• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

priyanka
କଂଗ୍ରେସ ଅଧ୍ୟକ୍ଷ ପଦ ଗାନ୍ଧି ପରିବାର ହାତରୁ ଖସାଇବା ନେଇ ମୁହଁ ଖୋଲିଲେ ପ୍ରିୟଙ୍କା ଗାନ୍ଧି

ନୂଆଦିଲ୍ଲୀ: କଂଗ୍ରେସ ଦଳର ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ନେତୃତ୍ୱ ବଦଳାଇବା ଦାବି ଜୋର ଧରିଥିବାବେଳେ ଦଳର ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ମୁହଁ ଖୋଲିଛନ୍ତି।  ଦଳର ମଙ୍ଗ ଗାନ୍ଧି ପରିବାର ବାହାର ଲୋକ କେହି ସମ୍ଭାଳିବା ପାଇଁ ରାହୁଲ ଗାନ୍ଧି ଦେଇଥିବା ମନ୍ତବ୍ୟକୁ ସମର୍ଥନ କରି ପ୍ରିୟଙ୍କା କହିଛନ୍ତି, ଆମମାନଙ୍କ ମଧ୍ୟରୁ କେହି ଦଳର ଅଧ୍ୟକ୍ଷ ହେବ ଉଚିତ୍‌ ନୁହେଁ। ଦଳକୁ ନିଜ ରାସ୍ତା ଖୋଜି ବାହାର କରିବାକୁ ପଡ଼ିବ ବୋଲି ସେ କହିଛନ୍ତି। ଲେଖକ ପ୍ରଦୀପ […]

  • Sunday, 04 July 2021
mali
ମାଲିରେ ସାମରିକ ବିଦ୍ରୋହ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ବନ୍ଦୀ

ବାମାକୋ (ମାଲି): ଆଫ୍ରିକୀୟ ରାଷ୍ଟ୍ର ମାଲିରେ ସାମରିକ ବିଦ୍ରୋହ ଉଗ୍ର ରୂପ ନେଇଛି। ବିଦ୍ରୋହୀମାନେ ସେନା ରାଷ୍ଟ୍ରପତି Ibrahim Boubacar Keita ଓ ପ୍ରଧାନମନ୍ତ୍ରୀ Boubou Cisseଙ୍କୁ ବନ୍ଦୀ କରିଛନ୍ତି ।  ବନ୍ଧୁକ ମୁନରେ ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ  ବନ୍ଦୀ କରାଯାଇଥିବା ସୂଚନା ମିଳିଛି। ଦୁଇ ରାଷ୍ଟ୍ରମୁଖ୍ୟ ଦୁର୍ନୀତିରେ ବୁଡ଼ି ରହିଥିବା ଅଭିଯୋଗ କରି ସେନା ଏହି ବିଦ୍ରୋହ କରିଥିବାର ସୂଚନା ମିଳିଛି । ବିଦ୍ରୋହୀମାନେ ରାଷ୍ଟ୍ରପତିଙ୍କ ଇସ୍ତଫା ଦାବି କରିଛନ୍ତି।  ବନ୍ଦୀ ହେବା ପରେ […]

  • Sunday, 04 July 2021
sushant
ସୁଶାନ୍ତ ସିଂ ମୃତ୍ୟୁ ମାମଲା: CBI ତଦନ୍ତ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ତଦନ୍ତ ପ୍ରକ୍ରିୟାରେ ସହଯୋଗ କରିବାକୁ ମୁମ୍ବାଇ ପୋଲିସ୍‌କୁ ନିର୍ଦ୍ଦେଶ ଦେବାସହ ମୃତ୍ୟୁ ସମ୍ପର୍କିତ ସମସ୍ତ ତଥ୍ୟ CBIକୁ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ଯଦି କୌଣସି ନୂଆ ଏତଲା ଦାୟର ହୁଏ, ତେବେ CBI ଏହାର ତଦନ୍ତ କରିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତଦନ୍ତ ପାଇଁ ସିବିଆଇର SIT ଟିମ୍ ଆଜି […]

  • Sunday, 04 July 2021
drone
ଶ୍ରୀନଗରରେ ବ୍ୟାନ୍ ହେଲା ଡ୍ରୋନ୍ ଉଡ଼ାଣ, ରଖି ପାରିବେନି-କିଣି ପାରିବେନି-ବିକି ପାରିବେନି

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରରେ ଉଡ଼ନ୍ତା ଆତଙ୍କକୁ ରୋକିବାକୁ କାର୍ଯ୍ୟାନୁଷ୍ଠାନ । ଶ୍ରୀନଗରରେ ବ୍ୟାନ୍ ହେଲା ଡ୍ରୋନ୍ ଉଡ଼ାଣ । କେବଳ ଉଡ଼ାଣ ନୁହେଁ, ଡ୍ରୋନ୍ ରଖିବା, ବିକାକିଣା ଓ ପରିବହନ ଉପରେ ବି ନିଷେଧା ଦେଶ ଲାଗିଛି । ଯେଉଁମାନଙ୍କର…

Pranab Mukharjee
Pranab Mukharjee Health Update: ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ: ଗତ ସୋମବାରଠାରୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ (Pranab Mukharjee) ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡ଼ି ଯାଇଛି। ବ୍ରେନ ସର୍ଜରୀ ଏବଂ କରୋନା ଆକ୍ରାନ୍ତ ହେବା ପରେ ପ୍ରଣବ ଦା’ଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କୁ ଏବେ ବି  ଭେଣ୍ଟିଲେଟରରେ ରଖା ଯାଇଛି। ସ୍ପେଶାଲିଷ୍ଟ ଡାକ୍ତରୀ ଦଳ ଚିକିତ୍ସା ବୁଝୁଥିବା ଆର୍ମି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଗତ କିଛି ଦିନ ହେବ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ […]

sushant-sing
ସୁଶାନ୍ତ ସିଂ ମୃତ୍ୟୁ ମାମଲା: CBI ତଦନ୍ତକୁ ବୈଜୟନ୍ତଙ୍କ ସ୍ୱାଗତ

ଭୁବନେଶ୍ୱର:  ସୁଶାନ୍ତ ସିଂ ରାଜପୁତ ମାମଲାରେ ସିବିଆଇ ତଦନ୍ତ ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ମହଲରେ ଏହାକୁ ସ୍ୱାଗତ କରାଯାଇଛି। ଏ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଜାତୀୟ ମୁଖପାତ୍ର ବୈଜୟନ୍ତ ପଣ୍ଡା ମଧ୍ୟ ଟୁଇଟ୍ କରି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ସ୍ୱାଗତ କରିଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ଉଦୀୟମାନ ତାରକା ଏବଂ ତାଙ୍କ ପୂର୍ବତନ ମ୍ୟାନେଜରଙ୍କ ମୃତ୍ୟୁକୁ ନେଇ ଅନେକ ବିବାଦ ଲାଗି ରହିଛି। ତଦନ୍ତ ଫାଇଲ୍ ଉଭାନ ହୋଇଯିବା, ଠିକ୍‌ରେ ତଦନ୍ତ […]

  • Sunday, 04 July 2021
rafale
ପୁଣି ଘନେଇଲାଣି ରାଫେଲ ବିବାଦ, ଚୁକ୍ତିରେ ଅନିୟମିତତା ନେଇ ବିଚାରପତି ନିଯୁକ୍ତ କଲେ ଫ୍ରାନ୍ସ ସରକାର

ନୂଆଦିଲ୍ଲୀ: ରାଫେଲ ଡିଲକୁ ନେଇ ଜୋର ଧରିଲା ରାଜନୀତି । ୫୯ ହଜାର କୋଟିର ଏହି ଚୁକ୍ତିର ତଦନ୍ତ କରିବାକୁ ଫ୍ରାନ୍ସ ସରକାର ବିଚାରପତି ନିଯୁକ୍ତ କରିବା ପରେ କେନ୍ଦ୍ର ସରକାରଙ୍କୁ ଘେରିଛି କଂଗ୍ରେସ । ରାଫେଲ ରାଜିନାମାରେ ବ୍ୟାପକ ଦୁର୍ନୀତି…

bus
୩୪ ଯାତ୍ରୀ ଥିବା ଯାତ୍ରୀବାହୀ ବସ୍‌କୁ ହାଇଜାକ୍ କରିନେଲେ ଏଜେଣ୍ଟ; ସମସ୍ତେ ସୁରକ୍ଷତି

ଲକ୍ଷ୍ନୌ: ହଠାତ୍ କିଛି ଲୋକ ଆସିଲେ, ବସ୍ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ତଳକୁ ଓହ୍ଲାଇ ଦେଇ ୩୪ ପାସେଞ୍ଜର ଥିବା ବସ୍‌କୁ ନିଜେ ଡ୍ରାଇଭ୍ କରି ନେଇଗଲେ। ଏଭଳି ଘଟଣା ଘଟିଛି ଉତ୍ତର ପ୍ରଦେଶର ଆଗ୍ରାରେ। ଏହାପରେ ବସ୍ ହାଇଜ୍ୟାକ୍ ହୋଇଗଲା ବୋଲି ଚାରିଆଡ଼େ ପ୍ରଚାର ହୋଇଗଲା। ସୋସିଆଲ୍‌ ମିଡିଆରେ ବି ନାନା ପୋଷ୍ଟ ଦେଖିବାକୁ ମିଳିଲା। ଲ ଆଣ୍ଡ ଅର୍ଡର ମ୍ୟାନେଜ୍ କରିବରେ ଉତ୍ତର ପ୍ରଦେଶ ସରକାର ଫେଲ୍‌ ମାରିଥିବା ନାନା ସାମାଲୋଚନା ମଧ୍ୟ ହେଲା। […]

  • Sunday, 04 July 2021
bjp
ବିଜେପିରେ ମିଶିଲେ ୫ କଂଗ୍ରେସ ବିଧାୟକ

ନୂଆଦିଲ୍ଲୀ: ମଣିପୁର ରାଜନୀତିରେ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମଣିପୁରର ୫ ଜଣ ବିଧାୟକ କଂଗ୍ରେସ ଛାଡ଼ି ବିଜେପିରେ ମିଶିଛନ୍ତି। ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ମୁଖ୍ୟାଳୟରେ ହୋଇଥିବା ମିଶ୍ରଣ ପର୍ବରେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ୍ ସିଂଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି। ଏମାନେ ବିଧାୟକ ପଦରୁ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି। ଏମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଇବୋବି ସିଂହଙ୍କ ଭଣଜା ଓକ୍ରାମ ହିନରି ବି ରହିଛନ୍ତି। କଂଗ୍ରେସ ଦଳରେ ଅଣଦେଖା ଓ ବିଜେପି ପ୍ରତି […]

  • Sunday, 04 July 2021
kashmir
କାଶ୍ମୀରରେ ମୁତୟନ ୧୦ ହଜାର ଯବାନକୁ ଫେରାଇ ଆଣିବ କେନ୍ଦ୍ର

ଶ୍ରୀନଗର: କାଶ୍ମୀର ଭ୍ୟାଲିରୁ ପ୍ରତ୍ୟାହୃତ ହେବେ ୧୦ ହଜାର ପାରା ମିଲିଟାରୀ ଫୋର୍ସର ଯବାନ। ତୁରନ୍ତ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଜାମ୍ମୁ ଓ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ ହେବା ପରେ ଏତେ ବଡ଼ ସଂଖ୍ୟାର ସୁରକ୍ଷା ବାହିନୀକୁ ଅପସାରଣ କରିବାର ଏହା ହେଉଛି ସବୁଠୁ ବଡ଼ ନିଷ୍ପତ୍ତି। ଗତ ମେ ମାସରେ ମଧ୍ୟ ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ […]

  • Sunday, 04 July 2021