କାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ।
ଭାରତ ପଇଁ ୧୯୬୭ରୁ ୧୯୭୯ ପର୍ଯ୍ୟନ୍ତ ୬୭ଟି ଟେଷ୍ଟ ମ୍ୟାଚ ଖେଳି ସେ ୨୬୬ଟ ୱିକେଟ୍ ଅକ୍ତିଆର କରିଥିଲେ । ଏମିତିକି ତାଙ୍କ ଅଧିନାୟକତ୍ୱରେ ଭାରତ ଟେଷ୍ଟ ମ୍ୟାଚରେ ବି ବିଜୟୀ ହୋଇଥିଲା ।
ଦୁଇବର୍ଷ ହେଲା ସେ ମଡେଲିଙ୍ଗକୁ ନିଜର କ୍ୟାରିଅର କରିଛନ୍ତି । ଏହି ପୂର୍ବରୁ ମିଷ୍ଟର କୋରାପୁଟ ଭାବେ ସେ ଆଗରୁ ଟ୍ରଫି ଜିତିଥିଲେ ।
ତାମିଲନାଡୁରେ ବିଜେପିକୁ ବଡ଼ ଝଟ୍କା। ଅଭିନେତ୍ରୀ ତଥା ବିଜେପି ନେତା ଗୌତମୀ ତାଡିମଲା ବିଜେପିରୁ ଇସ୍ତଫା ଦେଇଛନ୍ତି। ଗୌତମୀ ଏକ ଚିଠି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି।
ବାଇକରେ ୨ ଯୁବକ ସବ୍ -ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ସମ୍ମୁଖକୁ ଆସିଥିଲେ । ସେଠାରେ ଜଣେ ବାଇକ୍ ବୁଲାଇ ଛିଡା ହୋଇଥିବା ବେଳେ ଅନ୍ୟଜଣେ ପାର୍କିଂ ହୋଇଥିବା BMW କାରର କାଚ ଭାଙ୍ଗି ଦିନ ଦ୍ୱିପ୍ରହରରେ ଲୋକଙ୍କ ସମ୍ମୁଖରୁ ୧୩.୭୫ ଲକ୍ଷ ଟଙ୍କା ନେଇ ପଳାଇ ଯାଇଥିଲେ ।
ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଚିକିତ୍ସା ଚାଲିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି ।
ଲଦାଖ ନିକଟ ସିଆଚେନରେ ଡ୍ୟୁଟି କରୁଥିବା ବେଳେ ଦେହାନ୍ତ ହୋଇଥିବା ସୂଚନା । ସେନାର ଲେହର 'ଫାୟାର ଆଣ୍ଡ ଫ୍ୟୁରି କର୍ପସ' ପକ୍ଷରୁ ସୂଚନା ଜାରି କରାଯାଇଛି ।
ଏଇଠି ହିଁ ଜଳୁଥିଲା ଖୁଦିରାମ ବୋଷଙ୍କ ବିପ୍ଳବର ବହ୍ନି। ଆଉ ଏସବୁ ପଛରେ ରହିଛି ଓଡ଼ିଆ ଲିଙ୍କ। ୩ ପିଢ଼ି ହେଲା ଚାଲିଛି ଓଡ଼ିଆ ଓ ବଙ୍ଗାଳୀ ଖାଦ୍ୟର ସ୍ୱାଦିଷ୍ଠ ପସରା ।
ପରଦାର ଫିଲ୍ମ ପେଣ୍ଡାଲରେ... ପାନ୍ ଇଣ୍ଡିଆ ଫିଲ୍ମ କାନ୍ତାରା କୋଲକାତାରେ । ପୂରା କପି ପେଷ୍ଟ...ଏକଦମ୍ ଜୀବନ୍ତ...। ମା’ ଦୁର୍ଗାଙ୍କଠୁ ନେଇ ମହିଷାସୁର, ପାର୍ଶ୍ୱ ଦେବାଦେବୀ... ସବୁଥିରେ କାନ୍ତାରା... ମେକଅପ୍, କଷ୍ଟ୍ୟୁମ୍, ଡିଜାଇନ୍...ଆମ୍ବିଆନ୍ସ ସବୁ କାନ୍ତାରା ।
ବାପା ହେବ ତ ଏମିତି...ଝିଅକୁ କଷ୍ଟରେ ଦେଖି ବାଜା ରୋଷଣୀରେ ଘରକୁ ଫେରାଇ ଆଣିଲେ...
ଚନ୍ଦ୍ରୟାନ, ଆଦିତ୍ୟ L1 ବା ସୂର୍ଯ୍ୟୟାନ, ଆଉ ଏବେ ଗଗନୟାନର ପ୍ରଥମ ଫ୍ଲାଇଟ୍ ଟେଷ୍ଟ୍ । ଚଳିତବର୍ଷ ଗୋଟିକ ପରେ ଗୋଟିଏ ବଡ଼ ସଫଳତା ହାତେଇଥିବା ଇସ୍ରୋ, ଆଜି ବି ଭାରତୀୟ ମହାକାଶ ଅଭିଯାନ କ୍ଷେତ୍ରରେ ଯୋଡ଼ିଛି ସ୍ବର୍ଣ୍ଣିମ ଅଧ୍ୟାୟ। ମହାକାଶକୁ ମଣିଷ ପଠାଇବା ଲାଗି ପ୍ରସ୍ତାବିତ ମିଶନ୍ ଗଗନୟାନ ପାଇଁ ଭାରତ ବଢ଼ାଇଛି ବିଶ୍ବାସ ଓ ଭରସାର ପ୍ରଥମ ପାଦ....
ବାଉଁଶରେ ଘର, ମାଟିର ସୁରେଇ, ଘର ଚଟିଆଙ୍କ ବସା ସାଙ୍ଗକୁ ମହୁଫେଣା । ବୃକ୍ଷ, ଜଳ, ଅଗ୍ନି, ଆକାଶ ଓ ଧରିତ୍ରୀର ସୁରକ୍ଷା ନେଇ ପୂଜା ପେଣ୍ଡାଲରେ ଦିଆଯାଇଛି ମନୁଷ୍ୟ ଅସ୍ଥିତ୍ୱର ସନ୍ଦେଶ ।
ପ୍ରତିଟି ଭାରତୀୟ ଆଜି ଗର୍ବିତ.. ଉତଫୁଲ୍ଲିତ... ଚମତ୍କୃତ.. । ଏ ଦୃଶ୍ୟ ଯେତିକି ରୋମାଞ୍ଚକର, ଏ ସଫଳତା ସେତିକି ଉତ୍ସାହପ୍ରଦ। ଇଏ ମିଶନ ଗଗନୟାନର ପୂର୍ବା-ଭ୍ୟାସ ଓ ପୂର୍ବା-ଭାସ ମଧ୍ୟ ।
ବାରମ୍ବାର ଛୋଟ ପୁଅଟିକୁ ତଳେ ଫିଙ୍ଗିବାରୁ ତା’ର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ସେହି ସମୟରେ ମଧ୍ୟ ବ୍ୟକ୍ତି ଜଣକ ନିଶାଶକ୍ତ ଅବସ୍ଥାରେ ଥିବା ପୋଲିସ ନିକଟରେ ଅଭିଯୋଗ କରିଛନ୍ତି ମୃତ ଶିଶୁର ମା’ ।
ଗୁଜରାଟରେ ଗରବାର ଭିନ୍ନ ଭିନ୍ନ ଶୈଳୀ ଓ ଅନ୍ଦାଜର ନୃତ୍ୟ ସମସ୍ତଙ୍କୁ ଆନନ୍ଦିତ କରିଥାଏ । ଏଥି ମଧ୍ୟରୁ ‘ମଟ୍କା ଗରବା’ର ଶୈଳୀ ଟିକେ ଭିନ୍ନ ପ୍ରକାରର ହୋଇଥାଏ।
ପ୍ରଫେସରଙ୍କ ଅଦ୍ଭୁତ କାରନାମା । ଜୟ ଶ୍ରୀରାମ କହିବାରୁ ମଞ୍ଚରୁ ଓହ୍ଲାଇ ଦେଲେ । ଏପରି ଏକ ଘଟଣା ପୁରା ଦେଶରେ ହଇଚଇ ସୃଷ୍ଟି କରିଛି ।
ଲ’ ପରୀକ୍ଷା ଚାଲୁଥିବା ବେଳେ ଜଣେ ମହିଳା କପି କରୁଥିବାର ସେଠାରେ ଉପସ୍ଥିତ ଥିବା ଶିକ୍ଷକ ଦେଖିଥିଲେ । ସେ ତାଙ୍କୁ ବାରଣ ବି କରିଥିଲେ । ଏହାପରେ ଆରମ୍ଭ ହେଲା ହାଇଡ୍ରାମା ।
ଆରମ୍ଭ ହେଲା ଭାରତର ଗଗନୟାନ ମିଶନ । ତ୍ରୁଟି ସୁଧାରିବା ପରେ ପୁଣି ଥରେ ଗଗନଯାନର ପ୍ରଥମ ଟେଷ୍ଟ୍ ଭେହିକିଲ୍ TV-D1 ର ଉତକ୍ଷେପଣ କରାଯାଇଛି । ଶ୍ରୀହରିକୋଟା ସତୀଶ ଧାୱନ୍ ସ୍ପେସ୍ ସେଣ୍ଟରରୁ ଟେଷ୍ଟ୍ ଭେହିକିଲ୍ ଉତ୍କ୍ଷେପଣ କରାଯାଇଛି ।
କାଳେ ବୈଷୟିକ କାରଣରୁ ସ୍ଥଗିତ ରହିଥିଲା ଉତ୍କ୍ଷେପଣ...ଏବେ ଉତ୍କ୍ଷେପଣ ହେଲା ଟେଷ୍ଟ ଭେହିକିଲ୍ TV-D1
ଉତ୍କ୍ଷେପଣର କିଛି ସେକେଣ୍ଡ ପୂର୍ବରୁ ଅଟକିଲା ଗଗନୟାନ ମିଶନ ।
ମିଶନ ଗଗନୟାନର ପ୍ରଥମ ଟେଷ୍ଟ ଫ୍ଲାଇଟ୍…ସକାଳ ୮ଟାରେ ଶ୍ରୀହରିକୋଟ୍ଟାରୁ TV-D1ର ଉତକ୍ଷେପଣ…ଭୂପୃଷ୍ଠରୁ ୧୭ କି.ମି. ଉପରକୁ ଯାଇ ଖସିବ କ୍ରୁ-ମଡ୍ୟୁଲ୍…୨୦୨୫ ସୁଦ୍ଧା ମହାକାଶକୁ ମଣିଷ ପଠାଇବାକୁ ଲକ୍ଷ୍ୟ,,
ଓକିଲ ଜୟ ଅନନ୍ତ ଦେହାଦ୍ରଇ ଏବଂ ଟିଏମ୍ସି ସାଂସଦ ମହୁଆ ମୋଇତ୍ରାଙ୍କ ମଧ୍ୟରେ ଏକ ତିନି ବର୍ଷର କୁକୁର ବିବାଦର କାରଣ ପାଲଟିଛି। ସଂସଦରେ ପ୍ରଶ୍ନ ପଚାରିବାକୁ ନେଇ ନଗଦ ଟଙ୍କା ନେଇ ମହୁଆ ଅସୁବିଧାରେ ପଡିଛନ୍ତି।
NAMO ଭାରତର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ-ଗାଜିଆବାଦ୍-ମେରଠ ସହ ଏହା ସଂଯୋଗ ହେବ ।
ବିଜେପି ସାଂସଦ ନିଶିକାନ୍ତ ଦୁବେ ନିକଟରେ ଅଭିଯୋଗ କରିଥିଲେ ଯେ, ମହୁଆ ମଇତ୍ରୋ ଏବଂ ଦର୍ଶନ ହୀରାନନ୍ଦାନୀଙ୍କ ମଧ୍ୟରେ ଲାଞ୍ଚ କାରବାର ହୋଇଛି। ଏହା ପରେ ହୀରାନନ୍ଦାନୀ ଏହି ସତ୍ୟପାଠ ସଂସଦର ଆଚାର ସମିତି ନିକଟରେ ଉପସ୍ଥାପନ କରିଛନ୍ତି।
ସାପର ଚୋଟରେ ମଇଁଷିର ମୃତ୍ୟୁ ହେବାର ସମସ୍ତ ସମ୍ଭାବନା ଥିବା ସତ୍ତ୍ବେ ବ୍ୟକ୍ତିଙ୍କର ଏପରି ଉଦାସୀନତା ଗ୍ରହଣୀୟ ହୋଇ ପାରୁନାହିଁ । ବାରମ୍ବାର ସାପଟି ଚୋଟ ମାରିବାକୁ ପ୍ରୟାସ କରୁଛି, ଏହା ସତ୍ତ୍ବେ ମଇଁଷିଟି ନିଜକୁ ବଞ୍ଚାଇ ପାରିଛି । ଏହି ମୁକାବିଲାରେ କ୍ୟାମେରା ପଛରେ ଥିବା ବ୍ୟକ୍ତିଙ୍କ ଆଚରଣ ନେଟିଜେନ ମାନଙ୍କୁ କ୍ଷୁବ୍ଧ କରିଛି । ଉକ୍ତ ବ୍ୟକ୍ତିଙ୍କ ଆଚରଣ ନେଇ ପ୍ରବଳ ମାତ୍ରାରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ୟୁଜର୍ସ ।