• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

pension
ପେନସନ୍‌ଭୋଗୀଙ୍କୁ ଯିବାକୁ ପଡ଼ିବନି ଟ୍ରେଜେରି !

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ପେନସନ୍ ତଥା ପରିବାର ପେନସନଭୋଗୀମାନଙ୍କୁ ହାତ ପାହାନ୍ତରେ ସେବା ଯୋଗାଇବା ପାଇଁ ରାଜ୍ୟସରକାରଙ୍କ ଅର୍ଥବିଭାଗ ତରଫରୁ ସୁବିଧା କରାଯାଇଛି। ଟ୍ରେଜେରିକୁ ନଯାଇ ପେନସନ୍ ତଥା ପରିବାର ପେନସନଭୋଗୀମାନେ IFMS ପୋର୍ଟାଲରୁ ଫର୍ମ ୧୬( ଆୟକର ଟିକସ) ଅନଲାଇନରେ ଡାଉନଲୋଡ କରିପାରିବେ। ପେନସନଭୋଗୀମାନେ ବରିଷ୍ଠ ନାଗରିକ ହୋଇଥିବାରୁ ସଂକ୍ରମଣ ଭୟଥିବାରୁ ଘରେ ରହି ଅନଲାଇନରେ ଫର୍ମ ପାଇପାରିବେ। ଏହି ସୁବିଧା ରାଜ୍ୟ ସରକାରଙ୍କ ସମସ୍ତ ପେନସନ୍ ତଥା ପରିବାର ପେନସନଭୋଗୀ ଏବଂ ଓଡିଶାର […]

  • Thursday, 01 July 2021
naveen
ଶିଶୁ ଦିବସ ଓ ଦୀପାବଳିର ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ଶିଶୁ ଦିବସ ଓ ଦୀପାବଳି ଅବସରରେ ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ”କରୋନା ପାଇଁ ପିଲାମାନେ ତୁମେ ନାଚ, ଗୀତ, ଖେଳକୁଦ କରିପାରିଲ ନାହିଁ। ପିଲାମାନେ ମନ ଊଣା କର ନାହିଁ, ଟିକା ଆସିଲେ ଆର ବର୍ଷ ମଜାରେ ପାଳିବ।” ସେ ଆହୁରି କହିଛନ୍ତି ଯେ ”ଆଜି ମଧ୍ୟ ଦୀପାବଳିରେ ଘରେ ରହି ନିରାପଦରେ ଦୀପ ଜାଳି ପର୍ବ ପାଳନ୍ତୁ। ତୁମମାନଙ୍କ ସ୍ୱାସ୍ଥ୍ୟ ନିରାପତ୍ତା ପାଇଁ ସ୍କୁଲ୍ ବନ୍ଦ କରି ଦିଆଯାଇଛି। ଟିକା […]

  • Thursday, 01 July 2021
delivery
ରାସ୍ତା ଉପରେ ପ୍ରସବ କଲେ ମହିଳା

ପାରଳାଖେମୁଣ୍ଡି: ରାସ୍ତା ଉପରେ ପ୍ରସବ କଲେ ମହିଳା। ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି ପାରଳାଖେମୁଣ୍ଡି ରାଜନହର ସାମନା ମୁଖ୍ୟ ରାସ୍ତାରେ ମହିଳା ଜଣକ ଭିକ୍ଷାବୃତ୍ତି କରୁଥିବା ସୂଚନା ମିଳିଛି। ପ୍ରସବ ବେଦନା ଆରମ୍ଭ ହେବାରୁ ମେଡିକାଲ ଅଭିମୁଖେ ବାହାରିଥିବା ବେଳେ ସେ ରାସ୍ତାରେ ଶିଶୁକୁ ଜନ୍ମ ଦେଇଛନ୍ତି। ତେବେ ରାସ୍ତାରେ ଏପରି ଗୁରୁତର ଅବସ୍ଥାରେ ଦେଖି କିଛି ସାମ୍ବାଦିକ ଏବଂ ସ୍ଥାନୀୟ ଲୋକେ ମହିଳାଙ୍କୁ ସହଯୋଗ କରିଥିଲେ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ପ୍ରସବ […]

  • Thursday, 01 July 2021
database
କିଭଳି ଓ କେଉଁ ତଥ୍ୟକୁ ନେଇ ପ୍ରସ୍ତୁତ ହେବ ଚାଷୀଙ୍କ ଡାଟାବେସ୍?

ଭୁବନେଶ୍ୱର: ପ୍ରସ୍ତୁତ ହେବ ଚାଷୀଙ୍କ ଡାଟାବେସ୍। ମିଳିବ ପରିଚୟ ପତ୍ର। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପରେ ପ୍ରଶ୍ନ, କିଭଳି ଓ କେଉଁ ତଥ୍ୟକୁ ନେଇ ପ୍ରସ୍ତୁତ ହେବ ଡାଟାବେସ୍? ଏବେ ପ୍ରଚଳିତ କାଳିଆ ଓ ବଳରାମ ଯୋଜନା ଲାଗି ସରକାରଙ୍କ ପାଖରେ ତାଲିକା ରହିଛି। ତାଛଡ଼ା ଧାନ ସଂଗ୍ରହ ପାଇଁ ଅଲଗା ତାଲିକା ଏବଂ ଋଣ ନେଉଥିବା ଚାଷୀଙ୍କର ତଥ୍ୟ ବି ରହିଛି। ଏସବୁ ତାଲିକାକୁ ନେଇ ଚାଷୀଙ୍କର ଏକ ବୃହତ ଡାଟାବେସ୍ କରିବାକୁ ସରକାର […]

  • Thursday, 01 July 2021
cronavruys
୨୪ ଘଣ୍ଟାରେ ରାଜ୍ୟରେ ୧୨୭୧ ଜଣ କରୋନାରୁ ସୁସ୍ଥ ହେଲେ

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୧୨୭୧ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସୂଚନାକୁ ମିଶାଇ ରାଜ୍ୟର ମୋଟ ସୁସ୍ଥ ସଂଖ୍ୟା ୨୯୬୫୧୬ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌  କରି ସୂଚନା ଦେଇଛି। ଆଜିର ସୁସ୍ଥ ସୂଚନା ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୧୬, ବାଲେଶ୍ୱରରୁ ୧୦୩, ମୟୂରଭଞ୍ଜରୁ ୯୪, ଅନୁଗୋଳରୁ ୬୬, ଜଗତସିଂହପୁରରୁ ୫୮, ବରଗଡ଼ରୁ ୫୫, କଳାହାଣ୍ଡିରୁ […]

  • Thursday, 01 July 2021
କମୁଛି କରୋନା କୋପ: ଆଜି ସର୍ବାଧିକ ଆକ୍ରାନ୍ତ ସୁନ୍ଦରଗଡ଼ରୁ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୭୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୪୩୪ ଓ୩୧୯. ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ୩୦ଟି ଜିଲ୍ଲା ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସୁନ୍ଦରଗଡ ଜିଲ୍ଲାରୁ । ଏଠାରେ ଆଜି ୭୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପଛରେ ରହିଛି ଖୋର୍ଦ୍ଧା । ଏଠାରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]

  • Thursday, 01 July 2021
images
ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୫୨୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି। ଆଜି ସୁନ୍ଦରଗଡ ଓ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ ଲେଖାଏ କରୋନାରେ ଆଖି ବୁଜିଥିବାବେଳେ ବରଗଡରୁ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି ସମ୍ବଲପୁରରୁ ୩ ଜଣ ଲେଖାଏ ରୋଗୀଙ୍କର ମୃତ୍ୟୁ ଘଟିଛି। ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡରୁ ଜଣେ ଲେଖାଏ […]

  • Thursday, 01 July 2021
mahadev-1
ସତ ହେଲା ଲୋକକଥା: ମାଟି ଖୋଳୁ ଖୋଳୁ ବାହାରିଲେ ମହାଦେବ

ଭଦ୍ରକ: କଥା ଛଳରେ ଆମେ କହୁ ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ହେଲେ ଭଦ୍ରକରେ ଏଇ କଥା ଯେମିତି ସତ ହୋଇ ଯାଇଛି। ପାର୍କ ପାଇଁ ପଡ଼ିଆ ସମତୁଲ କରିବାବେଳେ ବାହାରିଛନ୍ତି ମହାଦେବ। ତା‘ ପୁଣି ଦୀପାବଳି ଅମାବାସ୍ୟା ରାତିରେ।  ମାଟିତଳୁ ଶିବଲିଙ୍ଗ ବାହାରିଥିବା ଦେଖି ଗାଁରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଘଟଣା ଘଟିଛି ଭଦ୍ରକ ବ୍ଲକର ଗୋରାମାଟି ପଞ୍ଚାୟତ ବଳଦିଆ ପଦାରେ। ପାର୍କ ନିର୍ମାଣ ଲାଗି ମାଟି ଖୋଳି ସମତୁଲ କରାଯାଉଥିଲା। ଟ୍ରାକ୍ଟରରେ […]

  • Thursday, 01 July 2021
death-1
ପାଣି ଗରମ କରୁଥିଲେ, ଚାଲିଗଲା ମା’-ଝିଅଙ୍କ ଜୀବନ

ରାୟଗଡ଼ା: ରାୟଗଡା ଜିଲ୍ଲା ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ସାଇନଗରରେ ମା‘ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦୁଇ ଜଣଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି । ଉଭୟଙ୍କ ମୃତ୍ୟୁର କାରଣ ଜଣା ପଡ଼ି ନାହିଁ। ତେବେ ପାଣି ଗରମ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁହିଁଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ଶୀତଦିନ ହୋଇଥିବାରୁ ପାଣି ଗରମ କରିବାବେଳେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

  • Thursday, 01 July 2021
assembly
ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ଆସନ୍ତା ୧୮ରେ ବସିବ ସର୍ବଦଳୀୟ ବୈଠକ। କରୋନା ମହାମାରୀ ସମୟ ହୋଇଥିବାରୁ ଏଥର ଶୀତ ଅଧିବେଶନ ପରିଚାଳନା କିପରି ହେବ, ସେନେଇ ଆଲୋଚନା କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ବୁଧବାର ଦିନ ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିବେ ବାଚସ୍ପତି। ଶୀତ ଅଧିବେଶନରେ ତାରକା ପ୍ରଶ୍ନ ଉପରେ ଆଲୋଚନା ହେବ କି ନାହିଁ, ସେନେଇ ମତ ନିଆଯିବ। ତେବେ ଆସନ୍ତା ଅଧିବେଶନରେ ଗୋଟିଏ ପ୍ରସଙ୍ଗରେ ୨ଟି […]

  • Thursday, 01 July 2021
amlan
ମହାନଦୀକୁ ଖସିପଡ଼ିଲେ ଅଭିନେତା ଅମ୍ଲାନଙ୍କ ପତ୍ନୀ

କଟକ:  ମହାନଦୀରୁ ଓଲିଉଡ ଅଭିନେତା ଅମ୍ଳାନଙ୍କ ପତ୍ନୀ ଉଦ୍ଧାର। କଟକ ମଧୁସୂଦନ ସେତୁ ନିକଟରୁ ସ୍ଥାନୀୟ ଲୋକ ଓ ପୋଲିସ୍ ତାଙ୍କୁ ପାଣିରୁ ଉଦ୍ଧାର କରିଛନ୍ତି।  ନଦୀରେ ପୂଜା ସାମଗ୍ରୀ ବିସର୍ଜନ କରୁଥିବା ବେଳେ ସେ ଖସିପଡ଼ିଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି। ଉଦ୍ଧାର କରାଯିବା ପରେ ସିଡିଏ ଫେଜ୍-୨ ଥାନାରେ ପହଞ୍ଚିଛନ୍ତି ଅମ୍ଳାନଙ୍କ ସହ ନଦୀରୁ ଉଦ୍ଧାର ହୋଇଥିବା ତାଙ୍କ ପତ୍ନୀ। ତେବେ ଏହା ଦୁର୍ଘଟଣା ନା ଅନ୍ୟ କିଛି କାରଣ ସେନେଇ ପୋଲିସ୍ ତଦନ୍ତ […]

  • Thursday, 01 July 2021
police station
ଭୁବନେଶ୍ୱରରୁ ଚୋରି ହୋଇଥିବା ବସ୍‌ ବ୍ରହ୍ମପୁରରୁ ମିଳିଲା

ଭୁବନେଶ୍ୱର: ବରମୁଣ୍ଡା ବସଷ୍ଟାଣ୍ଡରୁ ଚୋରି ହୋଇଥିବା ବସ୍ ବ୍ରହ୍ମପୁରରୁ ଠାବ ହୋଇଛି। ବଡ଼ ବଜାର ପୋଲିସ ବସ୍‌କୁ ଠାବ କରିଥିଲେ ବି ଚୋର ଧରା ପଡ଼ି ନାହିଁ। ବ୍ରହ୍ମପୁର ପୋଲିସ ଗାଡ଼ିକୁ ଜଗି ରହିଛି। ତେବେ ବସ୍‌ଟିକୁ କିଏ ଚୋରି କରିଛି, କେଉଁ ଉଦ୍ଦେଶ୍ୟରେ ଚୋରି କରିଥିଲା, ତାହାର ଖୋଳତାଡ଼ କରୁଛି। ଅନ୍ୟପକ୍ଷରେ ବରମୁଣ୍ଡାରୁ ବାରମ୍ବାର ବସ୍ ଚୋରି କରି ଦୂର ଦୂରାନ୍ତ ଜାଗାରେ ଛାଡ଼ି ପଳାଉଥିବା ସେହି ଦୁର୍ବୃତ୍ତର କାମ କି ଅନ୍ୟ ଚୋରି କରିଥିଲା […]

  • Thursday, 01 July 2021
court-oredre
ମାଲକାନଗିରି ଜିଲ୍ଲାପାଳଙ୍କ ନାଁରେ ହତ୍ୟା ମାମଲା

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ହତ୍ୟା ମାମଲା। କୋର୍ଟଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ କଲା ମାଲକାନଗିରି ପୋଲିସ। ଜିଲ୍ଲାପାଳଙ୍କ ସହ ଆଉ ୪ ସହକର୍ମୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି। IPCର ୩୦୨, ୫୦୬, ୨୦୧, ୨୦୪, ୧୨୦(ବି), ୩୪ରେ ମାମଲା ରୁଜୁ ହୋଇଛି। ଜିଲ୍ଲାପାଳଙ୍କ ପିଏ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାରେ ମାମଲା ହୋଇଛି। ଏଇଠୁ ମିଳିଥିଲା ମୃତଦେହ: ଗତ ୨୮ ତାରିଖରେ ଦେବନାରାୟଣ ପଣ୍ଡାଙ୍କ ମୃତଦେହ ସତୀଗୁଡ଼ା ଡ୍ୟାମରୁ ଉଦ୍ଧାର […]

  • Thursday, 01 July 2021
examination
ବିନା ଟେଷ୍ଟ ପରୀକ୍ଷାରେ ଛାତ୍ରଛାତ୍ରୀ ଦେବେ କି ଦଶମ ଓ ଦ୍ୱାଦଶ ପରୀକ୍ଷା ?

ଭୁବନେଶ୍ୱର: ୨୦୨୦ରେ ଖୋଲିବନି ସ୍କୁଲ୍। ଶିକ୍ଷା ବର୍ଷ ସରିବାକୁ ଆଉ ମାତ୍ର ଦୁଇ ମାସ ହେଲେ ଏଯାଏ ମିଳୁନି ସମାଧାନର ବାଟ। ଚିନ୍ତାରେ ମାଟ୍ରିକ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀ। ମାଟ୍ରିକ୍ ବୋର୍ଡ ପରୀକ୍ଷା ପୂର୍ବରୁ ଟେଷ୍ଟ ପରୀକ୍ଷା ହେବ ନା ନାହିଁ? କେଉଁ ମାସରେ ହେବ ପରୀକ୍ଷା? ଏଭଳି ଅନେକ ପ୍ରଶ୍ନ ଏବେ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମନରେ ଉଙ୍କି ମାରୁଛି। ଅନ୍ ଲାଇନ୍ ଶିକ୍ଷା କେବେଳ କିଛି ବର୍ଗକୁ […]

  • Thursday, 01 July 2021
airstrip
କେବେ କାର୍ଯ୍ୟକ୍ଷମ ହେବ ଜୟପୁର ଓ ରାଉଲକେଲା ଏୟାରଷ୍ଟ୍ରିପ୍ ?

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଜୟପୁରର ପ୍ରସ୍ତାବିତ ଏୟାରଷ୍ଟ୍ରିପ୍। ରନୱେ ପ୍ରସ୍ତୁତ, ଏଟିସି ତୟାର, ଯାତ୍ରୀଙ୍କୁ ସ୍ୱାଗତ ପାଇଁ ଟର୍ମିନାଲ୍ ବିଲ୍ଡିଂ ବି ଅପେକ୍ଷାରେ। ହେଲେ ରାଜ୍ୟ ସରକାରଙ୍କ ନିୟନ୍ତ୍ରଣରେ ଥିବା ଏହି ଏୟାରଷ୍ଟ୍ରିପ୍‌ରେ ନା ଲ୍ୟାଣ୍ଡିଂ କରୁଛି କୌଣସି ଯାତ୍ରୀବାହୀ ବିମାନ, ନା ଟେକ୍ଅପ୍ କରୁଛି। ଦୀର୍ଘ ଦିନ ବିତିଯାଇଥିଲେ ବି କାର୍ଯ୍ୟକ୍ଷମ ହୋଇପାରୁନି। ଯାତ୍ରୀବାହୀ ବିମାନ ଚଳାଚଳ ପାଇଁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ-ଡିଜିସିଏରେ ଆବେଦନ କରିଛି ଜିଲ୍ଲା ପ୍ରଶାସନ। ଅଥଚ ଏଯାଏଁ ମିଳିନି ଗ୍ରୀନ୍ […]

  • Thursday, 01 July 2021
ହତ୍ୟାକାଣ୍ଡର ଦେଢ଼ ବର୍ଷ ପରେ ପୋଲିସ୍‌ ହାତରେ ଧରାପଡ଼ିଲା ଅଭିଯୁକ୍ତ

କଟକ: ବହୁ ଚର୍ଚ୍ଚିତ କଟକ ଯୋବ୍ରା ଅଞ୍ଚଳର ତପନ ନାୟକ ହତ୍ୟା ଘଟଣାର ଦୀର୍ଘ ଦେଢ ବର୍ଷ ପରେ ୨ ଅଭିଯୁକ୍ତଙ୍କୁ ମାଲଗୋଦାମ ପୋଲିସ୍‌ ଗିରଫ କରିଛି।  ଏହି ଘଟଣାରେ ପୂର୍ବରୁ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୋଲିସ୍‌। ୨୦୧୯ ଜୁନ ୬ରେ ଯୋବ୍ରା ବ୍ୟାରେଜରେ ମାଛ ମରାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିଲା। ଯୋବ୍ରା ଅଞ୍ଚଳର ତପନ ନାୟକଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ୍‌ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ […]

  • Thursday, 01 July 2021
bhumika
ଭିଡିଓ ଜାରି କରି ମୁହଁ ଖୋଲିଲେ ଅଭିନେତା ଅମ୍ଲାନଙ୍କ ପତ୍ନୀ, କହିଲେ- କାହିଁକି ମହାନଦୀକୁ ଖସି ପଡ଼ିଲେ ?

କଟକ: ମହାନଦୀରୁ ସୁରକ୍ଷିତ ଭାବେ ଉଦ୍ଧାର ପରେ ପ୍ରତିକ୍ରିୟା ରଖିଛନ୍ତି ଅଭିନେତା ଅମ୍ଲାନଙ୍କ ପତ୍ନୀ। ସେ କହିଛନ୍ତି, ଓପାସ ଥିଲା,ତେଣୁ ଦୁର୍ବଳ ଲାଗୁଥିଲା। ମୁଣ୍ଡ ବି ବୁଲାଉଥିଲା। ପୂଜା ସାମଗ୍ରୀ ଗୁଡ଼ିକ ପାଣିରେ ପକାଇବାକୁ ଗଲା ବେଳେ ମୁଣ୍ଡ ବୁଲାଇ ଦେଲା। ଯେହେତୁ ମୁଁ ହାଇ ହିଲ୍ ପିନ୍ଧିଥିଲି, ତେଣୁ ଗୋଡ଼ ଖସିଗଲା ଓ ମୁଁ ନଦୀରେ ପଡ଼ି ଯାଇଥିଲି।’ ସେ ଆହୁରି କହିଛନ୍ତି, ଏହି କଥାକୁ ନେଇ ଗୁଜବ ପ୍ରଚାର କରାଯାଇ ମୋ ପରିବାର ଓ […]

  • Thursday, 01 July 2021
coronavirus-2
ରାଜ୍ୟରେ କରୋନା ଆକ୍ଟିଭ କେସ୍‌ ୧୦ ହଜାର ତଳକୁ ଖସିଲା, ସୁସ୍ଥ ହେଲେଣି ୨ ଲକ୍ଷରୁ ଅଧିକ

ଭୁବନେଶ୍ୱର:ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୭ କ୍ୱାରେଣ୍ଟିନ  ସେଣ୍ଟରରୁ ବାହାରିଥିବାବାବେଳେ ୩୧୨ ଜଣ ଲୋକାଲ କେସ ଥିବା ଜଣାଯାଇଛି। ଆଜି ବି କରୋନା ତାଲିକାର ଉପରେ ରହିଛି ଖୋର୍ଦ୍ଧା।  ତା ପଛକୁ ରହିଛି ମୟୂରଭଞ୍ଜ। ଖୋର୍ଦ୍ଧାରୁ ସର୍ବାଧିକ ୮୮ କରୋନା ରୋଗୀ ଚିହ୍ନଟ କରାଯାଇଛି। ମୟୂରଭଞ୍ଜରୁ ୭୮ ଏବଂ ସୁନ୍ଦରଗଡରୁ ୫୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଅନ୍ୟ ସମସ୍ତ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ […]

  • Thursday, 01 July 2021
online
୨୪ ଘଣ୍ଟାରେ ୧୬ କରୋନା ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୬ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧,୫୪୩ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି। ଆଜି ସୁନ୍ଦରଗଡ ସର୍ବାଧିକ ୫ ଜଣ କରୋନାରେ ଆଖି ବୁଜିଛନ୍ତି। ଏହାବ୍ୟତୀତ ଝାରସୁଗୁଡ଼ା ଓ ବରଗଡରୁ ୨ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ଅନ୍ୟ ଜିଲ୍ଲା ଯଥା ସମ୍ବଲପୁର, ଅନୁଗୋଳ, ଭୁବନେଶ୍ୱର, ଦେଓଗଡ, ନୟାଗଡ଼,  ପୁରୀ ଓ ମୟୂରଭଞ୍ଜରୁ ଜଣେ ଲେଖାଏ ରୋଗୀ […]

