• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

Vishwakarma scheme
ପିଏମ୍ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କଲେ ମୋଦି, ୫% ସୁଧରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସୁବିଧା

ଭଗବାନ ବିଶ୍ୱକର୍ମାଙ୍କ ଆଶୀର୍ବାଦରେ ପିଏମ୍ ବିଶ୍ୱକର୍ମା ଯୋଜନା ଆରମ୍ଭ..ମୋଦି କହିଲେ କୃଷି ହେଉ କି ଦରଜୀ ହେଉ ସବୁଠି ଏମାନଙ୍କର ଭୂମିକା.ଟେକ୍ନୋଲୋଜି ଯେତେ ଆଗକୁ ଗଲେ ବି ଏମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ

PM Narendra Modi launches Viswakarma Yojana in New Delhi
ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ

ବିଶ୍ୱକର୍ମା ପୂଜା ଅବସରରେ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ। ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି। ଯୋଜନାରୁ କୌଳିକ ବୃତ୍ତିଧାରୀଙ୍କୁ ମିଳିବ ସ୍ୱତନ୍ତ୍ର ପରିଚୟ

  • Sunday, 17 September 2023
Tina Dabi
ମା’ ହେଲେ ବହୁଚର୍ଚ୍ଚିତ ଆଇଏଏସ ଟିନା ଡାବି, ଘରକୁ ଆସିଲା କୁନି ଅତିଥି

ଟିନା ଡାବିଙ୍କ ଘରେ କୁଆଁ କୁଆଁ ଶଦ୍ଦ । ଆଇଏଏସ୍ ଦମ୍ପତିଙ୍କ ଘରକୁ ଆସିଲା ପୁତ୍ର ସନ୍ତାନ ।

YashoBhumi
ଦ୍ୱାରକାରେ IICC ବା 'ୟଶୋଭୂମି'ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀ ଦ୍ୱାରକାରେ 'ଯଶୋଭୂମି'ର ଉଦଘାଟିତ । ସବୁ ଅନ୍ତର୍ଜାତୀୟ ସଭା, ସମ୍ମିଳନୀ, ପ୍ରଦର୍ଶନୀ ହେବ । ପ୍ରାୟ ୬ ହଜାର ଅତିଥି ବସିବାର ବ୍ୟବସ୍ଥା ରହିଛି ।

new Parliament building
ନୂଆ ସଂସଦ ଭବନରେ ଉଡ଼ିଲା ତ୍ରିରଙ୍ଗା, ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି

ନୂଆ ସଂସଦ ଭବନ ଗଜଦ୍ୱାରରେ ପତାକା ଉତ୍ତୋଳନ..କାଲିଠୁ ଆରମ୍ଭ ହେଉଛି ସଂସଦର ସ୍ୱତନ୍ତ୍ର ଅଧିବେଶନ..୫ ଦିନ ଧରି ଚାଲିବ ସ୍ୱତନ୍ତ୍ର ଅଧିବେଶନ

PM Modi to launch Viswakarma Yojana today
ଆଜି ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କରିବେ ମୋଦି, ମିଳିବ ଏହିସବୁ ସୁବିଧା...

ଆଜି ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଯୋଜନା ମାଧ୍ୟମରେ ଆସନ୍ତା ୫ ବର୍ଷରେ ୧୩ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯିବ।

Various activities organised across India to celebrate birthday of PM Modi who turns 73
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ

ଆଜି ମୋଦିଙ୍କ ଜନ୍ମଦିନ ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହେଉଛି। ଜଣେ ଦକ୍ଷ ଓ ବିଚକ୍ଷଣ ରାଜନେତା ଭାବେ ସେ ନିଜକୁ ପରିଚତ କରିଛନ୍ତି।

Supreme Court
'ମିଛ ତଥ୍ୟ ପାଇଁ ସାମ୍ବାଦିକଙ୍କ ବିରୋଧରେ ହୋଇପାରିବନି କାର୍ଯ୍ୟାନୁଷ୍ଠାନ'

ରିପୋର୍ଟ ମିଥ୍ୟା କିମ୍ବା ସତ୍ୟ ହୋଇପାରେ । ତେବେ ଏହା ସଂପୂର୍ଣ୍ଣ ସ୍ୱାଧିନ ମତବ୍ୟକ୍ତ କରିବାର ଅଧିକାର ବୋଲି କହିଛନ୍ତି କୋର୍ଟ ।

adhar card update
କରିନାହାନ୍ତି କି ଆପଣଙ୍କ ଆଧାର ଅପ୍‌ଡେଟ୍‌ ? ବଢ଼ିଲା ସଂଶୋଧନ ସମୟ ସୀମା

ବିନାମୂଲ୍ୟରେ ଆଧାର କାର୍ଡ ଅପ୍‌ଡେଟ୍‌ କରିବାକୁ ପୂର୍ବରୁ ଜୁନ୍‌ ୧୪ ତାରିଖ ଯାଏଁ ସମୟ ସୀମା ଦେଇଥିଲେ ସରକାର । ପରେ ଏହାକୁ ସେପ୍ଟେମ୍ବର ୧୪ ଯାଏଁ ବୃଦ୍ଧି କରାଯାଇଥିଲା ।

Terrorist
ଆତଙ୍କବାଦୀଙ୍କୁ କଭର୍‌ ଫାୟର୍‌ ଦେଉଛି ପାକ୍‌ ସେନା: ଭାରତୀୟ ସେନା

ପାକିସ୍ତାନ ସେନାର ପକ୍ଷରୁ ଗୁଳି ମାଡ଼ କରି ଏଥିରେ ହସ୍ତକ୍ଷେପ କରୁଥିବା ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି ।

‘One Nation, One Election’
ଆସନ୍ତା ୨୩ ରେ ‘ୱାନ ନେସନ ୱାନ ଇଲେକସନ’ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର ଆସିଥିବା ବେଳେ ବଡ଼ ସୂଚନା ଦେଲେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨୩ରେ ଏକକ ନିର୍ବାଚନ କମିଟିର ପ୍ରଥମ ବୈଠକ ହେବ ବୋଲି ସୂଚନା ଦେଇଛନ୍ତି ।

Two Terrorists Killed In Baramulla Encounter In Jammu And Kashmir
ଲୁଚି ରହିଥିଲେ ଆତଙ୍କବାଦୀ, ଖୋଜି ଖୋଜି ଏନ୍‌କାଉଣ୍ଟର କଲେ ସୁରକ୍ଷାକର୍ମୀ

ଜମ୍ମୁ ଓ କାଶ୍ମୀରର ବାରାମୂଳା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଆଉ ଜଣେ ଆତଙ୍କବାଦୀ ନିହତ। ଆଜି ସକାଳୁ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇସାରିଲେଣି।

TV Channels
୧୪ ପ୍ରତିଷ୍ଠିତ ସାମ୍ବାଦିକ ଓ ନ୍ୟୁଜ୍‌ ଆଙ୍କରଙ୍କୁ ବ୍ଲାକ୍‌ ଲିଷ୍ଟ କଲା ମିଳିତ ବିରୋଧୀ ମେଣ୍ଟ ଇଣ୍ଡିଆ

ଦେଶର ପ୍ରମୁଖ ୯ ନ୍ୟୁଜ୍ ଚ୍ୟାନେଲ୍ । ୧୪ ପ୍ରତିଷ୍ଠିତ ସାମ୍ବାଦିକ ଓ ନ୍ୟୁଜ୍ ଆଙ୍କର । ଜଣ ଜଣଙ୍କ ନାଁ ନେଇ ଲିଷ୍ଟ ଜାରି କରି ଏମାନଙ୍କୁ ବ୍ଲାକଲିଷ୍ଟ କରିଛି ମିଳିତ ବିରୋଧୀ ମେଣ୍ଟ ଇଣ୍ଡିଆ ।

Pradhan Mantri Viswakarma Yojana
କୌଳିକ ବୃତ୍ତିଧାରୀଙ୍କୁ ଖୁସି କରିବାକୁ ଉଦ୍ୟମ

ନିଜ ଜନ୍ମ ଦିନରେ ଦେଶର ୩୦ ଲକ୍ଷ ପରିବାରଙ୍କୁ ପିଏମ୍ ମୋଦି ଦେବେ ନୂଆ ଭେଟି । ୧୩ ହଜାର କୋଟିର ଏଇ ଯୋଜନାରେ ସୁନା, ଲୁହା, ଚମଡା, ହସ୍ତତନ୍ତ, କମାର, ରାଜମିସ୍ତ୍ରୀ ଭଳି ୧୮ଟି ପାରମ୍ପରିକ କୌଳିକ ବୃତ୍ତିରେ ଥିବା ୩୦ ଲକ୍ଷ ପରିବାରକୁ ମିଳିବ ପ୍ରୋତ୍ସାହନ ଓ ଏକାଧିକ ସୁବିଧା ।

TV Channels
୧୪ ନ୍ୟୁଜ୍ ଆଙ୍କରଙ୍କୁ ବ୍ୟାନ୍ କଲା ବିରୋଧୀ ମେଣ୍ଟ 'INDIA'

ବିରୋଧୀ ଇଣ୍ଡିଆ ମେଣ୍ଟ ଦ୍ବାରା ଗଣମାଧ୍ୟମର କଣ୍ଠରୋଧ ପ୍ରୟାସକୁ ନିନ୍ଦା । ତେଜିଲା ରାଜନୀତି । ଲିଷ୍ଟ ଜାରି କରି ଦେଶର ୧୪ ଜଣ ସାମ୍ବାଦିକ ଓ ନ୍ୟୁଜ୍ ଆଙ୍କରଙ୍କ କାର୍ଯ୍ୟକ୍ରମକୁ ବର୍ଜନ ଲାଗି ଇଣ୍ଡିଆ ମେଣ୍ଟର ନିଷ୍ପତ୍ତିକୁ ବିଜେପି ଏମର୍ଜେନ୍ସି ସହ ତୁଳନା କରିଛି ।

Pradhan Mantri Viswakarma Yojana
ଭୋଟ୍ ପୂର୍ବରୁ ଟାର୍ଗେଟରେ ପଛୁଆ ବର୍ଗ; ବିଶ୍ୱକର୍ମା ଜୟନ୍ତୀରେ ବିଶ୍ୱକର୍ମା ଯୋଜନା ଶୁଭାରମ୍ଭ

ଭୋଟ୍ ପୂର୍ବରୁ ପିଏମ୍ ବିଶ୍ୱକର୍ମା ଯୋଜନା ନାଁରେ ପଛୁଆ ବର୍ଗ ଭୋଟ୍ ନେବାକୁ କେନ୍ଦ୍ରର ଉଦ୍ୟମକୁ ନେଇ ଚର୍ଚ୍ଚା । ଦିନକ ପରେ ଅର୍ଥାତ ବିଶ୍ୱକର୍ମା ଜୟନ୍ତୀରେ ଦେଶବ୍ୟାପୀ ଲାଗି ହେବାକୁ ଯାଉଛି ଏଇ ଯୋଜନା । ଏଥିପାଇଁ ବିସ୍ତୃତ ଗାଇଡଲାଇନ୍ ବି ଆସିଛି ।

Kerala High Court
କୋର୍ଟଙ୍କ ବଡ଼ ରାୟ : ଏଣିକି ପିଲାଙ୍କୁ ମାଆ ଦେବେ ଘର ତିଆରି ଖାଦ୍ୟ

ସ୍ୱିଗି କି ଜୋମାଟୋ ନୁହେଁ...ଘରେ ତିଆରି ହେଉଥିବା ସ୍ୱାଦିଷ୍ଟ ଖାଦ୍ୟ ପିଲାଙ୍କୁ ଦେବେ ମାଆ । ଅନଲାଇନ୍‌ କି ଅଫ୍‌ ଲାଇନ୍‌ରେ ବି ଅର୍ଡର କରିବାକୁ ମନା କଲେ କୋର୍ଟ । ଜାଣନ୍ତୁ ଏମିତି ରାୟ କାହିଁକି ଦେଇଛନ୍ତି କୋର୍ଟ

Viswakarma Scheme
ଶ୍ରମିକଙ୍କ ପାଇଁ କେନ୍ଦ୍ରର ବଡ଼ ଉପହାର ! ୧୭ରୁ ଲାଗୁ ହେବ ବିଶ୍ୱକର୍ମା ଯୋଜନା

ପୁରୀରେ କେନ୍ଦ୍ରମନ୍ତ୍ରୀ ଏମ୍‌. ମହେନ୍ଦ୍ର ଭାଇ ଉପସ୍ଥିତ ରହିବେ ବୋଲି କୁହାଯାଇଛି । ଏହି ଯୋଜନା ମାଧ୍ୟମରେ କେବଳ ଓଡ଼ିଶାରୁ ୧ ଲକ୍ଷ କାରିଗର ଉପକୃତ ହେବା ନେଇ ଆକଳନ କରାଯାଇଛି ।

  • Friday, 15 September 2023
Road Accident
ଆନ୍ଧ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୪ ଓଡ଼ିଆଙ୍କ ଜୀବନ ଗଲା...

ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ମୃତ ୪ ଜଣ ଓଡ଼ିଶାର ବୋଲି ସୂଚନା ମିଳିଛି ।

Indian Army
ସହିଦଙ୍କ ବଦଲା ନେବା ଲକ୍ଷ୍ୟରେ ସେନା ! ଆତଙ୍କୀଙ୍କୁ ଧରିବାକୁ ସର୍ଚ୍ଚ ଅପରେସନ୍ ଜୋରଦାର...

୫ ବର୍ଷ ଧରି କେତେ ଯେ ଶତ୍ରୁକୁ ମାତ୍ ଦେଇଥିଲେ । ହେଲେ ଗତକାଲି ଅନନ୍ତନାଗ କୋକରନାଗରେ ତାଙ୍କ ପାଇ ଥିଲା ଶେଷ ଲଢେଇ।

Indian Army
ସହିଦଙ୍କ ବଦଲା ନେବା ଲକ୍ଷ୍ୟରେ ସେନା ! ଆତଙ୍କୀଙ୍କୁ ଧରିବାକୁ ସର୍ଚ୍ଚ ଅପରେସନ୍ ଜୋରଦାର...

୫ ବର୍ଷ ଧରି କେତେ ଯେ ଶତ୍ରୁକୁ ମାତ୍ ଦେଇଥିଲେ । ହେଲେ ଗତକାଲି ଅନନ୍ତନାଗ କୋକରନାଗରେ ତାଙ୍କ ପାଇ ଥିଲା ଶେଷ ଲଢେଇ।

General VK Singh
‘ସିନେମାଠୁ ଆରମ୍ଭ କରି କ୍ରିକେଟ ପର୍ଯ୍ୟନ୍ତ, ସବୁ ସମ୍ପର୍କ ଭାଙ୍ଗିଲେ ବୁଦ୍ଧି ଶିଖିବ’

ଉଦ୍ଧବ ଶିବସେନା ବି ଏହି ମନ୍ତବ୍ୟକୁ ସମର୍ଥନ କରିଛିା ଭାରତ-ପାକିସ୍ତାନ ମ୍ୟାଚ୍ କୁ ରଦ୍ଧ କରିବା ସହ ସବୁ ପ୍ରକାର ସମ୍ପର୍କ ଭାଙ୍ଗିବାକୁ ଦାବି କରିଛି ଦଳା

Narendra Modi
ପାଗ ଖରାପ, ଝାରସୁଗୁଡାରେ ଜରୁରୀ ଅବତରଣ କରିପାରେ ମୋଦିଙ୍କ ବିମାନ

ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟରେ ସୁରକ୍ଷା କଡାକଡି

tragic incident
ବିହାରରେ ବଡ଼ ଅଘଟଣ : ଡଙ୍ଗା ବୁଡି ୧୮ ଛାତ୍ର ନିଖୋଜ

ମୁଜାଫରପୁର ଜିଲ୍ଲା ମଧୁପୁର ଘାଟରେ ଦୁର୍ଘଟଣା..୩୪ ଛାତ୍ରଙ୍କୁ ନେଇ ସ୍କୁଲ ଯାଉଥିବା ଡଙ୍ଗା ଓଲଟିଲା

G20
ଜି-୨୦କୁ ଚୀନ୍ ଆଣିଥିଲା ସିକ୍ରେଟ୍ ସୁଟକେସ୍! ଯାଞ୍ଚ ପାଇଁ ସଫା ସଫା ମନା କରିଥିଲେ ପ୍ରତିନିଧି ଟିମ୍‌

ବ୍ୟାଗରେ ସର୍ଭେଲାନ୍ସ ଉପକରଣ ଥିବା ସନ୍ଦେହ ...ଯାଞ୍ଚ ପାଇଁ ମନା କରିଥିଲେ ଚାଇନାର ଟିମ୍ ..୧୨ ଘଣ୍ଟା ଧରି ଜଗି ରହିଥିଲେ ଭାରତର ସୁରକ୍ଷାକର୍ମୀ ..