• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

kangna-1111
କଙ୍ଗନା ଡ୍ରଗ୍ସ ନେବା ଅଭିଯୋଗ; ତଦନ୍ତ ନିର୍ଦ୍ଦେଶ ଦେଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ-କଙ୍ଗନା-ଶିବସେନା ବିବାଦ ଦିନକୁ ଦିନ ଜଟିଳ ହେଉଛି । କଙ୍ଗନାଙ୍କୁ ବିଭିନ୍ନ ଆଡୁ ଘେରିବାକୁ ଜାଲ ବିଛାଇଛି ମହାରାଷ୍ଟ ଉଦ୍ଧବ ଠାକ୍‌‌ରେ ସରକାର । ବିଏମସିକୁ ଲଗାଇ କଙ୍ଗନାଙ୍କ ଅଫିସ ଭାଙ୍ଗିବା ପରେ ଏବେ କଙ୍ଗନା ଡ୍ରଗ୍ସ ବ୍ୟବହାର କରୁଥିବା ଅଭିଯୋଗ ଆଣିଛନ୍ତି ଉଦ୍ଧବ ସରକାର । ଏ ନେଇ କଙ୍ଗନାଙ୍କ ବିରୋଧରେ ମାନହାନୀ ମାମଲା ରୁଜୁ କରିଛନ୍ତି । ଅନ୍ୟପକ୍ଷେ କଙ୍ଗନା ବି ଚୁପ୍‌ ବି ରହିନାହାନ୍ତି । ଶିବସେନା ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ […]

  • Sunday, 04 July 2021
kangana ranaut
କଙ୍ଗନା ଡ୍ରଗ୍ସ ନେବା ଅଭିଯୋଗ; ତଦନ୍ତ ନିର୍ଦ୍ଦେଶ ଦେଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ: କଙ୍ଗନା-ଶିବସେନା ବିବାଦ ଦିନକୁ ଦିନ ଜଟିଳ ହେଉଛି। କଙ୍ଗନାଙ୍କୁ ବିଭିନ୍ନ ଆଡୁ ଘେରିବାକୁ ଜାଲ ବିଛାଇଛି ମହାରାଷ୍ଟ ଉଦ୍ଧବ ଠାକ୍‌ରେ ସରକାର। ବିଏମସିକୁ ଲଗାଇ କଙ୍ଗନାଙ୍କ ଅଫିସ ଭାଙ୍ଗିବା ପରେ ଏବେ କଙ୍ଗନା ଡ୍ରଗ୍ସ ବ୍ୟବହାର କରୁଥିବା ଅଭିଯୋଗ ଆଣିଛନ୍ତି ଉଦ୍ଧବ ସରକାର। ଏ ନେଇ କଙ୍ଗନାଙ୍କ ବିରୋଧରେ ମାନହାନୀ ମାମଲା ରୁଜୁ କରିଛନ୍ତି। ଅନ୍ୟପକ୍ଷେ କଙ୍ଗନା ବି ଚୁପ୍‌ ବି ରହି ନାହାନ୍ତି। ଶିବସେନା ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ଟାର୍ଗେଟ କରିଛନ୍ତି […]

  • Sunday, 04 July 2021
china-missing
ସୀମାରେ ନିଖୋଜ ୫ ଭାରତୀୟଙ୍କୁ ଫେରାଇଲା ଚୀନ

ନୂଆଦିଲ୍ଲୀ: ଚୀନ୍‌ ସୀମାରେ ନିଖୋଜ ହୋଇଥିବା ୫ ଭାରତୀୟ ନିଜ ଦେଶକୁ ଫେରିଛନ୍ତି। ଆଜି ସକାଳେ ଚୀନର ପିପୁଲସ ଲିବରେସନ ଆର୍ମି ପକ୍ଷରୁ ସେମାନଙ୍କୁ ହସ୍ତାନ୍ତର କରାଯାଇଛି। ସେପ୍ଟେମ୍ବର ପହିଲାରେ ଅରୁଣାଚଳ ପ୍ରଦେଶର ୫ ଜଣ ଶିକାର କରିବାକୁ ଯାଇଥିବା ବେଳେ ଭୁଲବଶତଃ ଚୀନ ସୀମାକୁ ପଶି ଯାଇଥିଲେ। ଅରୁଣାଚଳ ପ୍ରଦେଶର ଜଣେ ବିଧାୟକ ଚୀନ ସେନା ୫ ଭାରତୀୟଙ୍କୁ ଉଠାଇ ନେଇଥିବା ଅଭିଯୋଗ ଆଣିଥିଲେ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ସେ କେନ୍ଦ୍ର ସରକାରଙ୍କୁ ନିବେଦନ […]

  • Sunday, 04 July 2021
1212
ପୂର୍ବତନ ନୌସେନା ଅଧିକାରୀଙ୍କୁ ଆକ୍ରମଣ ଘଟଣା; ୬ ଶିବସେନା କର୍ମୀଙ୍କୁ ଗିରଫ ପରେ ପରେ ମିଳିଲା ଜାମିନ

ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହ ଜଡ଼ିତ ଏକ ଭାଇରାଲ କାର୍ଟୁନକୁ ନେଇ ମୁମ୍ବାଇରେ ଜଣେ ପୂର୍ବତନ ନୌସେନା ଅଧିକାରୀ ମଦନ ଶର୍ମାଙ୍କୁ ଗତକାଲି ରାତିରେ ୧୦ରୁ ୧୫ ଜଣ ଲୋକ ନିସ୍ତୁକ ମାଡ଼ ମାରି ଗୁରୁତର କରିଦେଇଛନ୍ତି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆକ୍ରମଣ କରିଥିବା ବ୍ୟକ୍ତିମାନେ ଶିବସେନାର ବୋଲି ଅଭିଯୋଗ ହୋଇଛି । ପୋଲିସ ଗତକାଲି ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରିଥିଲା । ହେଲେ ସମସ୍ତ ଅଭିଯୁକ୍ତଙ୍କୁ […]

  • Saturday, 03 July 2021
sus-rhea
ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା; ଡ୍ରଗ୍ ପେଡଲର ଗିରଫ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ଡ୍ରଗ୍ କାରବାରରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗିରଫ କରାଯାଇଛି। ଉଭୟଙ୍କୁ ଡ୍ରଗ୍‌ ଦେଉଥିବା ଜଣେ ଡ୍ରଗ୍ ପେଡଲରଙ୍କୁ ଗିରଫ କରା ଯାଇଛି। ଏ ନେଇ ଏନସିବି ପକ୍ଷରୁ ସ୍ପଷ୍ଟ କରାଯାଇଛି। ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାରେ ନାରୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଶନିବାର ସକାଳେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ବଲିଉଡ୍‌‌ରେ ଚାଲିଥିବା ଡ୍ରଗ୍‌ […]

  • Saturday, 03 July 2021
amit shah 1
ପୁଣି ଥରେ ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଅମିତ ଶାହ

ନୂଆଦିଲ୍ଲୀ: ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେବାର ୨ ସପ୍ତାହ ପରେ ପୁଣି ଥରେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ପୁଣିଥରେ ଶନିବାର ଦିନ ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତେବେ ଅମିତ ଶାହ ହସ୍ପିଟାଲ୍‌ରେ ଭର୍ତ୍ତି ହେବାନେଇ ଏପର୍ଯ୍ୟନ୍ତ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ମିଳିଥିବା ସୂଚନା ଅନୁସାରେ, ଶନିବାର ରାତି ୧୧ଟାରେ ଅମିତ […]

  • Saturday, 03 July 2021
ଜୀବନ ଜୀବିକା ସନ୍ଧାନରେ ଶ୍ରମିକ; ଭିଟାମାଟି ଛାଡିଲେ ହଜାର ହଜାର ଓଡ଼ିଆ

ବ୍ରହ୍ମପୁର: କରୋନା ଭୂତାଣୁ ଭୟ ମଧ୍ୟରେ ପୁଣି ଥରେ ଜୀବନ ଜୀବିକା ପାଇଁ ଅଣ୍ଟା ଭିଡିଛନ୍ତି ଶ୍ରମିକ। ଭିଟାମାଟି ଛାଡୁଛନ୍ତି ହଜାର ହଜାର ଓଡ଼ିଆ ଶ୍ରମିକ। ଜୀବିକା ସନ୍ଧାନରେ କର୍ମଭୂମି ଗୁଜରାଟର ସୁରତକୁ ସବୁଠୁ ଅଧିକ ଶ୍ରମିକ ଗଞ୍ଜାମ ଜିଲ୍ଲାରୁ ଯାଉଛନ୍ତି। ଅନ୍ୟ ଜିଲ୍ଲାରୁ ମଧ୍ୟ ଶହ ଶହ ଶ୍ରମିକ ସୁରତକୁ ଫେରିଯାଉଛନ୍ତି। ରାଜ୍ୟ ସରକାର ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ ରାଜ୍ୟରେ କାମ ମିଳିବ, ରୋଜଗାରର ଅବସର ସୃଷ୍ଟି ହେବ। ହେଲେ ସବୁ ପ୍ରତିଶ୍ରୁତି ପାଣିର ଗାର […]

  • Saturday, 03 July 2021
raghu
ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିହାରର ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂହଙ୍କର ଆଜି ପରଲୋକ ହୋଇଯାଇଛି। ଦିଲ୍ଲୀ ଏମ୍ସରେ ୭୪ ବର୍ଷ ବୟସରେ ତାଙ୍କର ନିିିଧନ ହୋଇଛି। ବିହାର ରାଜନୀତିର ଜଣେ ଚର୍ଚ୍ଚିତ ଚେହେରା ରଘୁବଂଶ ପ୍ରସାଦ ସିଂହ ମନମୋହନ ସିଂ ମନ୍ତ୍ରିମଣ୍ଡଳରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଥିଲେ। ରାଷ୍ଟ୍ରୀୟ ଜନତା ଦଳର ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କର ସେ ଅତି ଘନିଷ୍ଠ ଥିଲେ। ନିକଟରେ ସେ RJDରୁ ଇସ୍ତଫା ଦେଇଥିଲେ। କିଛି ଦିନ ତଳେ […]

  • Saturday, 03 July 2021
parilament
୫ ସାଂସଦ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି ସଂସଦର ମୌସୁମୀ ଅଧିବେଶନ। ତେବେ ଏହା ପୂର୍ବରୁ ରବିବାର ପାଞ୍ଚଜଣ ଲୋକସଭା ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂସଦ ଆରମ୍ଭ ହେବା ପୂର୍ବରୁ ସମସ୍ତ ସାଂସଦଙ୍କର କରୋନା ଟେଷ୍ଟ କରାଯାଇଥିଲା। ସେଥିମଧ୍ୟରୁ ୫ଜଣଙ୍କର ରିପୋର୍ଟ ପଜିଟିଭ୍ ଆସିଛି। ତେବେ ଆଉ କିଛି ସାଂସଦଙ୍କ ରିପୋର୍ଟ ଆସିବା ବାକି ରହିଛି। କରୋନା ଭାଇରସର ପ୍ରଭାବ ଚଳିତବର୍ଷର ମୌସୁମୀ ଅଧିବେଶନ ଉପରେ ପଡ଼ିଛି। ସେପ୍ଟେମ୍ବର ୧୪ ଅର୍ଥାତ୍ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁଥିବା ମୌସୁମୀ […]

  • Saturday, 03 July 2021
governer
ରାଜ୍ୟପାଳଙ୍କୁ ନ୍ୟାୟ ମାଗିଲେ କଙ୍ଗନା

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଏବଂ ମହାରାଷ୍ଟ୍ରର ଶିବସେନା ସରକାର ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ତେବେ ଏହାକୁ ଆଖି ଆଗରେ ରଖି କଙ୍ଗନା ରବିବାର ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂହଙ୍କୁ ଭେଟିଛନ୍ତି। ରାଜ୍ୟପାଳଙ୍କୁ ତାଙ୍କ ରାଜଭବନରେ ଭେଟି ନିଜର ସମସ୍ୟା ସଂପର୍କରେ ଜଣାଇଛନ୍ତି କଙ୍ଗନା। #WATCH I met Governor Koshyari & told him about unjust treatment I've received. I hope justice will be given to me […]

  • Saturday, 03 July 2021
udhav-thakrey
'ମୋ ନିରବତାକୁ ଦୁର୍ବଳତା ଭାବିବା ଉଚିତ୍ ନୁହେଁ'

ମୁମ୍ବାଇ: ମହାରାଷ୍ଟ୍ରକୁ ବଦନାମ କରିବାକୁ ଷଡ଼ଯନ୍ତ୍ର ହେଉଛି। ମୋ ନିରବତାକୁ ଦୁର୍ବଳତା ବୋଲି ଭାବିବା ଉଚିତ୍ ନୁହେଁ। ଅଭିନେତ୍ରୀ କଙ୍ଗନା ଓ ଶିବସେନା ମଧ୍ୟରେ ଚାଲିଥିବା ବିବାଦକୁ ନେଇ ପ୍ରଥମ ଥର ପାଇଁ ମିଡିଆ ଆଗରେ ଏଭଳି ମୁହଁ ଖୋଲିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଉଦ୍ଧବ କହିଛନ୍ତି ଏବେ ତାଙ୍କ ଫୋକସ୍ କରୋନା ଉପରେ ରହିଛି। ତେବେ ତାଙ୍କ ଆଗକୁ ଆସୁଥିବା ସବୁ ସବୁ ରାଜନୈତିକ ଝଡ଼କୁ ବି ସେ ସାମ୍ନା କରିବେ ବୋଲି କହିଛନ୍ତି […]

  • Saturday, 03 July 2021