ସଂସଦରେ ମଣିପୁର ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲ ଟାର୍ଗେଟ କରିବା ସହ ଲୋକସଭାରେ ସେ ବକ୍ତବ୍ୟ ରଖିଥିଲେ।
ସଂସଦରେ ଅନେକ ମହିଳା ଉପସ୍ଥିତ ଅଛନ୍ତି । ସେମାନଙ୍କ ସାମ୍ନାରେ ଏଭଳି ଆଚରଣ ଆଦୌ ସମୀଚିନ ନୁହେଁ କହିଲେ ରବି ଶଙ୍କର ପ୍ରସାଦ ।
ଏହାକୁ ‘ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା’ PMSBY ନାମରେ ନାମିତ କରାଯାଇଛି । କେନ୍ଦ୍ର ସରକାରଙ୍କ ଏହି ସ୍କିମ୍ ୨୦୧୫ରେ ଆରମ୍ଭ ହୋଇଥିଲା ।
ଉଭୟଙ୍କ ସହମତିରେ ୬ ବର୍ଷ ଶାରୀରିକ ସମ୍ପର୍କ ରଖିବା ଦୁଷ୍କର୍ମ ନୁହେଁ। ଏନେଇ ଦୁଷ୍କର୍ମ ଅଭିଯୋଗ ଅଣାଯାଇପାରିବନି। ମାମଲାର ଶୁଣାଣି କରି କର୍ଣ୍ଣାଟକ ହାଇକୋର୍ଟ ଏଭଳି କିଛି ନିଷ୍ପତ୍ତି ଶୁଣାଇଛନ୍ତି।
ସମ୍ଭବତଃ ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ଚନ୍ଦ୍ରୟାନ-୩। ଏବେ ଚନ୍ଦ୍ର ଚାରିପଟେ ପରିକ୍ରମା କରୁଥିବା ଚନ୍ଦ୍ରୟାନ କ୍ରମଶଃ ଚନ୍ଦ୍ରପୃଷ୍ଠର ନିକଟତର ହେଉଛି।
ଜଷ୍ଟିସ ଅଭୟ ଓକା ଏବଂ ଜଷ୍ଟିସ ସଞ୍ଜୟ କାରୋଲଙ୍କ ଖଣ୍ଡପିଠରେ ଏହି ପିଆଇଏଲ୍ର ଶୁଣାଣି କରାଯାଇଥିଲା ।
ମଣିପୁର ପ୍ରସଙ୍ଗରେ ସଂସଦରେ ଆସ୍ଥା-ଅନାସ୍ଥାର ଲଢ଼େଇ । ଅନାସ୍ଥା ବିତର୍କରେ ଭାଗ ନେଇ ପିଏମଙ୍କୁ ଘେରିଲେ ବିରୋଧୀ ।
ପୂର୍ବରୁ ଦିଲ୍ଲୀ ସ୍ଥିତ ଯେଉଁ ସରକାରୀ ବଙ୍ଗଳାରେ ରହୁଥିଲେ, ଏବେ ତାଙ୍କୁ ପୁଣିଥରେ ସେଠାରେ ରହିବାକୁ ସରକାର ଅନୁମତି ଦେଇଛନ୍ତି ।
୨୦୧୧ ମସିହାରେ ବନ୍ଧୁଙ୍କ ସହ ମିଶି ପେପରଫ୍ରାଏ ପ୍ରତିଷ୍ଠା କରିଥିଲେ ଅମ୍ବରୀସ ମୂର୍ତ୍ତୀ ।
ବୋର୍ଡ ପକ୍ଷରୁ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି ଏବଂ ଏନେଇ ଏକ ଘୋଷଣାନାମା ମଧ୍ୟ ପ୍ରକାଶ ପାଇଛି ।
କିଛି କର୍ମୀଙ୍କ ଗୋଡ଼ ଭାଙ୍ଗିଯାଇଥିବା ବେଳେ କିଛି ଜଣଙ୍କ ହାତ ଓ କାନ୍ଧରେ ଗଭୀର ଆଘାତ ଲାଗିଛି । ଚାରି ଜଣ ଗୁରୁତର ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି ।
ଗୃହରେ ବିଶୃଙ୍ଖଳିତ ଆଚରଣ ଅଭିଯୋଗ ଯୋଗୁ କାର୍ଯ୍ୟାନୁଷ୍ଠାନ । ନିଲମ୍ବନ କଲେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ । ମୌସୁମୀ ଅଧିବେଶନ ସରିବା ଯାଏଁ ନିଲମ୍ବନ । ପବ୍ଲିସିଟି ପାଇଁ ଡେରେକ ନାଟକବାଜି କରୁଥିବା କହିଲେ ଅଧ୍ୟକ୍ଷ ।
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପାଇଁ ଆସିଲା ବିବାହ ପ୍ରସ୍ତାବ...
ଇଏ ବି ଜଣେ ଶାଶୂ । କାନ ଉଠିଲା ବେଳଠୁ ଆପଣ ଜାଣିଥିବେ ଏମାନଙ୍କର ଭିତରେ କେବେ ପଡେନି...ହେଲେ ଇଏ ନିଜ ବୋହୂକୁ ଦେଇ ଦେଲେ କିଡନୀ । ଆଉ ଏବେ..
