ରିପୋର୍ଟ ମିଥ୍ୟା କିମ୍ବା ସତ୍ୟ ହୋଇପାରେ । ତେବେ ଏହା ସଂପୂର୍ଣ୍ଣ ସ୍ୱାଧିନ ମତବ୍ୟକ୍ତ କରିବାର ଅଧିକାର ବୋଲି କହିଛନ୍ତି କୋର୍ଟ ।
ବିନାମୂଲ୍ୟରେ ଆଧାର କାର୍ଡ ଅପ୍ଡେଟ୍ କରିବାକୁ ପୂର୍ବରୁ ଜୁନ୍ ୧୪ ତାରିଖ ଯାଏଁ ସମୟ ସୀମା ଦେଇଥିଲେ ସରକାର । ପରେ ଏହାକୁ ସେପ୍ଟେମ୍ବର ୧୪ ଯାଏଁ ବୃଦ୍ଧି କରାଯାଇଥିଲା ।
ପାକିସ୍ତାନ ସେନାର ପକ୍ଷରୁ ଗୁଳି ମାଡ଼ କରି ଏଥିରେ ହସ୍ତକ୍ଷେପ କରୁଥିବା ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ୱର ଆସିଥିବା ବେଳେ ବଡ଼ ସୂଚନା ଦେଲେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨୩ରେ ଏକକ ନିର୍ବାଚନ କମିଟିର ପ୍ରଥମ ବୈଠକ ହେବ ବୋଲି ସୂଚନା ଦେଇଛନ୍ତି ।
ଜମ୍ମୁ ଓ କାଶ୍ମୀରର ବାରାମୂଳା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଆଉ ଜଣେ ଆତଙ୍କବାଦୀ ନିହତ। ଆଜି ସକାଳୁ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇସାରିଲେଣି।
ଦେଶର ପ୍ରମୁଖ ୯ ନ୍ୟୁଜ୍ ଚ୍ୟାନେଲ୍ । ୧୪ ପ୍ରତିଷ୍ଠିତ ସାମ୍ବାଦିକ ଓ ନ୍ୟୁଜ୍ ଆଙ୍କର । ଜଣ ଜଣଙ୍କ ନାଁ ନେଇ ଲିଷ୍ଟ ଜାରି କରି ଏମାନଙ୍କୁ ବ୍ଲାକଲିଷ୍ଟ କରିଛି ମିଳିତ ବିରୋଧୀ ମେଣ୍ଟ ଇଣ୍ଡିଆ ।
ନିଜ ଜନ୍ମ ଦିନରେ ଦେଶର ୩୦ ଲକ୍ଷ ପରିବାରଙ୍କୁ ପିଏମ୍ ମୋଦି ଦେବେ ନୂଆ ଭେଟି । ୧୩ ହଜାର କୋଟିର ଏଇ ଯୋଜନାରେ ସୁନା, ଲୁହା, ଚମଡା, ହସ୍ତତନ୍ତ, କମାର, ରାଜମିସ୍ତ୍ରୀ ଭଳି ୧୮ଟି ପାରମ୍ପରିକ କୌଳିକ ବୃତ୍ତିରେ ଥିବା ୩୦ ଲକ୍ଷ ପରିବାରକୁ ମିଳିବ ପ୍ରୋତ୍ସାହନ ଓ ଏକାଧିକ ସୁବିଧା ।
ବିରୋଧୀ ଇଣ୍ଡିଆ ମେଣ୍ଟ ଦ୍ବାରା ଗଣମାଧ୍ୟମର କଣ୍ଠରୋଧ ପ୍ରୟାସକୁ ନିନ୍ଦା । ତେଜିଲା ରାଜନୀତି । ଲିଷ୍ଟ ଜାରି କରି ଦେଶର ୧୪ ଜଣ ସାମ୍ବାଦିକ ଓ ନ୍ୟୁଜ୍ ଆଙ୍କରଙ୍କ କାର୍ଯ୍ୟକ୍ରମକୁ ବର୍ଜନ ଲାଗି ଇଣ୍ଡିଆ ମେଣ୍ଟର ନିଷ୍ପତ୍ତିକୁ ବିଜେପି ଏମର୍ଜେନ୍ସି ସହ ତୁଳନା କରିଛି ।
ଭୋଟ୍ ପୂର୍ବରୁ ପିଏମ୍ ବିଶ୍ୱକର୍ମା ଯୋଜନା ନାଁରେ ପଛୁଆ ବର୍ଗ ଭୋଟ୍ ନେବାକୁ କେନ୍ଦ୍ରର ଉଦ୍ୟମକୁ ନେଇ ଚର୍ଚ୍ଚା । ଦିନକ ପରେ ଅର୍ଥାତ ବିଶ୍ୱକର୍ମା ଜୟନ୍ତୀରେ ଦେଶବ୍ୟାପୀ ଲାଗି ହେବାକୁ ଯାଉଛି ଏଇ ଯୋଜନା । ଏଥିପାଇଁ ବିସ୍ତୃତ ଗାଇଡଲାଇନ୍ ବି ଆସିଛି ।
ସ୍ୱିଗି କି ଜୋମାଟୋ ନୁହେଁ...ଘରେ ତିଆରି ହେଉଥିବା ସ୍ୱାଦିଷ୍ଟ ଖାଦ୍ୟ ପିଲାଙ୍କୁ ଦେବେ ମାଆ । ଅନଲାଇନ୍ କି ଅଫ୍ ଲାଇନ୍ରେ ବି ଅର୍ଡର କରିବାକୁ ମନା କଲେ କୋର୍ଟ । ଜାଣନ୍ତୁ ଏମିତି ରାୟ କାହିଁକି ଦେଇଛନ୍ତି କୋର୍ଟ
ପୁରୀରେ କେନ୍ଦ୍ରମନ୍ତ୍ରୀ ଏମ୍. ମହେନ୍ଦ୍ର ଭାଇ ଉପସ୍ଥିତ ରହିବେ ବୋଲି କୁହାଯାଇଛି । ଏହି ଯୋଜନା ମାଧ୍ୟମରେ କେବଳ ଓଡ଼ିଶାରୁ ୧ ଲକ୍ଷ କାରିଗର ଉପକୃତ ହେବା ନେଇ ଆକଳନ କରାଯାଇଛି ।
ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ମୃତ ୪ ଜଣ ଓଡ଼ିଶାର ବୋଲି ସୂଚନା ମିଳିଛି ।
୫ ବର୍ଷ ଧରି କେତେ ଯେ ଶତ୍ରୁକୁ ମାତ୍ ଦେଇଥିଲେ । ହେଲେ ଗତକାଲି ଅନନ୍ତନାଗ କୋକରନାଗରେ ତାଙ୍କ ପାଇ ଥିଲା ଶେଷ ଲଢେଇ।
୫ ବର୍ଷ ଧରି କେତେ ଯେ ଶତ୍ରୁକୁ ମାତ୍ ଦେଇଥିଲେ । ହେଲେ ଗତକାଲି ଅନନ୍ତନାଗ କୋକରନାଗରେ ତାଙ୍କ ପାଇ ଥିଲା ଶେଷ ଲଢେଇ।
ଉଦ୍ଧବ ଶିବସେନା ବି ଏହି ମନ୍ତବ୍ୟକୁ ସମର୍ଥନ କରିଛିା ଭାରତ-ପାକିସ୍ତାନ ମ୍ୟାଚ୍ କୁ ରଦ୍ଧ କରିବା ସହ ସବୁ ପ୍ରକାର ସମ୍ପର୍କ ଭାଙ୍ଗିବାକୁ ଦାବି କରିଛି ଦଳା
ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟରେ ସୁରକ୍ଷା କଡାକଡି
ମୁଜାଫରପୁର ଜିଲ୍ଲା ମଧୁପୁର ଘାଟରେ ଦୁର୍ଘଟଣା..୩୪ ଛାତ୍ରଙ୍କୁ ନେଇ ସ୍କୁଲ ଯାଉଥିବା ଡଙ୍ଗା ଓଲଟିଲା
ବ୍ୟାଗରେ ସର୍ଭେଲାନ୍ସ ଉପକରଣ ଥିବା ସନ୍ଦେହ ...ଯାଞ୍ଚ ପାଇଁ ମନା କରିଥିଲେ ଚାଇନାର ଟିମ୍ ..୧୨ ଘଣ୍ଟା ଧରି ଜଗି ରହିଥିଲେ ଭାରତର ସୁରକ୍ଷାକର୍ମୀ ..
ସ୍ୱିଗି କି ଜୋମାଟୋ ନୁହେଁ..ଘରେ ତିଆରି ହେଉଥିବା ସ୍ୱାଦିଷ୍ଟ ଖାଦ୍ୟ ପିଲାଙ୍କୁ ଦେବେ ମାଆ । ଅନଲାଇନ୍ କି ଅଫ୍ ଲାଇନ୍ରେ ବି ଅର୍ଡର କରିବାକୁ ମନା କଲେ କୋର୍ଟ । ଜାଣନ୍ତୁ ଏମିତି ରାୟ କାହିଁକି ଦେଇଛନ୍ତି କୋର୍ଟ
କର୍ଣ୍ଣେଲ ୧୯ ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟର ନେତୃତ୍ବ ନେଉଥିବା ସେନା ପକ୍ଷରୁ ସୂଚନା ଦିଆଯାଇଛି ।
ଏହି ଟ୍ରାନ୍ସପୋର୍ଟ ଏୟାରକ୍ରାଫ୍ଟର ୫ରୁ ୧୦ଟନ୍ ଓଜନର ମାଲ ପରିବହନ କ୍ଷମତା ରହିଛି । ଏଥିସହ ଏକାଥରକେ ୭୦ ଜଣ ଯବାନ ଏଥିରେ ବସିପାରିବେ ।
ଏଥିରେ ୧୨ କିଲୋଗ୍ରାମ ଓଜନର ପେଲୋଡ ରହିଛି । ଏହା ୱାଇଫାଇ କିମ୍ବା ଲଙ୍ଗ ଟର୍ମ ଇଭୋଲ୍ୟୁସ ଦ୍ୱାରା ନିୟନ୍ତ୍ରଣ ହୋଇପାରିବ ।
ଖେଳାଳିଙ୍କ ଗ୍ରହ ନକ୍ଷତ୍ରର ଚଳନ ଅନୁସାରେ ସେମାନଙ୍କୁ ଟିମରେ ସ୍ଥାନ ଦିଆଯାଇଥିଲା।
୧୦କିମି ରେଂଜ ଭିତରେ ରିମୋଟ୍ ଦ୍ୱାରା ନିୟନ୍ତ୍ରଣ ହେବ ..୪୫ଡିଗ୍ରୀ ତୀଖ ପାହାଡ ଚଢିପାରିବ MULE ..ଅଜଣାସ୍ଥାନରେ ଅପରେସନ ବେଳେ ସେନାକୁ ଯୋଗାଇବ ତଥ୍ୟ
ଦେଶର ନାମ ଇଣ୍ଡିଆରୁ ଭାରତକୁ ବଦଳାଇବା ନେଇ ଚାଲିଥିବା ରାଜନୈତିକ ବିବାଦ ମଧ୍ୟରେ ଲଜିଷ୍ଟିକ୍ କମ୍ପାନୀ ‘ବ୍ଲୁ ଡାର୍ଟ’ ଏକ ବଡ଼ ଘୋଷଣା କରିଛି। କମ୍ପାନୀ ବର୍ତ୍ତମାନ ଏହାର ପ୍ରିମିୟମ ସେବା ‘ଡାର୍ଟ ପ୍ଲସ’ର ନାମ ‘ଭାରତ ପ୍ଲସ’ରେ ପରିବର୍ତ୍ତନ କରିଛି।