• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

tiktok
ଆମେରିକାରେ ଚୀନ୍ କମ୍ପାନୀ Tiktokକୁ କିଣିବ Oracle

ୱାଶିଂଟନ୍‌‌: ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଆମେରିକାର ସଫ୍ଟୱେର କମ୍ପାନୀ ଓରାକଲକୁ ଭିଡିଓ ଶେୟାରିଂ ଆପ୍‌ କମ୍ପାନୀ ବାଇଟ୍‌‌ଡାନ୍ସ (ByteDance) କୁ କିଣିବା ପାଇଁ ମଞ୍ଜୁରୀ ଦେଇଛନ୍ତି। ଟ୍ରମ୍ପ ରବିବାର ସାମ୍ବାଦିକମାନଙ୍କୁ କହିଛନ୍ତି, ୱାଲମାର୍ଟ ବି ଏହି ବୁଝାମଣାରେ ଏକ ଅଂଶୀଦାର ରହିଛି। ଏହା ଟେକ୍ସାସରେ ଥିବା ନୂଆ କମ୍ପାନୀର ନିର୍ମାଣ ଦେଖିବ। ଆମେରିକା ଟିକଟିକ୍‌‌ର ପରିଚାଳନା କରିବ। ସେ ଆହୁରି କହିଛନ୍ତି, ଏହି ବୁଝାମଣାରେ ଏକ ଶିକ୍ଷା କାର୍ଯ୍ୟକ୍ରମ ପାଇଁ ଦାନ ସୂତ୍ରରେ ମିଳିଥିବା ପାଞ୍ଚ […]

  • Saturday, 03 July 2021
nabaz
ରାଜନୀତିକୁ ଫେରୁଛନ୍ତି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନବାଜ ସରିଫ !

ନୂଆଦିଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନବାଜ ସରିଫ ଦୀର୍ଘ ଏକ ବର୍ଷ ଅନ୍ତର୍ଦ୍ଧାନ ରହିବା ପରେ ଦେଶର ରାଜନୀତିକୁ ଫେରିବା ପାଇଁ ପ୍ରସ୍ତୁତ ହେଉଛନ୍ତି । ପିପିପି ଅଧ୍ୟକ୍ଷ ବିଲାବଲ ଭୁଟ୍ଟୋ ଜର୍ଦ୍ଦାରୀ ଇମ୍ରାନ ଖାଁ ସରକାର ବିରୋଧରେ ଆନ୍ଦୋଳନ କରିବା ପାଇଁ ରବିବାର ଡିଜିଟାଲ ସମ୍ମେଳନର ଅୟୋଜନ କରିଛନ୍ତି । ଦେଶର ତିନି ବିରୋଧୀ ଦଳକୁ ନେଇ ଏହି ସମ୍ମେଳନ କରାଯାଇଥିଲା । ଏହି ସମ୍ମେଳନରେ ଭାଗ ନେବା ପାଇଁ ସେ ନବାଜ ସରିଫଙ୍କୁ ଆମନ୍ତ୍ରଣ […]

  • Saturday, 03 July 2021
building collapsed
ଭୁଶୁଡ଼ି ପଡ଼ିଲା ୩ ମହଲା କୋଠା: ୧୦ ମୃତ

ମୁମ୍ବାଇ: ମୁମ୍ବାଇ ନିକଟ ଭିୱାଣ୍ଡିରେ ୩ ମହଲା କୋଠା ଭୁଶୁଡ଼ି ପଡ଼ିବା ଯିବା ଯୋଗୁ ୧୦ଜଣଙ୍କ ମୃତ୍ୟୁ ଘଟିଛି।ଗତକାଲି ବିଳମ୍ବିତ ରାତି ୩ଟା ୪୦ମିନିଟ୍‌ ସମୟରେ ଭିୱାଣ୍ଡିର ପଟେଲ୍‌ କମ୍ପାଉଣ୍ଡ୍‌ରେ ଅଞ୍ଚଳରେ ଥିବା ଏହି ୩ ମହଲା କୋଠାଟି ଭୁଶୁଡ଼ି ପଡ଼ିଥିଲା। ଭଗ୍ନାବଶେଷ ତଳୁ ୩୧ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ କିଛି ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି।ଉଦ୍ଧାର କାର୍ଯ୍ୟରେ NDRF ଟିମ୍, ଦମକଳ ବାହିନୀ ଓ ପୋଲିସ୍‌ ଟିମ୍‌ ସାମିଲ ହୋଇଛନ୍ତି।

  • Saturday, 03 July 2021
taj mahal
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ତାଜମହଲ

ଆଗ୍ରା: ମହାମାରୀ କରୋନା ପାଇଁ ୬ ମାସରୁ ଅଧିକ ଦିନ ଧରି ବନ୍ଦ ରହିଥିବା ବିଶ୍ୱ ପ୍ରସିଦ୍ଧ ଐତିହାସିକ ତାଜମହଲ ପୁଣିଥରେ ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଛି। ଆଗ୍ରା ଦୁର୍ଗ ମଧ୍ୟ ଆଜିଠୁ ଖୋଲିଛି। ମହାମାରୀ କରୋନା ଯୋଗୁ ମାର୍ଚ୍ଚ ୧୭ରୁ ଉଭୟ ବିଶ୍ୱ ଐତିହ୍ୟ ସ୍ଥଳ ବନ୍ଦ ରହିଥିଲା। କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି ହୋଇଥିବା କୋଭିଡ୍‌ ସୁରକ୍ଷା ଗାଇଡଲାଇନ୍ସକୁ କଡ଼ାକଡ଼ି ପାଳନ କରିବା ପାଇଁ ନିର୍ଦ୍ଦେଶ ରହିଛି। ଏହାସହ ସାମାଜିକ ଦୂରତା ବଜାୟ ରଖିବା […]

  • Saturday, 03 July 2021
ରାଜ୍ୟସଭାର ୮ ସାଂସଦ ସସ୍‌ପେଣ୍ଡ୍

ନୂଆଦିଲ୍ଲୀ: ବିଶୃଙ୍ଖଳ ଆଚରଣ ପାଇଁ ୮ ସାଂସଦଙ୍କୁ ରାଜ୍ୟସଭାରୁ ସସ୍‌ପେଣ୍ଡ୍ କରାଯାଇଛି।  କୃଷି ବିଲ୍ ଆଲୋଚନା ବେଳେ ହଙ୍ଗାମା କରିଥିବା ଏହି ୮ ସାଂସଦଙ୍କୁ ସପ୍ତାହେ ପାଇଁ ସସ୍‌ପେଣ୍ଡ୍ କରାଯାଇଥିବା ସୂଚନା ମିଳିଛି। ରାଜ୍ୟସଭା ଅଧ୍ୟକ୍ଷ ଏମ୍‌ ଭେଙ୍କେୟା ନାଇଡୁ ଏମାନଙ୍କୁ ସସ୍‌ପେଣ୍ଡ୍ କରିଛନ୍ତି। ସସ୍‌ପେଣ୍ଡ୍ ହୋଇଥିବା ଏହି ୮ ସାଂସଦ ହେଲେ- ଡେରେକ୍ ଓବ୍ରାଏନ୍,ସଞ୍ଜୟ ସିଂ, ରାଜୁ ସତାଭ୍‌,କେକେ ରାଗେଶ,ରିପୁନ ବୋରା,ଡୋଲା ସେନ୍‌, ସୟଦ୍‌ ନାଜିର୍‌ ହୁସେନ୍‌ ଓ ଏଲାମରନ୍‌ କରିମ୍‌। ସୂଚନାଥାଉ କି, ଗତକାଲି […]

  • Saturday, 03 July 2021
darbar move
ବନ୍ଦ ହେଲା କାଶ୍ମୀରର ୧୫୦ ବର୍ଷର ‘ଦରବାର ମୁଭ୍’ ପ୍ରଥା

ଶ୍ରୀନଗର: ଜାମ୍ମୁକାଶ୍ମୀରରେ ବଦଳି ଯିବ ୧୫୦ ବର୍ଷ ଧରି  ଚାଲି ଆସୁଥିବା ପ୍ରଥା।  ଆଉ ପ୍ରତି ୬ ମାସରେ ଜମ୍ମୁ କାଶ୍ମୀରରେ  ହେବନି ଦରବାର ସ୍ଥାନାନ୍ତର। ପ୍ରଶାସନିକ ବ୍ୟବସ୍ଥାରେ ସୁଧାର ଆଣିବାକୁ ଯାଇ  ବୁଧବାର ଏହି ପ୍ରଥାକୁ ବନ୍ଦ କରି ଦିଆଯାଇଛି।…

  • Saturday, 03 July 2021
ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

ନୂଆଦିଲ୍ଲୀ: ଅନ୍‌ଲକ୍‌ ୪ ଗାଇଡ୍‌ଲାଇନ୍ସ ସହ ଆଜିଠୁ କିଛି ରାଜ୍ୟରେ ଆଂଶିକ ଭାବେ ସ୍କୁଲ୍‌ ଖୋଲିଛି। ଅନ୍‌ଲକ୍‌ ୪ରେ ଆଂଶିକ ଭାବେ ସ୍କୁଲ୍‌ ଖୋଲିବା ନେଇ କେନ୍ଦ୍ର ସରକାର ଅନୁମତି ପ୍ରଦାନ କରିଥିଲେ। କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ହିଁ ସ୍କୁଲ ଯିବା ପାଇଁ ଅନୁମତି ମିଳିଛି। ଅଭିଭାବକଙ୍କ ପରାମର୍ଶ ଏବଂ ଶିକ୍ଷକଙ୍କ ଲିଖିତ ଅନୁମତି ପରେ ହିଁ ଛାତ୍ରଛାତ୍ରୀ ସ୍କୁଲ ଯାଇପାରିବେ ବୋଲି କୁହାଯାଇଛି। ହରିୟାଣା, ଜମ୍ମୁ ଓ କଶ୍ମୀର, ପଞ୍ଜାବ, ହିମାଚଳପ୍ରଦେଶ, ତାମିଲନାଡୁ, […]

  • Saturday, 03 July 2021
rafale
ଏଣିକି ରାଫେଲ୍ ଉଡ଼ାଇବେ ମହିଳା ପାଇଲଟ୍

ନୂଆଦିଲ୍ଲୀ: ଶତ୍ରୁକୁ ଏବେ କଡ଼ା ଜବାବ୍ ଦେବ ଭାରତର ନାରୀ ଶକ୍ତି। ଭାରତୀୟ ବାୟୁସେନାର ଲଢୁଆ ବିମାନ ରାଫେଲ୍ ଉଡ଼ାଇବେ ମହିଳା ପାଇଲଟ୍। ସପ୍ତଦଶ ସ୍କ୍ୱାଡ୍ରନରେ ମହିଳା ପାଇଲଟ ସାମିଲ ହେବାକୁ ଯାଉଛନ୍ତି। ରାଫେଲ ଉଡ଼ାଇବାକୁ ୧୦ ମହିଳା ପାଇଲଟଙ୍କୁ ସ୍ୱତନ୍ତ୍ର ଟ୍ରେନିଂ ଦିଆଯାଉଛି। ଫ୍ରାନ୍ସ ନିର୍ମିତ ଅତ୍ୟାଧୁନିକ ଫାଇଟର ଜେଟ୍ ରାଫେଲ୍ ବାୟୁସେନାରେ ସାମିଲ ହେବା ପରେ ବହୁଗୁଣିତ ହୋଇଛି ଭାରତର ବାୟୁ ଶକ୍ତି। ଚଳିତ ମାସ ଅମ୍ବାଲା ଏୟାରବେସରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସେଭେଣ୍ଟିନ୍ […]

