କିଛି ଦିନ ତଳେ ଅଭିନେତ୍ରୀ ରଶ୍ମିକା ମାନ୍ଧାନା, ସାରା ତେନ୍ଦୁଲକର, କାଜୋଲ, କ୍ୟାଟ୍ରିନା କୈଫଙ୍କ ଭିଜୁଆଲକୁ ନେଇ ଡିପ୍ ଫେକ୍ କରାଯାଇଥିଲା ।
ଡ୍ରିଲିଂ କରିବା ବେଳେ ଏକ ଲୁହା ଛଡ ପଡ଼ିଥିଲା ବାଟରେ। ତେଣୁ ଖନନ ବନ୍ଦ କରାଯାଇଥିଲା। ଗ୍ୟାସ କଟରରେ ତାକୁ କାଟି ହଟାଯାଇଛି। ଏହା ପରେ ପୁଣି ଡ୍ରିଲିଂ କାମ ଆରମ୍ଭ ହୋଇଛି ।
ହେରାଲ୍ଡ ମାମଲାକୁ ନେଇ ହଇଚଇ...ନିର୍ବାଚନୀ ମାହୋଲରେ ଏହି ମାମଲା ପୁଣି ଥରେ ରାଜନୀତିକୁ ସରଗରମ କରିଦେଇଛି
ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାମ ଚାଲିଥିବାରୁ ଖୁବ୍ଶୀଘ୍ର ରେସ୍କ୍ୟୁରେ ବଡ଼ ସଫଳତା ମିଳିପାରେ ବୋଲି ଆକଳନ କରାଯାଉଛି ।
ସମସ୍ତଙ୍କ ଅପେକ୍ଷା କେତେବେଳେ ଶ୍ରମିକଙ୍କ ପାଖରେ ପହଁଚିବ ଉଦ୍ଧାରକାରୀ ଟିମ୍ ଏବଂ ଦୀର୍ଘ ଦିନର ଯନ୍ତ୍ରଣାରୁ ଶ୍ରମିକଙ୍କୁ ମିଳିବ ମୁକ୍ତି।
ପୁରା ଘଟଣାଟି ହେଲା, ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇସାରିଛି । ତେଣୁ ଆକବରଉଦ୍ଦିନଙ୍କୁ ଏହାର ନିୟମ କାନୁନ ମଧ୍ୟରେ ରହି ଭାଷଣ ଦେବାକୁ କହିଥିଲେ ପୋଲିସ ଅଧିକାରୀ । ଯାହାଫଳରେ ସେ ରାଗିଯାଇଥିଲେ ।
ଖବର ପାଇବାପରେ ଯବାନମାନେ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେସନ କରିଥିଲେ । ସେହିସମୟରେ ଆତଙ୍କବେଦୀଙ୍କ ପକ୍ଷରୁ ଗୁଳିବିନିମୟ କରାଯାଇଥିଲା ।
ଛତିଶଗଡ଼ ଭଳି ରାଜସ୍ଥାନ ସରକାର ମଧ୍ୟ ଗୋବର କିଣି ଏହାର ଉପଯୋଗ କରିବ । ଯାହା କି ଜମିରେ ଖତ ଭାବରେ ବ୍ୟବହାର ହେବ । ଏହାଛଡ଼ା ବୋୟୋଗ୍ୟାସ ମଧ୍ୟ ପ୍ରସ୍ତୁତ ହେବ ।
ଟନେଲ୍ ଭିତରେ ୧୧ ଦିନ ହେଲା ଫସି ରହିଥିବା ୪୧ ଶ୍ରମିକଙ୍କୁ ଉଦ୍ଧାର ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ରେସ୍କ୍ୟୁ ଅପରେସନ ଚାଲିଥିବା ବେଳେ ଆଜି ଟନେଲର ଉପର ପଟୁ ଖୋଲିବା କାମ ଆରମ୍ଭ ହୋଇଛି। ସେପଟେ ଫସି ରହିଥିବା ଶ୍ରମିକ ମାନେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡ଼ିଛି ।
ବିଶ୍ୱକପ୍ ମ୍ୟାଚ୍ ଦେଖିବା ପାଇଁ ନିଜ ପୁଅକୁ ଜୀବନରୁ ମାରିଦେଇଛି ବାପା । ଏହି ଘଟଣାରେ କାନପୁର ପୋଲିସ୍ ଅଭିଯୁକ୍ତ ବାପାକୁ ଗିରଫ କରିଛି ।
ଟନେଲ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଜାରି ରଖିବା ପାଇଁ କେତେ ସୁରକ୍ଷିତ, ଶ୍ରମିକ ଓ କର୍ମଚାରୀଙ୍କ ପ୍ରତି କେତେ ନିରାପଦ, ଏସବୁର ବୈଷୟିକ ଯାଞ୍ଚ କରାଯିବ ।
ପୂର୍ବରୁ ଏହି ମାମଲାରେ ଇଡି ଉଭୟ ରାହୁଲ ଓ ସୋନିଆଙ୍କୁ ପଚରାଉଚରା କରି ସାରିଛନ୍ତି।
ଟ୍ରଷ୍ଟର କୋଷାଧ୍ୟକ୍ଷ ଗୋବିନ୍ଦ ଦେବ ଗିରି କହିଛନ୍ତି, ବୃନ୍ଦାବନର ଜୟକାନ୍ତ ମିଶ୍ର ଏବଂ ଅଯୋଧ୍ୟାର ଦୁଇ ମହନ୍ତ ମେଥିଲେଶ ନନ୍ଦିନୀ ଶରଣ ଏବଂ ସତ୍ୟ ନାରାୟଣ ଦାସଙ୍କ ନେତୃତ୍ୱରେ ଗଠିତ ତିନିଜଣିଆ ବିଚାରକ ମଣ୍ଡଳୀ ରାମମନ୍ଦିରର ପୂଜାରୀ ପାଇଁ ଆବେଦନ କରିଥିବା ୨୦୦ଜଣ ପ୍ରାର୍ଥୀଙ୍କ ସାକ୍ଷାତକାର ନେଉଛନ୍ତି ।
ଏଣ୍ଡୋସ୍କୋପି କ୍ୟାମେରାରୁ ଶ୍ରମିକଙ୍କ ତାଜା ଚିତ୍ରକୁ ନେଇ ଉତ୍ସାହ । ସୁରକ୍ଷିତ ଉଦ୍ଧାର ପାଇଁ ଜୋରଦାର ପ୍ରୟାସ ଜାରି ।
ଜୁନୋଟିକ ଡିଜିଜ୍ କୁହାଯାଉଥିବା ଏଭଳି ରୋଗର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆରମ୍ଭ ହୋଇଛି କସରତ । ଖାଲି ସେତିକି ନୁହେଁ, ଜଳବାୟୁ ପରିବର୍ତ୍ତନ କାରଣରୁ ରୋଗ ପାଟର୍ଣ୍ଣ ବି ବଦଳୁଛି ।
ପ୍ରାକୃତିକ ବିପର୍ଯ୍ୟୟ ହେଲେ ପ୍ରତ୍ୟେକ ପରିବାରକୁ ମିଳିବ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୀମା।
ଦୀର୍ଘ ୯ ଦିନ ପରେ ଗତ ରାତିରେ ପ୍ରଥମ ଥର ପାଇଁ ରନ୍ଧା ଖାଦ୍ୟ ଖାଇଛନ୍ତି ଫସିଥିବା ୪୧ ଜଣ ଶ୍ରମିକ। ସେମାନଙ୍କୁ ଖେଚୁଡ଼ି, ଡାଲି, ଦଲିଆ ଓ ସେଓ ସହିତ ଏକ ୱାକିଟକି ଏବଂ ଚାର୍ଜର ଦିଆଯାଇଛି ।
ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୨୦୨୬ ଫିଫା ବିଶ୍ବକପ ପାଇଁ କ୍ବାଲିଫାୟର ମ୍ୟାଚ । ଶକ୍ତିଶାଳୀ କାତାର ବିରୋଧରେ ମ୍ୟାଚ ଖେଳିବ ବ୍ଲୁ ଟାଇଗର୍ ଭାରତ ।
ଗୋଟିଏ ମ୍ୟାଚ; ଗତ ଚାରି ବର୍ଷର ପରିଶ୍ରମ, ସଂଘର୍ଷ, ଟ୍ରଫି ଜିତିବାର ସ୍ୱପ୍ନକୁ ଚୁରମାର କରି ଦେଇଥିଲା । ପୁରା ଭାରତ ସେଦିନ ବୁକୁ ଫଟା ଯନ୍ତ୍ରଣାରେ ଛଟପଟ ହୋଇଥିଲା ।
୬ ଇଞ୍ଚ ପାଇପ ଯୋଗେ ପଠାଗଲା ଖେଚୁଡ଼ି ଓ ପାଣି....ୱାକିଟକି ସାହାଯ୍ୟରେ ଶ୍ରମିକଙ୍କ ସହ କରାଯାଉଛି ଯୋଗାଯୋଗ...୧୦ ଦିନ ହେଲାଣି ଟନେଲରେ ଫସିଛନ୍ତି ୪୧ ଶ୍ରମିକ..
ଏହା ୨.୭ ମିଲିୟନ୍ ଡଲାର୍ ଯାହାକି ଭାରତୀୟ ମୁଦ୍ରାରେ ପ୍ରାୟ ୨୨ କୋଟି ଟଙ୍କା ହେବ ବୋଲି କୁହାଯାଇଛି । ବିଶେଷଜ୍ଞଙ୍କ ଦ୍ୱାରା ଏହି ନିର୍ଦ୍ଦିଷ୍ଟ ୱିସ୍କି ସର୍ବଭାରତୀୟ ସ୍ତରରେ 'ବହୁ ଖୋଜା ଯାଇଥିବା ଜଣାପଡ଼ିଛି ।
ସତ କହିଲେ ପୁରା ନକଲି, କିନ୍ତୁ ଦେଖିବାକୁ ପୁରା ଅସଲି । ଡିପ ଫେକକୁ ନେଇ ବର୍ତ୍ତମାନ ଚାରିଆଡ଼େ ଚର୍ଚ୍ଚା ।
ଉତ୍ତରକାଶୀରେ ଶ୍ରମିକଙ୍କୁ ଉଦ୍ଧାର ଲାଗି ୯ ଦିନରେ ପହଞ୍ଚିଲା ରେସ୍କ୍ୟୁ ଅପରେସନ ... ଲାଗିଛନ୍ତି ୫ଟି ଏଜେନ୍ସି, ୩ ପାଖରୁ ଉଦ୍ଧାର ପାଇଁ କରାଯାଉଛି ଡ୍ରିଲ ... ଲାଗିପାରେ ଆହୁରି ସମୟ ...
ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ ....ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ପୋଲିସ...କେମିତି ଲାଗିଲା ନିଆଁ କାରଣ ଅସ୍ପଷ୍ଟ...
ରାଷ୍ଟ୍ରପତି ହେବା ପରେ ଦ୍ବିତୀୟ ଥର ପାଇଁ ମୟୂରଭଂଜ ଗସ୍ତ... ବାରିପଦାରେ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ହେବେ ସାମିଲ, ରାଇରଙ୍ଗପୁରରେ ୩ଟି ନୂଆ ଟ୍ରେନର କରିବେ ଲୋକାର୍ପଣ... ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ନେଇ ଜିଲ୍ଲାବାସୀଙ୍କ ମଧ୍ୟରେ ଉତ୍କଣ୍ଠା...