• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

mask
କରୋନାରୁ ଆରୋଗ୍ୟ ହେଲେ ୩୩୭୮ ଆକ୍ରାନ୍ତ

ଭୁବନେଶ୍ୱର:- ରାଜ୍ୟରେ ଆଉ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ରାଜ୍ୟରେ ଏବେସୁଦ୍ଧା ୧ ଲକ୍ଷ ୭୩ ହଜାର ୫୭୧ ଆକ୍ରାନ୍ତ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ସର୍ବାଧିକ କଟକ ଜିଲ୍ଲାରୁ ୫୪୦ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୮୯, ପୁରୀରୁ ୨୦୦, ଯାଜପୁରରୁ ୧୬୭,  ରାୟଗଡ଼ାରୁ ୧୪୧, କନ୍ଧମାଳରୁ ୧୩୭, ସୁନ୍ଦରଗଡ଼ରୁ ୧୩୭, ମୟୂରଭଞ୍ଜରୁ ୧୩୦, ସମ୍ୱଲପୁରରୁ ୧୨୭, […]

  • Saturday, 03 July 2021
Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ। ରାଜ୍ୟର ୧ ହଜାର ୨୯ଟି କଲେଜ୍ ପାଇଁ ୨ ଲକ୍ଷ ୧୨ ହଜାର ୯୯୮ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ଆଜି ହିଁ SAMS ଆକାଉଣ୍ଟରେ ଆଡମିଶନ୍‌ ଲାଗି ଇ-ଡିପୋଜିଟ୍ କରିବେ ଛାତ୍ରଛାତ୍ରୀ। ଅକ୍ଟୋବର ୮ ତାରିଖରେ ଦ୍ୱିତୀୟ ମେରିଟ୍ ଲିଷ୍ଟ୍‌ ପ୍ରକାଶ ପାଇବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସେପ୍ଟେମ୍ବର ୮ରୁ ଯୁକ୍ତ ୩ର ବିଭିନ୍ନ ବିଭାଗରେ ଆବେଦନ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ […]

  • Saturday, 03 July 2021
111111
କୃଷି ବିଲକୁ ବିରୋଧ ଜାରି, ଇଣ୍ଡିଆ ଗେଟ୍ ସମ୍ମୁଖରେ ଟ୍ରାକ୍ଟର ପୋଡ଼ିଦେଲେ ଆନ୍ଦୋଳନକାରୀ

ନୂଅଦିଲ୍ଲି:  ଦେଶବ୍ୟାପି କୃଷି ବିଲ୍‌ (Agricultural Bill)କୁ ବିରୋଧ ଜାରି ରହିଛି।   ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦସ୍ତଖତ ଦେଇ ଏହାକୁ ଆଇନରେ ପରିଣତ କରିବା ପାଇଁ ମଞ୍ଜୁରୀ ଦେଇଛନ୍ତି। ହେଲେ ବିରୋଧୀ ଦଳ ଏବେ ବି ଏହି ବିଲ୍‌ ପ୍ରତ୍ୟାହାର ଦାବିରେ ଅଡି ବସିଛନ୍ତି। କୃଷି ବିଲ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଚାଲିଥିବା କୃଷକଙ୍କ ଧାରଣା ଏବେ ଗାଁ, ସହରରୁ ଆସି ରାଜଧାନୀ ଦିଲ୍ଲୀରେ ପହଞ୍ଚିଲାଣି। ଏ ନେଇ ଦିଲ୍ଲୀ ଇଣ୍ଡିଆ ଗେଟ୍ ସମ୍ମୁଖରେ ଆଜି […]

  • Saturday, 03 July 2021
ratan
ଆକାଶରେ ଉଡୁଥିବାବେଳେ ହଠାତ୍‌ ବିମାନର ଇଞ୍ଜିନ୍‌ ବନ୍ଦ ହୋଇଗଲା; ରତନ ଟାଟା ବଞ୍ଚାଇଲେ ସମସ୍ତଙ୍କ ଜୀବନ

