ସମର୍ଥକମାନଙ୍କ ଚାପ ଆଗରେ ନରମିଲେ ମୁଖ୍ୟମନ୍ତ୍ରୀ ବୀରେନ ସିଂ ।
ଗତବର୍ଷ ଜୁଲାଇ ମାସରେ କର୍ଣ୍ଣାଟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ଟ୍ୱିଟର । ଇଲେକ୍ଟ୍ରୋନିକ ଓ ଇନଫର୍ମେସନ ଟେକ୍ନୋଲୋଜି ମନ୍ତ୍ରଣାଳୟ ଆଇଟି ଆକ୍ଟର ଧାରା ୬୯ ଅଧୀନରେ କେନ୍ଦ୍ର ଜାରି କରିଥିବା ନିର୍ଦ୍ଦେଶକୁ ସଂସ୍ଥା ଚ୍ୟାଲେଞ୍ଜ କରିଥିଲା।
କଲମା ବ୍ୟାରେଜର ସମସ୍ତ ୬୪ଟି ଗେଟ୍ ଖୋଲିଦେଲା ଛତିଶଗଡ଼.. କଲମା ବ୍ୟାରେଜ ଦେଇ ମହାନଦୀକୁ ପଶୁଛି ୧.୧୮ ଲକ୍ଷ କ୍ୟୁସେକ୍
ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି.. ଏଥିପାଇଁ ମେଟ୍ରୋ ଟ୍ରେନରେ ବସି ଯାତ୍ରା କରୁଛନ୍ତି ଏବଂ ସହଯାତ୍ରୀଙ୍କ ସହ କଥାବାର୍ତ୍ତା କରୁଛନ୍ତି
ସମୁଦ୍ର ପଥରେ କେଉଁମାନେ ଆମ ଦେଶକୁ ଆସୁଛନ୍ତି? ସେମାନଙ୍କ ପାଖରେ ସବୁ ଡକ୍ୟୁମେଣ୍ଟ ଠିକ୍ ରହିଛି ତ? ଯେଉଁମାନେ ଜଳପଥ ଦେଇ ଆସୁଛନ୍ତି ସେମାନଙ୍କୁ ତନତନ କରି କରିଯାଉଛି ଯାଂଚ । ରାମେଶ୍ୱରମଠାରେ ଜୋରଦାର ଚାଲିଛି ଚେକିଂ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମେକ୍ ଇନ୍ ଇଣ୍ଡିଆ(Make In India)’ ପଦକ୍ଷେପକୁ ଋଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍ ପ୍ରଶଂସା କରିଛନ୍ତି।
ହାଇଦ୍ରାବାଦରେ ୪୦ କୋଟି ଟଙ୍କାର ଟ୍ୟାକ୍ସ ରିଫଣ୍ଡ ଦୁର୍ନୀତିର ପର୍ଦ୍ଦାଫାସ ହୋଇଛି। ଦୁର୍ନୀତିରେ ସଂପୃକ୍ତି ନେଇ କିଛି ସରକାରୀ ଅଧିକାରୀ ଏବଂ ଟେକ୍ କମ୍ପାନୀ କର୍ମଚାରୀଙ୍କୁ ନୋଟିସ କରାଯାଇଛି।
ଟ୍ରାଫିକ ନିୟମ ଉଲ୍ଲଘନକାରୀଙ୍କୁ ସାବାଡ଼ କରିବା ପାଇଁ ଏବେ ଇ-ଚାଲାଣ କଟାଯାଉଛି। ହେଲେ ଅନେକ କାରଣରୁ ଚାଲାଣ SMS ମୋବାଇଲକୁ ଆସିପାରିନଥାଏ କିମ୍ବା SMS ଆସିଥିଲେ ବି ଆପଣ ଜାଣିପାରିନଥିବେ, ଏଭଳି କ୍ଷେତ୍ରରେ challan ସମ୍ପର୍କରେ କେମିତି ଜାଣିବେ?
ରାହୁଲ ଗାନ୍ଧିଙ୍କ କନ୍ଭୟକୁ ବିଷ୍ଣୁପୁର ଜିଲ୍ଲାରେ ଅଟକାଇ ଦିଆଯାଇଥିଲା। ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ୍ ରାହୁଲଙ୍କୁ ଆଗକୁ ବଢ଼ିବା ପାଇଁ ଅଟକାଇଥିଲେ।
ନିଜକୁ ମୃତ ଦର୍ଶାଇ ୪ କୋଟିର ଇନସୁରାନ୍ସ ଟଙ୍କା ହାତେଇବାକୁ ସାଙ୍ଗକୁ ଟ୍ରକ୍ ଚକା ତଳକୁ ଠେଲି ଦେବାକୁ ପଛାଇଲା ନାହିଁ ଅଭିଯୁକ୍ତ ।
ବର୍ଷକର ମେଣ୍ଢାର ଦାମ ୧ କୋଟି ଟଙ୍କା । କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଏମିତିକି ମେଣ୍ଢାକୁ ନେବା ପାଇଁ ଲୋକଙ୍କ ଭିତରେ ପ୍ରତିଯୋଗିତା ମଧ୍ୟ ଲାଗିଛି । ଜାଣନ୍ତୁ କେଉଁଠି..
