ଥିରୁଭନନ୍ତପୁରମ୍: କେରଳର କୋଝିକୋଡ୍ରେ ବିମାନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି। ଏଥିରେ ୨ ଜଣ ପାଇଲଟ୍ ଓ ୧୫ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି। ୧୧୨ରୁ ଅଧିକ ଯାତ୍ରୀଙ୍କୁ କୋଝିକୋଡ୍ର ବିଭିନ୍ନ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ପାଇଲଟ୍ ହେଉଛନ୍ତି ୱିଙ୍ଗ୍ କମାଣ୍ଡର ଦୀପକ ବସନ୍ତ ସାଥେ ଓ କ୍ୟାପଟେନ୍ ଅଖିଲେଶ କୁମାର। ୱିଙ୍ଗ୍ କମାଣ୍ଡର ଦୀପକ ଭାରତୀୟ […]
ଥିରୁଭନନ୍ତପୁରମ୍: କୋଝିିକୋଡ୍ ଏୟାରପୋର୍ଟରେ ଲ୍ୟାଣ୍ଡିଂ ବେଳେ ଗତକାଲି ଏୟାର ଇଣ୍ଡିଆ ଏକ୍ସପ୍ରେସ୍ IX-1344 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ପପୁଲାର୍ ଗ୍ଲୋବାଲ୍ ଫ୍ଲାଇଟ୍ ଟ୍ରାକର୍ ୱେବ୍ସାଇଟ୍ର ସୂଚନା ଅନୁସାରେ, ଏୟାର ଇଣ୍ଡିଆର ଏହି ବିମାନଟି ଳ୍ୟାଣ୍ଡିଂ ବେଳେ ରନ୍ୱେରେ ଖସି ଯାଇଥିଲା। ଲ୍ୟାଣ୍ଡିଂ କରିବାକୁ ୨ଥର ପ୍ରୟାସ କରିଥିଲା। ହେଲେ ଏହି ପ୍ରୟାସ ବିଫଳ ହୋଇଥିଲା। କ୍ରାଶ୍ ଲ୍ୟାଣ୍ଡିଂ ଯୋଗୁ ବିମାନଟି ୨ ଫାଳ ହୋଇଯାଇଥିଲା। ଭୌଗୋଳିକ ଦୃଷ୍ଟିକୋଣରୁ ଦେଖିଲେ, କେରଳର କୋଝିକୋଡ୍ ଏୟାରପୋର୍ଟର ରନ୍ୱେ ହେଉଛି […]
ମୁମ୍ବାଇ: ସୁଶାନ୍ତି ସିଂହ ରାଜପୁତ୍ ମୃତ୍ୟୁ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଗତକାଲି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ୮ ଘଣ୍ଟା ଧରି ଜେରା କରିଥିଲା। ଜେରା ସମୟରେ ରିୟା ସୁଶାନ୍ତଙ୍କ ଆକାଉଣ୍ଟରୁ ଟଙ୍କା ଟ୍ରାନ୍ସଫର ଅଭିଯୋଗକୁ ଖଣ୍ଡନ କରିବା ସହ ତାଙ୍କ ବ୍ୟାବସାୟିକ ଇନ୍ଭେଷ୍ଟମେଣ୍ଟରେ ସୁଶାନ୍ତଙ୍କ ଟଙ୍କା ଖର୍ଚ୍ଚ କରି ନାହାନ୍ତି ବୋଲି କହିଛନ୍ତି। ଏପରିକି ମୁମ୍ବାଇର ସବ ଅର୍ବାନ ଅଞ୍ଚଳରେ ଫ୍ଲାଟ କିଣିବା ପାଇଁ ସେ ବ୍ୟାଙ୍କରୁ ଲୋନ୍ ନେଇଥିବା ଜେରା ବେଳେ ସଫେଇ ଦେଇଛନ୍ତି। […]
ପିଲାବେଳେ ଆଗେ କଇଁଛ-ଠେକୁଆ ଦୌଡ ପ୍ରତିଯୋଗିତାର କାହାଣୀ ଶୁଣଥିଲୁ। ଦୌଡ଼ ପ୍ରତିଯୋଗିତା ଆରମ୍ଭରୁ ଠେକୁଆ ଦ୍ରୁତ ଗତିରେ କିଛି ବାଟ ଯିବା ପରେ ପଛକୁ ଚାହିଁ ଦେଖିଲା କଇଁଛ ଦିଶୁନି। ଭାବିଲା, କଇଁଛ ତ ଅନେକ ଦୂରରେ। ଟିକିଏ ବସି ପଡ଼ିବା। ବସୁ ବସୁ ଆଖି ଲାଗି ଯାଇଥିଲା ଠେକୁଆର। ବାସ୍, ଏଇ ସମୟ ଭିତରେ ଧୀରେ ଧୀରେ ଚାଲି କଇଁଛ ଲକ୍ଷ୍ୟସ୍ଥଳରେ ପହଞ୍ଚି ସାରିଥିଲା। ଠେକୁଆର ନିଦ ଭାଙ୍ଗିବା ବେଳକୁ କଇଁଛ ପ୍ରତିଯୋଗିତା ଜିତି ସାରିଲାଣି। […]
କୋଝିକୋଡ୍: କେରଳର କୋଝିିକୋଡ୍ ଏୟାରପୋର୍ଟରେ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନର ବ୍ଲାକ୍ ବକ୍ସକୁ ଉଦ୍ଧାର କରାଯାଇଛି। ଲ୍ୟାଣ୍ଡିଂ ବେଳେ Tabletop ରନ୍ୱେରେ ବିମାନ ଖସି ଯିବା ଫଳରେ ବିମାନଟି ଦୁଇଖଣ୍ଡ ହୋଇଯାଇଥିଲା। ଏଥିରେ ବିମାନର ଫ୍ଲାଇଟ୍ ଡାଟା ରେକର୍ଡସ୍ ଅର୍ଥାତ୍ ବ୍ଲାକ୍ ବକ୍ସ ଭାଙ୍ଗି ଯାଇଥିଲା। ଏହି ରେକର୍ଡସ୍ରେ ଡିଜିଟାଲ୍ ଫ୍ଲାଇଟ୍ ଡାଟା ରେକର୍ଡର୍(DFDR), କକ୍ପିଟ୍ ଭଏସ୍ ରେକର୍ଡର୍ ରହିଛି। କକ୍ପିଟ୍ ଭଏସ୍ ରେକର୍ଡର୍ରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରହିଥାଏ। ବିମାନର […]
ନୂଆଦିଲ୍ଲୀ: ଦେଶର ନୂଆ ସିଏଜି ଭାବେ ଆଜି ଶପଥ ନେଇଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ । ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ସିଏଜିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସମେତ କେନ୍ଦ୍ର କ୍ୟାବିନେଟର ସଦସ୍ୟମାନେ ଉପସ୍ଥିତ ଥିଲେ । ଜାମ୍ମୁ କାଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ପଦରୁ ଇସ୍ତଫା […]
ଥିରୁଅନନ୍ତପୁରମ୍: କେରଳ କୋଝିିକୋଡ଼ ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି AAIB, DGCA ଓ ବିମାନ ନିରାପତ୍ତା ଟିମ୍ । ଏହା ସହ ଘଟଣାସ୍ଥଳରେ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି.ମୁରଲୀଧରନ ମଧ୍ୟ ପହଞ୍ଚିଛନ୍ତି । ଦୁର୍ଘଟଣାରେ ଆହତ ୧୨୭ ଜଣଙ୍କ ମେଡିକାଲରେ ବର୍ତ୍ତମାନ ଚିକିତ୍ସା ଚାଲିଛି । ଦୁର୍ଘଟଣା ପ୍ରସଙ୍ଗରେ ସୂଚନା ଦେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି ଯେ, କୋଝିିକୋଡ଼ ଏୟାରପୋର୍ଟରେ କ୍ରାସ୍ ଲ୍ୟାଣ୍ଡିଂରୁ ହିଁ ବିମାନ ଦୁଇ […]
ମୁମ୍ବାଇ: କରୋନାରୁ ସୁସ୍ଥ ହେଲେ ଅଭିଷେକ ବଚ୍ଚନ। ଦୀର୍ଘଦିନ ଧରି କରୋନା ଆକ୍ରାନ୍ତ ହୋଇ ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଅଭିଷେକ ବଚ୍ଚନ ସୁସ୍ଥ ହୋଇଛନ୍ତି। ଏ ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। କରୋନାରୁ ସୁସ୍ଥ ହେବା ପରେ ନାନାବତୀ ହସ୍ପିଟାଲର ଡାକ୍ତର ଓ ଅନ୍ୟ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଅଭିଷେକ। ସେ ଟ୍ୱିଟ୍ କରି ଲେଖିଛନ୍ତି, “ଆଜି ଅପରାହ୍ନରେ ମୋର କରୋନା ରିପୋର୍ଟ ନେଗେଟିଭ୍ ଆସିଛି। ସାଙ୍ଗମାନେ, ପ୍ରତିଜ୍ଞା କରିଥିଲି ଯେ […]
କୋଝିକୋଡ଼େ: କେରଳ କୋଝିକୋଡ଼େର କରିପୁର ବିମାନ ବନ୍ଦରରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ଗ୍ରସ୍ତ ହେବା ଘଟଣାରେ ମୃତକଙ୍କ ପରିବାର ପାଇଁ କ୍ଷତିପୂରଣ ଘୋଷଣା କଲେ କେରଳ ସରକାର। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି କେରଳର ପିନରାୟୀ ବିଜୟନ ସରକାର। ଅନ୍ୟପଟେ କେରଳ କୋଝିିକୋଡ଼େ ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି AAIB, DGCA ଓ ବିମାନ ନିରାପତ୍ତା ଟିମ୍। ସୂଚନାନୁସାରେ, DGCA ଗତବର୍ଷ ଜୁଲାଇ ୧୧ ତାରିଖ ଏୟାରପୋର୍ଟର […]