ନୂଆଦିଲ୍ଲୀ: ଦେଶର ବଡ ବ୍ୟବସାୟୀ ତଥା ଟାଟା ଗ୍ରୁପ୍‌ର ପୂର୍ବତନ ଚେୟାରମ୍ୟାନ ରତନ୍‌ ଟାଟାଙ୍କ ଜୀବନକୁ ନେଇ ଅନେକ ରୋଚକ ଅନୁଭୂତି ରହିଛି। ଏହି ଅନୁଭୂତିକୁ ସେ ନିଜେ ସମସ୍ତଙ୍କୁ ଜଣାଇଥାନ୍ତି। ଏମିତି ଏକ ରୋମାଞ୍ଚକର ଘଟଣା ତାଙ୍କ ଜୀବନରେ ଘଟିଥିଲା ଯାହା ସେ ଏକ ଚାନେଲ ମାଧ୍ୟମରେ ସମସ୍ତଙ୍କୁ ଜଣାଇଛନ୍ତି। ରତନ୍‌ ଟାଟାଙ୍କ କହିବା ଅନୁସାରେ, ତାଙ୍କୁ ଯେତେବେଳେ ମାତ୍ର ୧୭ ବର୍ଷ ବୟସ ସେତେବେଳେ ସେ ଏକ ବିମାନରେ ଯାଉଥିଲେ। ହଠାତ୍‌ ବିମାନରେ ତ୍ରୁଟି […]

  • Saturday, 03 July 2021
Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଭୁବନେଶ୍ୱର: +୩ରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି।ଅଧିକାଂଶ ବିଭାଗରେ ବିଜେବି କଲେଜ ଆଗରେ ରହିଛି। କଳାରେ ବିଜେବି ସ୍ୱୟଂଶାସିତ କଲେଜରେ ଭୂଗୋଳ ବିଭାଗରେ ସର୍ବାଧିକ କଟ୍ ଅଫ୍ ମାର୍କ ୯୩% ରହିଛି। ସେହିପରି ଗଣିତ ବିଭାଗରେ(ଫିଜିକାଲ ସାଇନ୍ସ) ୯୫.୩% କଟ୍ ଅଫ୍ ମାର୍କ ସହ ବିଜେବି କଲେଜ ଆଗରେ ରହିଛି। ସେହିପରି Zoology (Biological Science)ରେ ୯୫.୫% କଟ୍ ଅଫ୍‌ ମାର୍କ ସହ ବିଜେବି କଲେଜ […]

  • Saturday, 03 July 2021
dog
ବଡ ଧରଣର ବିସ୍ଫୋରଣରୁ ଯବାନଙ୍କ ଜୀବନ ବଞ୍ଚାଇଲା ‘ସୋଫିଆ’

ରାଜନନ୍ଦଗାଓଁ: ଇଣ୍ଡୋ-ତିବ୍ବତିଆନ ସୀମାରେ ଆଜି ଏକ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଯବାନ। ଏକ ସ୍ୱତନ୍ତ୍ର ତାଲିମପ୍ରାପ୍ତ କୁକୁର ପାଇଁ ବର୍ତ୍ତି ଯାଇଛି ଇଣ୍ଡୋ-ତିବ୍ବତିଆନ ବର୍ଡର ପୋଲିସ (ITBP)ଙ୍କ ଜୀବନ। ଘଟଣା ଘଟିଛି ଛତିଶଗଡ଼ ରାଜନନ୍ଦଗାଓଁ ଜିଲ୍ଲାରେ। ଆତଙ୍କବାଦୀମାନେ ଲଗାଇଥିବା ବିସ୍ଫୋରକକୁ ଏହି ତାଲିମପ୍ରାପ୍ତ କୁକୁର ଠାବ କରିପାରିଛି ଯାହାଫଳରେ  ଯବାନମାନେ ଏକ ବଡ ଧରଣର ବିସ୍ଫୋରଣକୁ ଏଡ଼ାଇ ପାରିଛନ୍ତି । ଏହି ସାହାସୀ କୁକୁର ସୋଫିଆ, ଶିକ୍ଷା ନାମରେ ପରିଚିତ । ସେ ତାର ଅନ୍ୟ […]

  • Saturday, 03 July 2021
police-
ପତ୍ନୀଙ୍କୁ ନିର୍ଦ୍ଦୟ ଭାବେ ପିଟିଲେ ପୋଲିସ ଡିଜି, ଭିଡିଓ ଭାଇରାଲ

ଭୋପାଳ: ଅପରାଧୀଙ୍କୁ ଜଗିଥିବା ପୋଲିସ ଫସିଛନ୍ତି ଅପରାଧ ଜାଲରେ।  ସ୍ତ୍ରୀଙ୍କୁ ମାଡ଼ ବେଶ ମହଙ୍ଗା ପଡ଼ିଛି ତାଙ୍କ ପାଇଁ। ପତ୍ନୀଙ୍କୁ ମାଡ ମାରିବା ଅପରାଧୀରେ ମଧ୍ୟପ୍ରଦେଶର ଆଡ଼ିସନାଲ ପୋଲିସ ଡିଜି ପୁରୁଷୋତ୍ତମ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ରାଜ୍ୟ ଗୃହ ବିଭାଗ । ତାଙ୍କୁ ବିଭାଗରୁ ଦାୟିତ୍ୱ ମୁକ୍ତ କରାଯାଇଛି । ସ୍ୱତନ୍ତ୍ର ପୋଲିସ୍ ଡିଜି ପୁରୁଷୋତ୍ତମ ଶର୍ମା ତାଙ୍କ ସ୍ତ୍ରୀଙ୍କୁ ମାଡ଼ ମାରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା ।ଭିଡ଼ିଓରେ ଦେଖିବାକୁ ମିଳିଛି,  ଘରୋଇ […]

  • Saturday, 03 July 2021
EPFO Recruitment 2020: ଖାଲି ପଡ଼ିଥିବା ଏହି ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ: ଆସିଷ୍ଟାଣ୍ଟ୍‌ ଡାଇରେକ୍ଟର(ଭିଜିଲାନ୍ସ) ପଦବୀ ପୂରଣ ପାଇଁ Employees’ Provident Fund Organisation (EPFO) ଦରଖାସ୍ତ ଆହ୍ୱାନ କରୁଛି। ସେପ୍ଟେମ୍ବର ୧୮ରେ ଏସଂକ୍ରାନ୍ତୀୟ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜ୍ଞପ୍ତି ପ୍ରକାଶ ପାଇବାର ୪୫ ଦିନ ମଧ୍ୟରେ ଇଚ୍ଛୁକ ପ୍ରାର୍ଥୀମାନେ EPFO ମୁଖ୍ୟାଳୟର ଠିକଣାରେ ଆପ୍ଲିକେସନ୍‌ ଫର୍ମାଟ୍‌କୁ ପୂରଣ କରି ପଠାଇବା ପାଇଁ ବିଜ୍ଞପ୍ତିରେ କୁହାଯାଇଛି। ୨୭ଟି ପଦବୀ ପୂରଣ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଡେପୁଟେସନ୍‌ ଆଧାରରେ ଦିଲ୍ଲୀ, ମୁମ୍ବାଇ, ମହାରାଷ୍ଟ୍ର, କୋଲକାତା, ପଶ୍ଚିମ […]

covid
କମୁଛି ଦ୍ୱିତୀୟ ଲହରର ପ୍ରଭାବ; ଆଜି ଆଖି ବୁଜିଲେ ୭୩୮

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସର ୨ୟ ଲହର ପ୍ରଭାବ ଧୀରେ ଧୀରେ କମିବାରେ ଲାଗିଛି।   ଦେଶରେ ଖସୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୪୪ ହଜାର ୧୧୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ୭୩୮ ଆକ୍ରାନ୍ତଙ୍କ ମୃତ୍ୟୁ…

