• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

Rescue operation underway
ଜୀବନ ଦୋ ଛକିରେ, ସପ୍ତମ ଦିନରେ ପହଞ୍ଚିଲା ଉଦ୍ଧାର କାର୍ଯ୍ୟ

ସପ୍ତମ ଦିନରେ ପହଞ୍ଚିଛି ଉତ୍ତରାଖଣ୍ଡ ଟନେଲ ଟ୍ରାଜେଡି । ଗତ ରବିବାରରୁ ଟନେଲ ଭିତରେ ଫସି ରହିଛନ୍ତି ୪୦ ଶ୍ରମିକ ।

Tunnel
ଅନ୍ଧାରୀ ଟନେଲ୍‌ରେ ଫସିଛି ଜୀବନ; ନିଶ୍ୱାସ ଯୋଗାଉଛି ପାଇପ୍‌

ଅନ୍ଧାରୀ ସୁଡଙ୍ଗରେ ଫସିଥିବା ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାରୁ ଯାଇଥିବା ଶ୍ରମ ଅଧିକାରୀଙ୍କ ଆଶ୍ୱାସନା । ସମ୍ପର୍କ ସ୍ଥାପନର ଏକ ମାତ୍ର ମାଧ୍ୟମ । ଏକ ସରୁ ପାଇପ୍ ବାଟେ କଥା ହେବା ସହ ଧୈର୍ଯ୍ୟର ସହ ଅପକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି ଶ୍ରମ ଅଧିକାରୀ ।

Zombie catfish
ଏମିତି ଏକ ବିରଳ ମାଛ... ମୃତ୍ୟୁ ପରେ ବି ଫେରେ ଜୀବନ 

ଆପଣ ଜାଣନ୍ତି କି ଏମିତି ଏକ ମାଛ ରହିଛି । ଯାହା ପାଣିରୁ ମାସ ମାସ ଧରି ବାହାରେ ରହିବା ପରେ ତା’ର ମୃତ୍ୟୁ ହୁଏ ସିନା ହେଲେ ସେ ପୁଣି ଜୀବିତ ହୋଇଉଠେ । 

  • Friday, 17 November 2023
  • Fish
Uttarkashi Tunnel Collapse
ଟନେଲରେ ଫସିଛନ୍ତି ୪୦ ଶ୍ରମିକ, କିଛି ଦୂରରେ ରେସ୍କ୍ୟୁ ଟିମ୍‌...

ଆଗରୁ ଯେଉଁ ଡ୍ରିଲିଂ ମେସିନ ଥିଲା, ତାହା କାମରେ ଆସି ନଥିଲା । ତେଣୁ ଦିଲ୍ଲୀରୁ ସ୍ୱତନ୍ତ୍ର ମେସିନକୁ ବିମାନରେ ଉତ୍ତରାଖଣ୍ଡକୁ ନିଆଯାଇଥିଲା ।

  • Friday, 17 November 2023
PM Modi on Deepfake Videos
‘ଡିପଫେକ୍‌ ଏକ ବଡ଼ ସମସ୍ୟା, AI ର ଦୁର୍ବ୍ୟବହାର ଅତ୍ୟନ୍ତ ଚିନ୍ତାଜନକ’

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(AI) ବ୍ୟବହାର କରି ଡିପଫେକ୍ ଭିଡିଓ କରାଯାଉଥିବାରୁ ପ୍ରଧାନମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି । ଏନେଇ ଲୋକମାନଙ୍କୁ ଗଣମାଧ୍ୟମ ସଚେତନ କରିବାକୁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

Uttarkashi tunnel collapse
ଟନେଲରେ ଫସିଛନ୍ତି ୪୦ ଶ୍ରମିକ, ପାଇପ୍‌ ଯୋଗେ କରାଯିବ ଉଦ୍ଧାର...

ଟନେଲରେ ଫସିଥିବା ଶ୍ରମିକଙ୍କୁ ପାଇପ୍‌ ମାଧ୍ୟମରେ କରାଯିବ ଉଦ୍ଧାର । ପାଇପ୍‌ ଯୋଗେ ସେମାନଙ୍କୁ ଉଦ୍ଧାର କରିବାକୁ ଯୋଜନା ରଖାଯାଇଛି ।

  • Friday, 17 November 2023
Kulgam Encounter
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା; ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିପାତ

କୁଲଗାମରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ବିଶେଷ ସୂତ୍ରରୁ ସୁରକ୍ଷାକର୍ମୀମାନେ ଖବର ପାଇଥିଲେ । ଖବର ପାଇବାପରେ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚଅପରେସନ୍‌ କରିଥିଲେ ।

Assembly elections 2023: Voting begins on all 230 seats in Madhya Pradesh, 70 seats in Chhattisgarh
ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ ନିର୍ବାଚନ, ସକାଳୁ ଆରମ୍ଭ ହୋଇଛି ମତଦାନ

ମଧ୍ୟପ୍ରଦେଶର ସମସ୍ତ ୨୩୦ଟି ଆସନ ପାଇଁ ଆଜି ଗୋଟିଏ ପର୍ଯ୍ୟାୟରେ ଭୋଟ୍ । ଛତିଶଗଡ଼ର ୭୦ଟି ଆସନ ପାଇଁ ସକାଳୁ ମତଦାନ ଆରମ୍ଭ ହୋଇଛି । ମୋଟ ୯୫୮ ଜଣ ପ୍ରାର୍ଥୀଙ୍କର ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ କରିବେ ୧ କୋଟି ୬୩ ଲକ୍ଷ ୧୪ ହଜାର ୪୭ ଜଣ ଭୋଟର ।

Prayer for the victory of India
ଆକାଶରେ ଜଲୱା ଦେଖାଇବ ବାୟୁସେନା, ଭାରତର ବିଜୟ କାମନା କରି ପୂଜାର୍ଚ୍ଚନା

ବିଶ୍ୱକପରେ ସୂର୍ଯ୍ୟକିରଣ ଟିମର ଜଲୱା । ବିଶ୍ୱକପ୍ ଫାଇନାଲ୍ ପୂର୍ବରୁ ଆକାଶରେ ସୂର୍ଯ୍ୟ କିରଣ ଏରୋବାଟିକ୍ ଟିମ୍ ଦେଖାଇବ ଜଲୱା ।

India Australia Final Fight
୨୦ ବର୍ଷ ପରେ ଫାଇନାଲରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ; ବଦଲା ନେବାକୁ ପ୍ରସ୍ତୁତ ଟିମ୍ ଇଣ୍ତିଆ

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ବିଶ୍ବକପର ଫାଇନାଲ ଫାଇଟ୍ । ସୁପରସଣ୍ଡେରେ ହେବ ସୁପର ମୁକାବିଲା ।

Fake Doctors
ଅପରେସନ୍‌ କରିଦେଲେ ନକଲି ଡାକ୍ତର; ଚାଲିଗଲା ରୋଗୀର ଜୀବନ, ୪ ଗିରଫ

ସମ୍ପୂର୍ଣ୍ଣ ଘଟଣାକୁ ନେଇ ଦିଲ୍ଲୀ ପୋଲିସ ତା’ର ପ୍ରତିକ୍ରିୟା ରଖିଛି । ପୋଲିସ କହିଛି ଯେ, ଜଣେ ରୋଗୀ ୨୦୨୨ରେ ଗାଲ୍ ବ୍ଲାଡର ଚିକିତ୍ସା ପାଇଁ ସେହି କ୍ଲିନିକରେ ଭର୍ତ୍ତି ହୋଇଥିଲେ । ସେହି ସମୟରେ ତାଙ୍କର ଅପରେସନ୍‌ ଜଣେ ଯୋଗ୍ୟ ସର୍ଜନଙ୍କ ନିକଟରେ କରାଇବାକୁ କୁହାଯିବା ସହ ସର୍ଜନଙ୍କ ନାଁ ମଧ୍ୟ କ୍ଲିନିକ୍‌ ପକ୍ଷରୁ କୁହାଯାଇଥିଲା ।

  • Thursday, 16 November 2023
World Cup Semi Final
ଛୁଟିଲା ଶୁଭେଚ୍ଛାର ସୁଅ; ଭାରତର ସେମି ଫାଇନାଲ ବିଜୟକୁ ପ୍ରଶଂସା

ବିଶ୍ୱକପରେ ଭାରତ ଫାଇନାଲରେ ପ୍ରବେଶ କରିବା ପରେ ଛୁଟିଛି ଶୁଭେଚ୍ଛାର ସୁଅ । ଏନେଇ ଏକ୍ସରେ ପୋଷ୍ଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Uttarakhand Tunnel Rescue
ଧସୁଛି ମାଟି, ଭାଙ୍ଗୁଛି ଶ୍ରମିକଙ୍କ ଧୈର୍ଯ୍ୟ; ବିଦେଶରୁ ଆସିବେ ବିଶେଷଜ୍ଞ

ଅନ୍ଧାର ଭିତରେ ୪ ଦିନ, ୪୦ ଜୀବନ । ଉତ୍ତରାଖଣ୍ଡର ଉତ୍ତରକାଶୀର ଟନେଲରେ ୪ ଦିନ ଧରି ଫସି ରହିଥିବା ୪୦ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରହିଛି ।

Mohammed Shami shines with 7 wickets
ଅବିଶ୍ୱସନୀୟ ସାମି: ୧୭ଟି ଇନିଂସରେ ୫୦ ୱିକେଟ ସଫଳତା

ନ୍ୟୁଜିଲାଣ୍ଡ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରି ୭ଟି ୱିକେଟ ନେଇଛନ୍ତି ମହମ୍ମଦ ସାମି । ମାତ୍ର ୫୭ରନ ଦେଇ ୭ଟି ୱିକେଟ ଅକ୍ତିଆର କରିଥିଲେ ଶାମୀ । ଗତକାଲି ୱାଙ୍ଖଡେରେ ଖେଳା ଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ କଡା ଟକ୍କର ଦେଖିବାକୁ ମିଳିଥିଲା ।

Virat Kohli breaks Sachin Tendulkar record
ଭାରତର ଐତିହାସିକ ବିଜୟ, କୋହଲିଙ୍କ ନାମରେ ଅନେକ ରେକର୍ଡ

ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଇତିହାସରେ ଇତିହାସ ରଚି ସାରିଛନ୍ତି ବିରାଟ କୋହଲି । ୱାଙ୍ଖେଡେରେ ୫୦ତମ ଶତକ ହାସଲ କରିଛନ୍ତି କିଙ୍ଗ ।

Cricket WorldCup
ନ୍ୟୁଜିଲାଣ୍ଡକୁ ହରାଇ ବିଶ୍ୱକପ୍‌ ଫାଇନାଲ୍‌ରେ ଭାରତ

ସଫଳ ବୋଲର ମହମ୍ମଦ ସାମିଙ୍କୁ ୭ ୱିକେଟ ସଫଳତା ମିଳିଛି । ୫୭ ରନ୍‌ ବିନିମୟରେ ୭ ୱିକେଟ ନେଇ ବଡ଼ ସଫଳତା ହାସଲ କରିଛନ୍ତି ମହମ୍ମଦ ସାମି । ସେପଟେ ୩୨୭ ରନ୍‌ କରି ଅଲଆଉଟ ହୋଇଛି ନ୍ୟୁଜିଲାଣ୍ଡ ।

  • Wednesday, 15 November 2023
  • Cricket
Uttarkashi tunnel
ଧସୁଛି ବାରମ୍ବାର ମାଟି, ଫେଲ୍ ମାରୁଛି ଗୋଟିକ ପରେ ଗୋଟିଏ ପ୍ଲାନ୍

ନିର୍ମାଣାଧୀନ ଏଇ ଟନେଲରେ ମାଟି ଧସି ଶ୍ରମିକ ଫସିବା ପରଠୁ ଫସିଥିବା ଶ୍ରମିକଙ୍କ ପାଖରେ ପହଞ୍ଚିବାକୁ ଯଥାସମ୍ଭବ ପ୍ରୟାସ ଜାରି ରଖିଛନ୍ତି ଉଦ୍ଧାରକାରୀ ଟିମ୍ ।

  • Wednesday, 15 November 2023
Sahara India Group founder Subrata Roy passes away
ପରଲୋକରେ ସାହାରା ମୁଖ୍ୟ; ପୁଣି ବେସାହାରା ଜମାକାରୀ

କିଛି ଦିନର ଅସୁସ୍ଥତା ପରେ ମୁମ୍ବାଇ ଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ ସୁବ୍ରତ ରାୟ । ଆଉ ତା’ ସହିତ ପୁଣି ଆଶଙ୍କା ଭିତରେକୁ ଠେଲି ହୋଇଯାଇଛନ୍ତି କୋଟି କୋଟି ଜମାକାରୀ ।

Punjab & Haryana HC
ବୁଲା କୁକୁର କାମୁଡ଼ିଲେ ସରକାର ଦେବେ ଜରିମାନା, ପୀଡ଼ିତଙ୍କୁ ମିଳିବ ଦାନ୍ତ ଗୋଟି ୧୦ ହଜାର

ଜଣେ ବ୍ୟକ୍ତିଙ୍କ ଶରୀରରେ ଯଦି କୁକୁରର ଗୋଟିଏ ଦାନ୍ତ ଦାଗ ରହିଥାଏ ତେବେ ତାଙ୍କୁ ୧୦ ହଜାର ଟଙ୍କା ମିଳିବ । ସେହିପରି ଗୋଟିଏରୁ ଅଧିକ ଦାନ୍ତ ଦାଗ ରହିଥିଲେ ପୀଡ଼ିତ ଜଣଙ୍କୁ ୨୦ ହଜାର ଟଙ୍କା ରାଜ୍ୟ ସରକାର ଦେବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Virat kohli scores 50th ODI century
ଭାଙ୍ଗୁଥିଲା ରେକର୍ଡ, ଦେଖୁଥିଲେ ସଚିନ; ଭାରତ ଛିଡ଼ା କଲା ରନର ପାହାଡ଼

ଅପରାଜେୟ ଭାରତ, ବେଲଗାମ କୋହଲି । ଆଜି ପୁଣି ଥରେ ପଡ଼ିଆ ଭିତରେ ନିଜର ଦମ ଦେଖାଇଛନ୍ତି ବିରାଟ ।

Bus falls into deep gorge in Jammu
ଜମ୍ମୁରେ ବଡ଼ ଧରଣର ସଡ଼କ ଦୁର୍ଘଟଣା; ୩୦ ମୃତ, ଅନେକ ଆହତ

ଜମ୍ମୁ କାଶ୍ମୀରରେ ବଡ଼ ଧରଣର ବସ ଦୁର୍ଘଟଣା । ବର୍ତ୍ତମାନ ପର୍ଯ୍ୟନ୍ତ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ।

Sahara Group Chairman Subrata Roy passes away after prolonged illness
ପରଲୋକରେ ସାହାରା ଇଣ୍ଡିଆ ପ୍ରତିଷ୍ଠାତା ସୁବ୍ରତ ରାୟ

ପରଲୋକରେ ଶିଳ୍ପପତି ତଥା ସାହାରା ପ୍ରତିଷ୍ଠାତା ସୁବ୍ରତ ରାୟ । ମୁମ୍ବାଇର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି...

  • Wednesday, 15 November 2023
Mumbai Police received threat before semi-final match
ମ୍ୟାଚ ପୂର୍ବରୁ ଧମକ, ସେମିରେ ବଡ଼ ଅଘଟଣ ପାଇଁ ଯୋଜନା

ଭାରତ ନ୍ୟୁଜିଲାଣ୍ତ ମ୍ୟାଚ ପୂର୍ବରୁ ସୋସିଆଲ ମିଡ଼ିଆ X ରେ ଧମକପୂର୍ଣ୍ଣ ଟ୍ୱିଟ । ମୁମ୍ବାଇ ପୋଲିସର ଟ୍ୱିଟର ଆକାଉଣ୍ଟକୁ ଟ୍ୟାଗ କରି ଧମକ ଦେଇଛି ସନ୍ଦିଗ୍ଧ ।

Subrata Roy
ସାଇକେଲରୁ ଆରମ୍ଭ ହୋଇଥିଲା ସାହାରା ଯାତ୍ରା,ସୁବ୍ରତ ରାୟଙ୍କ ଜୀବନ ଯେତେ ସଫଳ ସେତେ ବିବାଦୀୟ

ଦିନ ଥିଲା ସାହାରା ବନିଯାଇଥିଲା ଦେଶର ସବୁଠୁ ବଡ଼ କମ୍ପାନୀ... ଭାରତୀୟ ରେଲୱେ ପରେ ସବୁଠୁ ଅଧିକ ନିଯୁକ୍ତି ଦେଉଥିଲା ସାହାରା.. କ୍ରୀଡ଼ାଠୁ ଫିଲ୍ମ, ଏୟାରଲାଇନ୍ସରୁ ବୀମା ସବୁ ସେକ୍ଟରରେ ଥିଲା ସାହାରାର ଦବଦବା..

  • Wednesday, 15 November 2023
Subrata Roy
ପରଲୋକରେ ସାହାରା ପ୍ରତିଷ୍ଠାତା ସୁବ୍ରତ ରାୟ

ଶିଳ୍ପପତି ତଥା ସାହାରା ପ୍ରତିଷ୍ଠାତା ସୁବ୍ରତ ରାୟଙ୍କର ଆଜି (ସୋମବାର) ପରଲୋକ ଘଟିଛି।