ମଧ୍ୟପ୍ରଦେଶ ଇନ୍ଦୋରରେ ଲଜ୍ଜା। ଦୁଇ ଟ୍ରେନି ଆର୍ମି ଅଫିସରଙ୍କୁ ଲୁଟ୍ପାଟ୍ ପରେ ସେମାନଙ୍କ ବାନ୍ଧବୀଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ। ଏଭଳି ଘଟଣା ଘଟିଛି ଇନ୍ଦୋର ଜାମଗେଟ୍ ଅଞ୍ଚଳରେ ।
ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଏହାର ଉତ୍ପାଦନ ଏବଂ ବିତରଣ ଲାଇସେନ୍ସକୁ ବାତିଲ କରିଛି ଡିସିଜିଆଇ।
ଆଜି ସୁନା ଦରରେ ପରିବର୍ତ୍ତନ । ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ବୃଦ୍ଧି ପାଇଛି । ଜାଣନ୍ତୁ କେତେ...
ଆରଜି କର ମେଡିକାଲ କଲେଜରେ ଡାକ୍ତରୀ ଛାତ୍ରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଥମୁନି ପ୍ରତିବାଦର ନିଆଁ । ସ୍ବାସ୍ଥ୍ୟ ଭବନ ଆଗରେ ଆନ୍ଦୋଳନ ଜାରି ରଖିଛନ୍ତି ଜୁନିଅର ଡାକ୍ତର।
ଦେଶର ସାଢେ ୪ କୋଟି ପରିବାର ଏବଂ ୬ କୋଟିରୁ ଅଧିକ ଲୋକ ସାମିଲ ହେବେ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସୂଚନା ଦେଇଛନ୍ତି।
ସାଇବର ସୁରକ୍ଷା ବିନା କୌଣସି ଦେଶର ବିକାଶ ଅସମ୍ଭବ । ୫ ବର୍ଷରେ ପାଖାପାଖି ୫ ହଜାର ସାଇବର କମାଣ୍ଡୋ ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସାଇବର୍ ଫ୍ରଡ୍କୁ ନେଇ ଏଭଳି କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।
ଚଳିତ ବର୍ଷର ବିଷୟବସ୍ତୁ ‘ସାପିଂ ଦ ସେମିକଣ୍ଡକ୍ଟର୍ ଫ୍ୟୁଚର୍ ’କୁ ନେଇ ସେପ୍ଟେମ୍ବର ୧୩ ଯାଏ ତିନି ଦିନିଆ ସମ୍ମିଳନୀ ଆୟୋଜିତ ହେବ ।
ଯେଉଁ ଆଡ଼େ ଚାହିଁବେ ପାଣି... ଆଉ ପାଣି । ଅଥଳଥଳ ପାଣି ଭିତରେ ଜୀବନ ଖୋଜୁଛନ୍ତି ଏହି ଦମ୍ପତି । କେତେବେଳେ କ’ଣ ଯେ ଘଟିବ କହାକୁ ବି ଜଣାନାହିଁ । ମୃତ୍ୟୁ ଯେମିତି ଏମାନଙ୍କ ପାଦକୁ ଭିଡ଼ି କରି ରଖିଛି ।
ଆଜି ସୁନା ଦରରେ ପରିବର୍ତ୍ତନ । ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ କମିଛି । ଜାଣନ୍ତୁ କେତେ...
ପରିଷଦର ଆସନ୍ତା ଅକ୍ଟୋବରରେ ରିପୋର୍ଟ ଦେବା ପରେ ଏହା ଉପରେ ବିଚାର କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।
ବିଶାଖାପାଟଣା ସହରରେ କେବେ ଚାଉଳରେ, କେବେ ଚୁଡ଼ିରେ, କେବେ ନଡ଼ିଆରେ ସୁଉଚ ଗଣେଶ ମୂର୍ତ୍ତି ନିର୍ମାଣ କରାଯାଇଥାଏ । କିନ୍ତୁ ଚଳିତ ବର୍ଷ ସହରର ଗାଜୁୱାକା ନିକଟରେ ଲମ୍ବୋଦର ଚାରିଟେବୁଲ ଟ୍ରଷ୍ଟ ଦ୍ୱାରା ନିର୍ମାଣ ହୋଇଛି ୭୫ ଫୁଟର ଗଣେଶ । ଯାହା ଖାଇବା ଗୁଡରେ ତିଆରି ହୋଇଛି।
ଦୁଃସାହସିକ ରିଲ୍ସ କରିବାକୁ ଯାଇ ପ୍ରାଣ ହରାଇଛନ୍ତି ଜଣେ ୨୦ ବର୍ଷୀୟ ଯୁବକ । ରିଲ୍ସ ଭିଡିଓ ପାଇଁ ନାଗ ସାପକୁ ପାଟିରେ ଭର୍ତ୍ତି କରିଥିଲେ ।
ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ଅନୁରୋଧ କରିଛନ୍ତି ସୁପ୍ରିମକୋର୍ଟ ।
ଭାରତ କୋକିଂ କୋଲ୍ ଲିମିଟେଡର ଜଣେ ଜେନେରାଲ ମ୍ୟାନେଜର, କେନ୍ଦ୍ରମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେଙ୍କ ଜୋତା ଖୋଲିଛନ୍ତି । ଏହାକୁ ନେଇ ନୂଆ ବିବାଦ ଦେଖାଦେଇଛି ।
କାନପୁର ମୁଡେରି ଗାଁ ନିକଟରେ ରେଳ ଲାଇନ ଉପରେ ରଖା ଯାଇଥିଲା ଏକ ଗ୍ୟାସ ସିଲିଣ୍ଡର ।
୨୫ଟି ଦେଶର ପ୍ରାୟ ୧୩୦ରୁ ଅଧିକ ସହରରେ ଏହି ବିରୋଧ ଦେଖିବାକୁ ମିଳିଛି ।
ପୁଣି ପାକିସ୍ତାନ ପଟୁ ଅନୁପ୍ରବେଶ। ଜାମ୍ମୁକଶ୍ମୀର LOC ନିକଟରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି ସୁରକ୍ଷାବାହିନୀ। ଯବାନଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି।
ଆଜି ସ୍ଥିର ରହିଛି ସୁନା ଦର। ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଥିବା ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...
କୋଲକାତା ଅଭୟା ଦୁଷ୍କର୍ମ ଓ ହତ୍ୟା ମାମଲାକୁ ପୁରିଲା ମାସେ। ଅଭୟାଙ୍କ ପାଇଁ ମାନବ ଶୃଙ୍ଖଳ ଗଠନ କରି ନ୍ୟାୟ ମାଗିଛନ୍ତି ଲୋକେ । ଅପରାଧୀମାନଙ୍କୁ ଯଥାଶୀଘ୍ର ଫାଶୀ ଦିଆଯାଉ ବୋଲି ଲୋକେ ଦାବି କରୁଛନ୍ତି।
ଆନ୍ଧ୍ର ପ୍ରଦେଶରେ ଡିପ୍ରେସନ ପ୍ରଭାବରେ ପ୍ରବଳ ବର୍ଷା । ୪୮ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି । ତଳିଆ ଅଞ୍ଚଳର ଲୋକେ ସତର୍କ ରହିବାକୁ ପରାମର୍ଶ ।
ପାକିସ୍ତାନ ସେନା ମୁଖ୍ୟ ଜେନେରାଲ୍ ଅସୀମ ମୁନିର ପ୍ରତିରକ୍ଷା ଦିବସ ପାଳନ ଅବସରରେ କାର୍ଗିଲ ଯୁଦ୍ଧରେ ସୈନିକଙ୍କ ମୃତ୍ୟୁ ହୋଇଥିବା ମାନିଛନ୍ତି ।
କେରଳର ମୁଡୁକ୍କନିରେ ୨୦୧୫ ବ୍ୟାଚର ଆଇପିଏସ ଅଫିସର ଏସ୍ ସୁଜିତ ଦାସଙ୍କର ଘର । ସରକାରୀ ସ୍କୁଲରେ ଶିକ୍ଷା ପରେ ବିଟେକ୍ ଗ୍ରାଜୁଏଟରୁ ବନିଥିଲେ ଆଇପିଏସ୍ ।
ଟିଏମସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟକୁ ପତ୍ର ଲେଖି ଇସ୍ତଫା ବିଷୟରେ ଅବଗତ କରିବା ସହ ରାଜନୀତିରୁ ମଧ୍ୟ ସନ୍ନ୍ୟାସ ନେବା କଥା ଉଲ୍ଲେଖ କରିଛନ୍ତି ।
ବିବାଦୀୟ ଟ୍ରେନି ଆଇଏଏସ୍ ପୂଜା ଖେଡକରଙ୍କୁ ବଡ଼ ଝଟକା। ପୂଜାଙ୍କୁ ତତ୍କାଳ ଭାବେ ଆଇଏଏସ୍ ପଦରୁ ବିଦା କରିଛନ୍ତି କେନ୍ଦ୍ର ସରକାର।
ଏହି ଦୁଇ ଦେଶରେ ଯୁଦ୍ଧରେ ବିରାମ ଓ ଶାନ୍ତି ଫେରାଇ ଆଣିବାକୁ ଭାରତ ମଧ୍ୟସ୍ତି କରୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ସପ୍ତାହ ତଳେ ଋଷ ଓ ୟୁକ୍ରେନ୍ ଗସ୍ତରେ ଯାଇଥିଲେ ।