  • Saturday, 03 July 2021
jay panda-1
ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ: ବିଜେପିର ସାଂଗଠନିକ ପୁନର୍ବିନ୍ୟାସ ପରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ ଭେଟିଛନ୍ତି। ଉପାଧ୍ୟକ୍ଷ ପଦରେ ପୁନଃନିଯୁକ୍ତି ପରେ ବୈଜୟନ୍ତ ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି । ଏହାସହ ତାଙ୍କୁ ମିଳିଥିବା ଦାୟିତ୍ୱକୁ ସେ ସୁଚାରୁ ରୂପେ ତୁଲାଇବେ ବୋଲି ଜଣାଇଛନ୍ତି । ତାଙ୍କ ନେତୃତ୍ୱରେ ଦଳ ପାଇଁ ନିଷ୍ଠାର ସହ କାମ କରିବେ ବୋଲି ନଡ୍ଡାଙ୍କୁ କଥା ଦେଇଛନ୍ତି ବୈଜୟନ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ […]

  • Saturday, 03 July 2021
ncb
NCB ରାଡାର୍‌ରେ ବଲିଉଡର୍ ୨୦ରୁ ଅଧିକ ଆଗଧାଡ଼ିର କଳାକାର

ମୁମ୍ବାଇ: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ରାଡାରରେ ଏବେ ବଲିଉଡର୍ ୨୦ରୁ ଅଧିକ କଳାକାର। A ଲିଷ୍ଟର୍ ଷ୍ଟାରଙ୍କୁ ଜେରା ପରେ ଆହୁରି କିଛି ଅଭିନେତ୍ରୀ ଏବଂ ଅଭିନେତାଙ୍କୁ ଜେରା କରିପାରେ ଏନସିବି। ଦୀପିକା, ସାରା, ଶ୍ରଦ୍ଧା ଏବଂ ରକୁଲପ୍ରୀତଙ୍କୁ ପଚରାଉଚରା ପରେ ଏନେଇ ସୁରାକ୍ ଲାଗିଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ସେମାନଙ୍କ ମୋବାଇଲରୁ କିଛି ତଥ୍ୟ ଏନସିବି ପାଖରେ ମିଳିଥିବା ଜଣାପଡ଼ିଛି। ସେହିଭଳି ଧର୍ମାଟିକ୍ ଏଣ୍ଟରଟେନମେଣ୍ଟର ପୂର୍ବତନ କର୍ମଚାରୀ କ୍ଷୀତିଜଙ୍କୁ ଜେରା କରିବା ପରେ ଡ୍ରଗ୍ସ […]

  • Saturday, 03 July 2021
modi
କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

ଡେରାଡୁନ୍‌: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ କନ୍‌ଫରେନ୍ସରେ ମଙ୍ଗଳବାର ୬ଟି ବଡ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହି ଅବରସରେ ମୋଦି କୃଷି ବିଲ୍‌କୁ ବିରୋଧକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ବିଲ୍‌ ଯୋଗୁ ଦେଶର କୃଷକ, ଶ୍ରମିକଙ୍କ ସମସ୍ୟାରେ ସୁଧାର ଆସିବ। ଏହି ସୁଧାର ଯୋଗୁ ଦେଶର ଶ୍ରମିକ ସଶକ୍ତ ହେବ, ଚାଷୀ ସଶକ୍ତ ହେବେ। ଯୁବଗୋଷ୍ଠୀ ଓ ମହିଳାମାନେ ବି ସଶକ୍ତ ହେବେ। ହେଲେ ଏବେ ଦେଖିବାକୁ ମିଳିଛି, କିଛି ଲୋକ […]

  • Saturday, 03 July 2021