ଭାରତୀୟ ଗଣତନ୍ତ୍ରର ସମ୍ମାନ ଉଦ୍ଦେଶ୍ୟରେ ବୁର୍ଜ ଖଲିଫା ଟାୱାରକୁ ତ୍ରିରଙ୍ଗା ଆଲୋକରେ ଆଲୋକିତ କରାଯାଇଥିଲା।
ନିଜ ପ୍ରେମ ପାଇଁ ଭାରତରେ ପ୍ରବେଶ କରିଥିବା ସୀମା ଏବେ ଭାରତ ପ୍ରେମରେ ଝଲସୁଛନ୍ତି। ଏପରିକି ଏହା ପ୍ରମାଣିତ କରିବାକୁ ସେ ନିଜ ଦେଶ ପାକିସ୍ତାନ ମୁର୍ଦ୍ଦାବାଦ କହିବାକୁ ବି ପଛାଇ ନାହାନ୍ତି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ 6G ଯୁଗରେ ପ୍ରବେଶ କରିବାକୁ ପ୍ରସ୍ତୁତ ହେଉଛି । ବର୍ତ୍ତମାନ 5G ଭାରତରେ ଚାଲୁ ରହିଥିବାବେଳେ 5Gରୁ 6Gକୁ ଏହା ଶୀଘ୍ର ପରିବର୍ତ୍ତନ କରାଯିବ ।
ବ୍ୟକ୍ତିଙ୍କ ଦେହରେ ଗୁଳିବାଜିବା ପରେ ସେ ସେହି ରାସ୍ତାରେ ଟଳିପଡ଼ିଥିଲେ । କାନ୍ଧରେ ବସିଥିବା ଛୋଟ ଝିଅ ମଧ୍ୟ ରାସ୍ତାରେ ଖସିପଡ଼ିଥିଲା । ଘଟଣାର ଭିଡିଓ ସେଠାରେ ଲାଗିଥିବା ଏକ ସିସିଟିଭିରେ କଏଦ ହୋଇଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଦେଶର ୭୭ ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ତା’ପରେ ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।
ଭ୍ରଷ୍ଟାଚାରୀମାନେ ଦେଶର ସମ୍ପତ୍ତି ନେଇ ପଳାୟନ କରିଛନ୍ତି ।
ଭାରତୀୟ ଗଣତନ୍ତ୍ରର ସମ୍ମାନ ଉଦ୍ଦେଶ୍ୟରେ ବୁର୍ଜ ଖଲିଫା ଟାୱାରକୁ ତ୍ରିରଙ୍ଗା ଆଲୋକରେ ଆଲୋକିତ କରାଯାଇଥିଲା । ବର୍ତ୍ତମାନ ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବାର ଲାଗିଛି ।
୨୦୨୪ରେ ବି ଲାଲକିଲ୍ଲା ପ୍ରାଚୀରରୁ ବଖାଣିବି ଦେଶର ଉପଲବ୍ଧି..
କିଏ ସେହି ଅତିଥି..ଯିଏ ସ୍ୱାଧୀନତା ଦିବସରେ ଉପସ୍ଥିତ ନରହି..ବାର୍ତ୍ତା ପଠାଇ ଦେଇଥିଲେ ..
ଯେପରିକି ବଣିଆ, କୁମ୍ଭାର, ବାରିକ ଏବଂ ସଫେଇ କର୍ମଚାରୀ ଭଳି କୌଳିକ ବର୍ଗର ଶ୍ରମିକ ମାନେ ଉପକୃତ ହେବେ । ବିଶେଷକରି ଯେଉଁମାନେ ଓବିସି ବର୍ଗରୁ ଆସିଛନ୍ତି ସେମାନେ ଏହି ଯୋଜନାର ଲାଭ ପାଇପାରିବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।
ପତାକା ଉତ୍ତୋଳନ ପରେ ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଫରଫର ହେଇ ଉଡ଼ୁଛି ତ୍ରିରଙ୍ଗା । ମନେପଡ଼େ ସଂଗ୍ରାମୀଙ୍କ ବଳିଦାନ । ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ।
ପ୍ରଳୟ ରଚୁଛି ବାଦଲଫଟା ବର୍ଷା । ପାହାଡ଼ରୁ ମାଡ଼ି ଆସୁଛି ପ୍ରବଳ ବେଗରେ ପାଣିର ସୁଅ । ସାମ୍ନାରେ ଯାହା ଆସିଲା ଭସାଇନେଉଛି । ମାଡ଼ି ଅତଡ଼ା ତଳେ ଅନେକ ଜୀବନ ଆଶଙ୍କା । ହିମାଚଳରେ ବାଦଲ ଫଟା ବର୍ଷାରେ ସବୁ ଛାରଖାର
ହାତରେ ସ୍ୱାଧୀନ ଭାରତର ଗର୍ବ ଓ ଗୌରବର ପ୍ରତୀକ ତ୍ରିରଙ୍ଗା । ମୁହଁରେ ଭାରତ ମାତାର ଜୟ ଜୟକାର । ସମସ୍ତଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ ଓ ଉଦ୍ଦୀପନା । ସ୍ୱାଧୀନତା ଦିବସ ପୂର୍ବରୁ ତ୍ରିରଙ୍ଗାରେ ରଙ୍ଗିନ ଗାଁଠୁ ସହର । ଉପାନ୍ତରୁ ଉପକୂଳ ସବୁଠି ରଙ୍ଗୀନ କାର୍ଯ୍ୟକ୍ରମ..
ଦେଶର ୭୭ତମ ସ୍ୱାଧୀନତା ଦିବସ ପୂର୍ବରୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ବର୍ତ୍ତମାନ ସୁଦ୍ଧା ୨୯ ଜଣଙ୍କ ହେଲାଣି ପ୍ରାଣହାନୀ । ଉତ୍ତରାଖଣ୍ଡରେ ବି ସଙ୍ଗୀନ ସ୍ଥିତି ।
ଅସ୍ପଷ୍ଟ ଓ ସନ୍ଦେହଜନକ ଦର୍ଶାଇ ହେବନି ତ ଡାଟା ସେନସର ? ତଥ୍ୟ ଅପବ୍ୟବହାର କଲେ କଂପାନୀ ଦେବେ ମୋଟା ଅଙ୍କର ଫାଇନ୍ ।
ତ୍ରିରଙ୍ଗା ଧରି ବିଭିନ୍ନ ସ୍ଥାନରେ ଶୋଭାଯାତ୍ରା । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଶୋଭାଯାତ୍ରା ।
ସଲିସିଟର ଜେନେରାଲ ତୁସାର ମେହେତା ମଧ୍ୟ ସେହିଭଳି ସବୁ ମେସେଜ୍କୁ ମିଥ୍ୟା ବୋଲି କହିଛନ୍ତି ।
ଏ କିପରି ସ୍ୱାମୀ..ଯିଏ ଇର୍ଷାପରାୟଣ ହୋଇ ସ୍ତ୍ରୀକୁ ମାରିଦେଲା...ତା’ ପୁଣି ଦୁଇ ଛୁଆଙ୍କ ଆଖି ସାମ୍ନାରେ
ଏଣିକି ସୀମାରେ ପହରା ଦେବ ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ‘ହେରୋନ ମାର୍କ-୨’ ଡ୍ରୋନ୍। ପ୍ରଥମ ଥର ଲାଗି ଭାରତ ସୀମାରେ ଏଭଳି ଡ୍ରୋନ୍ ନିୟୋଜିତ ହେବ।
ଏପରି ଦୁଃଖ କାହାକୁ ନଦିଅନ୍ତୁ ଭଗବାନ୍ । ଗୋଟିଏ ଘରୁ ଦୁଇ ଦିନ ଭିତରେ ଦୁଇଟି କୋକେଇ ଉଠିଲା । NEET ପରୀକ୍ଷାରେ ଫେଲ୍ ହେବାରୁ ଆତ୍ମହତ୍ୟା କଲେ ଛାତ୍ର, ପୁଅ ମୃତ୍ୟୁରେ ଅଧୀର ହୋଇ ବାପା ବି ଜୀବନ ହାରିଲେ ।
ସ୍ୱାଧୀନତା ଦିବସରେ ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତୋଏବା ଓ ଜୈଶ-ଏ-ମହମ୍ମଦ ଭାରତରେ ଆକ୍ରମଣ ପାଇଁ ଯୋଜନା କରିଛନ୍ତି।
ଖୁବଶୀଘ୍ର ଓଡ଼ିଶାରେ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ଭୁବନେଶ୍ୱରରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ।
ଉତ୍ତରାଖଣ୍ଡ ଡେରାଡୁନରେ ନଦୀ କୂଳରେ ଥିବା ଡିଫେନ୍ସ କଲେଜ ବିଲ୍ଡିଂ ଭୁଶୁଡିବା ସହ ଭାସି ଯାଇଛି ।