• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

kan
ମୁମ୍ବାଇରେ ପହଞ୍ଚିଲେ କଙ୍ଗନା ରଣାୱତ

bollywood Actress Kangana Ranaut arrives at Mumbai's Chhatrapati Shivaji Maharaj International Airport

  • Sunday, 04 July 2021
kangna1
'ଉଦ୍ଧବ, ଆଜି ମୋ ଘର ଭାଙ୍ଗିଛ, କାଲି ତୁମ ଗର୍ବ ଭାଙ୍ଗିବ'

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ମୁମ୍ବାଇରେ ପହଞ୍ଚିବା ମାତ୍ରକେ ନିଜର ଦମ୍ ଦେଖାଇଛନ୍ତି। କଙ୍ଗନା ନିଜର ଅଫିସିଆଲ୍ ଟୁଇଟର୍ ଆକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନାଁ ନେଇ ତାଙ୍କୁ ସିଧାସଳଖ ଟାର୍ଗେଟ୍ କରିଛନ୍ତି। କଙ୍ଗନା କହିଛନ୍ତି, ଉଦ୍ଧବ ଠାକରେ ତୁମକୁ କ’ଣ ଲାଗୁଛି, ତୁମେ ଫିଲ୍ମ ମାଫିଆଙ୍କ ସହ ମିଶି ମୋ ଘର ଭାଙ୍ଗି ମୋ’ଠାରୁ ବହୁତ ବଡ଼ ପ୍ରତିଶୋଧ ନେଇଛ। ଆଜି ତୁମେ ମୋ ଘର ଭାଙ୍ଗିଛ, […]

  • Sunday, 04 July 2021
ladakh
ଭାରତୀୟ ସେନାଙ୍କୁ ଧନ୍ୟବାଦ ଦେଲେ ଚୀନ ଅଧିକାରୀ; କାହିଁକି ଜାଣନ୍ତି ?

ନୂଆଦିଲ୍ଲୀ:ପୂର୍ବ ଲଦାଖର ଏଲଏସିରେ ଭାରତ-ଚୀନ୍‌ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଲାଗି ରହିଥିବାବେଳେ ଭାରତ କିନ୍ତୁ ବନ୍ଧୁତାର ହାତ ଛାଡ଼ିନି । ମଙ୍ଗଳବାର ଅରୁଣାଚଳ ପ୍ରଦେଶ ସୀମାରେ ଚୀନ ପଟୁ ପଶି ଆସିଥିବା ୧୩ଟି  ୟାକ୍‌‌ ଏବଂ ୪ଟି ଶାବକଙ୍କୁ ଫେରାଇ ଦେଇଛି । ଏମାନେ ସମସ୍ତେ ଏଲଏସି ପାର ହୋଇ ଅରୁଣାଚଳ ପ୍ରଦେଶକୁ ପଶି ଆସିଥିଲେ । ଭାରତୀୟ ସେନା ପକ୍ଷରୁ ଏ ନେଇ ସୂଚନା ଦିଆଯାଇ କୁହାଯାଇଛି, ଚୀନ ପଟୁ ପଶି ଆସିଥିବା ୟାକମାନଙ୍କୁ ଫେରାଇ […]

  • Sunday, 04 July 2021
trump
ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ୍‌ଙ୍କ ନାଁ ସୁପାରିସ୍

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାଁ ୨୦୨୧ର ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଇସ୍ରାଏଲ୍ ଓ ୟୁଏଇ ମଧ୍ୟରେ ଐତିହାସିକ ଶାନ୍ତି ବୁଝାମଣା କରାଇବାରେ ମୁଖ୍ୟ ସୂତ୍ରଧର ଲାଗି ଟ୍ରମ୍ପଙ୍କୁ ମନୋନୀତ କରାଯାଇଛି। ନରୱେର ସଂସଦ ଖ୍ରୀଷ୍ଟିଆନ୍ ଟାଇବ୍ରିଙ୍ଗ୍-ଗଜେଡ୍, ଟ୍ରମ୍ପଙ୍କ ନାଁ ଏହି ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଟାଇବ୍ରିଙ୍ଗ୍-ଗଜେଡ୍ କହିଛନ୍ତି, ବିଶ୍ୱରେ ଶାନ୍ତି ସ୍ଥାପନ ପାଇଁ ଆମେରିକାର ରାଷ୍ଟ୍ରପତିଙ୍କ ପ୍ରୟାସ ପ୍ରଶଂସାଯୋଗ୍ୟ। ଟ୍ରମ୍ପ କେବଳ ଇସ୍ରାଏଲ୍ ଓ ୟୁଏଇ ମଧ୍ୟରେ ଶାନ୍ତିର […]

