ଚନ୍ଦ୍ରପୃଷ୍ଠରେ ପ୍ରଥମଥର ପାଇଁ ଲ୍ୟାଣ୍ଡରର ଫଟୋ ଉଠାଇଛି ରୋଭର। ଅବତରଣ ପରେ ପ୍ରତିଥର ରୋଭର ପ୍ରଜ୍ଞାନର ଚିତ୍ର ଲ୍ୟାଣ୍ଡର ପଠାଉଥିବାବେଳେ ଏଥର କିନ୍ତୁ ଲ୍ୟାଣ୍ଡରର ଫଟୋ ପଠାଇଛି ରୋଭର।
ଭାରସାମ୍ୟ ହରାଇ କଣ୍ଟେନର ସହ ଧକ୍କା ହୋଇ ଗାଡ଼ି ତଳେ ଚାପି ହୋଇଗଲା ସ୍କର୍ପିଓ। ଫଳରେ ଘଟଣାସ୍ଥଳରେ ୭ ଜଣଙ୍କ ମୃତ୍ୟୁ ହୋଇଛି।
ଘରୋଇ LPG ଗ୍ୟାସ୍ ସିଲିଣ୍ଡର ଦର ୨୦୦ ଟଙ୍କା ହ୍ରାସ କରିଛନ୍ତି କେନ୍ଦ୍ର ସରକାର। ଆଜିଠାରୁ ଏହି ନୂତନ ପରିବର୍ତ୍ତିତ ଦର ଲାଗୁ ହେବ।
ଉଜ୍ବଳା ଯୋଜନାରେ ଯୋଡ଼ି ହେବେ ୭୫ ଲକ୍ଷ ନୂଆ ଉପଭୋକ୍ତା । କେନ୍ଦ୍ର ସରକାରଙ୍କ ଘୋଷଣା ପରେ ଗୃହିଣୀ ଖୁସ୍ ।
ଇଟାନିୟମ୍, ମାଙ୍ଗାନିଜ୍ ଥିବା ସ୍ପଷ୍ଟ କଲା ରୋଭର୍ ।
ଆଗାମୀ ଦୁଇ ମାସ ଯାଏଁ କୋଚିଂ କେନ୍ଦ୍ରରେ କୌଣସି ଟେଷ୍ଟ ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ଏଭଳି ସମୟରେ ଚୀନ ପୁଣି ଥରେ ନୂଆ ବିବାଦ ସୃଷ୍ଟି କରିଛି ।
ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ଇଥାନଲ୍ରେ ଚାଳିତ ଗାଡ଼ି ଲଞ୍ଚ କରିଛନ୍ତି ।
ଉଜ୍ଜ୍ବଳା ଯୋଜନା ଉପଭୋକ୍ତାକୁ ମିଳିବ ମୋଟ ୪ଶହ ଟଙ୍କା ସବ୍ ସିଡି। ପୂର୍ବରୁ ମିଳୁଥିବା ୨୦୦ ଏବଂ ଏବେର ୨୦୦ ମିଶାଇ ମୋଟ ୪୦୦ ଟଙ୍କା ସବସିଡି ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।
ପ୍ରଥମେ ରାକେଶ ରୋଶନ, ଆଉ ଏବେ ଇନ୍ଦିରା ଗାନ୍ଧୀଙ୍କୁ ଚନ୍ଦ୍ରକୁ ପଠାଇଲେ ମମତା
ସେପ୍ଟମ୍ବର ୧୯ ତାରିଖ ଅର୍ଥାତ୍ ଗଣେଶ ପୂଜା ଦିନ ଜିଓ ଏୟାରଫାଇବର ଲଞ୍ଚ୍ ହେବ। ଏନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନି ଘୋଷଣା କରିଛନ୍ତି।
ମହିଳା ଜଣକ ଅନ୍ୟ ଜଣେ ପୁରୁଷଙ୍କ ସହ ସମ୍ପର୍କ ରଖିଥିଲେ । ହେଲେ ପୁରୁଷ ଜଣକ ମହିଳାଙ୍କ ପିଲା ଦୁଇଟିକୁ ଗ୍ରହଣ କରିବାକୁ ମନା କରିଥିଲେ ।
ଯେଉଁଥିରୁ ସ୍ୱାଧିନତା ପରେ ଭାରତୀୟ ସେନା ବୀର ଓ ସାହସୀ ଯୋଦ୍ଧାଙ୍କ ବଳିଦାନ ସମ୍ପର୍କରେ ପିଲାଏ ଅବଗତ ହୋଇପାରିବେ।
୫ ଜଣ ଡାକ୍ତରଙ୍କ ମଧ୍ୟରେ ଥିଲେ ଡାକ୍ତର ଦାମନଦୀପ୍ ସିଂ ଏବଂ ଡାକ୍ତର ଅଭିଚଲା ତକ୍ଷକ। ଉଭୟେ ଦିଲ୍ଲୀ ଏମ୍ସର ହୃଦରୋଗ ବିଭାଗର ଜଣେ ଜଣେ ରେଡିଓଲୋଜିଷ୍ଟ।
ୱାର୍ଲଡ ଚାମ୍ପିୟନ୍ସର ଜାଭଲିନ୍ ଥ୍ରୋରେ ନୀରଜଙ୍କୁ ଐତିହାସିକ ସଫଳତା । ୪୦ ବର୍ଷର ରେକର୍ଡ ଭାଙ୍ଗିଲେ ଗୋଲଡେନ୍ ବୟ ନୀରଜ ଚୋପ୍ରା ।
ଆସନ୍ତା ଶନିବାର ଆଦିତ୍ୟ-L1ର ହେବ ଉତକ୍ଷେପଣ । ମିଶନ୍ 'ଆଦିତ୍ୟ' ପାଇଁ ଆରମ୍ଭ ହେଲା କାଉଣ୍ଟଡାଉନ୍ ।
ଆଗକୁ ଭାରତ ହାତରେ ଲାଗିବ ଆହୁରି ଅନେକ ବୈଜ୍ଞାନିକ ତଥ୍ୟ, ଯାହାକି ଅନ୍ୟ କୌଣସି ଦେଶ ପାଖରେ ନାହିଁ ।
ଜଣେ କଏଦୀ ୪୦ ଫୁଟ୍ର ଜେଲ୍ ପାଚେରି ଡେଇଁ ଖସିଯିବାକୁ ଚେଷ୍ଟା କରିଛି । ଆଉ ଖସିଯିବାରେ ସଫଳ ମଧ୍ୟ ହୋଇଛି । ପରେ ପରେ ଅଭିଯୁକ୍ତକୁ ପୋଲିସ ଧରିବା ସହ ଖୁବ୍ ଉତ୍ତମ ମଧ୍ୟମ ବି ଦେଇଛି ।
ଅଗଷ୍ଟ ୨୬ ତାରିଖ ଦିନ ସେପ୍ଟେମ୍ବର ୨ରେ ସୂର୍ଯ୍ୟ ମିଶନ ଆଦିତ୍ୟ L-1 ଲଞ୍ଚ୍ ହେବାନେଇ ଘୋଷଣା କରାଯାଇଥିଲା । ହେଲେ ସମୟ ଧାର୍ଯ୍ୟ କରିନଥିଲା ଇସ୍ରୋ ।
ଉଭୟ ମୃତ ଦୁଇ ଛାତ୍ରଙ୍କ ବୟସ ୧୮ ବର୍ଷ । ମୃତଛାତ୍ରଙ୍କ ମଧ୍ୟରୁ ଜଣଙ୍କ ନାଁ ଅଭିଷ୍କର କାସଲେ ହୋଇଥିବାବେଳେ ଅନ୍ୟ ଜଣଙ୍କ ନାଁ ଆଦର୍ଶ ରାଜ୍ ବୋଲି ଜଣାପଡ଼ିଛି ।
କନଷ୍ଟେବଳ, ସବ୍-ଇନସପେକ୍ଟର ଭଳି ପଦବୀ ପୂରଣ ହେବ । ରୋଜଗାର ମେଳାର ଅଷ୍ଟମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମିଟିଂ ମାଧ୍ୟମରେ ଉଦବୋଧନ ଦେବା ସହ ଆପଏଣ୍ଟମେଣ୍ଟ ଲେଟର ଦେଇଛନ୍ତି ।
ଏବେ ବାପା-ମା’ଙ୍କ ସେବା ନକଲେ ମିଳିବନି ସମ୍ପତ୍ତି । ଯଦି କୌଣସି ସନ୍ତାନ ତାଙ୍କ ପିତାମାତାଙ୍କୁ ହଇରାଣ କରନ୍ତି ତେବେ ସେମାନଙ୍କୁ ସମ୍ପତ୍ତି ହରାଇବାକୁ ପଡ଼ିବ ।
ଜହ୍ନର ଦକ୍ଷିଣ ମେରୁରେ ମାଟି କେତେ ତତଲା ? ଲ୍ୟାଣ୍ଡର୍ ବିକ୍ରମ ପରଖିଲା ଚନ୍ଦ୍ରପୃଷ୍ଠର ଉତ୍ତାପ । ତାପମାତ୍ରା ମାପିଲା ସ୍ୱତନ୍ତ୍ର ପେ'ଲୋଡ୍ 'ଚାସ୍ତେ' । ଲ୍ୟାଣ୍ଡର ବିକ୍ରମରେ ଲାଗିଥିବା ସ୍ୱତନ୍ତ୍ର ଯନ୍ତ୍ର ଚାସ୍ତେ ପରଖିଛି ଚନ୍ଦ୍ରପୃଷ୍ଠର ତାପମାତ୍ରା ।
ଶାହରୁଖ୍ଙ୍କ ଘର ‘ମନ୍ନତ’ ଆଗରେ ଲୋକମାନେ ଫିଲ୍ମ ‘ଜବାନ’କୁ ନେଇ ବିକ୍ଷୋଭ କରିବା ସହ ଫିଲ୍ମରେ ରହିଥିବା କିଛି ସିନ୍କୁ ନେଇ କଡ଼ା ବିରୋଧ କରିଛନ୍ତି ।
ଉତ୍ତର ୨୪ ପ୍ରଗଣା ଦତ୍ତାପୁକୁର ଅଞ୍ଚଳରେ ବିସ୍ଫୋରଣ । ବିସ୍ଫୋରଣର ଏତେ ପ୍ରଚଣ୍ଡ ଥିଲା ଯେ ଘରର ଛାତ ଭୁଶୁଡ଼ିଲା ।