  • Thursday, 01 July 2021
କେନାଲ ବନ୍ଧ ଭାଙ୍ଗି ଗାଁ ଭିତରେ ପଶିଲା ପାଣି

ନିଆଳି: କେନାଲ ବନ୍ଧ ଭାଙ୍ଗି ଗାଁ ଭିତରେ ପାଣି ପଶି କୃତିମ ବନ୍ୟା ସୃଷ୍ଟି। ନିଆଳି ଜଳସମ୍ପଦ ଉପଖଣ୍ଡ ଅଧିନ କାକଟପୁର ବ୍ରାଞ୍ଚ କେନାଲର ଉତ୍ତରପାର୍ଶ୍ଵ ବନ୍ଧ ଭାଙ୍ଗିଯିବା ଫଳରେ ବରିମୁଣ୍ଡ ଗାଁ ମଧ୍ୟରେ କେନାଲ ପାଣି ପଶି କୃତିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗାଁ ରାସ୍ତା ପାଣିରେ ଉବୁଟୁବୁ ହେଉଥିବା ବେଳେ ଲୋକଙ୍କ ଘରେ ପାଣି ପଶି ଯାଇଛି। ରାସ୍ତାଘାଟ, ଚାଷ ଜମି ସବୁ କିଛି ପାଣିରେ ଉବୁଟୁବୁ। ଗ୍ରାମବାସୀ ଏବେ ଜଳବନ୍ଦୀ ହୋଇ […]

  • Thursday, 01 July 2021
malkangiri-1
ବଦଳିଲେ ମାଲକାନଗିରି ଜିଲ୍ଲାପାଳ

ମାଲକାନଗିରି: ହତ୍ୟା ଅଭିଯୋଗ ଆସିବା ପରେ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ବଦଳି ହୋଇଛି। ତାଙ୍କ ସ୍ଥାନରେ ୱାଇ. ବିଜୟ ନୂଆ ଜିଲ୍ଲାପାଳ ହୋଇଛନ୍ତି। ବଦଳି ପରେ ମନୀଷ ଅଗ୍ରୱାଲ ଯୋଜନା ଓ ସଂଯୋଜନା ବିଭାଗର ଉପସଚିବ ହୋଇଛନ୍ତି। ପିଏ ଦେବ ନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ଫସିଛନ୍ତି ମନୀଷ ଅଗ୍ରୱାଲ। କୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି। ହତ୍ୟା ମାମଲା ରୁଜୁ କରି ମାଲକାନଗିରି ପୋଲିସ୍‌ ତଦନ୍ତ ଚଳାଇଛି। ପଢ଼ନ୍ତୁ: ମାଲକାନଗିରି […]

  • Thursday, 01 July 2021
2qeS3gTY
ଭୁବନେଶ୍ୱରରୁ ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ କମିଶନରେଟ୍ ପୋଲିସ୍‌ ୨୨୫ ଗ୍ରାମର ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଖଣ୍ଡଗିରି କଳିଙ୍ଗନଗରରୁ ଚଢ଼ାଉ କରି ପୋଲିସ୍ ଏହି‌ ବ୍ରାଉନସୁଗାର ଜବତ କରିଛି। ଏହା ସହ ଏକ ବନ୍ଧୁକ, ଦାମୀ କାର୍ ମଧ୍ୟ ଜବତ ହୋଇଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ପୋଲିସ୍‌ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ଦଶପଲ୍ଲା ଅଞ୍ଚଳର ମୁନା ସେଠୀ ବୋଲି ସୂଚନା ମିଳିଛି।

  • Thursday, 01 July 2021
bput
'ଫାଇନାଲ ସେମିଷ୍ଟର ପରୀକ୍ଷା କର'

