• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

Narendra Modi
୨୦୨୪ରେ ପୁଣି ଲାଲକିଲ୍ଲା ଫେରିବାର ଦମ୍ଭୋକ୍ତି

୨୦୨୪ରେ ପୁଣି ଲାଲକିଲ୍ଲା ଫେରିବାର ଦମ୍ଭୋକ୍ତି, ନାଁ ନେଇ ବିରୋଧୀଙ୍କୁ ପଲିଟିକାଲ ସର୍ଜିକାଲ ଷ୍ଟ୍ରାଇକ୍‌…

Independence Day Celebration
ଦେଶଠୁ ବିଦେଶ..ସବୁଠି ଫରଫର ଉଡିଲା ତ୍ରିରଙ୍ଗା

ଦେଶଠୁ ବିଦେଶ..ସବୁଠି ଫରଫର ଉଡିଲା ତ୍ରିରଙ୍ଗା । ଖାଲି ପବନରେ ନୁହେଁ ବରଂ ପାଣି ଭିତରେ ବି ଉଡିଲା ପତାକା

Independence Day Celebration
ସମୁଦ୍ରରୁ ଆକାଶ, ଦେଶରୁ ବିଦେଶ ସବୁଠି ଉଡ଼ିଲା ତ୍ରିରଙ୍ଗା

ଖାଲି ପବନରେ ନୁହେଁ, ଆଜି ପାଣିରେ ବି ଫରଫର ଉଡ଼ିଛି ତ୍ରିରଙ୍ଗା। ଖାଲି ଦେଶ ଭିତରେ ନୁହେଁ, ବିଦେଶରେ ବି ଶୁଭିଛି ଜୟ ହେ ଧ୍ୱନୀ। ୭୭ତମ ସ୍ୱାଧୀନତା ଦିବସ ଅବସରରେ ପାଣି ଭିତରେ ତ୍ରିରଙ୍ଗା ଉଡ଼ାଇଛନ୍ତି ଭାରତୀୟ ତଟରକ୍ଷୀ ବାହିନୀର ବୀର ଯବାନ।

Narendra Modi
ଲଗାତର ୧୦ ଥର ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡ଼ାଇଛନ୍ତି ମୋଦି, କହିଲେ ୨୦୨୪ରେ ବି ଉଡ଼ାଇବି

ନାଁ ନ ନେଇ ବିରୋଧୀଙ୍କୁ ମୋଦିଙ୍କ ପଲିଟିକାଲ୍ ସର୍ଜିକାଲ୍ ଷ୍ଟ୍ରାଇକ୍ । କୌଳିକ ବୃତ୍ତିଧାରୀଙ୍କ ପାଇଁ ଘୋଷଣା କଲେ ବିଶ୍ବକର୍ମା ଯୋଜନା ।

Tiranga underwater
ପାଣି ଭିତରେ ପତାକା ଉତ୍ତୋଳନ

ସ୍ୱାଧୀନତା ଦିବସ ଅବସରରେ ସାରା ଦେଶରେ ଫରଫର ହୋଇ ଉଡୁଛି ଜାତୀୟ ପତାକା । ଆଉ ଏହାରି ଭିତରେ ପାଣି ଭିତରେ ବି ପତାକା ଉତ୍ତୋଳନ କରାଯାଇଛି । ତାମିଲନାଡୁର ରାମେଶ୍ୱରମ୍ ପାଖରେ ସମୁଦ୍ର ଭିତରେ କରାଗଲା ପତାକା ଉତ୍ତୋଳନ

ଲାଲକିଲ୍ଲା ସେହି ଜାଗା ନୁହେଁ ଯେଉଁଠି ବ୍ୟକ୍ତିଗତ କଥା କହିବା
ଲାଲକିଲ୍ଲା ସେହି ଜାଗା ନୁହେଁ ଯେଉଁଠି ବ୍ୟକ୍ତିଗତ କଥା କହିବା

ପ୍ରଧାନମନ୍ତ୍ରୀଙ୍କ ଲାଲକିଲା ଭାଷଣକୁ ପୂର୍ବତନ ବାଚସ୍ପତି ମୀରା କୁମାରଙ୍କ ନାପସନ୍ଦ...କହିଲେ,ଲାଲକିଲ୍ଲା ସେହି ଜାଗା ନୁହେଁ ଯେଉଁଠି ବ୍ୟକ୍ତିଗତ କଥା କହିବା

