ନୂଆଦିଲ୍ଲୀ:ଜୁଲାଇ ମାସ ସରିଲା। କାଲିଠୁ ଆରମ୍ଭ ଅଗଷ୍ଟ। ଅଗଷ୍ଟ ମାସରେ ଯଦି କିଛି ବ୍ୟାଙ୍କ କାମ ଅଛି ତେବେ ଠିକ୍ ସମୟରେ କରାଇ ନିଅନ୍ତୁ। କାରଣ ଅଗଷ୍ଟ ମାସ ୩୧ ଦିନରୁ ୧୨ ଦିନ ବ୍ୟାଙ୍କ ବନ୍ଦ ରହିପାରେ। ଏଇ ମାସରେ ରବିବାର, ୨ୟ ଓ ୪ର୍ଥ ଶନିବାରକୁ ମିଶାଇ ୧୨ ଦିନ ବ୍ୟାଙ୍କ ବନ୍ଦ ରହିବ। ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧ Bakri-Eid ଯୋଗୁ ବ୍ୟାଙ୍କ ବନ୍ଦ ରହିବ। ପରିଦିନ ଅର୍ଥାତ୍ ଅଗଷ୍ଟ ୨ ତାରିଖ […]
ନୂଆଦିଲ୍ଲୀ: ଭାରତ ଓ ଚୀନ୍ ମଧ୍ୟରେ ସୀମା ବିବାଦ ସାମାନ୍ୟ ହ୍ରାସ ପାଇଥିବା ପରି ମନେ ହେଉଛି । ତଥାପି ଯେ କୌଣସି ମୁହୂର୍ତ୍ତ ପାଇଁ ସଜାଗ ରହିଛନ୍ତି ଭାରତ ସରକାର । ଦୁଇ ଦେଶ ମଧ୍ୟରେ ଥିବା ୩୪୮୮ କିଲୋମିଟର ଦୀର୍ଘ ବାସ୍ତବ ନିୟନ୍ତ୍ରଣ ରେଖାରେ ଭାରତ ଅତିରିକ୍ତ ୩୫ ହଜାର ଯବାନ ମୁତୟନ କରୁଛି । ନାମ ଗୋପନ ସର୍ତ୍ତରେ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ସୀମା ବିବାଦର ଶୀଘ୍ର ସମାଧାନ ଲାଗି ବଜେଟ୍ […]
ଲକ୍ଷ୍ନୌ: ଏଣିକି ଗାଡ଼ି ଚଲାଇବା ବେଳେ ଫୋନ୍ରେ କଥା ହେଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଦୁର୍ଘଟଣା ରୋକିବା ପାଇଁ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଏହି ନିୟମ ଲାଗୁ କରିଛନ୍ତି। ସଡ଼କ ସୁରକ୍ଷା ନିୟମକୁ ଆହୁରି କଡ଼ାକଡ଼ି କରିବା ପାଇଁ ଗୁରୁବାର ଉତ୍ତର ପ୍ରଦେଶ ସରକାର ଏହି ନିର୍ଦ୍ଦେଶାନାମା ଜାରି କରିଛନ୍ତି। ଯେଉଁବ୍ୟକ୍ତି ଦୁଇ ଚକିଆ ଓ ଚାରି ଚକିଆ ଗାଡ଼ି ଚଲାଉଥିବା ବେଳେ ଫୋନ୍ରେ କଥା ହେଉଥିବା ଧରାପଡ଼ନ୍ତି, ତା’ହେଲେ ସେମାନଙ୍କ […]
ନୂଆଦିଲ୍ଲୀ: ଗତ ଦୁଇ ସପ୍ତାହ ଧରି ଭାରତର ଉତ୍ତର-ପଶ୍ଚିମ ତଥା କେନ୍ଦ୍ରାଞ୍ଚଳରେ ଅନାବୃଷ୍ଟି ଦେଖା ଦେଇଥିବାବେଳେ ଏବେ IMD ପକ୍ଷରୁ ଏକ ଆଶ୍ୱସ୍ତିକର ସୂଚନା ମିଳିଛି। ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ ଘନୀଭୂତ ହେଉଛି। ଏହାର ପ୍ରଭାବରେ ଅଗଷ୍ଟ ୪ ତାରିଖରୁ ଦେଶର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲୋ ପ୍ରେସର ଆନ୍ଧ୍ର ଉପକୂଳ ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହେଉଥିବା ଜଣାଯାଇଛି। ଆସନ୍ତା ସପ୍ତାହରେ ଏହା ୱେଷ୍ଟ ପେସିଫିକ ଓ […]
ନୂଆଦିଲ୍ଲୀ:ଲାଇନ ଅଫ କଣ୍ଟ୍ରୋଲ୍ (LAC) ରେ ଚୀନର ପୁଣି ବିଶ୍ୱାସଘାତକତା। LACରୁ ସୈନ୍ୟ ଅପସାରଣ ପାଇଁ ନିଷ୍ପତ୍ତି ନିଆଯିବା ପରେ ମଧ୍ୟ ଚୀନ୍ର ପାଙ୍ଗୋଙ୍ଗ ଝିଲ ନିକଟରେ ପୁଣି ନିଜର ସୈନ୍ୟ ସଂଖ୍ୟା ବୃଦ୍ଧି କରିଛି। ଜୁଲାଇ ୧୪ ତାରିଖ ଦ୍ୱିପାକ୍ଷିକ ଅଲୋଚନା ପରେ ଚୀନ ତାର ଅତିରିକ୍ତ ସେନା ଏବଂ ବୋଟ ପାଙ୍ଗୋଙ୍ଗ ଝିଲ ନିକଟରେ ମୁତୟନ କରିଛି। ବିବାଦୀୟ ଇଲାକାରେ ଚୀନ୍ର ଏପରି ଶକ୍ତି ପ୍ରଦର୍ଶନ ଯୋଗୁ ପୁଣି ଉତ୍ତେଜନା ବୃଦ୍ଧି ପାଇର ଆଶଙ୍କା […]
ହାଇଦ୍ରାବାଦ: ଆନ୍ଧ୍ର ପ୍ରଦେଶରେ ସାନିଟାଇଜର ପିଇ ୯ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମଦ ମିଳିଲାନି ବୋଲି ସାନିଟାଇଜର ପିଇ ଦେବାରୁ ଏମାନଙ୍କର ମୃତ୍ୟୁ ହୋଇଥିବା ସୂଚନା। ଆନ୍ଧ୍ର ପ୍ରଦେଶର ପ୍ରକାଶମ୍ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, କୁରିଚେଦୁ ସହରରେ ୯ ଜଣ ଲୋକ ମଦ ନ ମିଳିବାରୁ ହ୍ୟାଣ୍ଡ୍ ସାନିଟାଇଜର୍ ପିଇ ଦେଇଥିଲେ। ଏହି ସାନିଟାଇଜାର୍ରେ ଅଧିକ ପରିମାଣର alcohol ମିଶିଥିଲା। ଫଳରେ ବୁଧବାର ରାତିରେ ଜଣଙ୍କର ମୃତ୍ୟୁ ଘଟିଥିବା […]
ନୂଆଦିଲ୍ଲୀ: ଉଚ୍ଛେଦ ହୋଇଛି ଟ୍ରିପଲ୍ ତଲାକ। ତିନି ତଲାକକୁ ଅପରାଧ ମାନ୍ୟତା ମିଳିବାର ଏକ ବର୍ଷ ବିତିଛି। ୨୦୧୯ରେ ଅଗଷ୍ଟ ପହିଲାରେ ମୁସଲିମ୍ ମହିଳାଙ୍କ ବିବାହ ସମ୍ପର୍କିତ ଆଇନ-୨୦୧୯କୁ ମିଳିଥିଲା ରାଷ୍ଟ୍ରପତିଙ୍କ ଅନୁମୋଦନ। ସମ୍ବିଧାନର ଉଭୟ ଗୃହରେ ପାରିତ ହେବା ପରେ ଏହାକୁ ଅପରାଧର ଶ୍ରେଣୀଭୃକ୍ତ କରାଯାଇଥିଲା॥ ଏହି ନିୟମ ଅନୁଯାୟୀ, କୌଣସି ବ୍ୟକ୍ତି ନା ଟ୍ରିପଲ୍ ତଲାକ ଦେଇପାରିବେ ନା ଏହା ସମାଜରେ ଗ୍ରହଣୀୟ ହେବ। ଏହି ଐତିହାସିକ ବିଲ୍ ଆଇନରେ ପରିଣତ ହେବା ପରେ […]
ପଶ୍ଚିମବଙ୍ଗ: କଂଗ୍ରେସକୁ ଆଉ ଏକ ଝଟକା । ଦଳର ବରିଷ୍ଠ ନେତା ତଥା ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ ମୁଖାର୍ଜୀ ଆଜି ମମତା ବାନାର୍ଜୀଙ୍କ ଟିଏମସିରେ ସାମିଲ ହୋଇଛନ୍ତି । ଆଜି ଟିଏମସିର ବରିଷ୍ଠ ନେତା…
ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ହରିଣର ଏକ ଭିଡିଓ ଖୁବ୍ ଜୋରରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଆପଣଙ୍କ ମନ ଖୁସି ହୋଇଯିବ। ଝିଅଟି ପାର୍କରେ ବାଦ୍ୟଯନ୍ତ୍ର ବୀଣା ବଜାଉଥଲେ। ସେହି ସମୟରେ ଝିଅର ପଛ ପଟେ ଏକ ହରିଣ ଗୀତ ଶୁଣିବାକୁ ଅଟକି ଯାଇଥିଲା। ଟ୍ୱିଟ୍ରରେ ଏହି ଭିଡିଓକୁ ‘Welcome To Nature’ ନାମକ ଏକ ପେଜ୍ରେ ଶେୟାର କରାଯାଇଛି। Deer stops to listen to harp pic.twitter.com/zagX5fgVYp — Welcome To Nature […]