ରେଡ ଜୋନରୁ ଆସନ୍ତି ତେବେ ତାଙ୍କର କରୋନା ନେଗେଟିଭ୍ […]

  • Monday, 05 July 2021
rahugandhi
'ପ୍ରଧାନମନ୍ତ୍ରୀଙ୍କ କାପୁରୁଷତା ପାଇଁ ଚାଇନା ଆମ ଜମି ନେଲା'

ନୂଆଦିଲ୍ଲୀ: ଚାଇନା ସହିତ ସୀମା ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ପୁଣିଥରେ ତୀବ୍ର ସମାଲୋଚନା କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ପ୍ରଧାନମନ୍ତ୍ରୀ ଭାରତୀୟ ଯବାନଙ୍କ ସାମର୍ଥ୍ୟ ଓ ବୀରତ୍ୱ ଉପରେ ଭରସା କରନ୍ତିନି ବୋଲି କହି ରବିବାର ଟ୍ୱିଟ୍ କରିଛନ୍ତି ରାହୁଲ। ଟ୍ୱିଟ୍‌ରେ ରାହୁଲ୍ ଲେଖିଛନ୍ତି “ କେବଳ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଭାରତୀୟ ଯବାନଙ୍କ ସାମର୍ଥ୍ୟ ଓ ବୀରତ୍ୱ ଉପରେ ସମସ୍ତେ ବିଶ୍ୱାସ କରନ୍ତି। ତାଙ୍କର କାପୁରୁଷତା ହିଁ ଚୀନ୍‌କୁ ଆମ ଜମି […]

  • Monday, 05 July 2021