Tamato Price Hike
ଏହି ସବୁ ସହରରେ କିଲୋ ପିଛା ୫୦ ଟଙ୍କାରେ ମିଳିବ ଟମାଟୋ

ଅଗଷ୍ଟ ୧୫ ତାରିଖରୁ ଟମାଟୋ କିଲୋ ପିଛା ୫୦ ଟଙ୍କା ଦରରେ ଖୁଚୁରା ବଜାରରେ ବିକ୍ରି କରିବାକୁ କେନ୍ଦ୍ର ସରକାର ଜାତୀୟ ସମବାୟ ଉପଭୋକ୍ତା ମହାସଂଘ (ଏନ୍‌ସିସିଏଫ୍‌) ଏବଂ ଜାତୀୟ କୃଷି ସମବାୟ ବିପଣନ ମହାସଂଘ (ନାଫେଡ୍‌)କୁ ନିର୍ଦ୍ଦେଶ ଦେଇଛନ୍ତି। ହୋଲସେଲ ବଜାରରେ ଟମାଟୋ ଦର ହ୍ରାସକୁ ଦୃଷ୍ଟିରେ ରଖି ଖାଉଟି ବ୍ୟାପାର ବିଭାଗ ଏହି ନିଷ୍ପତ୍ତି ନେଇଛି।

Burj Khalifa
ଭାରତୀୟ ସ୍ୱାଧୀନତା ଦିବସକୁ ସମ୍ମାନ ଜଣାଇ ତ୍ରିରଙ୍ଗା ରଙ୍ଗରେ ଝଲସିଲା ବୁର୍ଜ ଖଲିଫା  

ଭାରତୀୟ ଗଣତନ୍ତ୍ରର ସମ୍ମାନ ଉଦ୍ଦେଶ୍ୟରେ ବୁର୍ଜ ଖଲିଫା ଟାୱାରକୁ ତ୍ରିରଙ୍ଗା ଆଲୋକରେ ଆଲୋକିତ କରାଯାଇଥିଲା।

Seema Haider
ସୀମା ହାଇଦରଙ୍କ ଭିଡିଓ ହେଉଛି ଖୁବ୍‌ ଭାଇରାଲ, ଦେଖନ୍ତୁ...

ନିଜ ପ୍ରେମ ପାଇଁ ଭାରତରେ ପ୍ରବେଶ କରିଥିବା ସୀମା ଏବେ ଭାରତ ପ୍ରେମରେ ଝଲସୁଛନ୍ତି। ଏପରିକି ଏହା ପ୍ରମାଣିତ କରିବାକୁ ସେ ନିଜ ଦେଶ ପାକିସ୍ତାନ ମୁର୍ଦ୍ଦାବାଦ କହିବାକୁ ବି ପଛାଇ ନାହାନ୍ତି।

  • Tuesday, 15 August 2023
6G
ଦେଶରେ ଆରମ୍ଭ ହେବ 6G ଯୁଗ; 5G ଓ 6G ମଧ୍ୟରେ କ’ଣ ରହିଛି ପାର୍ଥକ୍ୟ ? ଜାଣନ୍ତୁ...

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ 6G ଯୁଗରେ ପ୍ରବେଶ କରିବାକୁ ପ୍ରସ୍ତୁତ ହେଉଛି । ବର୍ତ୍ତମାନ 5G ଭାରତରେ ଚାଲୁ ରହିଥିବାବେଳେ 5Gରୁ 6Gକୁ ଏହା ଶୀଘ୍ର ପରିବର୍ତ୍ତନ କରାଯିବ ।

UP Man
କୁନିଝିଅକୁ କାନ୍ଧରେ ବସାଇ ଚାଲିଚାଲି ଆସୁଥିଲେ ବାପା; ହଠାତ୍‌ ଗୁଳିମାଡ଼ କଲା ଦୁର୍ବୃତ୍ତ