ଜଣେ ୯ ବର୍ଷର ପୁଅ ଆଗରେ ମା’କୁ ଟଣାଓଟରା କଲା ଯୁବକ । ହେଲେ ମହିଳା ଜଣକ ଏହାକୁ ବିରୋଧ କରିବାରୁ ତାଙ୍କୁ ଚଳନ୍ତା ଟ୍ରେନ୍ରୁ ଠେଲିଦେଲା । ପୋଲିସ ଆଗରେ ଏପରି ଏକ ଚାଞ୍ଚଲ୍ୟ କର ତଥ୍ୟ ଦେଇଛି ପୀଡ଼ିତାଙ୍କ ନାବାଳକ ପୁଅ ।
ସ୍ୱାମୀଙ୍କୁ ‘କଳା’ କହି ଯଦି ସ୍ତ୍ରୀ ତାଙ୍କର ଅପମାନ କରନ୍ତି, ତା’ହେଲେ ଏହା ନିଷ୍ଠୁରତା ସାବ୍ୟସ୍ତ ହେବ। ଏହି ଆଧାରରେ ଛାଡ଼ପତ୍ରକୁ ମଧ୍ୟ ମଞ୍ଜୁରୀ ମିଳିପାରେ। ଏକ ମାମଲାର ଶୁଣାଣି କରି କର୍ଣ୍ଣାଟକ ହାଇକୋର୍ଟ ଏଭଳି ନିଷ୍ପତ୍ତି ଶୁଣାଇଛନ୍ତି।
ଟମାଟୋକୁ ସୁରକ୍ଷା ଦେବାକୁ ମାଷ୍ଟରପ୍ଲାନ୍, ୨୨,୦୦୦ ଟଙ୍କା ଖର୍ଚ୍ଚ କରି ଟମାଟୋ କ୍ଷେତରେ CCTV ଲଗାଇଛନ୍ତି ଚାଷୀ ।
କାର୍ଟି ହଠାତ୍ ତଳକୁ ଗଡ଼ି ଯିବା ସହ ପଲ୍ଟି ଜଳପ୍ରପାତ ଭିତରକୁ ଖସି ପଡ଼ିଥିଲା। ଏତିକିବେଳେ କାର୍ ଭିତରେ ଥିବା ବ୍ୟକ୍ତି ଜଣକ ଗାଡ଼ି ଭିତରୁ ଛିଟିକି ପାଣି ଭିତରେ ପଡ଼ିଥିଲେ।
ଇଏ କଣ ? ଏସି ଚାଲିଲାନି, ବିମାନ ଉଡ଼ିଲା ? ଗରମରେ ହନ୍ତସନ୍ତ ହେଲେ ଯାତ୍ରୀ...ଶେଷରେ ଝାଳ ପୋଛିବାକୁ ଟିସୁ ଦେଲେ ବିମାନ କର୍ତ୍ତୃପକ୍ଷ
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ ଥିଲେ ମଧ୍ୟ ଆଜି ଦିଲ୍ଲୀ ବିଲ୍ ବିପକ୍ଷରେ ଭୋଟ ଦେବାକୁ ରାଜ୍ୟସଭାକୁ ଆସିଥିଲେ। ସେ ହ୍ୱିଲ ଚେୟାରରେ ଆସି ଭୋଟ ଦେଇଥିଲେ ହେଁ ଏହା ବିଲ୍କୁ ମାତ ଦେବାକୁ ଯଥେଷ୍ଟ ହୋଇନାହିଁ ।
'ମୋଦି ସରନେମ୍' ମାନହାନୀ ମାମଲାରେ ସୁରତ କୋର୍ଟ ଶୁଣାଇଥିବା ୨ ବର୍ଷ ଜେଲ୍ ଦଣ୍ଡାଦେଶକୁ ସୁପ୍ରିମକୋର୍ଟ ସ୍ଥଗିତ ରଖିବା ପରେ, ୱାଏନାଡ୍ ସାଂସଦ ପଦ ଫେରିପାଇଛନ୍ତି ରାହୁଲ।
ଶାଶୂ-ବୋହୂର ସଂପର୍କକୁ ନେଇ ସବୁବେଳେ ଚର୍ଚ୍ଚାରେ ରହେ । କାରଣ ଏମାନଙ୍କ ମଧ୍ୟରେ କଳି-ଝଗଡା ହେବା ଏକ ନିତିଦିନିଆ କଥା...ହେଲେ ଏମିତି ଘଟଣା ଏବେ ଚର୍ଚ୍ଚାକୁ ଆସିଛି ଯାହାକୁ ନେଇ ଏବେ ଭାରି ଚର୍ଚ୍ଚା । କାରଣ ଏ ଶାଶୂ ଜଣକ ନିଜ ଜୀବନକୁ ବିପଦରେ ପକାଇ ବୋହୂକୁ ଦେଇଦେଇଛନ୍ତି କିଡନୀ । ଆଉ ଶାଶୂଙ୍କ ମହାନତାକୁ ନେଇ ଏବେ ସବୁଠୁ ଛୁଟୁଛି ପ୍ରଶଂସା...
ଏହା ପରେ ବିରୋଧୀ ସାଂସଦମାନେ ଏହି ବିଲକୁ ବିରୋଧ କରି ଏହାକୁ ସଂସଦୀୟ କମିଟି ନିକଟକୁ ପଠାଇବାକୁ ଦାବି କରିଥିଲେ।
ବୁଲାଇ ନେବା ବାହାନାରେ ମୃତ୍ୟୁର ଷଡ଼ଯନ୍ତ୍ର ରଚିଥିଲା ମାଆର ପ୍ରେମିକ । ସେଲଫି ଉଠାଇବାକୁ କହି ବ୍ରିଜରୁ ଠେଲିଦେଲା, ତା’ପରେ..
କରୋନା ସମୟରେ ୮,୦୦୦ରୁ ଅଧିକ ବିବାହ ହୋଇଥିଲା । ବିବାହ ସମୟର ପ୍ରମାଣପତ୍ରରେ ବିବାହ ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ କିଛି ଅସଙ୍ଗତି ଦେଖିବାକୁ ମିଳିଛି ।