  • Saturday, 03 July 2021
navy
ଇତିିହାସରେ ପ୍ରଥମ: ଭାରତୀୟ ନୌସେନାରେ ନିଯୁକ୍ତି ପାଇଲେ ଦୁଇ ମହିଳା ଅଫିସର

ନୂଆଦିଲ୍ଲୀ: ଭାରତୀୟ ସେନାରେ ମହିଳାମାନଙ୍କ ଗୁରୁତ୍ୱ ଦିନକୁ ଦିନ ବଢିବାରେ ଲାଗିଛି। ଏହି କ୍ରମରେ ଏବେ ଆଉ ଏକ ସଫଳତା ଯୋଡ଼ି ହୋଇଛି। ଭାରତୀୟ ନୌସେନାରେ ୨ ଜଣ ମହିଳା ଅଧିକାରୀ ଯୋଗ ଦେଇଛନ୍ତି। ଏହି ଦୁଇ ଅଧିକାରୀଙ୍କୁ ନୌସେନାର ହେଲିକପ୍ଟର ବିଭାଗରେ ଅବଜର୍ଭର ଭାବେ ନିଯୁକ୍ତି ଦିଆଯାଇଛି। ଏହି ଦୁଇ ମହିଳା ସେନା ଅଧିକାରୀ ହେଲେ ଲେଫ୍ଟନାଣ୍ଟ କୁମୁଦିନୀ ତ୍ୟାଗୀ ଓ ସବ୍‌ ଲେଫ୍ଟନାଣ୍ଟ ରୀତି ସିଂହ।   ଏହି ଅଧିକାରୀଙ୍କୁ ଭାରତୀୟ ନୌସେନାର ଯୁଦ୍ଧପୋତରେ […]

  • Saturday, 03 July 2021
Uttarkhanda CM
ଧାମି ହେବେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ପୁଷ୍କର ସିଂ ଧାମି ହେବେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ। ଉତ୍ତରାଖଣ୍ଡର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହେବେ ୪୫ ବର୍ଷୀୟ ଧାମି ବୋଲି ସୂଚନା ମିଳିଛି

  • Saturday, 03 July 2021
morris
ଓଡ଼ିଆ ପୁଅଙ୍କୁ ଜର୍ସି ଉତ୍ସର୍ଗ କଲେ ଆର୍‌ସିବି ଅଲରାଉଣ୍ଡର୍ ମୋରିସ୍

ଭୁବନେଶ୍ୱର: ଲକଡାଉନରେ ପର୍ବତ ଆରୋହଣକାରୀରୁ ପରିବା ଦୋକାନୀ ପାଲଟିଥିବା ଓଡ଼ିଶାର ନୀଳାଚଳ ପରିଡ଼ାଙ୍କୁ ସମ୍ମାନ ପ୍ରଦର୍ଶନ କରିଛନ୍ତି ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମର ଷ୍ଟାର୍ ଅଲରାଉଣ୍ଡର କ୍ରିସ୍ ମୋରିସ୍। ମୋରିସ୍ ନିଜ ଟୁଇଟର୍ ଆକାଉଣ୍ଟରେ ନୀଳାଚଳଙ୍କୁ କୋଭିଡ୍ ହିରୋର ଆଖ୍ୟା ଦେବା ଦହ ସହ ଏକ ଜର୍ସିର ଫଟୋ ଦେଇଛନ୍ତି, ଯେଉଁଥିରେ ଲେଖା ଅଛି ‘ମାଇଁ କୋଭିଡ୍ ହିରୋଜ୍’ ଏବଂ ‘ନୀଳାଚଳ’। Nilachala Parida set up a vegetable shack during lockdown and offered […]

  • Saturday, 03 July 2021
12233
ଆମେରିକାକୁ ଧମକ ଦେଇ ଚୀନ କହିଲା-ଉଡାଇ ଦେବୁ

ବେଜିଂ:ପୁଣି ଆମେରିକାକୁ ଧମକ ଦେଇଛି ଚୀନ । ଚୀନ ବାୟୁସେନା (China Air Force) ପକ୍ଷରୁ ଏକ ଭିଡିଓ ଜାରି କରି ଧମକ ଦେଇଛି । ଏହି ଭିଡିଓରେ ଏଚ-୬ ବୋମାବର୍ଷୀ ଏୟାରକ୍ରାଫ୍ଟ ଦ୍‌:ାରା ଏକ ଆକ୍ରମଣ କରାଯାଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ଏହି ସ୍ଥାନ ଗୁଆମର ଆମେରିକି ପେସିଫିିକ୍ ଆଇଲାଣ୍ଡ ଏଣ୍ଡରସନ ଏୟାର ଫୋର୍ସ ବେସ୍‌୍ ପରି ଦେଖାଯାଉଛି । ଏହି ଭିଡିଓ ପିପୁଲ୍ସ ଲିବରେସନ(Peoples Liberation Army) ଏୟାରଫୋର୍ସ ବିବୋ ଆକାଉଣ୍ଟରୁ ଜାରି […]

  • Saturday, 03 July 2021
snake
କାର୍ ଚକାରୁ ମିଳିଲା ବିରାଟକାୟ ଅଜଗର

ମୁମ୍ବାଇ: ରାସ୍ତା ଉପରେ ୮ ଫୁଟ୍ ଲମ୍ବର ବିରାଟ ଅଜଗର ଶୋଇଥିବାର ଦେଖିବାକୁ ମିଳିଛି। ମୁମ୍ବାଇରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ମୁମ୍ବାଇ ଇଷ୍ଟର୍ଣ୍ଣ ଏକ୍ସପ୍ରେସ୍ ହାଇେୱରେ ଶୋଇ ରହିଥିଲା ଏହି ବିରାଟ ଅଜଗରଟି। ଯାହାର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ସାପ ଦେଖିବାକୁ ଲୋକଙ୍କ ଭି଼ଡ଼ ମଧ୍ୟ ଜମିଥିଲା। ରାସ୍ତା ଉପରକୁ ଏତେବଡ଼ ସାପ ଚାଲିଆସିବା ପରେ କିଛି ସମୟ ପାଇଁ ରାସ୍ତାରେ ଟ୍ରାଫିକ୍ ସମସ୍ୟା ଉପୁଜିଥିଲା। ପରେ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି […]

  • Saturday, 03 July 2021
deepika
ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: 'ମାଲ୍ ହେ କ୍ୟା'

ମୁମ୍ବାଇ: ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ନାଁ ଡ୍ରଗସ ଲିଙ୍କରେ ଆସିବା ପରେ ଏନେଇ ଟ୍ଵିଟ୍ କରି କଡ଼ା ପ୍ରତିକ୍ରିୟା ରଖିଛନ୍ତି ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ବିଶାଦରେ ଥିବା ବ୍ୟକ୍ତି କଣ ଡ୍ରଗ୍ସ ନିଏ? ତଥାକଥିତ ଆଭିଜାତ୍ୟ ସମ୍ପନ୍ନଙ୍କ ଘରର ପିଲା ନିଜକୁ ଉଚ୍ଚକୋଟୀର ଦର୍ଶାଇବା ସହ ମ୍ୟାନେଜରଙ୍କୁ ଡ୍ରଗ୍ସ ମାଗିଥାନ୍ତି ? ଆଜି ଏପରି କହି ସମାଲୋଚନା କରିଛନ୍ତି କଙ୍ଗନା। ମାଲ୍ ହେ କ୍ୟା ଲେଖି କଙ୍ଗନା ଇଙ୍ଗିତରେ ଦୀପିକାଙ୍କୁ କଟ୍ଟାକ୍ଷ କରିଛନ୍ତି। ନିଜ ପୂର୍ବତନ ମ୍ୟାନେଜର […]

  • Saturday, 03 July 2021