ନୋଏଡା ରାସ୍ତାକଡ଼ରେ ହୋର୍ଡିଂ ଲଗାଇ ଯୁବତୀ ଜଣକ ତାଙ୍କ ସାଙ୍ଗକୁ କ୍ଷମା ମାଗିଛନ୍ତି। ଯାହାକି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଛି।
କୌଣସି ସୁସ୍ଥସବଳ ଯୁବକ ଠାରୁ କମ୍ ନୁହଁନ୍ତି ରାମବାଇ । ଯେଉଁ ବୟସରେ ଲୋକେ ରୋଗଶଯ୍ୟାରେ ପଡ଼ି ଘାଣ୍ଟି ହେଉଛନ୍ତି, ସେହି ବୟସରେ ସେ ରେକର୍ଡ ପରେ ରେକର୍ଡ କରୁଛନ୍ତି ।
ଆଶ୍ଚର୍ଯ୍ୟ !! ଚମକି ଯିବେ ଆପଣ...ଏଣିକି ଜୋତାର ରହିବନି ଟେନସନ୍ । ପାଦ ଯେତିକି ଯେତିକି ବଢିବ, ଜୋତା ବି ସେହି ଅନୁସାରେ ବଢିବ ।
ଜାରି ହୋଇଥିବା ଛୁଟି ତାଲିକା ଅନୁସାରେ, ଜୁଲାଇରେ ଅଧା ଦିନ ବ୍ୟାଙ୍କ ବନ୍ଦ ରହିବ। ଯଦି ଆସନ୍ତା ମାସରେ ବ୍ୟାଙ୍କ ସମ୍ବନ୍ଧିତ କିଛି କାମ ଅଛି ତା’ହେଲେ ବ୍ୟାଙ୍କକୁ ଯିବା ପୂର୍ବରୁ ଛୁଟି ତାଲିକା ଚେକ୍ କରି ନିଅନ୍ତୁ।
ବିଚ୍ ରାସ୍ତାରେ ହାତରେ ଭୁଜାଲି ଧରି ଯୁବତୀଙ୍କୁ ଗୋଡ଼ାଇଲେ। ସୌଭାଗ୍ୟବଶତଃ, ଯୁବକଙ୍କ ମରଣାନ୍ତକ ଆକ୍ରମଣରୁ ଯୁବତୀ ଜଣକ ଅଳ୍ପକେ ବର୍ତ୍ତି ଯାଇଥିଲେ।
ଛେଳିର ଏତେ ମୂଲ୍ୟ ଶୁଣି ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ । ହେଲେ ଏ କୌଣସି ସ୍ୱତନ୍ତ୍ର ପ୍ରଜାତିର ନୁହେଁ, ବରଂ ତାଙ୍କ ଶରୀରରେ ଥିବା ଚିହ୍ନ ପାଇଁ..
ୟୁସିସିକୁ ନେଇ ଲୋକଙ୍କୁ ବିଭ୍ରାନ୍ତ କରାଯାଉଛି ଓ ମୁସଲିମ ସଂପ୍ରଦାୟର ଲୋକଙ୍କୁ ଉସକା ଯାଉଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।
ଇଲଟ୍ ପାଗକୁ ଦେଖି ସିଲିଗୁଡ଼ିର ଏୟାର ବେସରେ ହେଲିକପ୍ଟରକୁ ଜରୁରୀକାଳୀନ ଅବତରଣ କରିଥିଲେ । ଫଳରେ ବଡ଼ ଦୁର୍ଘଟଣାରୁ ମମତାଙ୍କ ହେଲିକପ୍ଟର ରକ୍ଷା ପାଇଯାଇଥିଲା ।
ସରକାରଙ୍କ କଡ଼ା ଆଭିମୁଖ୍ୟ ...ଯେଉଁ କର୍ମଚାରୀମାନେ ଅଫିସ୍ ଆସୁନାହାନ୍ତି, ସେମାନେ ଦରମା କଥା ଭୁଲି ଯାଆନ୍ତୁ..
ମାତ୍ର ୧୫ ଘଣ୍ଟା ୨୨ ମିନିଟ୍ ୪୯ ସେକେଣ୍ତରେ ଦିଲ୍ଲୀର ସବୁ ମେଟ୍ରୋ ଷ୍ଟେସନ୍ ବୁଲି ଗିନିଜ୍ ୱାର୍ଲ୍ଡ ରେକର୍ଡ କଲେ ଜଣେ ଯୁବକ ।
ମିଛରେ କଷ୍ଟମ ଅଧିକାରୀ କହି ଲୁଟି ନେଲେ ୪ ଲକ୍ଷରୁ ଅଧିକ ଟଙ୍କା। ତା’ବି ପୁଣି ଜଣେ ଶ୍ରମିକଙ୍କ ଠାରୁ।
ଲୁଲୁ ଗ୍ରୁପ୍ ଭାରତରେ ୧୦ ହଜାର କୋଟି ଟଙ୍କା ନିବେଶ କରିବା ପାଇଁ ଯୋଜନା କରିଛି। ଆସନ୍ତା ୩ ବର୍ଷ ମଧ୍ୟରେ ନିବେଶ ସହ ଦେଶରେ ଅନେକ ଡେଷ୍ଟିନେସନ୍ ସପିଂ ମଲ୍ ଖୋଲିବ ବୋଲି ସୂଚନା ମିଳିଛି। ଫଳରେ ୫୦ ହଜାର ନିଯୁକ୍ତି ସୃଷ୍ଟି ହେବ।
ହିମାଚଳ ପ୍ରଦେଶରେ ଅତି ପ୍ରବଳ ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
୩୦୦ ‘ସ୍ୱାଧିନିତା ସଂଗ୍ରାମୀ’ ଏବଂ ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ଓ ସେମାନଙ୍କ ସମ୍ପର୍କୀୟଙ୍କୁ ସମ୍ମାନିତ କରାଯିବା ପାଇଁ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସେହି କାର୍ଯ୍ୟକ୍ରମରେ ଏଭଳି ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ।