• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

samir-fey
ମନ୍ତ୍ରୀଙ୍କ ଦାୟିତ୍ୱହୀନତା: ଜୀବିତ ସମୀର ଦେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରତାପ ଜେନା

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଅଛି। ଶାରିରୀକ ଅସୁସ୍ଥତା କାରଣରୁ ସମୀର ଦେ ଏବେ କଟକ ସିଡିଏ ୬ନମ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ସମୀର ଦେଙ୍କ ପରଲୋକ ନେଇ ଆଜି ଆଇନ୍ ମନ୍ତ୍ରୀ ପ୍ରତାପ ଜେନାଙ୍କର ଏକ ଟ୍ୱିଟ୍ ଜୋରଦାର ଭାଇରାଲ୍ ହୋଇଥିଲା। ଯାହାକୁ ନେଇ କଟକବାସୀ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ଆହୁରି ପଢ଼ନ୍ତୁ:ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ଗସ୍ତ ବିବାଦ ପ୍ରସଙ୍ଗରେ ବିଜେପିର […]

  • Friday, 02 July 2021
ojee
ଦୁର୍ଘଟଣା ଯୋଗୁଁ ଓଜେଇଇରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ହେବ ସ୍ୱତନ୍ତ୍ର ପରୀକ୍ଷା

ପାରଳାଖେମୁଣ୍ଡି: ଦୁର୍ଘଟଣା ଯୋଗୁଁ ଓଜେଇଇରୁ ବଞ୍ଚିତ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ଭାବେ ପରୀକ୍ଷା ହେବ। ଆସନ୍ତା ୨୨ ତାରିଖରେ ଏହି ପରୀକ୍ଷା ହେବ । ଏ ନେଇ  ଗଜପତି ଜିଲ୍ଲାପାଳ ବିଜ୍ଞପ୍ତି ଜାରି କରିଛନ୍ତି । ଅକ୍ଟୋବର ୧୫ରେ ଓଜେଇଇ ପରୀକ୍ଷା ଦେବାକୁ ଯାଉଥିଲେ ଗଜପତି ଜିଲ୍ଲା ଚାନ୍ଦିପୁଟ, ରାମଗିରି ଓ ଚନ୍ଦ୍ରଗିରି ଅଞ୍ଚଳର ୪୫ ଜଣ ପରୀକ୍ଷାର୍ଥୀ । ସେମାନେ ପରୀକ୍ଷା ଦେବାକୁ ଗୋଟିଏ ବସ୍‌ରେ ଯାଉଥିଲେ । ବସ୍‌ଟି ଗଞ୍ଜାମ ଜିଲ୍ଲା ତପ୍ତପାଣି […]

  • Friday, 02 July 2021
basti
ବର୍ଷା ହେଲେ ବସ୍ତିରେ ଚିନ୍ତା, ବାରମ୍ବାର ପ୍ରତିଶ୍ରୁତି ପରେ ବି କରାଯାଉନି ଥଇଥାନ

ବ୍ରହ୍ମପୁର: ବର୍ଷ ବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଛି ବ୍ରହ୍ମପୁର ହରଡ଼ାଖଣ୍ଡିର ଉତ୍ତରମୁଖୀ ବସ୍ତି ଅଞ୍ଚଳ। ବାରମ୍ବାର ପ୍ରତିଶ୍ରୁତି ମିଳିଥିଲେ ବି ଏମାନଙ୍କର ଥଇଥାନ ପାଇଁ ଏଯାଏଁ ଠୋସ୍ ପଦକ୍ଷେପ ନିଆଯାଇନାହିଁ। ବର୍ଷା ଆସିଲେ ବସ୍ତି ବାସିନ୍ଦାଙ୍କ ମନରେ ଛନକା ପସିଯାଏ। ଆଗକୁ ପ୍ରବଳ ବର୍ଷାର ପୂର୍ବାନୂମାନ କରାଯାଇଥିବା ବେଳେ ଏବେ ବସ୍ତି ବାସିନ୍ଦା ଚିନ୍ତାରେ। ସେପଟେ ବର୍ଷା ଆସିଲେ ଏଠାକାର ଲୋକମାନେ ନାଳ ନାହିଁ ପାଣି ଆସି ଘରଦ୍ୱାର ଭାଙ୍ଗୁଛି ବୋଲି କହିଛନ୍ତି। କିଛି ଲୋକ […]

  • Friday, 02 July 2021
suicide
ବୃଦ୍ଧ ଦମ୍ପତିଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ କୁଜଙ୍ଗ ଥାନା ହସିଣା ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି। ଘରୋଇ କଳିରୁ ଗୋଟିଏ ବୃଦ୍ଧ ଦମ୍ପତି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏଥିରେ ୮୪ ବର୍ଷୀୟ  ସ୍ୱାମୀ କାଳନ୍ଦୀ ମହାନ୍ତିଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଶ୍ୱେତ ମହାନ୍ତିଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଏବେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରବିବାର ଦିନ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ଲାଗିଥିଲା। ଏହାକୁ ନେଇ ଦୁହେଁ କୀଟନାଶକ ପିଇ ଦେଇଥିଲେ। […]

  • Friday, 02 July 2021
train
ଟ୍ରେନ୍ ଇଞ୍ଜିନ୍ ଲାଇନଚ୍ୟୁତ

ପୁରୀ: ପୁରୀ ଜିଲ୍ଲା ଚନ୍ଦନପୁର-ତୁଳସୀଚଉରା ମଝିରେ ଖାଲି ବଗି ନେଇ ଯାଉଥିବା ଟ୍ରେନ୍‌ର ଏକ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଇଞ୍ଜିନ୍‌ର ଆଗ ୩ଟି ଚକ ସହ ପଛର ଗୋଟିଏ ଚକ ଲାଇନଚ୍ୟୁତ ହୋଇଛି।  ଖୋର୍ଦ୍ଧା ରୋଡ୍‌ରୁ ଆସୁଥିବା ବେଳେ ଇଞ୍ଚିନ୍‌ ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ରେଲେଓ୍ୱ ବୈଷୟିକ ଟିମ୍ ମରାମତି କାର୍ଯ୍ୟ କରିଥିଲେ। ତେବେ କାହିଁକି ଇଞ୍ଜିନ୍‌ ଲାଇନଚ୍ୟୁତ ହେଲା ଏନେଇ ତଦନ୍ତ କରାଯିବ ବୋଲି ରେଲୱେର ବରିଷ୍ଠ ଅଧିକାରୀ […]

  • Friday, 02 July 2021
3
Corona Update In Odisha: ଆଜି ବି ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ତଳେ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୯୦୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୯୦୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୮୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଚିହ୍ନଟ ହୋଇଥିବାବେଳେ କଟକ ୧୦୧, କେନ୍ଦ୍ରାପଡା ୧୦୬, ନୂଆପଡା ୧୨୮ ଓ ସୁନ୍ଦରଗଡରେ ୧୦୦ ଜଣ […]

  • Friday, 02 July 2021
bhubaneswar
୨୪ ଘଣ୍ଟାରେ ଆଖି ବୁଜିଲେ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୬  କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୧୬୮ ରେ ପହଞ୍ଚିଛି। ଆଜି ମୟୂରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି କଳାହାଣ୍ଡିରୁ ୩, ଭୁବନେଶ୍ୱର ଓ ନୂଆପଡାରୁ ୨ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ଝାରସୁଗୁଡା, ଖୋର୍ଦ୍ଧା, କେନ୍ଦ୍ରାପଡା, କଟକ, ଭଦ୍ରକରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି। ସୂଚନା ଥାଉ କି, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ […]

  • Friday, 02 July 2021
vigilance
ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଭୁବନେଶ୍ୱର ଜିପିଏଚ ଡିଭିଜନ-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘର ସହ ୬ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି। ରାଜଧାନୀର ନୂଆପଲ୍ଲୀ, ନୂଆଗାଁ, ବାଲିଅନ୍ତା, ନହରକଣ୍ଟା, ୟୁନିଟ-୩ ଅଫିସ ଚାମ୍ବର ସହ କୁରୁଣ୍ଟି ସ୍ଥିତ ସମ୍ପର୍କୀୟ ଘରେ ମଧ୍ୟ ରେଡ୍ ହୋଇଛି। ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଥିବା ତାଙ୍କ ପୈତୃକ ଘରେ ମଧ୍ୟ ଚାଲିଛି […]

  • Friday, 02 July 2021
ojeee
ପରୀକ୍ଷା ଦେଇପାରି ନଥିବା ପରୀକ୍ଷାର୍ଥୀଙ୍କ ପାଇଁ ପୁଣି ହେବ OJEE !

ଗଜପତି: ଦୁର୍ଘଟଣା ଯୋଗୁଁ ଓଡ଼ିଶା ଓଜେଇଇରୁ ବଞ୍ଚିତ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ଭାବେ ପରୀକ୍ଷା ହେବ। ଆସନ୍ତା ୨୨ ତାରିଖରେ ଏହି  ପରୀକ୍ଷା ହେବ ବୋଲି ଗଜପତି ଜିଲ୍ଲାପାଳ ବିଜ୍ଞପ୍ତି ଜାରି କରିଛନ୍ତି। ଅକ୍ଟୋବର ୧୫ରେ ଓଜେଇଇ ଅନୁଷ୍ଠିତ ହୋଇଥିଲା। ପରୀକ୍ଷା ଦେବା ଲାଗି ଗଜପତି ଜିଲ୍ଲା ଚାନ୍ଦିପୁଟ, ରାମଗିରି ଓ ଚନ୍ଦ୍ରଗିରି ଅଞ୍ଚଳର ୪୫ ଜଣ ପରୀକ୍ଷାର୍ଥୀ ଗୋଟିଏ ବସ୍‌ରେ ଯାଉଥିବାବେଳେ ବସ୍‌ଟି ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ପାଖ ପାକୁଖୋଳା ଗାଁ ନିକଟରେ […]

  • Friday, 02 July 2021
van
ବେଆଇନ ପଥର ଖାଦାନ ବିସ୍ଫୋରଣ ଘଟଣାରେ ଜିଲ୍ଲା ପ୍ରଶାସନର କାର୍ଯ୍ୟାନୁଷ୍ଠାନ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଗୁଣପୁର ଓକିଲଗୁଡ଼ା ଗାଁରେ ବେଆଇନ ପଥର ଖାଦାନର ବିସ୍ଫୋରଣ ଘଟଣାରେ ଜିଲ୍ଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତ ପରେ ଗୁଣୁପୁର ତହସିଲଦାର ଲକ୍ଷ୍ମୀନାରାୟଣ ସାବତଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯାଇଛି। ସେହିପରି ପଥର ଖାଦାନ ଦାୟିତ୍ୱରେ ଥିବା ଗୁଣୁପୁର ସଦର ଅତିରିକ୍ତ ରାଜସ୍ୱ ନିରୀକ୍ଷକ ଅନୁପ କୁମାର ମାର୍ଥାଙ୍କୁ ଜିଲ୍ଲା ପ୍ରଶାସନ ନିଲମ୍ବିତ କରିଛି । ଏଥିସହ ଆରଆଇ ସନ୍ତୋଷ ପଣ୍ଡା ଓ […]

  • Friday, 02 July 2021
force
କଟକ ଦୁର୍ଗାପୂଜା ପାଇଁ ୩୦ ପ୍ଲାଟୁନ୍ ଫୋର୍ସ

କଟକ: ଆଉ ଦିନ କେଇଟା ପରେ ଆସିବ ଦଶହରା। କଟକ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ସୁରକ୍ଷା ବ୍ୟବସ୍ଥା ନେଇ ସୂଚନା ଦେଲେ କଟକ ଡିସିପି ପ୍ରତୀକ ସିଂ କହିଛନ୍ତି ଯେ ସୁରକ୍ଷା ପାଇଁ ସହରରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ୧୦୦ ଜଣ ପୋଲିସ ଅଧିକାରୀ ମଧ୍ୟ ଦାୟିତ୍ୱରେ ରହିବେ। ମୂର୍ତ୍ତି ବିସର୍ଜନ ପାଇଁ ସହରର ୧୪ଟି ସ୍ଥାନ ଚିହ୍ନଟ ହୋଇଛି। କୋଭିଡ୍ ନିୟମ ଉଲ୍ଲଙ୍ଘନ କଲେ ଦୃଢ଼ […]

  • Friday, 02 July 2021
money
ଦାଦାବଟି ରୋକିବାକୁ ଜାରି ହେଲା ହେଲ୍ପଲାଇନ୍ ନମ୍ୱର

ଭୁବନେଶ୍ୱର: ଆଉ ଦାଦାବଟିକୁ ନା। ପୋଲିସ୍ ପକ୍ଷରୁ ଜାରି ହେଲା ହେଲ୍ପଲାଇନ୍ ନମ୍ବର। ଦାଦାବଟିକୁ ନା ପ୍ରସଙ୍ଗରେ ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ପ୍ରେସମିଟ୍ କରିଛନ୍ତି। ଦାଦାବଟି ରୋକିବାକୁ ହେଲ୍ପଲାଇନ୍ ନମ୍ବର ଜାରି କରିଛନ୍ତି ପୋଲିସ ଡିଜି। ଏହି ହେଲ୍ପ ଲାଇନ୍ ନମ୍ବର ହେଲା- ୯୯୩୮୯୧୦୦୦୦। ଏହି ହେଲ୍ପଲାଇନ୍ ନମ୍ବର ଭୁବନେଶ୍ୱର ଓ କଟକରେ କାମ କରିବ। SMS, ମେସେଜ ମାଧ୍ୟମରେ ମଧ୍ୟ ଅଭିଯୋଗ କରିହେବ। ଅଭିଯୋଗକାରୀ ଇଚ୍ଛା କଲେ ନାମ ଗୁପ୍ତ ରଖାଯିବ ଡିଜିପି କହିଛନ୍ତି। ପ୍ରକାଶଥାଉକି […]

  • Friday, 02 July 2021
rainfall-750x430
ସମ୍ଭାବ୍ୟ ବର୍ଷା ସ୍ଥିତିର ମୁକାବିଲା ଲାଗି ପ୍ରଶାସନ ପ୍ରସ୍ତୁତ

ରାୟଗଡ଼ା: ଲଘୁଚାପ ଜନିତ ବର୍ଷାର ମୁକାବିଲା ଲାଗି ରାୟଗଡ଼ା ଜିଲ୍ଲା ପ୍ରଶାସନର ପ୍ରସ୍ତୁତି। ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ପରେ ପ୍ରଶାସନ ତତ୍ପର ରହିଛି। ଜିଲ୍ଲାର ସମସ୍ତ ବ୍ଲକ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବର୍ଷା ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ କୁହାଯାଇଛି। ସ୍ଥିତିକୁ ଦେଖି ରାୟଗଡା ଜିଲ୍ଲାର ଭାମିନି ଓ ବିଷମକଟକ ଠାରେ ଦୁଇଟି ଓଡ୍ରାଫ ଟିମ୍ ମୁତୟନ କରାଯାଇଛି। ଆବଶ୍ୟକ ସ୍ଥଳେ ନଦୀକୁଳିଆ ଅଞ୍ଚଳ ବାସିନ୍ଦାଙ୍କୁ […]

  • Friday, 02 July 2021
bhubaneswar-blast-IOCL-anno
ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ପେଟ୍ରୋଲିୟମ ମନ୍ତ୍ରାଳୟ ଅଧିକାରୀଙ୍କ ତଦନ୍ତ

ଭୁବନେଶ୍ୱର: ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଘଟଣାସ୍ଥଳରେ ପେଟ୍ରୋଲିୟମ ମନ୍ତ୍ରାଳୟ ଅଧିକାରୀ ପହଞ୍ଚି ତଦନ୍ତ କରୁଛନ୍ତି। ମନ୍ତ୍ରାଳୟର ଦୁଇ ବରିଷ୍ଠ ଅଧିକାରୀ ପେଟ୍ରୋଲ ପମ୍ପ ତଦନ୍ତ କରୁଛନ୍ତି।ପେଟ୍ରୋଲିୟମ ମନ୍ତ୍ରାଲୟର ଦୁଇ ଅଧିକାରୀ କର୍ମଚାରୀଙ୍କୁ ପଚରାଉଚରା କରୁଛନ୍ତି। ପେଟ୍ରୋଲ ପମ୍ପ ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ନିଖୋଜ ହୋଇଥିଲେ। ପୋଲିସ କମିଶନରେଟ୍ ନିଜ ଆଡୁ ଏତଲା କରିଥିଲା। ଘଟଣାକୁ ନେଇ ଏକ ଅପରାଧିକ ମାମଲା ରୁଜୁ କରାଯାଇଥିଲା। ତା ସହିତ ରାଜ୍ୟ ଫୋରେନସିକ୍ ଲ୍ୟାବ୍ […]

  • Friday, 02 July 2021
cm-naveen
କରୋନାର କ୍ୟାରେକ୍ଟର ପ୍ରୋଫାଇଲ ବହୁତ କ୍ରିଟିକାଲ, ଭ୍ୟାକସିନ ଆସିବା ପର୍ଯ୍ୟନ୍ତ ସାବଧାନ ରୁହ: ନବୀନ

ଭୁବନେଶ୍ୱର: ଗତ ୭ ମାସ ହେଲା ଓଡ଼ିଶା କରୋନା ବିରୋଧରେ ଲଢୁଛି। ଏଥିପାଇଁ ଆପଣମାନଙ୍କୁ ଅନେକ କଷ୍ଟ, ତ୍ୟାଗ ସ୍ୱୀକାର କରିବାକୁ ପଡ଼ିଛି। ଏଥି ପାଇଁ ପିଲା ଓ ବୟସ୍କଙ୍କୁ ଘରେ ରହିବାକୁ ପଡୁଛି। ବୟସ୍କ,ପିଲା ଘରେ ରହିଲେ, ଆମେ କରୋନା ବିରୋଧରେ ଭଲ ଲଢ଼ିବା। ଆପଣମାନଙ୍କ ତ୍ୟାଗ ବୃଥା ଯାଇନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ବୋଧନ କରି କହିଛନ୍ତି ଯେ ଓଡ଼ିଶା ୬ ମାସରେ […]

  • Friday, 02 July 2021
2
କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ଅବଢ଼ା ମିଳିବ, ଜାଣନ୍ତୁ କେମିତି

  • Friday, 02 July 2021
accident 1
ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ମୟୁରଭଞ୍ଜ: ଆଜି ଗୋଟିଏ ଦିନରେ ବିଭିନ୍ନ ସ୍ଥାନରେ ହୋଇତିବା ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୩ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ରରୁଆଁ ନିକଟରେ। ଗୋଟିଏ ସ୍କୁଟରରେ ୩ ଜଣ ଯାଉଥିବା ବେଳେ ମୟୂରଭଞ୍ଜ ୪୯ ନମ୍ବର ଜାତୀୟ ରାଜପଥ ପୁଲଗୋନ୍ଥା ଠାରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ରାସ୍ତାରେ ଯାଉଥିବା ଏକ ସ୍କୁଟର୍‌କୁ ଟ୍ରକ୍‌ ଧକ୍କା […]

  • Friday, 02 July 2021
3
ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

ଯାଜପୁର: ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଜୋକଡିଆ ବ୍ୟାରେଜ ନିକଟରେ ଏକ କୁମ୍ଭୀର ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଗତକାଲି ଖରସ୍ରୋତା ନଦୀ ପଠାରେ ଖେଳୁଥିବା ସମୟରେ କିଛି ପିଲା ପ୍ରଥମେ ଏହି କୁମ୍ଭୀରଟିକୁ ଦେଖିଥିଲେ। ଏହି କୁମ୍ଭୀରଟିର ଲମ୍ବ ପାଖାପାଖି ୫ ଫୁଟ ହେବ ବୋଲି ଅନୁମାନ କରାଯାଉଛି। କୁମ୍ଭୀରଟି ବହୁ ସମୟ ଧରି ନଦୀ କୂଳରେ ରହିଥିଲା। ପରେ ଖବର ପାଇ ବନବିଭାଗ କର୍ମଚାରୀ ସେଠାରେ ପହଞ୍ଚିବା ବେଳକୁ କୁମ୍ଭୀରଟି ନଦୀ […]

  • Friday, 02 July 2021
4
ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ନବରଙ୍ଗପୁର: ନବରଙ୍ଗପୁରରେ ମକା ପ୍ରକ୍ରିୟାକରଣ ୟୁନିଟ ନିର୍ମାଣକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେବାକୁ ଆସିବାଥିବାବେଳେ ୬ ଜଣଙ୍କୁ ପୋଲିସ ଉଠାଇନେଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରି ଉତ୍ତ୍ୟକ୍ତ ଲୋକେ ନବରଙ୍ଗପୁର ଥାନା ଘେରାଉ କରିବା ସହ ଜାତୀୟ ରାଜପଥ ଅବରୋଧ କରିଛନ୍ତି l ଥାନା ଭିତରକୁ ଯିବାକୁ ଚେଷ୍ଟା କରିବା ବେଳେ ପୋଲିସ ସେମାନଙ୍କୁ ଫାଟକ ଠାରେ ଅଟକାଇ ଥିଲା। ହେଲେ ପୋଲିସ ସହ ସେମାନଙ୍କର […]

  • Friday, 02 July 2021
ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ନୟାଗଡ଼: ନୟାଗଡ଼ ସହରରୁ ଏକ ନକଲି ଟଙ୍କା ଛପା କାରଖାନା ଠାବ। ନକଲି ଟଙ୍କା ଦେଇ ଗାଡ଼ି କିଣିବା ଉଦ୍ୟମ ବେଳେ ଧରିଲା ପୋଲିସ୍। ଶୋ ରୁମ୍‌ରେ ୧.୨୫ ଲକ୍ଷର ୨ ଯୁବକ ନକଲି ନୋଟ୍ ଦେଇଥିଲେ। ସନ୍ଦେହ ହେବାରୁ ପୋଲିସ୍‌କୁ ଖବର ଦେଇଥିଲେ ସୋରୁମ୍ ମାଲିକ। ତେବେ ଟଙ୍କା ନକଲି ଜଣାପଡ଼ିବାରୁ ପୋଲିସ୍ ୨ ଜଣଙ୍କୁ ଥାନାକୁ ନେଇଥିଲା। ୨ ଜଣଙ୍କ ମଧ୍ୟରୁ ଜଣେ ନକଲି ଟଙ୍କା ପ୍ରସ୍ତୁତ କରୁଥିବା ସୂଚନା ମିଳିଛି। ନକଲି ଟଙ୍କା […]

  • Friday, 02 July 2021
5
ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

କଟକ: ମରଣଯନ୍ତା ପାଲଟିଛି କଟକ ଜିଲ୍ଲା ଟାଙ୍ଗୀର ମଙ୍ଗୁଳି ଛକ। ଟ୍ରାଫିକ୍ ବ୍ୟବସ୍ଥା ନଥିବା ସହ ରାସ୍ତା କଡ଼ରେ ଶହଶହ ଟ୍ରକ୍ ଅଟକି ରହୁଛି। ରାସ୍ତାର ଦୁଇପାର୍ଶ୍ୱରେ ମଙ୍ଗୁଳିରୁ ନିର୍ଗୁଣ୍ଡି ପର୍ଯ୍ୟନ୍ତ ଧାଡ଼ିରେ ଛିଡ଼ା ରହୁଛି ଟ୍ରକ୍। ଫଳରେ ଯିବାଆସିବା କରୁଥିବା ଲୋକଙ୍କ ପାଇଁ ଅସୁବିଧା ହେଉଛି। ଏହାସହ ଭୁବନେଶ୍ୱର, ସମ୍ବଲପୁର, ଯାଜପୁର ଆଦି ଅଞ୍ଚଳରୁ ଯିବା ଆସିବା କରୁଥିବା ଯାତ୍ରୀମାନେ ବସରୁ ଓହ୍ଲାଇବା ପରେ ଜୀବନରୁ ପାଣି ଛଡ଼ାଇ ରାସ୍ତା ପାର୍ ହେଉଛନ୍ତି। ପୁଣି ରାସ୍ତା […]

  • Friday, 02 July 2021
by-election
ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଲାଗି ପ୍ରଚାର ଜୋର୍ ଧରିଲାଣି। ମୈଦାନରେ କ୍ୟାଂପେନ୍ ଆରମ୍ଭ କଲେଣି ହେଓ୍ୱିୱେଟ୍ ନେତା। ଉଭୟ ନିର୍ବାଚନ ମଣ୍ଡଳୀରେ ବିଜେପି ଓ କଂଗ୍ରେସ୍‌ର ଟାର୍ଗେଟ୍‌ରେ ରହିଛି ବିଜେଡିା ପ୍ରଥମେ ବାଲେଶ୍ୱର ସ୍ଥିତି ଜାଣନ୍ତୁ, ଏଠାରେ ଆଜି ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ଓ ବରଗଡ଼ ସାଂସଦ ସୁରେଶ ପୂଜାରୀ। ବାଲେଶ୍ୱର ସହରର ଗୋଳା ପୋଖରୀଠାରୁ ସିନେମା ହଲ୍ ପର୍ଯ୍ୟନ୍ତ ସେମାନେ […]

  • Friday, 02 July 2021
puri-3
ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ପୁରୀ: ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଅଞ୍ଚଳର କବିର ଭୋଇ, ରୋଗୀଣା ପତ୍ନୀଙ୍କୁ ଟ୍ରଲିରେ ଏସ୍‌ସିବି ନେବା ଏବଂ ସେଠାରେ ମୃତ୍ୟୁ ଘଟଣାର ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ୍। ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ କମିଶନଙ୍କ ପକ୍ଷରୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ଏସ୍‌ସିବି ମେଡିକାଲ ସୁପରିଟେଣ୍ଡେଣ୍ଟଙ୍କୁ ନିର୍ଦେଶ ଦିଆଯାଇଛି। କମିଶନ ସଦସ୍ୟ ଅମିତାଭ ଦାସଙ୍କ ଖଣ୍ଡପୀଠ ପକ୍ଷରୁ ଏହି ମାମଲାରେ ନୋଟିସ ଜାରି କରାଯାଇଛି। ଆସନ୍ତା ନଭେମ୍ବର ୧୨ ତାରିଖ ସୁଦ୍ଧା […]

  • Friday, 02 July 2021
coronavirus
ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୨୬୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭା ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୩୧ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୨୧୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୧୯୭, ମୟୂରଭଞ୍ଜରୁ ୧୩୧, ସୁନ୍ଦରଗଡ଼ରୁ ୧୨୫, କଳାହାଣ୍ଡିରୁ ୧୧୮ ଓ ବଲାଙ୍ଗିରରୁ ୧୧୪ ଜଣ ସୁସ୍ଥ ହୋଇଛନ୍ତି। ବାଲେଶ୍ୱରରୁ ଓ ନୂଆପଡ଼ାରୁ ୯୯ ଜଣ […]

  • Friday, 02 July 2021
Untitled-1
ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଭୁବନେଶ୍ୱର: ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ? ବିଗତ କିଛି ଦିନ ଧରି ବଢ଼ିଚାଲିଥିବା ବେଧଡ଼କ୍ ଲୁଟ୍, ଛିନ୍ତାଇ, ହତ୍ୟା ଭଳି ଘଟଣା ଭୁବନେଶ୍ୱର ବାସିନ୍ଦାଙ୍କ ମନରେ ଏଭଳି ପ୍ରଶ୍ନକୁ ଠିଆ କରିଛି। ଲଗାତର ଘଟି ଚାଲିଥିବା ଛିନ୍ତାଇ ଘଟଣାରେ ଆଜି ଶିକାର ହୋଇଛନ୍ତି ଶୈଳଶ୍ରୀ ବିହାର ଅଞ୍ଚଳର ଜଣେ ବୟୋଜ୍ୟୋଷ୍ଠ ମହିଳା। ଏଭଳି ସ୍ଥିତିରେ ରାଜଧାନୀରେ ଆଇନ୍‌ ଶୃଙ୍ଖଳାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା ବେଳେ ଡିସିପି କହିଛନ୍ତି, ଥାନାରେ ପେସାଦାର ଅପରାଧୀଙ୍କ ହାଜିରା ରେଜିଷ୍ଟରକୁ […]

  • Friday, 02 July 2021