ବ୍ୟକ୍ତିଙ୍କ ଦେହରେ ଗୁଳିବାଜିବା ପରେ ସେ ସେହି ରାସ୍ତାରେ ଟଳିପଡ଼ିଥିଲେ । କାନ୍ଧରେ ବସିଥିବା ଛୋଟ ଝିଅ ମଧ୍ୟ ରାସ୍ତାରେ ଖସିପଡ଼ିଥିଲା । ଘଟଣାର ଭିଡିଓ ସେଠାରେ ଲାଗିଥିବା ଏକ ସିସିଟିଭିରେ କଏଦ ହୋଇଛି ।

  • Tuesday, 15 August 2023
PM Modi extend wishes to all on 77th Independence day
ଲାଲ୍‌କିଲ୍ଲାରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ- ଭାରତ ବିଶ୍ୱକୁ ମାନବିକତା ଶିଖାଇଛି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଦେଶର ୭୭ ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ତା’ପରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।

  • Tuesday, 15 August 2023
PM Modi
ଭ୍ରଷ୍ଟାଚାର, ପରିବାରବାଦ, ତୁଷ୍ଟୀକରଣକୁ ନେଇ ପିଏମଙ୍କ ହୁଙ୍କାର

ଭ୍ରଷ୍ଟାଚାରୀମାନେ ଦେଶର ସମ୍ପତ୍ତି ନେଇ ପଳାୟନ କରିଛନ୍ତି ।

Indian Flag Displayed At Burj Khalifa
ତ୍ରିରଙ୍ଗା ରଙ୍ଗରେ ଝଲସିଲା ଦୁବାଇର ବୁର୍ଜ ଖଲିଫା; ଶୁଭିଲା ଜାତୀୟ ସଂଗୀତ

ଭାରତୀୟ ଗଣତନ୍ତ୍ରର ସମ୍ମାନ ଉଦ୍ଦେଶ୍ୟରେ ବୁର୍ଜ ଖଲିଫା ଟାୱାରକୁ ତ୍ରିରଙ୍ଗା ଆଲୋକରେ ଆଲୋକିତ କରାଯାଇଥିଲା । ବର୍ତ୍ତମାନ ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବାର ଲାଗିଛି ।

PM Modi
ଲାଲକିଲ୍ଲାରୁ ମୋଦିଙ୍କ ଦୃଢ଼ୋକ୍ତି, ୨୦୨୪ରେ ପୁଣି କ୍ଷମତାକୁ ଫେରିବି

୨୦୨୪ରେ ବି ଲାଲକିଲ୍ଲା ପ୍ରାଚୀରରୁ ବଖାଣିବି ଦେଶର ଉପଲବ୍ଧି..

Narendra Modi
ପ୍ରଧାନମନ୍ତ୍ରୀଙ୍କ ଭାଷଣ ସମୟରେ ଖାଲି ପଡ଼ିଥିଲା ଏକ ଚୌକି, ଉପସ୍ଥିତ ନଥିବା ଅତିଥି ପଠାଇଲେ ସନ୍ଦେଶ

କିଏ ସେହି ଅତିଥି..ଯିଏ ସ୍ୱାଧୀନତା ଦିବସରେ ଉପସ୍ଥିତ ନରହି..ବାର୍ତ୍ତା ପଠାଇ ଦେଇଥିଲେ ..

Vishwakarma Yojana
ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି; ଖୁବ୍‌ଶୀଘ୍ର ଆରମ୍ଭ ହେବ ବିଶ୍ୱକର୍ମା ଯୋଜନା

ଯେପରିକି ବଣିଆ, କୁମ୍ଭାର, ବାରିକ ଏବଂ ସଫେଇ କର୍ମଚାରୀ ଭଳି କୌଳିକ ବର୍ଗର ଶ୍ରମିକ ମାନେ ଉପକୃତ ହେବେ । ବିଶେଷକରି ଯେଉଁମାନେ ଓବିସି ବର୍ଗରୁ ଆସିଛନ୍ତି ସେମାନେ ଏହି ଯୋଜନାର ଲାଭ ପାଇପାରିବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

Narendra Modi
ଲାଲ୍‌କିଲ୍ଲାରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ! ରିଫର୍ମ, ପରଫର୍ମ ଓ ଟ୍ରାନ୍ସଫର୍ମ ପାଇଁ କାର୍ଯ୍ୟ କରି ଚାଲିଛି