  • Sunday, 04 July 2021
kangna11
କଙ୍ଗନାଙ୍କୁ ସମର୍ଥନ କଲେ ସୁଶାନ୍ତଙ୍କ ପୂର୍ବତନ ଗାର୍ଲଫ୍ରେଣ୍ଡ ଅଙ୍କିତା

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଖୋଲାଖୋଲି ନିଜର ମତ ଉପସ୍ଥାପନା କରୁଥିବା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବେ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ସମର୍ଥନ କରିଛନ୍ତି। ଅଙ୍କିତା କଙ୍ଗନାଙ୍କ ଫିଲ୍ମ ‘ମଣିକର୍ଣ୍ଣିକା’ର ଏକ ଫଟୋ ଶେଆର୍ କରିଛନ୍ତି। ଏଥିରେ କଙ୍ଗନା ଝାନସୀର ରାଣୀ ଲୁକରେ ନଜର ଆସୁଛନ୍ତି। ଏହି ଫଟୋ ଶେଆର୍ କରି ଅଙ୍କିତା ଲେଖିଛନ୍ତି, ‘ବ୍ରେଭ୍ ହାର୍ଟ, ଆପଣଙ୍କୁ ଆହୁରି ଶକ୍ତି ଓ ଭଲପାଇବା ମିଳୁ।’   View this post on […]

  • Sunday, 04 July 2021
rafael
ଆସନ୍ତାକାଲି ବାୟୁସେନାରେ ସାମିଲ୍‌ ହେବ ରାଫେଲ୍

ନୂଆଦିଲ୍ଲୀ: ଆସନ୍ତାକାଲି ଅର୍ଥାତ୍ ଗୁରୁବାର ବିଧିବଦ୍ଧ ଭାବେ ବାୟୁସେନାରେ ସାମିଲ ହେବ ଲଢୁଆ ଯୁଦ୍ଧ ବିମାନ ରାଫେଲ୍। ବାୟୁସେନାର ସେଭେଣ୍ଟିନ୍ ସ୍କ୍ୱାଡର୍ନରେ ସାମିଲ ହେବ ଏହି ଏୟାରକ୍ରାଫ୍ଟ। ଅମ୍ବାଲା ଏୟାରବେସରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଫ୍ରାନ୍ସ ପ୍ରତିରକ୍ଷା ମନ୍ତ୍ରୀ ଫ୍ଲୋରେନ୍ସ ପାର୍ଲେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଗତ ଜୁଲାଇ ୨୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ଫ୍ରାନ୍ସରୁ ୫ଟି ରାଫେଲ ଜେଟ୍ ହରିଆଣାର ଅମ୍ବାଲା ଏୟାରବେସରେ ପହଞ୍ଚିଥିଲା। […]

  • Sunday, 04 July 2021
naveen-nitish
ନବୀନଙ୍କ ସମର୍ଥନ ଲୋଡ଼ିଲେ ନୀତିଶ

ଭୁବନେଶ୍ୱର/ପାଟନା: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଫୋନ୍ ଯୋଗେ କଥା ହୋଇଛନ୍ତି। ନିର୍ବାଚନରେ ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିବା ଲାଗି ନୀତିଶ କୁମାର, ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି। ଫୋନ୍ ବାର୍ତ୍ତାଳାପ ବେଳେ ନୀତିଶ କହିଛନ୍ତି ଯେ, ତାଙ୍କ ଦଳ ପକ୍ଷରୁ ହରିବଂଶ ନାରାୟଣ ସିଂହଙ୍କୁ ରାଜ୍ୟସଭା ଉପାଧ୍ୟକ୍ଷ ପଦ ପାଇଁ ପ୍ରାର୍ଥୀ କରାଯାଇଛି। ତେଣୁ […]

