ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୮୭୦ ଟଙ୍କା ହୋଇଛି।
୩ ଦେଶ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାରତ ଫେରିଛନ୍ତି। ଏହି ଅବସରରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର କହିଥିଲେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଏହି ବିଦେଶ ଗସ୍ତରେ ଯିବା ତାଙ୍କର ସୌଭାଗ୍ୟ ଥିଲା।
ଆସନ୍ତା ୨୮ ତାରିଖରେ ହେବାକୁ ଥିବା ନୂଆ ସଂସଦ ଭବନ ଉଦ୍ଘାଟନୀ କାର୍ଯ୍ୟକ୍ରମ ବର୍ଜନ ନେଇ ୧୯ ବିରୋଧୀ ଦଳ ମିଳିତ ଘୋଷଣା କରିଛନ୍ତି। ହେଲେ ଏଥିରେ ଯୋଗ ଦେବ ବିଜେଡି।
ମେ ୨୮, ଅର୍ଥାତ୍ ଆସନ୍ତା ରବିବାର ନୂଆ ସଂସଦ ଭବନର ଲୋକାର୍ପଣ ଅବସରରେ, ଏହି ସେଙ୍ଗୋଲକୁ ବାଚସ୍ପତିଙ୍କ ଆସନ ନିକଟରେ ସ୍ଥାପିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ବିଚ୍ ରାସ୍ତାରେ ସେ ପୁଣି ହାଇୱେରୁ ଲୁଟୁଛି ଚୋର । ଏମିତି ସେମିତି ଜିନିଷ ଚୋରି ହେଉନାହିଁ, ଚୋରି କରାଯାଉଛି ବଡ଼ ବଡ଼ ଛୋଳି ।
ବଡ଼ ଭଉଣୀ, ଯାହାକୁ ମାତ୍ର ୧୩ ବର୍ଷ । ସେ ନିଜ ପ୍ରେମିକ ସହ ମିଶି ସାନ ଭଉଣୀକୁ ହତ୍ୟା କରିଛି । ଖାଲି ହତ୍ୟା କରିଛି ତାହା ନୁହେଁ, ଗୋଟିଏ ବାକ୍ସ ଭିତରେ ବନ୍ଦ କରି ସାନ ଭଉଣୀର ମୃତଦେହକୁ ପ୍ରାୟ ୪ ଦିନ ପର୍ଯ୍ୟନ୍ତ ଘରେ ରଖିଥିଲା ।
ସୌଭାଗ୍ୟବଶତଃ ସେ ବଞ୍ଚିଯାଇଥିଲେ, ହେଲେ ସବୁଦିନ ପାଇଁ ସେ ଦୁଇ ହାତ ଓ ଦୁଇ ଗୋଡ଼ ହରାଇ ବସିଲେ।
ଦେଶରେ ୨୦୦୦ ଟଙ୍କିଆ ନୋଟ୍ ବନ୍ଦକୁ ନେଇ ଶ୍ରୀ ଚୌଧୁରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କରିଛନ୍ତି କଡ଼ା ସମାଲୋଚନା । ଆଉ ସମାଲୋଚନା ଆଳରେ ସେ ଟପିଯାଇଛନ୍ତି ସୀମା ।
ଘଟଣାସ୍ଥଳରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରୁଛି ପୋଲିସ । ସିସିଟିଭି ଫୁଟେଜରେ ୩ଜଣ ଦୁର୍ବୃତ୍ତ ମୁହଁରେ ଗାମୁଛା ବାନ୍ଧି ହତ୍ୟା କରୁଥିବା ଦେଖିବାକୁ ମିଳୁଛି । ଜଣେ ବ୍ୟକ୍ତି ମଧ୍ୟ ସେହି ବାଟ ଦେଇ ଅତିକ୍ରମ କରୁଛନ୍ତି ।
କଣ୍ଠଶିଳ୍ପୀ ସୁସ୍ମୃିତା ଦାସ ଏହି ଗୀତକୁ ଗାଇଛନ୍ତି । ସିଡନୀ ପାର୍କର ମଞ୍ଚରେ ‘ଧିତାଙ୍ଗ ଧିତାଙ୍ଗ’ ପରିବେଷଣ ବେଳେ ଝୁମିଥିଲେ ହଜାର ହଜାର ପ୍ରବାସୀ ଭାରତୀୟ ।
ପୁଣି ଆକାଶର ଛାତି ଚିରି ଜହ୍ନରେ ପାଦ ଥାପିବ ଭାରତ...ମୁନ୍ ମିଶନ ଚନ୍ଦ୍ରଯାନ-୩ ପାଇଁ ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି
ଜମ୍ମୁ ଓ କଶ୍ମୀର ଅନ୍ତର୍ଗତ କିସ୍ତବାଡ଼ ଅଞ୍ଚଳରେ ବଡ଼ ଦୁର୍ଘଟଣା
୨୦୦୮ରେ ହୋଇଥିଲା ଭାରତର ପ୍ରଥମ ମୁନ୍ ମିଶନ ଚନ୍ଦ୍ରଯାନ-୧। ଏଥିରେ କେବଳ ଏକ ଅର୍ବିଟର ଚନ୍ଦ୍ର ନିକଟକୁ ଯାଇ ତା ଚାରିପଟେ ବୁଲିଥିଲା । ଏହାପରେ ୨୦୧୯ରେ ଆଂଶିକ ସଫଳ ହୋଇଥିଲା ଇସ୍ରୋର ଚନ୍ଦ୍ରଯାନ-୨ ମିଶନ୍।
ନୂଆ ସଂସଦ ଭବନ ଲୋକାର୍ପଣକୁ ନେଇ କ୍ଷୁବ୍ଧ ବିରୋଧୀ
ମୋଦିଙ୍କ ଲୋକପ୍ରିୟତା ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କୁ ବି ଏତେ ଆଶ୍ଚର୍ଯ୍ୟଚକିତ କରିଥିଲା ଯେ, ସେ ଉତ୍ସାହିତ ହୋଇ କହିଲେ- ମୋଦି ଇଜ୍ ବସ୍।
ଦେଶର ସବୁ ବ୍ୟାଙ୍କ ଶାଖାରେ ଆରମ୍ଭ ହୋଇଛି ନୋଟ ବଦଳ ବ୍ୟବସ୍ଥା।
ଏହି ଅବସରରେ ପ୍ରବାସୀ ଭାରତୀୟ ଯେତିକି ଉତ୍ସାହିତ ଥିଲେ, ସେତିକି ଉତ୍ସାହିତ ଥିଲେ ବହୁ ଅଷ୍ଟ୍ରେଲୀୟ ନେତା ।
କଶ୍ମୀରର ବଦଳୁଥିବା ଦୃଶ୍ୟପଟ୍ଟ ଓ ଭୂସ୍ୱର୍ଗର ସୌନ୍ଦର୍ଯ୍ୟରେ ଯେତିକି ବିମୋହିତ, ଭାରତୀୟଙ୍କ ଆତିଥେୟତାରେ ମଧ୍ୟ ସେତିକି ଆନନ୍ଦିତ ହୋଇଛନ୍ତି ଅତିଥି ।
ପେଟ୍ରୋଲ ପମ୍ପର କର୍ମଚାରୀମାନେ ଯୁବକଙ୍କ ସ୍କୁଟିରୁ ପେଟ୍ରୋଲ ବାହାର କରିନେଇଥିଲେ । ଏସବୁକୁ ଦେଖିବା ପରେ ଯୁବକ ଜଣକ କର୍ମଚାରୀମାନେ ଗାଡ଼ିରୁ ପେଟ୍ରୋଲ ବାହାର କରୁଥିବା ବେଳର ଏକ ଭିଡିଓ କରିଥିଲେ ।
ଭାରତୀୟ ରିଜର୍ଭ ବ୍ୟାଙ୍କ ଏହି ଗୋଲାପି ନୋଟ୍ ପ୍ରଚଳନକୁ ପ୍ରତ୍ୟାହର କରିବା ନେଇ ଘୋଷଣା କରିଥିବାବେଳେ ଆଜି ଠାରୁ ନୋଟ୍ ଏକ୍ସଚେଞ୍ଜ୍ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା ।
ସିଡନୀରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମୁଦାୟ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି ।
ଟ୍ରକ୍ ଡ୍ରାଇଭରମାନଙ୍କ ସମସ୍ୟା ବୁଝିବାକୁ ରାହୁଲ ଟ୍ରକ୍ରେ ଯାତ୍ରା କରିଥିବା ଉଲ୍ଲେଖ କରାଯାଇଛି । ଦେଶରେ ୯୦ ଲକ୍ଷ ଟ୍ରକ୍ ଡ୍ରାଇଭର ଅଛନ୍ତି ।
ଜଣେ ବ୍ୟକ୍ତି ଥରକରେ ୧୦ଟି ନୋଟ୍ ବଦଳ କରିପାରିବେ । ଯଦି ବ୍ୟାଙ୍କ ଖାଲି ଥାଏ ତା’ହେଲେ ଏକାଧିକ ଥର ବଦଳ କରିପାରିବେ ।
ବର୍ତ୍ତମାନ ସାଇବାର ଅପରାଧୀମାନେ ଠକେଇ କରିବାକୁ ଭିନ୍ନ ଭିନ୍ନ ତରିକା ଆପଣାଉଛନ୍ତି । ଯାହା ଦ୍ୱାରା ଆପଣଙ୍କ ଗୋଟିଏ ଛୋଟିଆ ଭୁଲ୍ ଆପଣଙ୍କୁ ସେମାନଙ୍କ ଜାଲରେ ଫସାଇଦେଇପାରେ ।
ଡେଲିଭରି ବୟ ଆଡ଼କୁ ଧାଇଁ ଆସିଲା ପୋଷା କୁକୁର । ଭୟରେ ଆପାର୍ଟମେଣ୍ଟର ତୃତୀୟ ମହଲାରୁ ତଳକୁ ଡେଇଁ ପଡ଼ିଲେ ଯୁବକ ।