ପତାକା ଉତ୍ତୋଳନ ପରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Narendra Modi
ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ଫରଫର ହେଇ ଉଡ଼ୁଛି ତ୍ରିରଙ୍ଗା । ମନେପଡ଼େ ସଂଗ୍ରାମୀଙ୍କ ବଳିଦାନ । ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ।

Weather News, Land Slide
ପାହାଡ଼ି ରାଜ୍ୟରେ ପ୍ରକୃତି ପ୍ରହାର

ପ୍ରଳୟ ରଚୁଛି ବାଦଲଫଟା ବର୍ଷା । ପାହାଡ଼ରୁ ମାଡ଼ି ଆସୁଛି ପ୍ରବଳ ବେଗରେ ପାଣିର ସୁଅ । ସାମ୍ନାରେ ଯାହା ଆସିଲା ଭସାଇନେଉଛି । ମାଡ଼ି ଅତଡ଼ା ତଳେ ଅନେକ ଜୀବନ ଆଶଙ୍କା । ହିମାଚଳରେ ବାଦଲ ଫଟା ବର୍ଷାରେ ସବୁ ଛାରଖାର

Har Ghar Triranga
ସବୁଠି ଉଡ଼ିବ ତ୍ରିରଙ୍ଗା

ହାତରେ ସ୍ୱାଧୀନ ଭାରତର ଗର୍ବ ଓ ଗୌରବର ପ୍ରତୀକ ତ୍ରିରଙ୍ଗା । ମୁହଁରେ ଭାରତ ମାତାର ଜୟ ଜୟକାର । ସମସ୍ତଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ ଓ ଉଦ୍ଦୀପନା । ସ୍ୱାଧୀନତା ଦିବସ ପୂର୍ବରୁ ତ୍ରିରଙ୍ଗାରେ ରଙ୍ଗିନ ଗାଁଠୁ ସହର । ଉପାନ୍ତରୁ ଉପକୂଳ ସବୁଠି ରଙ୍ଗୀନ କାର୍ଯ୍ୟକ୍ରମ..

Draupadi Murmu
ରାଷ୍ଟ୍ରପତିଙ୍କ ଦେଶବାସୀଙ୍କୁ ବାର୍ତ୍ତା; ‘ଭାରତୀୟ’ ଆମର ଅସଲ ପରିଚୟ..

ଦେଶର ୭୭ତମ ସ୍ୱାଧୀନତା ଦିବସ ପୂର୍ବରୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Weather News, Land Slide
ପାହାଡ଼ି ରାଜ୍ୟରେ ପ୍ରକୃତି କୋପ ! ହିମାଚଳରେ ବାଦଲଫଟା ବର୍ଷା-ବନ୍ୟା-ଭୂସ୍ଖଳନ 

ବର୍ତ୍ତମାନ ସୁଦ୍ଧା ୨୯ ଜଣଙ୍କ ହେଲାଣି ପ୍ରାଣହାନୀ । ଉତ୍ତରାଖଣ୍ଡରେ ବି ସଙ୍ଗୀନ ସ୍ଥିତି ।

Digital
ଡାଟା ପ୍ରୋଟେକ୍ସନ ବିଲ୍‌କୁ ନେଇ ଦ୍ୱନ୍ଦ୍ୱ ! ଅଶ୍ୱିନୀ କହିଲେ ସ୍ୱାଧୀନତାରେ ଆସିବନି ଆଞ୍ଚ୍ 

ଅସ୍ପଷ୍ଟ ଓ ସନ୍ଦେହଜନକ ଦର୍ଶାଇ ହେବନି ତ ଡାଟା ସେନସର ? ତଥ୍ୟ ଅପବ୍ୟବହାର କଲେ କଂପାନୀ ଦେବେ ମୋଟା ଅଙ୍କର ଫାଇନ୍ ।

  • Monday, 14 August 2023
Har Ghar Triranga
ଦିଲ୍ଲୀରୁ ପଲ୍ଲୀ ସବୁଠି ‘ହର୍ ଘର୍ ତ୍ରିରଙ୍ଗା’, ନେତା-ଜନତା-ଅଭିନେତା ସମସ୍ତେ ସାମିଲ 

ତ୍ରିରଙ୍ଗା ଧରି ବିଭିନ୍ନ ସ୍ଥାନରେ ଶୋଭାଯାତ୍ରା । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଶୋଭାଯାତ୍ରା ।