• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

ncb
ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ମୁମ୍ବାଇ: ବଲିଉଡ୍ ଡ୍ରଗ୍ସ ଲିଙ୍କ୍ ଏବେ ମୁମ୍ବାଇରେ ସୀମିତ ହୋଇ ରହିନାହିଁ। ଏହାର ଚେର ଏବେ ହିମାଚଳ ପ୍ରଦେଶ ଯାଏ ଲମ୍ବିଛି। ବଲିଉଡରେ ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉ ପେଡଲରଙ୍କୁ ଗିରଫ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)। ହିମାଚଳରୁ ଗିରଫ ହୋଇଥିବା ରାହିଲ୍ ବିଶ୍ରମଙ୍କ ନିକଟରୁ ଗୋଟିଏ କିଲୋ ଚରସ୍ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା ହେବ। ଏହାସହ ସାଢ଼େ ୪ ଲକ୍ଷ ଟଙ୍କା ଜବତ ହୋଇଛି। ଏନ୍ସିବିରୁ ମିଳିଥିବା […]

  • Saturday, 03 July 2021
Capture 2
ସୁସ୍ଥ ହେଉଛନ୍ତି  ଶ୍ରୀଜିଉ, ଶଗଡ଼ରେ ଦେଉଳି ମଠରୁ ଆସିଲା ଫଳ ଭାର

ପୁରୀ: ସୁସ୍ଥ ହେଉଛନ୍ତି  ଶ୍ରୀଜିଉ । ଅତ୍ୟଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଥିବା ଚତୁର୍ଦ୍ଧା ମୂରତୀ, ଫୁଲୁରୀ ତେଲ ଲାଗି ହେବା ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି । ଏବେ ଅନବସର ଘରେ ଥିବା ଶ୍ରୀଜୀଉଙ୍କ ଲାଗି ଦେଉଳି…

america
ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ୱାଶିଂଟନ୍: ଭାରତ ପରେ ଏବେ ଆମେରିକା ମଧ୍ୟ ଚାଇନିଜ୍ କମ୍ପାନୀ ମାଲିକାନସତ୍ତ୍ୱ ଭିଡିଓ ଶେୟାରିଂ ପ୍ଲାଟଫର୍ମ TikTok ଓ ମେସେଜିଂ ଆପ୍ WeChat ବ୍ୟାନ୍ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ରବିବାରଠାରୁ ଅର୍ଥାତ୍ ସେପ୍ଟେମ୍ବର ୨୦ ତାରିଖରୁ ଏହି ଦୁଇ ଆପ୍ସକୁ ବ୍ୟାନ୍ କରିବା ଲାଗି ଘୋଷଣା କରିଛନ୍ତି। ରବିବାରଠାରୁ ଆମେରିକାରେ TikTok ଏବଂ WeChatର ଡାଉନଲୋଡିଂ ହୋଇପାରିବ ନାହିଁ। ଆମେରିକାରେ TikTokର ପ୍ରାୟ ୧୦୦ ମିଲିୟନ୍ ଅର୍ଥାତ୍ ୧୦ କୋଟି ୟୁଜର ଅଛନ୍ତି, ଯେଉଁଥିରୁ […]

  • Saturday, 03 July 2021
paytm
ପ୍ଲେ' ଷ୍ଟୋରକୁ ପୁଣି ଫେରିଲା Paytm

ନୂଆଦିଲ୍ଲୀ: ଗୁଗଲ୍ ପ୍ଲେ ଷ୍ଟୋରରୁ କିଛି ଘଣ୍ଟା ପାଇଁ ହଟିବା ପରେ ମୋବାଇଲ୍ ୱାଲେଟ୍ ଆପ୍ଲିକେସନ୍ Paytm ପୁଣିଥରେ ପ୍ଲାଟଫର୍ମକୁ ଫେରିଛି। ପେଟିଏମ୍ ଟୁଇଟ୍ କରି ଶୁକ୍ରବାର ସନ୍ଧ୍ୟାରେ ଏହି ସୂଚନା ଦେଇଛି। ଏହା ପୂର୍ବରୁ ଗୁଗଲ୍ ପ୍ଲେ’ ଷ୍ଟୋର Paytm ଆପକୁ ଗ୍ୟାମ୍ବଲିଂ (ଜୁଆ ଖେଳିବା) ଅଭିଯୋଗରେ ନିଜ ପ୍ଲାଟଫର୍ମକୁ ହଟାଇଥିଲା। ଗୁଗଲ୍ ପ୍ଲେ ଷ୍ଟୋରର କହିବା ଅନୁଯାୟୀ, ଆମେ ଗ୍ୟାମ୍ବଲିଂ ଆପର ସମର୍ଥନ କରୁନାହୁଁ ଏବଂ ଜୁଆ ସହ ସମ୍ପୃକ୍ତ ନୀତିର ଉଲ୍ଲଙ୍ଘନ କରିବା […]

  • Saturday, 03 July 2021
nia
ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

ନୂଆଦିଲ୍ଲୀ: କେରଳ ଓ ପଶ୍ଚିମବଙ୍ଗର ବିଭିନ୍ନ ସ୍ଥାନରେ National Investigation Agency (NIA) ଚଢ଼ଉ କରି ୯ଜଣ ଅଲ୍‌କାଏଦା ଆତଙ୍କବାଦୀଙ୍କୁ ଗିରଫ କରିଛି। ଆତଙ୍କବାଦୀମାନେ ଏକ ବଡ଼ ଧରଣର ହମ୍‌ଲା ପାଇଁ ଯୋଜନା କରୁଥିବା ଖବର ପାଇ NIA ପକ୍ଷରୁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଓ କେରଳର ଏର୍ଣ୍ଣାକୁଲ୍‌ମରେ ଏକକାଳୀନ ଚଢଉ କରାଯାଇଥିଲା। ଏର୍ଣ୍ଣାକୁଲ୍‌ମରୁ ୩ ଓ ମୁର୍ସିଦାବାଦରୁ ୬ଜଣ ଅଲ୍‌କାଏଦା ଆତଙ୍କବାଦୀ ଗିରଫ କରାଯାଇଛି। ଆତଙ୍କବାଦୀମାନେ ଭାରତର ବିଭିନ୍ନ ସ୍ଥାନରେ ହମ୍‌ଲା କରି ଆତଙ୍କ ସୃଷ୍ଟି କରିବା […]

  • Saturday, 03 July 2021
bansadhara
ବଂଶଧାରା ପ୍ରସଙ୍ଗରେ ରାଜ୍ୟ ସକକାରଙ୍କ ଉପରେ ଜୋରଦାର ବର୍ଷିଲା ବିଜେପି

ତେବେ ଗତକାଲି ଆନ୍ଧ୍ରପ୍ରଦେଶରେ ବଂଶଧାରା ନଦୀ ଉପରେ ହେବାକୁ ଥିବା ନେରେଡ଼ି ବ୍ୟାରେଜ ଦ୍ୱାରା ପ୍ରଭାବିତ ଅଞ୍ଚଳ ଗସ୍ତ କରିଥିଲା ବିଜେପି ଟିମ୍ । ଏହି ଅବସରରେ ବିଜେପି ପ୍ରତିନିଧି ଦଳ କ୍ଷତିଗ୍ରସ୍ତ ହେବାକୁ ଥିବା ଅଞ୍ଚଳ କାଶୀନଗର ବ୍ଲକର ୩ଟି ଗାଁ ପରିଦର୍ଶନ ସହ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ ।

  • Saturday, 03 July 2021
sushant
ସୁଶାନ୍ତଙ୍କୁ ହତ୍ୟା କରାଯାଇଥିଲା କି ? ଉଠିଲା ଏହି ୧୦ ପ୍ରଶ୍ନ

ମୁମ୍ବାଇ: ଏବେବି ରହସ୍ୟ ଘେର ଭିତରେ ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ। ଏହା ଆତ୍ମହତ୍ୟା ନା ତାଙ୍କୁ ହତ୍ୟା କରାଯାଇ ଆତ୍ମହତ୍ୟାର ରୂପ ଦିଆଯାଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସିବିଆଇ ଏହି ଘଟଣାର ତଦନ୍ତ କରୁଛି। ସୁଶାନ୍ତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌କୁ ନେଇ Narcotics Control Bureau (NCB) ମଧ୍ୟ ଖୋଳତାଡ଼ କରି ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍ ରିୟା ଚକ୍ରବର୍ତ୍ତୀଙ୍କ ସମେତ‌ ଅନେକ ଡ୍ରଗ୍ସ ବେପାରୀଙ୍କୁ ଗିରଫ କରିଛି। ସୁଶାନ୍ତଙ୍କୁ ହତ୍ୟା କରାଯାଇପାରେ ବୋଲି […]

  • Saturday, 03 July 2021
1223445
ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଜଣେ ସାମ୍ବାଦିକଙ୍କ ସହ ଜଣେ ଚୀନ ମହିଳା ଓ ଜଣେ ନେପାଳ ନାଗରିକଙ୍କୁ ଗିରଫ କରିଛି । ଗିରପ ସାମ୍ବାଦିକଙ୍କ ନାମ ରାଜୀବ ଶର୍ମା । ରାଜୀବ ଚୀନ ଇନ୍‌‌ଟେଲିଜେନ୍ସକୁ ଗୁଇନ୍ଦା ତଥ୍ୟ ପ୍ରଦାନ କରୁଥିବା ଅଭିଯୋଗ ହୋଇଛି । ଚୀନ ମହିଳା କିଂଗ ଶୀ ଏବଂ ନେପାଳ ନାଗରିକ ଶେର ସିଂ ଏଥିପାଇଁ କମ୍ପାନୀ ପକ୍ଷରୁ ରାଜୀବଙ୍କୁ ବିପୁଳ ଟଙ୍କା ଦେଉଥିଲେ । ଚୀନ୍ ଗୁଇନ୍ଦା ସଂସ୍ଥା ଟଙ୍କା […]

  • Saturday, 03 July 2021
0001
ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ନୂଆଦିଲ୍ଲ: ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସରକାର ପ୍ରଥମ ଥର ପାଇଁ ସ୍ୱୀକାର କରିଛନ୍ତି। କୋଭିଡ-୧୯ ସଙ୍କଟକୁ ଦୃଷ୍ଟିରେ ରଖି ହୋଇଥିବା ଲକ୍‌‌ଡାଉନ ସମୟରେ ପ୍ରବାସୀ ଶ୍ରମିକଙ୍କ ପାଇଁ ଚାଲ କରାଯାଇଥିଲା ସ୍ୱତନ୍ତ୍ର ଟ୍ରେନ। ଲକ୍ଷ୍ୟଥିଲା ପ୍ରବାସୀ ଶ୍ରମିକମାନଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳରେ ସୁବିଧାରେ ପହଞ୍ଚାଇ ଦେବା। ତେବେ ସ୍ୱତନ୍ତ୍ର ଟ୍ରେନ୍‌‌ରେ ଯାତ୍ରା ସମୟରେ ୯୭ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ରେଳମନ୍ତ୍ରୀ ପୀୟୂଷ ଗୋୟଲ ନିଜେ ଏହି କଥାକୁ ସଂସଦ […]

  • Saturday, 03 July 2021
ins
ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

ନୂଆଦିଲ୍ଲୀ: ଭାରତରେ ଦୀର୍ଘବର୍ଷ ଧରି ସେବାରେ ନିୟୋଜିତ ନୌସେନାର ଏୟାର କ୍ରାଫ୍ଟ କ୍ୟାରିୟର ଜାହାଜ INS ବିରାଟ ଆରମ୍ଭ କରିଛି ନିଜର ଅନ୍ତିମ ଯାତ୍ରା। ଆଇଏନଏସ ବିରାଟକୁ ନୌସେନା ସେବାରୁ ଅବ୍ୟାହତି ଦିଆଯାଇଥିଲା। ଏବେ ଏହାକୁ ମୁମ୍ବାଇର ନୌସେନା ୟାର୍ଡରୁ ଗୁଜରାଟ ଅଲଙ୍ଗସ୍ଥିତ ଜାହାଜ ଭଙ୍ଗା ୟାର୍ଡକୁ ନିଆଯାଉଛି। ଯେଉଁଠିକି ଏହାକୁ ସମ୍ପୂର୍ଣ୍ଣ ରୂପେ ନଷ୍ଟ କରାଯାଇ ସ୍କ୍ରାପ ଭାବେ ବିକ୍ରି କରାଯିବ। ପ୍ରାୟ ୩୦ ବର୍ଷ ଧରି ଭାରତୀୟ ନୌସେନାକୁ ସେବା ଯୋଗାଇ ଆସିଥିବା INS […]

  • Saturday, 03 July 2021
Ranendra-Pratap-Swain
ମଣ୍ଡିରେ ଧାନ ଗଦା ହୋଇଛି, ହେଲେ ମନ୍ତ୍ରୀ କହିଲେଣି ସମୟ ସରିଯାଇଛି ଆଉ କିଣାଯିବନି

ଭୁବନେଶ୍ୱର: ଚାଷୀଙ୍କ ମୁଣ୍ଡରେ ପଡ଼ିଲା ଚଡ଼କ । ଚାଷୀଙ୍କ ଠାରୁ ଏବେ ଆଉ ଧାନ କିଣିବେନି ରାଜ୍ୟ ସରକାର । କେନ୍ଦ୍ର କୋଟ୍‌କୁ ବଲ ଗଡ଼େଇ ନିଜ ଧୂଳି ଝାଡ଼ିଦେଲେ ରାଜ୍ୟ ସରକାର । ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର…

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

କଟକ: ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇ ସୋସିଆଲ୍‌ ମିଡିଆରେ ହୋଇଥିବା ପୋଷ୍ଟକୁ ନେଇ କଟକ କ୍ୟାଣ୍ଟନମେଣ୍ଟ ଥାନାରେ ମାମଲା ରୁଜୁ ହୋଇଛି। ଏହାସହ ଘଟଣାର ତଦନ୍ତ ଚାଲିଥିବା ନେଇ କଟକ ଡିସିପି ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। କିଛି ଅସାମାଜିକ ଓ ଖଳ ପ୍ରକୃତିର ଲୋକ ଫେସ୍‌ବୁକ୍ ମାଧ୍ୟମରେ ଜନସାଧାରଣଙ୍କ ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇ ପୋଷ୍ଟ କରିଥିବା ଅପମାନଜନକ ପୋଷ୍ଟକୁ ଗଭୀରତାର ସହ ନେଇ ତଦନ୍ତ କରାଯାଉଥିବା କଟକ ଡିସିପି ସୂଚନା ଦେଇଛନ୍ତି। ଏଭଳି ପୋଷ୍ଟ […]

  • Saturday, 03 July 2021