ଲୋକସଭାରେ ଦର୍ଶକ ଗ୍ୟାଲେରୀରୁ ଡେଇଁଲେ ୨ ଅଜ୍ଞାତ ଯୁବକ । ଦର୍ଶକ ଗ୍ୟାଲେରୀରୁ ସିଧା ସାଂସଦଙ୍କ ଆସନକୁ ଡେଇଁଲେ ଉଭୟ ।
ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ବିଶ୍ୱାସରେ ବିଷ ମିଶାଇଲା ସାଙ୍ଗ । EMI ଟଙ୍କା ପାଇଁ ଚାଲିଗଲା ଜୀବନ ।
ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ ... ସେପଟେ ଅପରାହ୍ନ ୪ଟାରେ ଛତିଶଗଡରେ ବିଷ୍ଣୁଦେଓ ସାଏଙ୍କ ଶପଥ ଗ୍ରହଣ ସମାରୋହ .. ସାମିଲ ହେବେ ପ୍ରଧାନମନ୍ତ୍ରୀଙ୍କ ସହ ଅନେକ ତୁଙ୍ଗ ନେତା
କେବଳ ରାଜସ୍ଥାନ ନୁହେଁ ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବି ବିଜେପି ଖେଳିଛି ସରପ୍ରାଇଜ କାର୍ଡ ।
ଛତିଶଗଡ଼ ଓ ମଧ୍ୟପ୍ରଦେଶ ଭଳି ରାଜସ୍ଥାନରେ ମଧ୍ୟ ଜଣେ ନୂଆ ଚେହେରାକୁ ମୁଖ୍ୟମନ୍ତ୍ରୀ କରିଛି ବିଜେପି।
ଯେତେବେଳେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବଙ୍କ ନାଁ ଘୋଷଣା କରାଗଲା, ସେତେବେଳେ ତାଙ୍କ ଡାକ୍ତରୀ ଝିଅ ଆକାଂକ୍ଷା ଡାକ୍ତରଖାନାରେ ଥିଲେ । ଆଉ ଅପରେସନ୍ ଥିଏଟରରେ ଅପରେସନ୍ ପାଇଁ ପ୍ରସ୍ତୁତ ହେଉଥିଲେ ।
ତିନି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ସାଙ୍ଗନୌର ବିଧାୟକ ଭଜନଲାଲ ଶର୍ମାଙ୍କୁ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି ।
ଅନ୍ୟ ଜଣେ ଭାଇ ଗୋପାଳ ସାହୁ ୨୦୧୯ରେ ହଜାରିବାଗରୁ କଂଗ୍ରେସ ଟିକଟରେ ଏମପି ନିର୍ବାଚନ ଲଢ଼ିଥିଲେ । କିନ୍ତୁ ହାରି ଯାଇଥିଲେ । ଆଉ ଜଣେ ଭାଇ ଉଦୟ ସାହୁ ମଧ୍ୟ କଂଗ୍ରେସ ସହିତ ଜଡ଼ିତ । ଧୀରଜ ନିଜେ ଛତ୍ରା ସିଟରୁ ଲଢ଼ିଛନ୍ତି, କିନ୍ତୁ ହାରିଛନ୍ତି ।
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ପୁରୁଣା ପେନ୍ସନ୍ ସ୍କିମ୍ (OPS) ଫେରାଇ ଆଣିବା ପାଇଁ କୌଣସି ଯୋଜନା ହୋଇନାହିଁ କି ଏ ସମ୍ପର୍କରେ କିଛି ବିଚାର କରାଯାଇନାହିଁ ।
ରାଜ୍ୟପାଳ କହିଛନ୍ତି ଯେ, ‘ଯଦି ମୁଖ୍ୟମନ୍ତ୍ରୀ ମୋର କୌଣସି କଥା ସହ ସହମତ ନୁହଁନ୍ତି, ତେବେ ଏହାର ଅର୍ଥ ନୁହେଁ ଯେ ସେ ମୋତେ ଶାରୀରିକ ଭାବେ ଆଘାତ ଦେବାକୁ ଷଡ଼ଯନ୍ତ୍ର କରିବେ ।’
ଗତ ସପ୍ତାହରେ ଏକ ଘରୋଇ ହସ୍ପିଟାଲରେ ଏହି ଅପରେସନ୍ କରାଯାଇଛି । ଅପରେସନ୍ ହୋଇଥିବା ଯୁବକଙ୍କ ବୟସ ୨୯ ବର୍ଷ । ଏହି କାରଣରୁ ତାଙ୍କ ମୁଣ୍ଡ ସବୁବେଳେ ବିନ୍ଧୁଥିଲା । ଏମିତିକି କାନରେ ମଧ୍ୟ ସେ ଯନ୍ତ୍ରଣା ଅନୁଭବ କରୁଥିଲେ ।