  • Sunday, 04 July 2021
lizard
ଜବତ ହେଲା ବିରଳ ପ୍ରଜାତିର ଝିଟିପିଟି, ଦାମ୍‌ ଶୁଣିଲେ ହୋସ୍‌ ଉଡ଼ିଯିବ

ନୂଆଦିଲ୍ଲୀ:ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲ୍ଲାରେ ଭାରତ-ବାଂଲାଦେଶ ସୀମାରେ ଏକ ବିରଳ ପ୍ରଜାତିର ଝିଟିପିଟି ଜବତ କରାଯାଇଛି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥାଇପାରେ, ଝିଟିପିଟି ପୁଣି ବିରଳ ପ୍ରଜାତିର କ’ଣ ? ହଁ, ଏହି ଝିଟିପିଟି ବିରଳ ପ୍ରଜାତିର ଏବଂ ଦୁର୍ମୂଲ୍ୟ । ହଜାର ବା ଲକ୍ଷ ନୁହେଁ, କୋଟି କୋଟି ଟଙ୍କା ଏହାର ଦାମ୍‌ । ଏହି ବିରଳ ପ୍ରଜାତି ଝିଟିପିଟିର ନାମ ଟୋକେ ଗେକୋ(Tokay Gecko) । ବିଏସ୍‌‌ଏଫ ଜବାନ ୧୪ଟି ଏହି ବିରଳ […]

  • Sunday, 04 July 2021
rafel-1
ବାୟୁସେନାରେ ସାମିଲ ହେଲା 'ରାଫେଲ'

ନୂଆଦିଲ୍ଲ: ପୂର୍ବ ଲଦାଖ ଅଞ୍ଚଳରେ ସୀମା ବିବାଦକୁ ନେଇ ଚୀନ-ଭାରତ ମୁହାଁମୁହିଁ ସ୍ଥିତିରେ ଅଛନ୍ତି। ଏପରି ପରିସ୍ଥିତିରେ ରାଫେଲ ଯୁଦ୍ଧ ବିମାନକୁ ବାୟୁସେନାରେ ସାମିଲ କରାଯାଇଛି। ୫ଟି ରାଫେଲ ଲଢୁଆ ଯୁଦ୍ଧ ବିମାନକୁ ଗୁରୁବାର ହରିୟାଣାର ଅମ୍ବାଲା ଏୟାରବେସରେ ଔପଚାରିକ ଭାବେ ବାୟୁସେନାର ଏକ ସ୍ୱତନ୍ତ୍ର ଉତ୍ସବରେ ସାମିଲ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଫ୍ରାନ୍ସ ପ୍ରତିରକ୍ଷା ଫ୍ଲୋରେନ୍ସ ପାର୍ଲେ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ସିଡିଏସ୍‌ ବିପିନ୍‌ ରାୱତ ଓ ବାୟୁସେନା ମୁଖ୍ୟ […]

  • Sunday, 04 July 2021
ପରେଶ ରାୱଲ ହେଲେ ନ୍ୟାଶନାଲ୍‌ ସ୍କୁଲ୍ ଅଫ୍ ଡ୍ରାମାର ଅଧ୍ୟକ୍ଷ

ନୂଆଦିଲ୍ଲୀ: ଜଣାଶୁଣା ଅଭିନେତା ଓ ବିଜେପି ନେତା ପରେଶ ରାୱଲଙ୍କୁ ନ୍ୟାଶନାଲ୍ ସ୍କୁଲ୍ ଅଫ୍ ଡ୍ରାମାର (NSD) ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଖୋଦ୍ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପରେଶ ରାୱଲଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଛନ୍ତି। ବିଶେଷ କଥା ହେଉଛି, ପରେଶ ରାୱଲ ଏହି ଇନଷ୍ଟିଚ୍ୟୁଟରୁ ଅଧ୍ୟୟନ କରିସାରିଛନ୍ତି। ବିଜେପିର ପୂର୍ବତନ ଲୋକସଭା ସାଂସଦ ପରେଶ ରାୱଲ ଏବେ ରାଜସ୍ଥାନର ପ୍ରଖ୍ୟାତ କବି ଅର୍ଜୁନ ଦେବ ଚରଣଙ୍କ ସ୍ଥାନ ନେବେ। ଅର୍ଜୁନ ଦେବ ୨୦୧୮ରୁ […]

  • Sunday, 04 July 2021