• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

navjot-rahul-
ପଞ୍ଜାବ କଂଗ୍ରେସରେ ଛିଣ୍ଡୁନି ବିବାଦ, ଖୁବ୍‌ଶୀଘ୍ର ସିଦ୍ଧୁଙ୍କ ପାଇଁ ହୋଇପାରେ ବଡ଼ ଘୋଷଣା

ପଞ୍ଜାବ କଂଗ୍ରେସରେ ଲାଗିରହିଥିବା ଅସ୍ଥିରତା ଭିତରେ ଆଜି ରାହୁଲ ଗାନ୍ଧିଙ୍କୁ ଭେଟିଛନ୍ତି ନଭଜ୍ୟୋତ୍ ସିଂ ସିଦ୍ଧୁ । ଆସନ୍ତା ବିଧାନସଭା ନିର୍ବାଚନରେ ସିଦ୍ଧୁଙ୍କ ଭୂମିକା ଓ ଦାବି ବାବଦରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଛି । କାରଣ, ମୁଖ୍ୟମନ୍ତ୍ରୀ…

odisha
ଆନ୍ଧ୍ର ପରେ ଏବେ ଛତିଶଗଡ଼ର ଓଡ଼ିଶାରେ ଅନୁପ୍ରବେଶ

ଉମରକୋଟ: ଧାନ ଚାଲାଣ ରୋକିବା ବାହାନାରେ ଛତିଶଗଡ଼ ଓଡ଼ିଶାରେ ଅନୁପ୍ରବେଶ କରିଥିବା ଅଭିଯୋଗ ହୋଇଛି। ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍ ସୀମାନ୍ତ ବର୍ତ୍ତି ଖପରାଡିହି ଗ୍ରାମରୁ ଏଭଳି ଅଭିଯୋଗ ଆସିଛି। ଛତିଶଗଡ଼ ସରକାର ଗମ୍ଭାରୀଗୁଡା ପଂଚାୟତ ଅନ୍ତର୍ଗତ ଖପରାଡିହି ଗ୍ରାମ ଭିତରେ ଏକ ଫାଟକ ର୍ନିମାଣ କରିବା ସହ ସେଠାରେ କେତେଜଣ ଅଧିକାରୀଙ୍କୁ ଅବସ୍ଥାପିତ କରିଥିବା ଅଭିଯୋଗ ହୋଇଛି। ପୂର୍ବରୁ ଏହି ଅଂଚଳ ଦେଇ ଯାଇଥିବା ତେଲ ନଦୀରେ ଛତିଶଗଡ଼ ସରକାର ବେନିୟମ ଭାବେ ବ୍ୟାରେଜ ର୍ନିମାଣ […]

  • Wednesday, 30 June 2021
price hike
ବାଧିଲାଣି ଦରବୃଦ୍ଧି; ଆଳୁ ୨ ମାସରେ ଦୁଇଗୁଣା, ଖାଇବା ତେଲର ମୂଲ୍ୟ ଦେଢ଼ଗୁଣା ବଢ଼ିଛି

ଭୁବନେଶ୍ୱର: ଖାଉଟିଙ୍କୁ ବାଧିଲାଣି ଅତ୍ୟାବଶ୍ୟକ ସାମଗ୍ରୀର ଉଚ୍ଚାଦର। ଆଳୁ ୨ ମାସରେ ଡବଲ୍ ତ ଖାଇବା ତେଲ ଏହା ଭିତରେ ଦେଢ଼ଗୁଣା ମହଙ୍ଗା ହୋଇଛି। ଲଗାତର ଦର ବୃଦ୍ଧି ଖାଉଟି ଏବଂ ଖୁଚୁରା ବ୍ୟବସାୟୀଙ୍କୁ ଖୁବ୍ ବାଧୁଛି। ଅନ୍ୟପଟେ ସରକାରଙ୍କ ଦୂରଦୃଷ୍ଟି ଏବଂ ଆନ୍ତରିକତାର ଅଭାବ ଏଥିପାଇଁ ଦାୟୀ ବୋଲି ଅଭିଯୋଗ କରିଛି ରାଜ୍ୟ ବ୍ୟବସାୟୀ ସଂଘ। ୨ ମାସ ତଳେ ଆଳୁ କେଜି ୧୫ରୁ ୨୦, ପିଆଜ ୨୫ରୁ ୩୦ ଥିଲା। ଆଉ ଏବେ ଆଳୁ […]

  • Wednesday, 30 June 2021
aparajita
ପରୀ ହତ୍ୟା ଘଟଣାକୁ କଡ଼ା ନିନ୍ଦା କଲେ ଅପରାଜିତା

ଭୁବନେଶ୍ୱର: ପରୀ ହତ୍ୟା ଘଟଣାକୁ କଡ଼ା ନିନ୍ଦା କରିଛନ୍ତି ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ। ’ଟ୍ୱିଟ୍ କରି ଘଟଣାକୁ ଅତି ନିନ୍ଦନୀୟ କହିବା ସହିତ କୌଣସି ସମ୍ବେଦନା ଭରା ଶବ୍ଦ ଏହି କ୍ଷତ ଭରି ପାରିବନି ବୋଲି କହିଛନ୍ତି ବିଜେପି ସାଂସଦ ଅପରାଜିତା। ପରୀ ହତ୍ୟାଘଟଣାର ତ୍ୱରିତ ଓ ନିରପେକ୍ଷ ତଦନ୍ତ ଦାବି କରିବା ସହିତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ ବୋଲି ଅପରାଜିତା କହିଛନ୍ତି। ତା ସହିତ ଓଡ଼ିଶାରେ ସୁରକ୍ଷା ଓ ରାଜ୍ୟ […]

  • Wednesday, 30 June 2021
coronavirus
ରାଜ୍ୟର ମୋଟ ସୁସ୍ଥ ସଂଖ୍ୟା ୩୧୦୫୪୯କୁ ବୃଦ୍ଧି

ଭୁବନେଶ୍ୱର:୨୪ ଘଣ୍ଟାରେ ରାଜ୍ୟରେ ୮୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩୧୦୫୪୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦୪ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୦, କଟକ ୭୦, ମୟୂରଭଞ୍ଜ ୫୬,ଜଗତସିଂହପୁର ୫୧, ନୂଆପଡ଼ା ୪୯, ଅନଗୁଳ ୪୩, କେନ୍ଦ୍ରାପଡ଼ା ୩୨, ବଲଙ୍ଗିର ୨୯, ପୁରୀ ୨୭, କୋରାପୁଟରୁ […]

  • Wednesday, 30 June 2021
ରିମାଣ୍ଡରେ ସୁନା ଚୋରି ଘଟଣାର ମାଷ୍ଟରମାଇଣ୍ଡ

କଟକ: କଟକ ନୟାସଡ଼କ ସ୍ଥିତ ଅର୍ଥଲଗାଣକାରୀ ସଂସ୍ଥା IIFLରୁ ସୁନା ଚୋରି ଘଟଣାର ମାଷ୍ଟରମାଇଣ୍ଡ ଲାଲା ଅମ୍ରିତ ରାୟଙ୍କୁ ଡିସେମ୍ବର ୨ ତାରିଖ ଯାଏ ପୋଲିସ୍‌ ରିମାଣ୍ଡରେ ନେଇଛି। ଅମ୍ରିତଙ୍କ ସହ ଆଉ ଦୁଇ ଜଣଙ୍କୁ ମଧ୍ୟ ପୋଲିସ୍‌ ରିମାଣ୍ଡରେ ନେଇଛି। ଏହି ଘଟଣାରେ ମୋଟ ଗିରଫ ସଂଖ୍ୟା ୧୧ରେ ପହଁଞ୍ଚିଛି। ଗିରଫଙ୍କ ମଧ୍ୟରେ ୨ଜଣ ସୁନା ବ୍ୟବସାୟୀ ଅଛନ୍ତି। ଜଣେ ହେଲେ ମଙ୍ଗଳାବାଗ ଅଞ୍ଚଳର ସରୋଜ କୁମାର ପୃଷ୍ଟି ଓ ଅନ୍ୟ ଜଣେ ଆଲାମଚାନ୍ଦ ବଜାର […]

  • Wednesday, 30 June 2021
planet
୪ଶହ ବର୍ଷ ପରେ ଘଟିବ ଏହି ବିରଳ ଘଟଣା

ନୂଆଦିଲ୍ଲୀ/ଭୁବନେଶ୍ୱର: ୪ଶହ ବର୍ଷ ପରେ ବୃହସ୍ପତି ଓ ଶନିର ମହାମିଳନ ହେବାକୁ ଯାଉଛି। ଆସନ୍ତା ଡିସେମ୍ବର ୨୧ ତାରିଖରେ ବୃହସ୍ପତି ଓ ଶନି ଗ୍ରହ ପରସ୍ପରର ଖୁବ୍‌ ନିକଟତର ହେବେ। ଏହା ଏକ ବିରଳ ଘଟଣା। ପଠାଣି ସାମନ୍ତ ପ୍ଲାନେଟୋରିୟମର ଉପନିର୍ଦ୍ଦେଶକ ଡଃ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି, ମହାମିଳନ ସମୟରେ ଉଭୟ ଗ୍ରହ ଅତି ନିକଟତର ହେବେ। ଏହି ସମୟରେ ଧୀର ଗତିଶୀଳ ଶନି ଗ୍ରହକୁ ବୃହସ୍ପତି ଅତିକ୍ରମ କରିବ। ଏବେ ଗ୍ରହ ଦୁଇଟି ସୂର୍ଯ୍ୟାସ୍ତ ପରେ […]

  • Wednesday, 30 June 2021
ରାତି ୩ଟାରେ ବାବା ଧବଳେଶ୍ୱରଙ୍କ ନିକଟରେ ଲାଗି ହେଲା ଗଜଭୋଗ

ଆଠଗଡ଼: ବଡ଼ ଓଷା ଉପଲକ୍ଷେ ବାବା ଧବଳେଶ୍ୱରଙ୍କ ନିକଟରେ ଗତକାଲି ରାତି ୩ଟାରେ ଗଜଭୋଗ ଲାଗି ହୋଇଥିଲା। ରାତି ୧ଟାରେ ପହଡ଼ ଖୋଲାଯାଇ ମଙ୍ଗଳ ଆଳତି, ବାଳଭୋଗ ଏବଂ ଘର୍ଷଣ ଆଦି ନୀତିକାନ୍ତି ସମ୍ପନ୍ନ ହେବାପରେ ରାତି ୩ଟାରେ ବାବା ଧବଳେଶ୍ୱରଙ୍କ ଠାରେ ଗଜଭୋଗ ଲାଗି ହୋଇଥିଲା। କରୋନା ପାଇଁ ମନ୍ଦିର ପରିସରରେ ୧୪୪ ଧାରା ଜାରି ହୋଇଥିବାରୁ ଚଳିତ ବର୍ଷ ଗଜଭୋଗ ବିତରଣ ବନ୍ଦ ରହିଛି। ଆଜି ବି ବାବା କିରାତାର୍ଜୁନ ବେଶରେ ଦର୍ଶନ ଦେଉଛନ୍ତି। […]

  • Wednesday, 30 June 2021
ବିଜେଡିରୁ ବହିଷ୍କୃତ ହେଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଛି। ଏନେଇ ପ୍ରେସ୍ ରିଲିଜ ଜରିଆରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ହେଉଛନ୍ତି ପ୍ରଦୀପ ପାଣିଗ୍ରାହୀ। ପ୍ରଦୀପ ପାଣିଗ୍ରାହୀଙ୍କ ଝିଅଙ୍କ ସହ ନିଲମ୍ବିତ IFS ଅଧିକାରୀ ଅଭୟ ପାଠକଙ୍କ ପୁଅଙ୍କର ବାହାଘର ଠିକ୍ ହୋଇଥିଲା। ଆୟ ବହିର୍ଭୂତ […]

  • Wednesday, 30 June 2021
ଓଡ଼ିଶାରେ କମୁଛି କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ୪ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୩୦୭ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୧,୭୩୪ରେ ପହଞ୍ଚିଛି। ଚିହ୍ନଟ ୫୧୮ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ ସେଣ୍ଟରରରୁ ୨୯୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୨୨୧ ରହିଛି। ସେହିପରି ୪ ମୃତକଙ୍କ ମଧ୍ୟରୁ ବାଲେଶ୍ୱରରୁ ଜଣେ, ଭୁବନେଶ୍ୱରରୁ ଜଣେ, ଢେଙ୍କାନାଳରୁ ଜଣେ ଓ ଖୋର୍ଦ୍ଧାରୁ […]

  • Wednesday, 30 June 2021
ସର୍ବସାଧାରଣଙ୍କ ପାଇଁ ବନ୍ଦ ହେଲା ବିଧାନସଭା ରାସ୍ତା

ଭୁବନେଶ୍ୱର: ଶୀତ ଅଧିବେଶନ ଚାଲିଥିବାବେଳେ ବିଧାନସଭା ଆଗରେ ବାରମ୍ବାର ଆତ୍ମାହୁତି ଉଦ୍ୟମ ହେବା ପରେ କମିଶନରେଟ୍ ପୋଲିସ୍‌ ଟ୍ରାଫିକରେ ପରିବର୍ତ୍ତନ ଆଣିଛି। ଜୟଦେବ ଭବନରୁ ରବୀନ୍ଦ୍ର ମଣ୍ଡପ ଯାଏ ବିଧାନସଭା ସାମ୍ନା ରାସ୍ତାକୁ ସର୍ବସାଧାରଣଙ୍କ ପାଇଁ ସିଲ୍ କରି ଦିଆଯାଇଛି। ଏହି ରାସ୍ତାରେ ଯିବା ଆସିବା ଉପରେ କଟକଣା ଲଗା ଯାଇଛି। ଜନସାଧାରଣକୁ ଏହି ରାସ୍ତା ବଦଳରେ ଜୟଦେବ ଭବନରୁ ଆଇଜି ପାର୍କ ରାସ୍ତାରେ ଯିବାକୁ କୁହାଯାଇଛି। ଗତକାଲି ଜଗତସିଂହପୁର କୁଜଙ୍ଗର ମା’ ପୁଅ, ଏହା ପୂର୍ବରୁ ଜଣେ […]

  • Wednesday, 30 June 2021
‘ପରୀ ପ୍ରସଙ୍ଗକୁ ଡାଇଭର୍ଟ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି’

ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି। ଏହି ଘଟଣାକୁ ନେଇ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ନିଜ ଦୋଷ ଘୋଡ଼ାଇବା ପାଇଁ ନବୀନ ବାବୁ ଏଭଳି ପଦକ୍ଷେପ ନେଲେ। ପରୀ ପ୍ରସଙ୍ଗକୁ ଡାଇଭର୍ଟ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ଆହୁରି ଅନେକ ସଙ୍ଗୀନ ଅପରାଧିକ ମାମଲା ଅଛି। ଏହାକୁ ଚାପି ଦେବା ପାଇଁ ନବୀନ ବାବୁ, ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ […]

  • Wednesday, 30 June 2021
pradeep panigrahi
‘ପ୍ରଦୀପଙ୍କ ଭାବୀ ଜ୍ୱାଇଁ ଆକାଶ ଚାକିରି ନାଁରେ ଲୋକଙ୍କୁ ଠକିଛନ୍ତି’

ଭୁବନେଶ୍ୱର: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଛି। ପ୍ରଦୀପ ପାଣିଗ୍ରାହୀଙ୍କ ବହିଷ୍କୃତ ପ୍ରସଙ୍ଗକୁ ନେଇ ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ରମେଶ ଚ୍ୟାଉପଟ୍ଟନାୟକ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପକୁ ମୁଁ ସ୍ୱାଗତ କରୁଛି। ଅଭୟକାନ୍ତ ପାଠକଙ୍କ ବିପୁଳ ସମ୍ପତ୍ତି ଠାବ କଲା ଭିଜିଲାନ୍ସ। ଓଡ଼ିଶା ଇତିହାସରେ ଭିଜିଲାନ୍ସ ରେଡ୍‌ କରି ଏତେ ସମ୍ପତ୍ତି କେବେ ଠାବ କରି ନାହାନ୍ତି। ଅଭୟଙ୍କ ପୁଅ ଆକାଶ […]

  • Wednesday, 30 June 2021
‘ମୁଁ କୌଣସି ପ୍ରକାର ଜନ ବିରୋଧୀ କାର୍ଯ୍ୟ କରି ନାହିଁ’

ଭୁବନେଶ୍ୱର: ବିଜେଡିରୁ ବହିଷ୍କାର ହେବା ପରେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଁ କୌଣସି ପ୍ରକାର ଜନ ବିରୋଧୀ କାର୍ଯ୍ୟ କରି ନାହିଁ। ଯଦି କରିଛି, ପାର୍ଟି ତା’ର ସ୍ପଷ୍ଟୀକରଣ ଦେଉ। ସେ ଆହୁରି କହିଛନ୍ତି, ଗତ ନିର୍ବାଚନ ସମୟରେ ମୁଁ ଗଞ୍ଜାମ ଜିଲ୍ଲାର ସଭାପତି ଥିବାବେଳେ ମୋତେ ୧୫ଟି ନିର୍ବାଚନମଣ୍ଡଳୀର ଦାୟିତ୍ୱ ଦେଇଥିଲେ। ସେଥିରୁ ୧୨ଟିରେ ବିଜେଡି ଜିତିଲା। ଦଳ ପକ୍ଷରୁ ମୋତେ କୁହାଗଲା ଯେ, ତୁମେ ଉଦ୍ଦେଶ୍ୟମୂଳକ ଭାବେ […]

  • Wednesday, 30 June 2021
pradipta-naik
ପରୀ ପ୍ରସଙ୍ଗରେ କଂଗ୍ରେସକୁ ଟାର୍ଗେଟ୍ କଲା ବିଜେପି

ଭୁବନେଶ୍ୱର: ପରୀ ପ୍ରସଙ୍ଗରେ କଂଗ୍ରେସକୁ ଟାର୍ଗେଟ୍ କଲା ବିଜେପି। ଏନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ କହିଛନ୍ତି, ପରୀ ନ୍ୟାୟ ଲଢ଼େଇରେ କଂଗ୍ରେସ ଧୋକା ଦେଇଛି। କଂଗ୍ରେସକୁ କବଜା କରି ନେଇଛି ବିଜେଡି। କିନ୍ତୁ ନିର୍ଣ୍ଣାୟକ ଲଢ଼େଇରେ ପହଞ୍ଚିବା ପାଇଁ ବିଜେପି ବଦ୍ଧ ପରିକର। କେବଳ ପରୀ ନୁହେଁ ୫୩୨୩ କୁନି ପିଲା ରାଜ୍ୟରେ ନିଖୋଜ ଅଛନ୍ତି। ଆମେ ସିବିଆଇ ତଦନ୍ତ ଓ ମନ୍ତ୍ରୀଙ୍କ ଇସ୍ତଫା ଦାବି କରୁଛୁ ବୋଲି ବିଜେପି କହିଛି। ପରୀ ହତ୍ୟା […]

  • Wednesday, 30 June 2021
praddep-panigarhi
ବିଜେଡିକୁ ଜନବିରୋଧୀର ସଂଜ୍ଞା ପଚାରିଲେ ପ୍ରଦୀପଙ୍କ ପତ୍ନୀ

ଭୁବନେଶ୍ୱର: ଜନବିରୋଧୀର ସଂଜ୍ଞା କଣ ବୋଲି ପ୍ରଶ୍ନ କରିଛନ୍ତି ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ। ଆମକୁ ବହିଷ୍କାର କଷ୍ଟ ଦେଇନି, ହେଲେ ଜନବିରୋଧୀ ଆକ୍ଷେପ କଷ୍ଟ ଦେଇଛି ବୋଲି କହିଛନ୍ତି ପ୍ରଦୀପଙ୍କ ପତ୍ନୀ। ଜନବିରୋଧୀ କାର୍ଯ୍ୟ କଣ ତାର ତଥ୍ୟ ବିଜେଡି ଦେବା ପାଇଁ ଆମେ ଦାବି କରୁଛୁ ବୋଲି ତାଙ୍କ ପତ୍ନୀ କହିଛନ୍ତି। ଆମେ ଡରିବାର ଲୋକ ନୁହଁ, କାହିଁକି ନା ଆମେ କିଛି ଭୁଲ୍ କରିନୁ ବୋଲି କହିଛନ୍ତି ପ୍ରଦୀପଙ୍କ ପତ୍ନୀ। ଅନ୍ୟପଟେ ବିଜେଡିରୁ ବହିଷ୍କାର […]

  • Wednesday, 30 June 2021
bjp
ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟର ମାସେ ପୂର୍ବରୁ ସରିଛି ବିଧାନସଭାର ଶୀତ ଅଧିବେଶନ। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଚନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। କୋଭିଡ୍ କଟକଣା ଭିତରେ ମାତ୍ର ୧୦ ଦିନରେ ଶୀତ ଅଧିବେଶନ ଶେଷ ହୋଇଛି। ଆଜି ଗୃହରେ ସରକାରୀ ଦଳ ମୁଖ୍ୟ ସଚେତକ ଅନିର୍ଦ୍ଦିଷ୍ଟ କାଳ ମୁଲତବି ପ୍ରସ୍ତାବ ଆଣିଥିଲେ। ଏହି ପ୍ରସ୍ତାବକୁ ସମର୍ଥନ କରିଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ବିଜେଡି ବିଧାୟକ ଅମର ଶତପଥୀ ମଧ୍ୟ […]

  • Wednesday, 30 June 2021
Odisha-Tika
ପର୍ଯ୍ୟାପ୍ତ ପରିମାଣରେ ଟିକା ନାହିଁ, ଲୋକଙ୍କୁ ଭ୍ୟାକ୍ସିନ ଦିଆଯିବ କେମିତି?

କରୋନା ବିରୋଧୀ ମହାଯୁଦ୍ଧରେ ବଡ଼ ଅସ୍ତ୍ର ସାଜିଥିବା କୋଭିଡ୍ ଟିକାର ଅଭାବ ଏବେ ରାଜ୍ୟରେ ଚିନ୍ତା ବଢ଼ାଇଛି। ଆଜି ରାଜ୍ୟର ୧୧ଟି ଜିଲ୍ଲାରେ ହୋଇପାରିନି ଟିକାକରଣ।

  • Wednesday, 30 June 2021
prdeep majhi
ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାଲକାନଗିରି: ମାଲକାନଗିରିର ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରଓ୍ୱାଲ ଏବଂ ଅତିରିକ୍ତ ଯୋଗାଣ ଅଧିକାରୀ ମନୋଜ ପ୍ରଧାନଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ। ସାମ୍ବାଦିକ ସମ୍ମିଳନୀରେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ମନୀଷଙ୍କ ବିରୋଧରେ ନାନା ଅଭିଯୋଗ ଆଣିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଯୋଗାଣ ଅଧିକାରୀ ଓ ମନୀଷ ମିଳିମିଶି ଚାଷୀଙ୍କୁ ଲୁଟ୍ କରିଥିବା ଅଭିଯୋଗ ଆଣିଛନ୍ତି ପ୍ରଦୀପ। ଦୁଇ ଜଣ ଅଧିକାରୀ ମାଲକାନଗିରି ଜିଲ୍ଲାରୁ ବିପୁଳ ଅର୍ଥ ବେଆଇନ ଭାବେ ସଂଗ୍ରହ କରିଥିବା କଂଗ୍ରେସ ଅଭିଯୋଗ […]

  • Wednesday, 30 June 2021
farming
ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଜଗତସିଂହପରୁ: ବିନା ମାଟିରେ ଚାଷ ସମ୍ଭବ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ଏହା ସତ। ବିନା ମାଟିରେ ହାଇଡ୍ରୋପେନିକ ପ୍ରଣାଳୀରେ ଚାଷ ହୋଇଛି ଭଳିକି ଭଳି ଲିଫ ଭେଜିଟେବୁଲ। ଘରର ଛାତ ଉପରେ ୮୦୦ ବର୍ଗ ଫୁଟ ପରିମିତ ଜାଗାରେ ଏଭଳି ଚାଷ ହୋଇଛି। ଏହି ଚାଷା କରି ଚର୍ଚ୍ଚାକୁ ଆସିଛନ୍ତି ଜଗତସିଂହପୁର ଜିଲ୍ଲା ସୁଜଙ୍ଗ ଗାଁର ଆଶିଷ ମହାନ୍ତି। ହାଇଦ୍ରାବାଦରେ ଚାକିରି କରୁଥିବା ଆଶିଷ ଦିନେ ଏ ଚାଷ ନେଇ ପ୍ରଶିକ୍ଷଣରେ ଯୋଗ ଦେବା ପରେ ଏହାକୁ […]

  • Wednesday, 30 June 2021
quit
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ଭୁବନେଶ୍ୱର: ବିଜେଡିର ମିଷ୍ଟର କ୍ଲିନ୍ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ? କାଳ ହେଲା କି ନୂଆ ନୂଆ ସମୁଦି ବନିଥିବା ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ବିରୋଧରେ ଉଠିଥିବା କୋଟି କୋଟିର ଦୁର୍ନୀତି ଅଭିଯୋଗ ? ନଜର ପକାନ୍ତୁ ଏହି ନିମନ୍ତ୍ରଣ କାର୍ଡ ଉପରେ। ଦିନ କେଇଟା ପରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅଙ୍କୁ ବିବାହ କରିଥାନ୍ତେ ଅଭୟଙ୍କ ପୁଅ ଆକାଶ। ତାପୂର୍ବରୁ କିନ୍ତୁ ଦୁର୍ନୀତି ଟଙ୍କା ଠୁଳ […]

  • Wednesday, 30 June 2021
Unlock
୧୬ ଯାଏଁ ଲକଡାଉନ୍‌ ବଢିଲା: ଜାଣନ୍ତୁ ନୂଆ ଗାଇଡ୍‌ଲାଇନ୍‌ରେ କି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର

ରାଜ୍ୟରେ ଜୁଲାଇ ୧୬ ଯାଏଁ ବଢ଼ିଲା ଆଂଶିକ ଲକଡାଉନ୍‌। କାଟେଗୋରୀ-Aରେ ଆଉ ୩ଟି ଜିଲ୍ଲା ସାମିଲ କରାଯାଇ ମୋଟ୍ ୨୦ଟି ଜିଲ୍ଲାରେ ନିୟମକୁ ଅଧିକ କୋହଳ କରାଯାଇଛି। ବଳକା ୧୦ ଜିଲ୍ଲାକୁ କାଟେଗୋରୀ Bରେ ରଖାଯାଇଛି

idle-manchurian
କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ଭେଜ୍‌ ମଞ୍ଚୁରିଆନ୍‌, କୋବି ମଞ୍ଚୁରିଆନ୍‌ ତ ଆମେ ସବୁବେଳେ ଖାଇଥାଉ। କିନ୍ତୁ କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି? ସାଧାରଣତଃ ଇଡ୍‌ଲି ସହ ଆମେ କିଛି ତରକାରୀ ଖାଇଥାଉ। ନ ହେଲେ ଏହା ଖାଇବାକୁ ଭଲ ଲାଗିନଥାଏ। ଯଦି ଆପଣ ଘରେ ଇଡ୍‌ଲି ପ୍ରସ୍ତୁତ କରିଛନ୍ତି ଓ ଖାଇସାରିବା ପରେ କିଛି ବଳି ପଡ଼ିଛି ତା ହେଲେ ସେଥିରେ ଇଡ୍‌ଲିର ଏକ ନୂଆ ଆଇଟମ୍‌ ଇଡ୍‌ଲି ମଞ୍ଚୁରିଆନ୍‌ ପ୍ରସ୍ତୁତ କରନ୍ତୁ। ଜାଣନ୍ତୁ ଇଡ୍‌ଲି ମଞ୍ଚୁରିଆନ୍‌ ପ୍ରସ୍ତୁତ କରିବା […]

  • Wednesday, 30 June 2021
srimandir
ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ସୁନାବେଶ ଅନୁଷ୍ଠିତ ହେବ ।ପାରମ୍ପରିକ ରୀତିନୀତି ଅନୁସାରେ ଶ୍ରୀଜିଉ ରାଜରାଜେଶ୍ୱର ବେଶରେ ସଜ୍ଜିତ ହେବେ। ଅବକାଶ ନୀତି ପରେ ପୁଷ୍ପାଳକ ସେବାୟତ ଶ୍ରୀଜିଉଙ୍କୁ ବେଶ କରିବେ। ଏହା ମହାପ୍ରଭୁଙ୍କ ସୁନାବେଶ ଅନୁରୂପ ବୋଲି ସେବାୟତଙ୍କ ସୂଚନା ଦେଇଛନ୍ତି। ଧର୍ମ ମାସ କାର୍ତ୍ତିକର ଶେଷ ଦିନ ଥିବାରୁ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ସହ ବୁଡ଼ ପକାଇବା ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। […]

  • Wednesday, 30 June 2021
moon
ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ଭୁବନେଶ୍ୱର: ଆଜି ପଡୁଛି ଏ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଗ୍ରହଣ।  ଦିନ ଗୋଟାଏ ୨ ମିନିଟ ୨୨ ସେକେଣ୍ଡରେ ଆରମ୍ଭ ହୋଇ ଅପରାହ୍ନ ୫ଟା ୨୩ ମିନିଟ ୨୨ ସେକେଣ୍ଡ ପର୍ଯ୍ୟନ୍ତ ଚାଲିବ ଏହି ଚନ୍ଦ୍ରଗ୍ରହଣ । ଭାରତ, ଆମେରିକା, ଅଷ୍ଟ୍ରେଲିଆ, ପ୍ରଶାନ୍ତ ମହାସାଗର ଏବଂ ଏସିଆ ମହାଦେଶ ଅଂଚଳରେ ଦେଖାଯିବ। ତେବେ ଏହା ଉପଛାୟା ଚନ୍ଦ୍ରଗ୍ରହଣ ହୋଇଥିବାରୁ ଖାଲି ଆଖିରେ ଦେଖାଯିବ ନାହିଁ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆଜିର ଚନ୍ଦ୍ରଗ୍ରହଣକୁ ବେଶ ପ୍ରଭାବଶାଳୀ କୁହାଯାଉଛି […]

  • Wednesday, 30 June 2021