୧୦ଟି ଜନଜାତି ସମୁଦାୟକୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ତମାଣ୍ଡୋରେ ରାଷ୍ଟ୍ରପତିଙ୍କ ପରବର୍ତ୍ତୀ କାର୍ଯ୍ୟକ୍ରମ ।
ତ୍ୟାଗ କରିଦେଉଛନ୍ତି ଭାରତୀୟ ନାଗରିକତା ! ଚଳିତବର୍ଷ ଜୁନ୍ ସୁଦ୍ଧା ଦେଶ ଛାଡ଼ିଛନ୍ତି ପ୍ରାୟ ୮୭ ହଜାର
ରାଷ୍ଟ୍ରପତି କହିଥିଲେ, ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଅନେକ ହଇରାଣ ହେଉଛନ୍ତି, ବହୁ ନିର୍ଦ୍ଦୋଷଙ୍କ ଜୀବନର ମୂଲ୍ୟବାନ ସମୟ ଜେଲରେ କଟୁଛି। ଯାହା ଚିନ୍ତାର ବିଷୟ।
କେବଳ ରାଷ୍ଟ୍ରପତି ନୁହଁନ୍ତି, ରାଜ୍ୟପାଳ, ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସମେତ ବହୁ ଭିଭିଆଇପି ନିଜର ଅଭିଭାଷଣ ରଖିଥିଲେ। ଏହାକୁ ନେଇ ବର୍ଷିଛନ୍ତି ହାଇକୋର୍ଟର ଆଇନଜୀବୀ।
ନୀତିନିୟମ ଅନୁସାରେ, ଆଲୋଚନା ପାଇଁ ନିର୍ଦ୍ଧାରଣ କରାଯାଇଥିବା ସମୟ ବିଷୟରେ ସୂଚନା ଦେବି ବୋଲି ବାଚସ୍ପତି କହିଛନ୍ତି।
ନ୍ୟାସନାଲ ଲ’ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବ ଅବସରରେ ଗରିବ, ଅସହାୟ ଲୋକଙ୍କୁ ସହଯୋଗ କରିବାକୁ ରାଷ୍ଟ୍ରପତିଙ୍କ ଆହ୍ୱାନ ଦେଇଛନ୍ତି।
ଅଢ଼େଇ ବର୍ଷର ଝିଅ ଜଳାନ୍ତକ ରୋଗରେ ପ୍ରାଣ ହରାଇଛି ।
ଅଚାନକ ନଦୀ ଗର୍ଭରେ କିଛି ଏପରି ଘଟିଲା, ଯାହାକୁ ସେମାନେ ଦେଖି ଭୟଭୀତ ହୋଇଗଲେ।
ଏହାସହ ଡାକ୍ତର ପ୍ରବୀଣ ହେବା ସହ ଲୋକଙ୍କ ପ୍ରତି ଦରଦ ଥିବା ଆବଶ୍ୟକ ବୋଲି ମଧ୍ୟ କହିଛନ୍ତି ରାଷ୍ଟ୍ରପତି ।
ଦିଲ୍ଲୀରେ ଆପ୍ ଓ ବିଜେପି ମଧ୍ୟରେ ସବୁବେଳେ ଟକ୍କର ଚାଲିଥାଏ । ଉଭୟ ଦଳର ନେତାଙ୍କ ମଧ୍ୟରେ ଖୁବ୍ କଥା କଟାକଟି ଚାଲେ ।
ହାଇକୋର୍ଟ ପ୍ରତିଷ୍ଠା ଉତ୍ସବରେ ରାଷ୍ଟ୍ରପତିଙ୍କ ଅଭିଭାଷଣ । ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ ଦେଲେ ରାଷ୍ଟ୍ରପତି ।
ମହିଳା ଜଣକ ନ୍ୟୁଡ୍ ଭିଡିଓ କଲ୍ରେ କରି ଅଶ୍ଲୀଳ ବ୍ୟବହାର କରିଥିଲେ। ମହିଳାଙ୍କ ଉଦ୍ଦେଶ୍ୟ ଥିଲା ସାଂସଦଙ୍କୁ ଫସାଇ ତାଙ୍କୁ ବ୍ଲାକ୍ମେଲିଂ କରି ଟଙ୍କା ଆଦାୟ କରିବା।
କଟକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମାରାଥନ କାର୍ଯ୍ୟକ୍ରମ । ଆଜି ଦିନ ତମାମ ମହାମହିମଙ୍କ କାର୍ଯ୍ୟକ୍ରମ ରହିଛି । ପ୍ରଥମେ ମାଆ କଟକ ଚଣ୍ଡୀଙ୍କ ଦର୍ଶନ ପରେ ସେଠାରୁ ମଧୁବାବୁଙ୍କ ଘର ପରିଦର୍ଶନ କରିଛନ୍ତି । ଏହାପରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନ ଓ ନେତାଜୀ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି ।
ଛାତ ଉପରେ ଝୁଲଣାରେ ଶୋଇଥିଲା ନବଜାତ ଶିଶୁ । ହଠାତ ମାଡ଼ି ଆସିଲା ଜଙ୍ଗଲୀ ବିଲେଇ । ଦାନ୍ତରେ କାମୁଡ଼ି ଛାତ ତଳକୁ ଫିଙ୍ଗିଦେଲା ।
ଆଜିଠୁ ୩ ଦିନିଆ ଗସ୍ତରେ ଓଡ଼ିଶା ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କୁ ସ୍ୱାଗତ ଜଣାଇଥିଲେ । ପରେ ରାଷ୍ଟ୍ରପତି ପ୍ରୋଟୋକଲ ଭାଙ୍ଗି ରାସ୍ତାରେ ଅପେକ୍ଷାରତ ଶୁଭେଚ୍ଛୁଙ୍କୁ ଭେଟିଥିଲେ..ଏ ସମୟର ଦୃଶ୍ୟ ବେଶ୍ ହୃଦୟସ୍ପର୍ଶୀ ଥିଲା
ରାଷ୍ଟ୍ରପତିଙ୍କ ସରଳ ଜୀବନକୁ ନେଇ ଚର୍ଚ୍ଚା । ମାଡାମ ପ୍ରେସିଡେଣ୍ଟରୁ ପିପୁଲ୍ସ ପ୍ରେସିଡେଣ୍ଟ । ରାଷ୍ଟ୍ରପତି ଭାବେ ସଫଳତାର ବର୍ଷେ କାର୍ଯ୍ୟକାଳ ପୂରଣ କଲେ ଦ୍ରୌପଦୀ ମୁର୍ମୁ ।
ରାଜଭବନରେ ହିଁ ରାତ୍ରି ଭୋଜନର ବ୍ୟବସ୍ଥା ରହିଛି । ସେହିଠାରେ ହିଁ ରାତ୍ରି ଯାପନ କରିବେ ।
ମୁମ୍ବାଇ ଏବଂ ପୁନେରେ ଜାଗା-ବାଡି ଥିବା ସହ ପିଲାମାନଙ୍କୁ ପ୍ରତିଷ୍ଠିତ ବିଦ୍ୟାଳୟରେ ମଧ୍ୟ ପାଠ ପଢାଉଛି ।
ରେଳ ଟିକଟ ବୁକିଂ ୱେବସାଇଟ IRCTC ରେ ଟେକ୍ନିକାଲ ତ୍ରୁଟି । ତେଣୁ ଅନଲାଇନରେ ଟିକଟ ବୁକିଂ କରି ହେଉ ନାହିଁ । ଏହା ଦ୍ୱାରା ହଜାର ହଜାର ଲୋକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏପରିକି ଆପ୍ ମଧ୍ୟ ଚାଲୁ ନାହିଁ । ଟଙ୍କା କଟି ଯାଉଥିଲେ ସୁଦ୍ଧା ଟିକଟ ବୁକ୍ ହୋଇ ପାରୁନଥିବା ୟୁଜର ଅଭିଯୋଗ କରିଛନ୍ତି ।
କିଛି ବ୍ୟାଙ୍କ ଋଣ ଆଦାୟ ବେଳେ ଖୁବ୍ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି, ସେନେଇ ଅନେକ ଅଭିଯୋଗ ତାଙ୍କ ପାଖରେ ପହଞ୍ଚିଥିବା ସେ କହିଛନ୍ତି ।
ରିଲ୍ସ ନିଶାରେ ଯୁବଗୋଷ୍ଠୀ ପାଗଳ..କେତେବେଳେ କିଏ ବିପଦଜନକ ଷ୍ଟଣ୍ଟ୍ କରୁଛି, ତ କିଏ ଜଳପ୍ରପାତରେ ଫଟୋ ନେଉଛି..ଆଉ ସେଥିପାଇଁ ...
ବେଳେବେଳେ ଘରର ଛୋଟ ଛୋଟ ସମସ୍ୟା ଉଗ୍ର ରୂପ ନେଇଯାଏ । ଆଉ ସେମିତି ଏକ ଘଟଣା ଆଜି ଆମ ସାମ୍ନାକୁ ଆସିଛି । ଯାହା ଶୁଣିଲେ ଆପଣଙ୍କ ଛାତି ଥରି ଉଠିବ ।
ରାଷ୍ଟ୍ରପତି ଭାବେ ସଫଳତାର ସହ ଏକ ବର୍ଷ ପୂରଣ କରିଛନ୍ତି ମାଡାମ୍ ଦ୍ରୌପଦୀ ମୁର୍ମୁ । ଗତବର୍ଷ ଆଜିର ଦିନରେ ଭାରତର ୧୫ ତମ ରାଷ୍ଟ୍ରପତି ଭାବେ ଶପଥ ନେଇଥିଲେ ମାଡାମ ପ୍ରେସିଡେଣ୍ଟ୍ ।
ହ୍ୱାଟ୍ସଆପ୍(WhatsApp) ବ୍ୟବହାର କରୁଛନ୍ତି କି ? ତା’ହେଲେ ସତର୍କ ରୁହନ୍ତୁ। ନଚେତ୍ ଆପଣ ବି କେତେବେଳେ ଠକାମିର ଶିକାର ହୋଇପାରନ୍ତି ଓ ଆପଣଙ୍କ ଆକାଉଣ୍ଟ ହ୍ୟାକ୍ ହୋଇପାରେ।
୨ ହଜାର ଟଙ୍କିଆ ନୋଟ୍ର ବଦଳ ଓ ଜମା ନେଇ ମେ’ ୨୩ରୁ ସେପ୍ଟେମ୍ବର ୩୦ ଯାଏ ଲୋକଙ୍କୁ ପୁରା ୪ ମାସ ସମୟ ଦିଆଯାଇଛି। ଏସବୁ ଭିତରେ ୨ ହଜାର ଟଙ୍କିଆ ନୋଟ୍ ବଦଳ ନେଇ ଏକ ବଡ଼ ସୂଚନା ସାମ୍ନାକୁ ଆସିଛି।