ଜମ୍ମୁ କାଶ୍ମୀରର ପୁଂଚରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ବଡ ଧରଣର ଆକ୍ରମଣ । ଏଥିରେ ୫ଜଣ ଯବାନ ସହିଦ ହୋଇଥିବା ବେଳେ ତିନିଜଣ ଆହତ ହୋଇଛନ୍ତି ।
ସୁରକ୍ଷାକର୍ମୀଙ୍କ ଗାଡ଼ିକୁ ଘେରି ଗୁଳିମାଡ଼ କଲେ ଆତଙ୍କବାଦୀ । ଆକ୍ରମଣରେ ଆଉ ୩ ଯବାନ ଗୁରୁତର ଆହତ ସୂଚନା ମିଳିଛି ।
ପ୍ରାୟତଃ ଛୋଟ ଛୁଆଙ୍କୁ ଥଣ୍ତା କାଶ ହେଲେ ଆମେ କଫ୍ ସିରପ୍ ଦେଇଥାଉ । ତେବେ ଏହା ପିଲାଙ୍କ କ୍ଷେତ୍ରରେ କ୍ଷତିକାରକ । ଚାରି ବର୍ଷରୁ କମ୍ ପିଲାମାନଙ୍କଠାରେ ଥଣ୍ଡାକୁ ରୋକିବା ପାଇଁ ଦିଆଯାଇଥିବା ଔଷଧ-ମିଶ୍ରଣ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇ ଦେଇଛନ୍ତି ସରକାର ।
ମହିଳାଙ୍କ ଆଖିରେ ୩ ମିଲିମିଟର ଲମ୍ବା କାଠଖଣ୍ଡ ରହିଥିଲା, ଯାହା ୧୫ ବର୍ଷରୁ ଅଧିକ ସମୟ ଧରି । ହେଲେ ସବୁଠାରୁ ବଡ଼ କଥା ହେଉଛି, ଆଖିରେ କାଠଖଣ୍ଡ ରହିଥିଲେ ସେ କେବେ ବି ତାଙ୍କ ଆଖିରେ ଯନ୍ତ୍ରଣା ଅନୁଭବ କରିନଥିଲେ ।
ଆନ୍ତର୍ଜାତୀୟ ବଜାରରେ ଏହି ବିରଳ ପ୍ରଜାତିର ମାଛର ମୂଲ୍ୟ ସାଢ଼େ ୪ କୋଟି ଟଙ୍କା ହେବ ବୋଲି କୁହାଯାଉଛି । ଏହା ସବୁଠାରୁ ବଡ଼ ବିଦେଶୀ ମାଛ ଜବତ ବୋଲି କୁହାଯାଇଛି । ଚାନ୍ନା ବାର୍କା ମାଛକୁ ବାର୍କା ସ୍ନେକହେଡ୍ ମଧ୍ୟ କୁହାଯାଏ ।
ସଂସଦର ଭିତର ଓ ବାହାର ସବୁଠି ସୁରକ୍ଷା ଦାୟିତ୍ୱରେ ରହିବେ ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ । ସପ୍ତାହେ ତଳେ ଦର୍ଶକ ଗ୍ୟାଲେରିରୁ ଡେଇଁ ଦୁଇ ଜଣ ଯୁବକ ଲୋକସଭାରେ ସ୍ମୋକ ଆଟାକ କରିବା ପରେ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଥିଲା ।
ବ୍ୟକ୍ତି ଜଣକ ବାଥରୁମକୁ ଯାଇ ଶରୀରରୁ ପୋଷାକ ଖୋଲିବାର ମାତ୍ର କିଛି ସମୟ ପରେ ଭିଡିଓ କଲ୍ଟି କଟିଯାଇଥିଲା । ଅର୍ଥାତ୍ ମହିଳା ଜଣକ ଭିଡିଓ କଲ୍ଟିକୁ କାଟିଦେଇଥିଲେ ।
ମଦ ବ୍ୟାନ ଥିବା ରାଜ୍ୟରେ ବେଆଇନ ଭାବେ ଗାଡ଼ିରେ ମଦ ନେଉଥିଲେ । ପୋଲିସକୁ ଦେଖି ଜୋରରେ ଗାଡ଼ି ଚଲାଇ ପଳାଇବେ ବୋଲି ଭାବିଥିଲେ । କିନ୍ତୁ ନିୟତିର ନୀତି ଥିଲା ଅଲଗା ।
ସଂସଦରେ ସ୍ମୋକ୍ ଆଟାକ୍ ଘଟଣାର ତନାଘନା କରୁଛି କେନ୍ଦ୍ର ଗୃହ ମନ୍ତ୍ରାଳୟ ଦ୍ବାରା ଗଠିତ କମିଟି । ଘଟଣାରେ କର୍ଣ୍ଣାଟକର ଜଣେ ପୂର୍ବତନ ପୋଲିସ ଅଧିକାରୀଙ୍କ ପୁଅଙ୍କୁ ଅଟକ ରଖିଛି ଦିଲ୍ଲୀ ପୋଲିସ ।
ଆଜି ରାଜ୍ୟସଭାରେ ଆଗତ ହେବ ୩ ସଂଶୋଧିତ ନୂଆ ଆଇନ ବିଲ୍ । ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା, ଭାରତୀୟ ସାକ୍ଷ୍ୟ ଆଇନ ।
ନୂଆ ଆଇନ ଲୋକଙ୍କ ହିତ ପାଇଁ, ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ବୋଲି ଗୃହରେ ଉଲ୍ଲେଖ କରିଛନ୍ତି ଶାହ ।
ଅମିତ ଶାହ କହିଛନ୍ତି, ଭିଡ଼ ହିଂସା ପାଇଁ ନୂଆ ଆଇନରେ କଠୋର ଦଣ୍ଡ ବ୍ୟବସ୍ଥା ରହିଛି । ଭିଡ଼ ହିଂସା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ୭ ବର୍ଷ କିମ୍ବା ଆଜୀବନ କିମ୍ବା ମୃତ୍ୟୁ ଦଣ୍ଡାଦେଶର ବ୍ୟବସ୍ଥା ରହିଛି ।
ବିଭିନ୍ନ ପରୀକ୍ଷା ନିରିକ୍ଷା କରିବା ପରେ ସେମାନେ ଏହାକୁ ଡାଇନୋସର ଅଣ୍ଡା ବୋଲି ଚିହ୍ନଟ କରିଛନ୍ତି ।
କରୋନାରେ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମରେ ସୂଚନା..ତେବେ କରୋନାରେ ମୃତ୍ୟୁ ନେଇ ସରକାରୀ ଭାବେ ସ୍ପଷ୍ଟ ହୋଇନି...
ଉପରାଷ୍ଟ୍ରପତିଙ୍କୁ ଅପମାନିତ କରାଯିବାକୁ ନେଇ ରାଷ୍ଟ୍ରପତି ନିରାଶ ...ଧନକରଙ୍କୁ ଫୋନ କରି କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
କପେ ଚା’ ପାଇଁ ସ୍ୱାମୀର ନାରକୀୟ କାଣ୍ଡ । ସ୍ୱାମୀ-ସ୍ତ୍ରୀର ସମ୍ପର୍କ ଭୁଲିଗଲା ସ୍ୱାମୀ ।
L1କୁ ସ୍ପେଶକ୍ରାଫ୍ଟର ପାର୍କିଂ ସ୍ଥାନ ବୋଲି କୁହାଯାଇଥାଏ । ସ୍ପେଶକ୍ରାଫଟ ପାଇଁ ଏଠାରେ ଇନ୍ଧନର ଆବଶ୍ୟକତା ମଧ୍ୟ କମ ଥାଏ ।
କେରଳରେ ଚିହ୍ନଟ ହୋଇଥିବା କରୋନାରେ ଏହି JN.1 ସବ୍ ଭ୍ୟାରିଆଣ୍ଟ ଭାରତ ବାହାରେ କ୍ଷୀପ୍ର ବେଗରେ ମାଡ଼ିବାରେ ଲାଗିଛି । ଆମ ଦେଶକୁ ଏବେ ସୁଦ୍ଧା ବିପଦ ଆସିନାହିଁ କିନ୍ତୁ ଆମକୁ ଏବେଠାରୁ ସତର୍କ ରହିବାକୁ ପଡ଼ିବ ବୋଲି କୁହାଯାଇଛି ।
ପଦାକୁ ଆସିଲା ତାଳି ପକା ଯୋଜନାର କରୁଣ ଚିତ୍ର। ରାଜ୍ୟରେ ଅଧାରୁ ପାଠ ଛାଡୁଛନ୍ତି ୫୦ ପ୍ରତିଶତ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ। ସଂସଦରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଏହି ତଥ୍ୟ ରାଜ୍ୟ ଶିକ୍ଷା ବ୍ୟବସ୍ଥା ଉପରେ ଲଗାଇଛି ପ୍ରଶ୍ନ ଚିହ୍ନ। ଦଶମ ଡ୍ରପ୍ ଆଉଟରେ ଓଡିଶା ଦେଶରେ ସବୁଠୁ ଆଗରେ ରହିବା ନେଇ ରାଜନୀତି ବି ଜୋର ଧରିଛି..
ଗୃହ ଭିତରେ ଓ ବାହାରେ ହାଇଡ୍ରାମା ! ଲଜ୍ଜାଜନକ କହିଲେ ଖୋଦ୍ ଉପରାଷ୍ଟ୍ରପତି ।
ବୁଖାରୀକୁ ୫ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ STF । ବୁଖାରୀକୁ ପଚରାଉଚରା ପାଇଁ ଭୁବନେଶ୍ୱରରେ IB ।
ରାଜ୍ୟରେ ବିଧାନସଭା ନିର୍ବାଚନରେ ଚମତ୍କାର ବିଜୟ ପରେ ବିଜେପି ଶିବରାଜ ସିଂ ଚୌହାନଙ୍କୁ ଏହି ପଦରୁ ହଟାଇ ମୋହନ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ କରିଛି ।
ଋଷୀୟ ଯୁବତୀ ଜଣକ ତାଙ୍କ ବନ୍ଧୁଙ୍କ ବାଇକ୍ ପଛରେ ବସିଛନ୍ତି । ଆଉ ଯୁବତୀଙ୍କୁ ପେଟ୍ରୋଲ ପମ୍ପର ଜଣେ କର୍ମଚାରୀ ଖରାପ ବ୍ୟବହାର କରିବା ମାତ୍ରେ ସେ ଭିଡିଓ କରିବା ଆରମ୍ଭ କରୁଛନ୍ତି ।
ଦେଶରେ ପୁଣି ମୁଣ୍ଡ ଟେକୁଛି କୋଭିଡ୍ । ସ୍ଥିତିକୁ ନଜରରେ ରଖି ୬୦ ବର୍ଷରୁ ଅଧିକ ବ୍ୟକ୍ତିଙ୍କ ଲାଗି ମାସ୍କ ବାଧ୍ୟତାମୂଳକ କରିଛନ୍ତି କର୍ଣ୍ଣାଟକ ସରକାର ।
ଏହି ପଦ୍ଧତିକୁ ଆଗକୁ ନେବାକୁ ଏକ ଚାଇନିଜ୍ କମ୍ପାନୀ ଏପରି ବ୍ୟବସ୍ଥା କରିଛି । ଖାଲି ସେତିକି ନୁହେଁ, ସେମାନଙ୍କ ଶାରୀରିକ ସୁସ୍ଥତା ଉପରେ ମଧ୍ୟ ପ୍ରାଧାନ୍ୟ ଦେଇଛି କମ୍ପାନୀ ।