ବିନା ଇଣ୍ଟରନେଟ୍ରେ ମୋବାଇଲ୍ ଫୋନ୍ରେ ଦେଖିପାରିବେ ଲାଇଭ୍ ଟିଭି। ଫୋନ୍ରେ ସିଧାସଳଖ କିପରି ଲାଇଭ୍ ଟିଭି ଦେଖିହେବ, ତା’ବି ପୁଣି ବିନା ଇଣ୍ଟରନେଟ୍ରେ।
ଅଭିଯୁକ୍ତର ବୟସ ୨୦ ବର୍ଷ । ସେ କାହିଁକି ଓ କେଉଁ କାରଣରୁ ପିଲାମାନଙ୍କୁ ମାଡ଼ ମାରୁଥିଲା ସେନେଇ ପୋଲିସ ପଚରାଉଚରା କରୁଛି ।
ବମ୍ବେ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ରୋହିତ ଦେଓ ଶୁକ୍ରବାର ଦିନ ଖୋଲା ଅଦାଲତରେ ନିଜ ପଦରୁ ଇସ୍ତଫା ଘୋଷଣା କରିଛନ୍ତି।
ଜୟ ଚୌଧୁରୀ ୧୯୮୦ ମସିହାରେ ଆମେରିକା ଯାଇଥିଲେ । ସେଠାରେ ଏକ କମ୍ପାନୀରେ ଚାକିରି କରିଥିଲେ । ପରେ ୧୯୯୬ ମସିହାରେ ଜୟ ଏବଂ ତାଙ୍କ ପତ୍ନୀ ଜ୍ୟୋତି ଚାକିରି ଛାଡିଥିଲେ ।
ସରକାରଙ୍କ ପକ୍ଷରୁ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ମଧ୍ୟ ନୋଟିସ ଜାରି କରାଯାଇଥିଲା । ହେଲେ ଏବେ ଏହି ନିଷ୍ପତ୍ତି ବଦଳିଯାଇଛି ।
ଶୁକ୍ରବାର ଦିନ ଜମ୍ମୁ-କାଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ବେଳେ ଯବାନ ସହିଦ ହୋଇଥିବା ସୂଚନା ମିଳିଛି। ଆତଙ୍କାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖି ପ୍ରଥମେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ।
ଚନ୍ଦ୍ରର ମାଧ୍ୟାକର୍ଷଣ ଶକ୍ତି ଦୁର୍ବଳ ହୋଇଥିବାରୁ, ଠିକ୍ ସମୟରେ ସ୍ପେଶକ୍ରାଫ୍ଟର ବେଗ ହ୍ରାସ କରିବା ଇସ୍ରୋ ପାଇଁ ବଡ଼ ଚାଲେଞ୍ଜ ରହିବ ।
ପ୍ରଥମେ ପ୍ରେମିକାର ସ୍ୱାମୀକୁ ବିଭତ୍ସ ଭାବେ ହତ୍ୟା, ତା’ପରେ ପ୍ରେମିକା ସହ ଦୁଷ୍କର୍ମ ।
ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ବଢ଼ିଥିବା କଥା ସଂସଦରେ ଉଠିବା ସହ କିଲୋଗ୍ରାମ ପିଛା ପୂର୍ବରୁ କେତେ ଟଙ୍କା ଥିଲା ଓ ପରେ କେତେ ଟଙ୍କା ହୋଇଛି ସେନେଇ ମଧ୍ୟ ଟିକିନିଖି ସୂଚନା ଦିଆଯାଇଛି ।
ମାନହାନୀ ମାମଲାରେ ରାହୁଲଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ସୁପ୍ରିମକୋର୍ଟ । ରାହୁଲଙ୍କ ଦଣ୍ଡ ଉପରେ ସର୍ବୋଚ୍ଚ ନ୍ୟାୟାଳୟ ରୋକ୍ ଲଗାଇଛନ୍ତି ।
କୁକୁର ଛୁଆଟି ଜ୍ୟାକ୍ ରସେଲ ଟେରିଅର ପ୍ରଜାତିର ହୋଇଥିବା ବେଳେ ତାକୁ ମାତ୍ର ୩ ମାସ ବୋଲି ଜଣାଯାଇଛି।
ବାନ୍ଦୋଦକର କଲେଜରେ ଏନସିସି ତାଲିମ ବେଳେ ଏପରି ଘଟଣା ଘଟିଥିବା କୁହାଯାଉଛି । ଭିଡିଓରେ ବାଡ଼ି ଧରିଥିବା ବ୍ୟକ୍ତି ଜଣକ ଜଣେ ସିନିୟର କ୍ୟାଡେଟ ବୋଲି ଜଣାପଡିଛି ।
ଏଣିକି ଆଉ ଟେନ୍ସନ୍ ନାହିଁ । ଯେଉଁଠି ଆକ୍ସିଡେଣ୍ଟ ହେବ ସେଇଠି ମାମଲା ଚାଲିବ ବୋଲି କିଛି ମାନେ ନାହିଁ । ଆପଣ ନିଜ ସୁବିଧା ଅନୁସାରେ ଥାନାରେ ମାମଲା କରିପାରିବେ ।
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଟିପ୍ପଣୀ ଉପରେ ଭାରତର ପ୍ରତିକ୍ରିୟା । ସବୁ ପଡୋଶୀ ଦେଶଙ୍କ ସହ ସ୍ବାଭାବିକ ସମ୍ପର୍କ ପାଇଁ ଭାରତ ଆଗ୍ରହୀ ।
ଆଜିର ଶୁଣାଣି ପରେ ମୁସଲିମ ପକ୍ଷ ଏହାକୁ ପୁଣି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି କହିଛନ୍ତି।
ଭାରତକୁ ଆଣିବାକୁ ହେଲେ ଲାଇସେନ୍ସ କିମ୍ବା ସରକାରୀ ଅନୁମତି ବାଧ୍ୟତାମୂଳକ ହେବ ।
ଝିଅଟିର ଭାଇ କାମରୁ ଫେରିବା ପରେ ଭଉଣୀକୁ ଖୋଜାଖୋଜି କରିଥିଲେ । ହେଲେ କିଛି ସନ୍ଧାନ ମିଳିନଥିଲା । ସେଦିନ ପ୍ରାୟ ରାତି ୧୦ଟା ସମୟରେ କୋଲ୍ ଫର୍ଣ୍ଣେସ ଅଞ୍ଚଳରେ ପରିବାର ଲୋକ ଖୋଜାଖୋଜି କରିଥିଲେ ।
ଏମିତିକି ଏବେ ବି ସନ୍ଦେହ କରାଯାଉଛି ଯେ, ସୀମା କୌଣସି ସାଧାରଣ ମହିଳା ନୁହେଁ ବରଂ ସେ ଜଣେ ପାକିସ୍ତାନୀ ଗୁପ୍ତଚର । ଏନେଇ ତଦନ୍ତ ମଧ୍ୟ ଚାଲିଛି ।
କାନ୍ଥରେ ଦୁଇ ଚୋର ଚିତ୍ର ଆଙ୍କିବା ସହ ଡାଏଲଗ୍ ଲେଖିବା ସମୟରେ ସେଠାରେ ଲାଗିଥିବା ଏକ କାଚ ଖସିପଡ଼ିଥିଲା । ତଳେ ପଡ଼ି କାଚଟି ଭାଙ୍ଗିଯାଇଥିଲା । ଯାହାଦ୍ୱାରା ଘର ଲୋକଙ୍କ ନିଦ ଭାଙ୍ଗି ଯାଇଥିଲା ।
ଜୁଲାଇ ୨୧ରେ ବାରାଣାସୀ ଜିଲ୍ଲା ଜଜ୍ ଜ୍ଞାନବାପୀର ASI ସର୍ଭେ ପାଇଁ ନିର୍ଦ୍ଦେଶ ଦେଇଥିଲେ । ହେଲେ ଏହାକୁ ବିରୋଧ କରି ମୁସଲିମ ପକ୍ଷ ପ୍ରଥମେ ସୁପ୍ରିମକୋର୍ଟରେ ଏବଂ ପରେ ହାଇକୋର୍ଟରେ ASI ସର୍ଭେ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ...ଏବେ ଏହାର ଶୁଣାଣି ହୋଇ ରାୟ ଶୁଣାଇଛନ୍ତି ଆହ୍ଲାବାଦ ହାଇକୋର୍ଟ।
ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରନ୍ତି ଶାହ
ଏହି ହିଂସାକାଣ୍ଡ ପଛରେ ରହିଛି କି କୌଣସି ଷଡ଼ଯନ୍ତ୍ର? ଅଚାନକ୍ ଉତ୍ତେଜନା ସୃଷ୍ଟି ପଛର କାରଣ କଣ?
ବିଜେଡିକୁ ଟାର୍ଗେଟ କଲେ କଂଗ୍ରେସ୍, ଆପ୍, ଶିବସେନା । ବିଜେଡିର କଣ ବାଧ୍ୟବାଧକତା ଅଛି ଉଠିଛି ପ୍ରଶ୍ନ ।
ଦିଲ୍ଲୀରେ ସବୁ ବଡ଼ ବଡ଼ିଆ ଅଫିସର- ନେତା- ମନ୍ତ୍ରୀ ରହୁଥିଲେ ବି ତାଙ୍କ ନାକ ତଳେ ଏତେ ପରିମାଣର ନକଲି ବିଶ୍ୱବିଦ୍ୟାଳୟ କିଭଳି ଖୋଲାଯାଇଛି, ସେନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉଠିଛି ।
ମହିଳାଙ୍କ ଅଭିଯୋଗ ପାଇବା ପରେ ପୋଲିସ ସ୍ୱାମୀ ନାଁରେ ମାମଲା ରୁଜୁ କରିବା ସହ ଶ୍ୱଶୁର ଘରର ୬ ଜଣଙ୍କ ନାଁରେ ବି ମାମଲା ରୁଜୁ କରିଛି । ତଦନ୍ତ ପରେ ସମସ୍ତଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିଛି ।