• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

vejal
ଭେଜାଲ ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କି କଟକ ?

କଟକ:  ଭେଜାଲ ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କି କଟକ ? ରାଜ୍ୟର ପ୍ରମୁଖ ବ୍ୟାବସାୟିକ ସ୍ଥଳରେ ବଢୁଛି କି ଅପମିଶ୍ରଣ କାରବାର? ଦୁଇ ଦିନ ଧରି କଟକ ମାଲଗୋଦାମ ଅଞ୍ଚଳରୁ ବିପୁଳ ପରିମାଣର ନକଲି ହଳଦୀ ଗୁଣ୍ଡ ଓ ଲଙ୍କା ଗୁଣ୍ଡ ଜବତ ହେବା ପରେ ଏ ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରତି ମାସରେ କଟକ ଓ ଆଖପାଖ ଅଞ୍ଚଳରୁ ଏଭଳି ଅପମିଶ୍ରଣ କାରବାର ସାମ୍ନାକୁ ଆସୁଛି। ପୋଲିସ ରେଡ୍ କରି ବିପୁଳ ପରିମାଣର ନକଲି […]

  • Thursday, 01 July 2021
11
ଚା' ପତି ଭାବି ବଗମରା ଔଷଧକୁ ପିଇଦେଲେ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଔପଦା ଥାନା ଦୁର୍ଗାପୁର ନୂଆହାଟ ଅଞ୍ଚଳର ଗୋଟିଏ ପରିବାରର ୫ ଜଣ ବଗମରା ବିଷ ଖାଇ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଦୁର୍ଗାପୁର ନୂଆହାଟ ଅଞ୍ଚଳର ବନମାଳି ସିଂ, ସବିନ ସିଂ, ପେଟୁ ସିଂ ଓ ଦୁଇ ଶିଶୁ ରମା ସିଂ ଏବଂ ଟୁବୁ ସିଂ ଭୁଲରେ ବଗମରା ବିଷକୁ ଚାହା ପତି ଭାବି ଚାହା କରି ପିଇ ଦେଇଥିଲେ। ଫଳରେ ଗୁରୁତର ହେବାରୁ ସ୍ଥାନୀୟ […]

  • Thursday, 01 July 2021
baijant
ବୈଜୟନ୍ତଙ୍କୁ ଦିଲ୍ଲୀ, ଆସାମର ପ୍ରଭାରୀ ଦାୟିତ୍ୱ

ଭୁବନେଶ୍ୱର: ବିଜେପି ପକ୍ଷରୁ ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କରାଯାଇଛି। ୩୬ଟି ସାଂଗଠନିକ ପ୍ରଦେଶ ପାଇଁ ବିଜେପି ପକ୍ଷରୁ ପ୍ରଭାରୀ ନିଯୁକ୍ତ କରାଯାଇଛି। ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦିଲ୍ଲୀ ଓ ଆସାମର ପ୍ରଭାରୀ ଦାୟିତ୍ୱ ମିଳିଛି। ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କୁ ମଣିପୁର ପ୍ରଭାରୀ ଦାୟିତ୍ୱ ମିଳିଛି। Bharatiya Janata Party (BJP) releases list of its state in-charges; Sambit Patra has been appointed as in-charge […]

  • Thursday, 01 July 2021
mo-bus-1
ଆଜି ଅପରାହ୍ନରେ ଗଡ଼ିବନି ‘ମୋ ବସ୍‌’

ଭୁବନେଶ୍ୱର:ଆଜି ଦୀପାବଳି। ଆଲୋକର ପର୍ବ। ଦୀପାବଳି ଉପଲକ୍ଷେ ଆଜି ଅପରାହ୍ନରେ ବନ୍ଦ ରହିବ ମୋ ବସ୍ ସେବା । ଦୀପାବଳି ପାଇଁ ଅପରାହ୍ନରୁ ରାଜଧାନୀରେ ଗଡ଼ିବନି ମୋ ବସ୍ । କେବଳ ୧୫ଟି ରୁଟ୍‌ରେ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଚାଲିବ ମୋ ବସ୍ । ଦୀପାବଳିକୁ ଦୃଷ୍ଟିରେ ରଖି ପାସ୍ କାଉଣ୍ଟର ଓ ମାଷ୍ଟରକ୍ୟାଣ୍ଟିନ ଟର୍ମିନାଲକୁ ମଧ୍ୟ ବନ୍ଦ କରାଯାଇଛି । ମୋ ବସ୍ ଚଳାଚଳ କଟକଣା ନେଇ ସୂଚନା ଦେଇଛି CRUT।      

  • Thursday, 01 July 2021
ବିନାବାଣରେ ଆଜି ପାଳିତ ହେବ ଆଲୋକର ପର୍ବ ଦୀପାବଳି

ଭୁବନେଶ୍ୱର: ଆଜି ଆଲୋକ ପର୍ବ ଦୀପାବଳି । ଅନ୍ଧାରକୁ ଦୂର କରି ଆଲୋକକୁ ସ୍ୱାଗତ କରିବାର ଦିନ। ଦୀପ ପ୍ରଜଳ୍ୱିତ କରି ଉତ୍ସବ ପାଳନ କରିବାର ଦିନ । ପ୍ରଭୁ ଶ୍ରୀରାମଙ୍କ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନକୁ ନେଇ କାହିଁ କେଉଁ କାଳରୁ ପାଳିତ ହୋଇ ଆସୁଛି ଏହି ପରମ୍ପରା । ଦୀପାବଳିକୁ ହସଉଲ୍ଲାସର ସହ ପାଳନ କରିବାର ଦିନ।  ଆତସବାଜୀ ଓ ଆଲୋକମାଳାରେ ସଜାଇ ଏହାକୁ ଧୁମଧାମର ସହ ପାଳନ କରିଥାନ୍ତି ଲୋକେ । ଘରେ ଘରେ ପିଠାମିଠାରେ […]

  • Thursday, 01 July 2021
accident
ଦୀପାବଳି ପୂର୍ବରୁ ଲିଭିଗଲା ୨ ଭାଇଙ୍କ ଜୀବନଦୀପ

‍‍‍ବଣାଇ:  ଆଜି ଦୀପାବଳି। ହେଲେ ଦୁଇ ପୁଅଙ୍କୁ ହରାଇ ଘରେ ଖେଳି ଯାଇଛି ଶୋକର ଛାୟା।  ସୁନ୍ଦରଗଡ କୋଇଡ଼ା ଥାନା ଅନ୍ତର୍ଗତ ବାଲିଯୋଡ଼ି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଭାଇଙ୍କର ମୃତ୍ୟୁ ଘଟିଛି।  ମୃତକ ଦୁଇ ଜଣ ହେଲେ କୋଇଡା ଥାନା ନିକଟସ୍ଥ କାଦଢ଼ିଆ ଗ୍ରାମର ଅରୁଣ ମାଝୀ ଓ ତାଙ୍କ ଭାଇ ଅଜୟ ମାଝୀ ଗତକାଲି ରାତିରେ ଦୁଇ ଭାଇ କୌଣସି କାର୍ଯ୍ୟରେ ବାଇକ ଯୋଗେ ନିକଟସ୍ଥ ଡେଙ୍ଗୁଳା ଗ୍ରାମକୁ ଯାଉଥିଲେ।  ବାଲିଝୁଡି […]

  • Thursday, 01 July 2021
coronavirus-1
ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୯୦୨ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୯୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୫୨୩ ଓ ୩୭୯ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ୩୦ଟି ଜିଲ୍ଲା ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ମୟୂରଭଞ୍ଜ ଜିଲ୍ଲାରୁ । ଏଠାରେ ଆଜି ୮୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପଛରେ ରହିଛି ସୁନ୍ଦରଗଡ଼ । ଏଠାରୁ ୮୫ ଜଣ ଆକ୍ରାନ୍ତ ଚିହ୍ନଟ […]

  • Thursday, 01 July 2021
corona-1
ସୁନ୍ଦରଗଡରୁ ୫ ଜଣ କରୋନାରେ ଆଖି ବୁଜିଲେ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧୫ କରୋନା ରୋଗୀ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ  ମିଶାଇ ରାଜ୍ୟରେ ୧୫୧୦ ଆକ୍ରାନ୍ତ  ଆଖି ବୁଜିଲେ। ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୫ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବାବେଳେ ଭୁବନେଶ୍ୱରରୁ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ମୟୂରଭଞ୍ଜରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  ଜଗତ୍‌ସିଂପୁର, କନ୍ଧମାଳ, ଖୋର୍ଦ୍ଧା,ପୁରୀ, ବାଲେଶ୍ୱରରୁ ଜଣେ ଲେଖାଏ ଆଖି […]

  • Thursday, 01 July 2021
patna
ପରିବାରର ୬ ଜଣଙ୍କୁ ହତ୍ୟା ଘଟଣା; ପୋଲିସକୁ ମିଳିଲା ନୂଆ ସୁରାକ୍‌

ବଲାଙ୍ଗିର: ବଲାଙ୍ଗିର ପାଟଣାଗଡରେ ଗୋଟିଏ ପରିବାରର ୬ ଜଣଙ୍କୁ ନିର୍ମମ ହତ୍ୟା ଘଟଣାରେ ପୋଲିସକୁ ମିଳୁଛି ନୂଆ ଖିଅ। ଗଣହତ୍ୟା ଘଟଣାରେ ଆଉ ଦୁଇ ଜଣଙ୍କୁ ଅଟକ ରଖାଯାଇଛି। ବାହାର ଜିଲ୍ଲାର ଆଉ କିଛି ଲୋକଙ୍କୁ ଆଣି ପୋଲିସ ପଚରାଉଚରା କରୁଛି । ଏମାନଙ୍କୁ ଅଧିକ ଜେରା ପରେ ହତ୍ୟାର କାରଣ ସମ୍ପର୍କରେ ଅଧିକ ପ୍ରମାଣ ମିଳିବ ବୋଲି ଆଶା କରାଯାଉଛି ।ଗତକାଲି ଦୁଇଜଣଙ୍କୁ ଅଟକ ରଖାଯାଇଥିଲା। ପୋଲିସ ଅଟକ ରଖିଥିବା ଦୁଇ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା […]

  • Thursday, 01 July 2021
bidhyka
ଧାନ ବିଲରେ ବିଧାୟକ; ଦାଆ ଧରି ଶ୍ରମିକଙ୍କ ସହ ଧାନ କାଟିଲେ

ନବରଙ୍ଗପୁର: ପୁଣି ଏବେ ଚର୍ଚ୍ଚାକୁ ଆସିଛନ୍ତି ନବରଙ୍ଗପୁର ଜିଲ୍ଲା  ଡାବୁଗାଁ ନିର୍ବାଚନମଣ୍ଡଳୀର ବିଧାୟକ ମନୋହର ରନ୍ଧାରୀ । ନିଜର ନିଆରା କାର୍ଯ୍ୟ ଶୈଳୀ ସକାଶେ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ବର୍ତ୍ତମାନ ନିଜ ଜମିରେ ଦାଆ ଧରି ଶ୍ରମିକମାନଙ୍କ ସହ ମିଶି ଧାନ କାଟୁଥିବା ଭିଡିଓ ଭାଇରଲ ହେବାପରେ ସବୁରି ମୁହଁରେ ତାଙ୍କର  ପ୍ରଶଂସା। ଗତ  ଅଗଷ୍ଟ ମାସରେ ମଧ୍ୟ ବିଧାୟକ ଉକ୍ତ ଜମିରେ ହଳ କରିବା, ଧାନ ରୋଇବା, ହିଡ଼ ସଜାଡ଼ିବା, ଖତ ମାରିବା ଭଳି ଅନେକ […]

  • Thursday, 01 July 2021
nakali
ପୁଣି ଏକ ନକଲି ମସଲା କାରଖାନା ଠାବ

କଟକ: ପୁଣି ଏକ ନକଲି ମସଲା କାରଖାନା ଠାବ। କଟକ ଜଗତପୁର ଶିଳ୍ପାଞ୍ଚଳରେ ହଳଦୀ ଓ ଲଙ୍କା ଅପମିଶ୍ରଣକାରୀ କାରଖାନା ଠାବ ହୋଇଛି। ୫୦ କ୍ୱିଣ୍ଟାଲରୁ ଅଧିକ ଅପମିଶ୍ରିତ ହଳଦୀ ଓ ଲଙ୍କା ଗୁଣ୍ଡ ଜବତ ହୋଇଛି। ନାମୀଦାମୀ କଂପାନୀ ଷ୍ଟିକର ସହ ବିପୁଳ କଞ୍ଚାମାଲ୍ ଓ ମେସିନ୍ ଜବତ କରିଛି। ପୋଲିସ ଜଗତପୁର ଶିଳ୍ପାଞ୍ଚଳରେ ଚଢାଉ କରି ଏସବୁ ସାମଗ୍ରୀ ଜବତ କରିବା ସହ ୨ ଜଣଙ୍କୁ ଅଟକ ରଖିଛି ପୋଲିସ। ଗତ ଦୁଇ ଦିନ […]

  • Thursday, 01 July 2021
pension
ପେନସନ୍‌ଭୋଗୀଙ୍କୁ ଯିବାକୁ ପଡ଼ିବନି ଟ୍ରେଜେରି !

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ପେନସନ୍ ତଥା ପରିବାର ପେନସନଭୋଗୀମାନଙ୍କୁ ହାତ ପାହାନ୍ତରେ ସେବା ଯୋଗାଇବା ପାଇଁ ରାଜ୍ୟସରକାରଙ୍କ ଅର୍ଥବିଭାଗ ତରଫରୁ ସୁବିଧା କରାଯାଇଛି। ଟ୍ରେଜେରିକୁ ନଯାଇ ପେନସନ୍ ତଥା ପରିବାର ପେନସନଭୋଗୀମାନେ IFMS ପୋର୍ଟାଲରୁ ଫର୍ମ ୧୬( ଆୟକର ଟିକସ) ଅନଲାଇନରେ ଡାଉନଲୋଡ କରିପାରିବେ। ପେନସନଭୋଗୀମାନେ ବରିଷ୍ଠ ନାଗରିକ ହୋଇଥିବାରୁ ସଂକ୍ରମଣ ଭୟଥିବାରୁ ଘରେ ରହି ଅନଲାଇନରେ ଫର୍ମ ପାଇପାରିବେ। ଏହି ସୁବିଧା ରାଜ୍ୟ ସରକାରଙ୍କ ସମସ୍ତ ପେନସନ୍ ତଥା ପରିବାର ପେନସନଭୋଗୀ ଏବଂ ଓଡିଶାର […]

  • Thursday, 01 July 2021
naveen
ଶିଶୁ ଦିବସ ଓ ଦୀପାବଳିର ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ଶିଶୁ ଦିବସ ଓ ଦୀପାବଳି ଅବସରରେ ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ”କରୋନା ପାଇଁ ପିଲାମାନେ ତୁମେ ନାଚ, ଗୀତ, ଖେଳକୁଦ କରିପାରିଲ ନାହିଁ। ପିଲାମାନେ ମନ ଊଣା କର ନାହିଁ, ଟିକା ଆସିଲେ ଆର ବର୍ଷ ମଜାରେ ପାଳିବ।” ସେ ଆହୁରି କହିଛନ୍ତି ଯେ ”ଆଜି ମଧ୍ୟ ଦୀପାବଳିରେ ଘରେ ରହି ନିରାପଦରେ ଦୀପ ଜାଳି ପର୍ବ ପାଳନ୍ତୁ। ତୁମମାନଙ୍କ ସ୍ୱାସ୍ଥ୍ୟ ନିରାପତ୍ତା ପାଇଁ ସ୍କୁଲ୍ ବନ୍ଦ କରି ଦିଆଯାଇଛି। ଟିକା […]

  • Thursday, 01 July 2021
delivery
ରାସ୍ତା ଉପରେ ପ୍ରସବ କଲେ ମହିଳା

ପାରଳାଖେମୁଣ୍ଡି: ରାସ୍ତା ଉପରେ ପ୍ରସବ କଲେ ମହିଳା। ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି ପାରଳାଖେମୁଣ୍ଡି ରାଜନହର ସାମନା ମୁଖ୍ୟ ରାସ୍ତାରେ ମହିଳା ଜଣକ ଭିକ୍ଷାବୃତ୍ତି କରୁଥିବା ସୂଚନା ମିଳିଛି। ପ୍ରସବ ବେଦନା ଆରମ୍ଭ ହେବାରୁ ମେଡିକାଲ ଅଭିମୁଖେ ବାହାରିଥିବା ବେଳେ ସେ ରାସ୍ତାରେ ଶିଶୁକୁ ଜନ୍ମ ଦେଇଛନ୍ତି। ତେବେ ରାସ୍ତାରେ ଏପରି ଗୁରୁତର ଅବସ୍ଥାରେ ଦେଖି କିଛି ସାମ୍ବାଦିକ ଏବଂ ସ୍ଥାନୀୟ ଲୋକେ ମହିଳାଙ୍କୁ ସହଯୋଗ କରିଥିଲେ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ପ୍ରସବ […]

  • Thursday, 01 July 2021
database
କିଭଳି ଓ କେଉଁ ତଥ୍ୟକୁ ନେଇ ପ୍ରସ୍ତୁତ ହେବ ଚାଷୀଙ୍କ ଡାଟାବେସ୍?

ଭୁବନେଶ୍ୱର: ପ୍ରସ୍ତୁତ ହେବ ଚାଷୀଙ୍କ ଡାଟାବେସ୍। ମିଳିବ ପରିଚୟ ପତ୍ର। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପରେ ପ୍ରଶ୍ନ, କିଭଳି ଓ କେଉଁ ତଥ୍ୟକୁ ନେଇ ପ୍ରସ୍ତୁତ ହେବ ଡାଟାବେସ୍? ଏବେ ପ୍ରଚଳିତ କାଳିଆ ଓ ବଳରାମ ଯୋଜନା ଲାଗି ସରକାରଙ୍କ ପାଖରେ ତାଲିକା ରହିଛି। ତାଛଡ଼ା ଧାନ ସଂଗ୍ରହ ପାଇଁ ଅଲଗା ତାଲିକା ଏବଂ ଋଣ ନେଉଥିବା ଚାଷୀଙ୍କର ତଥ୍ୟ ବି ରହିଛି। ଏସବୁ ତାଲିକାକୁ ନେଇ ଚାଷୀଙ୍କର ଏକ ବୃହତ ଡାଟାବେସ୍ କରିବାକୁ ସରକାର […]

  • Thursday, 01 July 2021
cronavruys
୨୪ ଘଣ୍ଟାରେ ରାଜ୍ୟରେ ୧୨୭୧ ଜଣ କରୋନାରୁ ସୁସ୍ଥ ହେଲେ

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୧୨୭୧ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସୂଚନାକୁ ମିଶାଇ ରାଜ୍ୟର ମୋଟ ସୁସ୍ଥ ସଂଖ୍ୟା ୨୯୬୫୧୬ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌  କରି ସୂଚନା ଦେଇଛି। ଆଜିର ସୁସ୍ଥ ସୂଚନା ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୧୬, ବାଲେଶ୍ୱରରୁ ୧୦୩, ମୟୂରଭଞ୍ଜରୁ ୯୪, ଅନୁଗୋଳରୁ ୬୬, ଜଗତସିଂହପୁରରୁ ୫୮, ବରଗଡ଼ରୁ ୫୫, କଳାହାଣ୍ଡିରୁ […]

  • Thursday, 01 July 2021
କମୁଛି କରୋନା କୋପ: ଆଜି ସର୍ବାଧିକ ଆକ୍ରାନ୍ତ ସୁନ୍ଦରଗଡ଼ରୁ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୭୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୪୩୪ ଓ୩୧୯. ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ୩୦ଟି ଜିଲ୍ଲା ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସୁନ୍ଦରଗଡ ଜିଲ୍ଲାରୁ । ଏଠାରେ ଆଜି ୭୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପଛରେ ରହିଛି ଖୋର୍ଦ୍ଧା । ଏଠାରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]

  • Thursday, 01 July 2021
images
ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୫୨୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି। ଆଜି ସୁନ୍ଦରଗଡ ଓ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ ଲେଖାଏ କରୋନାରେ ଆଖି ବୁଜିଥିବାବେଳେ ବରଗଡରୁ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି ସମ୍ବଲପୁରରୁ ୩ ଜଣ ଲେଖାଏ ରୋଗୀଙ୍କର ମୃତ୍ୟୁ ଘଟିଛି। ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡରୁ ଜଣେ ଲେଖାଏ […]

  • Thursday, 01 July 2021
mahadev-1
ସତ ହେଲା ଲୋକକଥା: ମାଟି ଖୋଳୁ ଖୋଳୁ ବାହାରିଲେ ମହାଦେବ

ଭଦ୍ରକ: କଥା ଛଳରେ ଆମେ କହୁ ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ହେଲେ ଭଦ୍ରକରେ ଏଇ କଥା ଯେମିତି ସତ ହୋଇ ଯାଇଛି। ପାର୍କ ପାଇଁ ପଡ଼ିଆ ସମତୁଲ କରିବାବେଳେ ବାହାରିଛନ୍ତି ମହାଦେବ। ତା‘ ପୁଣି ଦୀପାବଳି ଅମାବାସ୍ୟା ରାତିରେ।  ମାଟିତଳୁ ଶିବଲିଙ୍ଗ ବାହାରିଥିବା ଦେଖି ଗାଁରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଘଟଣା ଘଟିଛି ଭଦ୍ରକ ବ୍ଲକର ଗୋରାମାଟି ପଞ୍ଚାୟତ ବଳଦିଆ ପଦାରେ। ପାର୍କ ନିର୍ମାଣ ଲାଗି ମାଟି ଖୋଳି ସମତୁଲ କରାଯାଉଥିଲା। ଟ୍ରାକ୍ଟରରେ […]

  • Thursday, 01 July 2021
death-1
ପାଣି ଗରମ କରୁଥିଲେ, ଚାଲିଗଲା ମା’-ଝିଅଙ୍କ ଜୀବନ

ରାୟଗଡ଼ା: ରାୟଗଡା ଜିଲ୍ଲା ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ସାଇନଗରରେ ମା‘ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦୁଇ ଜଣଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି । ଉଭୟଙ୍କ ମୃତ୍ୟୁର କାରଣ ଜଣା ପଡ଼ି ନାହିଁ। ତେବେ ପାଣି ଗରମ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁହିଁଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ଶୀତଦିନ ହୋଇଥିବାରୁ ପାଣି ଗରମ କରିବାବେଳେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

  • Thursday, 01 July 2021
assembly
ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ଆସନ୍ତା ୧୮ରେ ବସିବ ସର୍ବଦଳୀୟ ବୈଠକ। କରୋନା ମହାମାରୀ ସମୟ ହୋଇଥିବାରୁ ଏଥର ଶୀତ ଅଧିବେଶନ ପରିଚାଳନା କିପରି ହେବ, ସେନେଇ ଆଲୋଚନା କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ବୁଧବାର ଦିନ ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିବେ ବାଚସ୍ପତି। ଶୀତ ଅଧିବେଶନରେ ତାରକା ପ୍ରଶ୍ନ ଉପରେ ଆଲୋଚନା ହେବ କି ନାହିଁ, ସେନେଇ ମତ ନିଆଯିବ। ତେବେ ଆସନ୍ତା ଅଧିବେଶନରେ ଗୋଟିଏ ପ୍ରସଙ୍ଗରେ ୨ଟି […]

  • Thursday, 01 July 2021
amlan
ମହାନଦୀକୁ ଖସିପଡ଼ିଲେ ଅଭିନେତା ଅମ୍ଲାନଙ୍କ ପତ୍ନୀ

କଟକ:  ମହାନଦୀରୁ ଓଲିଉଡ ଅଭିନେତା ଅମ୍ଳାନଙ୍କ ପତ୍ନୀ ଉଦ୍ଧାର। କଟକ ମଧୁସୂଦନ ସେତୁ ନିକଟରୁ ସ୍ଥାନୀୟ ଲୋକ ଓ ପୋଲିସ୍ ତାଙ୍କୁ ପାଣିରୁ ଉଦ୍ଧାର କରିଛନ୍ତି।  ନଦୀରେ ପୂଜା ସାମଗ୍ରୀ ବିସର୍ଜନ କରୁଥିବା ବେଳେ ସେ ଖସିପଡ଼ିଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି। ଉଦ୍ଧାର କରାଯିବା ପରେ ସିଡିଏ ଫେଜ୍-୨ ଥାନାରେ ପହଞ୍ଚିଛନ୍ତି ଅମ୍ଳାନଙ୍କ ସହ ନଦୀରୁ ଉଦ୍ଧାର ହୋଇଥିବା ତାଙ୍କ ପତ୍ନୀ। ତେବେ ଏହା ଦୁର୍ଘଟଣା ନା ଅନ୍ୟ କିଛି କାରଣ ସେନେଇ ପୋଲିସ୍ ତଦନ୍ତ […]

  • Thursday, 01 July 2021
police station
ଭୁବନେଶ୍ୱରରୁ ଚୋରି ହୋଇଥିବା ବସ୍‌ ବ୍ରହ୍ମପୁରରୁ ମିଳିଲା

ଭୁବନେଶ୍ୱର: ବରମୁଣ୍ଡା ବସଷ୍ଟାଣ୍ଡରୁ ଚୋରି ହୋଇଥିବା ବସ୍ ବ୍ରହ୍ମପୁରରୁ ଠାବ ହୋଇଛି। ବଡ଼ ବଜାର ପୋଲିସ ବସ୍‌କୁ ଠାବ କରିଥିଲେ ବି ଚୋର ଧରା ପଡ଼ି ନାହିଁ। ବ୍ରହ୍ମପୁର ପୋଲିସ ଗାଡ଼ିକୁ ଜଗି ରହିଛି। ତେବେ ବସ୍‌ଟିକୁ କିଏ ଚୋରି କରିଛି, କେଉଁ ଉଦ୍ଦେଶ୍ୟରେ ଚୋରି କରିଥିଲା, ତାହାର ଖୋଳତାଡ଼ କରୁଛି। ଅନ୍ୟପକ୍ଷରେ ବରମୁଣ୍ଡାରୁ ବାରମ୍ବାର ବସ୍ ଚୋରି କରି ଦୂର ଦୂରାନ୍ତ ଜାଗାରେ ଛାଡ଼ି ପଳାଉଥିବା ସେହି ଦୁର୍ବୃତ୍ତର କାମ କି ଅନ୍ୟ ଚୋରି କରିଥିଲା […]

  • Thursday, 01 July 2021
court-oredre
ମାଲକାନଗିରି ଜିଲ୍ଲାପାଳଙ୍କ ନାଁରେ ହତ୍ୟା ମାମଲା

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ହତ୍ୟା ମାମଲା। କୋର୍ଟଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ କଲା ମାଲକାନଗିରି ପୋଲିସ। ଜିଲ୍ଲାପାଳଙ୍କ ସହ ଆଉ ୪ ସହକର୍ମୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି। IPCର ୩୦୨, ୫୦୬, ୨୦୧, ୨୦୪, ୧୨୦(ବି), ୩୪ରେ ମାମଲା ରୁଜୁ ହୋଇଛି। ଜିଲ୍ଲାପାଳଙ୍କ ପିଏ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାରେ ମାମଲା ହୋଇଛି। ଏଇଠୁ ମିଳିଥିଲା ମୃତଦେହ: ଗତ ୨୮ ତାରିଖରେ ଦେବନାରାୟଣ ପଣ୍ଡାଙ୍କ ମୃତଦେହ ସତୀଗୁଡ଼ା ଡ୍ୟାମରୁ ଉଦ୍ଧାର […]

  • Thursday, 01 July 2021
examination
ବିନା ଟେଷ୍ଟ ପରୀକ୍ଷାରେ ଛାତ୍ରଛାତ୍ରୀ ଦେବେ କି ଦଶମ ଓ ଦ୍ୱାଦଶ ପରୀକ୍ଷା ?

ଭୁବନେଶ୍ୱର: ୨୦୨୦ରେ ଖୋଲିବନି ସ୍କୁଲ୍। ଶିକ୍ଷା ବର୍ଷ ସରିବାକୁ ଆଉ ମାତ୍ର ଦୁଇ ମାସ ହେଲେ ଏଯାଏ ମିଳୁନି ସମାଧାନର ବାଟ। ଚିନ୍ତାରେ ମାଟ୍ରିକ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀ। ମାଟ୍ରିକ୍ ବୋର୍ଡ ପରୀକ୍ଷା ପୂର୍ବରୁ ଟେଷ୍ଟ ପରୀକ୍ଷା ହେବ ନା ନାହିଁ? କେଉଁ ମାସରେ ହେବ ପରୀକ୍ଷା? ଏଭଳି ଅନେକ ପ୍ରଶ୍ନ ଏବେ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମନରେ ଉଙ୍କି ମାରୁଛି। ଅନ୍ ଲାଇନ୍ ଶିକ୍ଷା କେବେଳ କିଛି ବର୍ଗକୁ […]

  • Thursday, 01 July 2021