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବିପିୟୁଟି ଛାତ୍ରଛାତ୍ରୀଙ୍କ ବିକ୍ଷୋଭ। ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲେ ଛାତ୍ରଛାତ୍ରୀ। ଫାଇନାଲ ସେମିଷ୍ଟର ପରୀକ୍ଷା କରିବା ଦାବିରେ ଛାତ୍ରଛାତ୍ରୀମାନେ ମନ୍ତ୍ରୀଙ୍କ ବାସଭବନ ଘେରାଉ କରିଛନ୍ତି। ଅଗଷ୍ଟରେ ହୋଇଥିବା ଅନଲାଇନ ପରୀକ୍ଷାରୁ ବହୁ ଛାତ୍ରଛାତ୍ରୀ ବଞ୍ଚିତ ହୋଇଛନ୍ତି। ସେତେବେଳ ବିଭାଗ ତରଫରୁ କୁହାଯାଇଥିଲା ଯେ ବିକଳ୍ପ ବ୍ୟବସ୍ଥା ଭାବେ ଅଫ୍‌ଲାଇନ ପରୀକ୍ଷା କରାଯିବ ମାତ୍ର ଏଯାଏ ପରୀକ୍ଷା ହୋଇ ନାହିଁ। ଉଚ୍ଚଶିକ୍ଷା ଲାଗି ଓଜେଇଇରେ ଆବେଦନ କରି ଭଲ ରାଙ୍କ ପାଇଥିଲେ ସୁଦ୍ଧା […]

  • Thursday, 01 July 2021
bagala
ବଗଲା ବିବାଦ: ୨୩ ପ୍ରତିପକ୍ଷଙ୍କୁ ନୋଟିସ

ପୁରୀ: ବହୁଚର୍ଚ୍ଚିତ ବଗଲା ଧର୍ମଶାଳା ଜମି ବିକ୍ରି ମାମଲାରେ ୨୩ ପ୍ରତିପକ୍ଷଙ୍କୁ ନୋଟିସ ହୋଇଛି।  ହାଇକୋର୍ଟ ସମସ୍ତ ୨୩ ଜଣ ପ୍ରତିପକ୍ଷଙ୍କୁ ନୋଟିସ କରି ପ୍ରତିଜବାବ ଦାଖଲ ପାଇଁ ନୋଟିସ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ, ରାଜସ୍ୱ ପର୍ଷଦ ସଭ୍ୟ ସମେତ ୨୩ ପ୍ରତିପକ୍ଷଙ୍କୁ ନୋଟିସ କରାଯାଇଛି। ଏହି ୨୩ ପ୍ରତିପକ୍ଷଙ୍କ ମଧ୍ୟରେ ରହିଛନ୍ତି ଜମି କିଣିଥିବା ୬ ବ୍ୟକ୍ତିବିଶେଷ, ଜମି କିଣିଥିବା ଏକ ନିଯୋଗ,  ୫ ବ୍ୟକ୍ତିଙ୍କୁ ପ୍ରତିଜବାବ ଦାଖଲ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ପୁରୀ ବଗଲା […]

  • Thursday, 01 July 2021
drown
ଘାଟରେ ବୁଡ଼ିଗଲେ ୩ ଯୁବକ

ବାଲେଶ୍ୱର: ଘାଟରେ ଗାଧୋଇବା ବେଳେ ଅଘଟଣ।  ବୁଡ଼ିଗଲେ ୩ ଯୁବକ। ମନ୍ଦାରପୁର ପଞ୍ଚାୟତ କାଠସଙ୍ଗଡ଼ା ଗାଁ ନିକଟ ତ୍ରିବେଣୀ ଘାଟରେ ଏହି ଅଘଟଣ ଘଟିଛି। ସୂଚନା ଅନୁସାରେ, ନୀଳଗିରିର ୫ ଯୁବକ ବୁଲିବାକୁ ଆସି ଏହି ଘାଟରେ ଗାଧୋଉଥିଲେ। କିନ୍ତୁ କୌଣସି କାରଣରୁ ଅଥଳ ପାଣିକୁ ଚାଲିଯାଇଥିଲେ। ତେବେ ୩ ଜଣ ଯୁବକ ନିଖୋଜ ହୋଇଯିବା ବେଳେ ୨ ଜଣ ଯୁବକ ପହଁରି ପହଁରି କୂଳକୁ ପଳାଇ ଆସିଥିବା ଜଣାପଡ଼ିଛି। ପରେ ନିଖୋଜ ଯୁବକଙ୍କୁ ଡଙ୍ଗା ସାହାଯ୍ୟରେ […]

  • Thursday, 01 July 2021