ଗତ ରବିବାର ଦିନ ଏହି ଘଟଣା ସାମ୍ନାକୁ ଆସିଛି । ଛୋଟ ପିଲାଟିର ମୃତ୍ୟୁକୁ ନେଇ ପରିବାରର ଜଣେ ସଦସ୍ୟଙ୍କ କହିବା ଅନୁସାରେ ମୃତ ଶିଶୁକନ୍ୟାଟିର ନାଁ ହେଉଛି କିର୍ତ୍ତୀ ।
କାଶ୍ମୀରରୁ ଧାରା ୩୭୦ ପ୍ରତ୍ୟାହାର ନିଷ୍ପତ୍ତି ବୈଧ । କେନ୍ଦ୍ରର ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ । ଜମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ନେଇ ବିରୋଧୀଙ୍କ ପ୍ରଶ୍ନ ଭିତରେ ଐତିହାସିକ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ ।
କାଶ୍ମୀରରୁ ଧାରା ୩୭୦ ପ୍ରତ୍ୟାହାର ନିଷ୍ପତ୍ତି ବୈଧ । କେନ୍ଦ୍ରର ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ । ଜମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ନେଇ ବିରୋଧୀଙ୍କ ପ୍ରଶ୍ନ ଭିତରେ ଐତିହାସିକ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ ।
ମଧ୍ୟପ୍ରଦେଶରେ ବି ସମାନ ଫର୍ମୁଲା ଆପଣାଇଛି ଦଳ । ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଦଳ ବାଚସ୍ପତି କରିଥିବା ବେଳେ ନୂଆ ଚେହେରା ଭାବେ ମୋହନ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛି ।
ଏଥରକୁ ମିଶାଇ ୩ ଥର ବିଧାୟକ ହେଲେଣି ମୋହନ ।
ପିଓଏସ୍ ମେସିନ ଦ୍ୱାରା ତାଙ୍କ ଡେବିଟ କାର୍ଡର ତଥ୍ୟକୁ ହ୍ୟାକ କରି ସାଇବର ଲୁଟେରାମାନେ ତାଙ୍କୁ ଚୂନ ଲଗାଇଛନ୍ତି ।
ଖୁବ୍ଶୀଘ୍ର ପେଟ୍ରୋଲ ଡିଜେଲ ଦର ହ୍ରାସ ପାଇବାକୁ ଯାଉଛି । ଯାହାଫଳରେ ସାଧାରଣ ଖାଉଟିଙ୍କୁ ଆଶ୍ୱସ୍ଥି ମିଳିବ ।
‘ଜାମ୍ମୁକାଶ୍ମୀର ଓ ଲଦାଖ ଭାଇଭଉଣୀଙ୍କ ସ୍ୱପ୍ନ ପୂରଣ ନିଷ୍ପତ୍ତିରେ ଆମେ ଅଟଳ’
ଭକ୍ତ-ଭଗବାନଙ୍କ ମିଳନ ହୋଇପାରିଲା ନାହଁ । ଭଗବାନ ଆୟାପ୍ପାଙ୍କ ଦୁଆରେ ୧୧ ବର୍ଷିୟ ଝିଅର ପ୍ରାଣବାୟୁ ଉଡ଼ିଗଲା ।
କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ
ଆଜି ଜମ୍ମୁ ଓ କାଶ୍ମୀରର ଭାଗ୍ୟ ନିର୍ଦ୍ଧାରଣ ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟ ଚୂଡ଼ାନ୍ତ ରାୟ ଦେବେ ।
୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଜେପି ୧୬୩ଟି ଆସନ ଜିତି ବହୁମତ ହାସଲ କରିଛି ।
ବିଜେପି ବିଧାୟକ ଦଳ ବୈଠକରେ ବିଷ୍ଣୁଦେଓଙ୍କ ନାଁରେ ମୋହର । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଜଣାଶୁଣା ଆଦିବାସୀ ଚେହେରା ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ।