ଦୁଇଜଣ ବନ୍ଧୁ ଏକା ସଙ୍ଗେ ସୋସିଓଲୋଜି ପଢ଼ୁଥିଲେ । ଉଭୟ ଗୋଟିଏ କଲେଜରେ ପଢ଼ୁଥିବାବେଳେ କୌଣସି କାରଣକୁ ନେଇ ସେମାନଙ୍କମଧ୍ୟରେ ବଚସା ହୋଇଥିଲା ପରେ ପରେ ସେହି କାରଣରୁ ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି ।
ବହୁ ଚର୍ଚ୍ଚିତ ହିନ୍ଦୀ ଫିଲ୍ମ ‘ଦ କେରଳ ଷ୍ଟୋରୀ’ ଉପରେ ଲାଗିବନି ରୋକ୍। ପଶ୍ଚିମବଙ୍ଗ ସରକାର ଲଗାଇଥିବା ବ୍ୟାନ୍ ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ।
ସ୍ପଷ୍ଟ ହୋଇଛି କର୍ଣ୍ଣାଟକ ଚିତ୍ର। ନୂଆ ମୁଖ୍ୟମନ୍ତ୍ରୀ ହେବେ କଂଗ୍ରେସ୍ ଭେଟରାନ୍ ସିଦ୍ଦରମେୟା । ବହୁମତ ହାସଲ ପରେ ମୁଖ୍ୟମନ୍ତ୍ରୀ ହେବାକୁ ନେଇ ଡିକେ ଶିବକୁମାର ଓ ସିଦ୍ଦରମେୟାଙ୍କ ଭିତରେ ଲାଗି ରହିଥିବା ଛକାପଞ୍ଝାର ଅବସାନ ଘଟିଛି ।
ପୁରୀରୁ ହାୱଡ଼ା ଦୌଡ଼ିଲା ବନ୍ଦେ ଭାରତ..ଶୁଭାରମ୍ଭ କରି ମୋଦି କହିଲେ ୯ବର୍ଷ ହେଲା ଓଡ଼ିଶାକୁ ବଢ଼ିଚାଲିଛି ରେଳ ଅନୁଦାନ..ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ମାଗିଲେ ନବୀନ..ବୈଷ୍ଣବଙ୍କ ସୂଚନା ଆଗକୁ ଭୁବନେଶ୍ୱର ଓ କଟକ ମଧ୍ୟରେ ଚାଲିବ ବନ୍ଦେ ମେଟ୍ରୋ..
୫ ଦିନର ଘମାଘୋଟ କସରତ ଆଉ ୨୦ରୁ ଅଧିକ ବୈଠକ । ବେଙ୍ଗାଲୁରୁ ଦିଲ୍ଲୀ ଯାଏଁ ହଟଚମଟ । ଏସବୁର ଅବସାନ ଘଟାଇ ଶେଷରେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିଛି କଂଗ୍ରେସ।
ବର୍ଷା-ପବନକୁ ଖାତିର ନକରି ସବୁକିଛି ସଜାଡ଼ି ନେବାକୁ ଚେଷ୍ଟା କରୁଛନ୍ତି ମହିଳା । ଆଉ ତାରି ଭିତରେ ଜଣେ କୁନିପୁଅ ମା’କୁ ସାହାଯ୍ୟ କରୁଥିବା ଦେଖିବାକୁ ମିଳିଛି । ବର୍ଷା ଉଡ଼ାଇ ନେଉଥିବା ପାଲକୁ ଜାବୁଡ଼ି ଧରୁଛି କୁନିପୁଅ ।
ଇଏ ସେହି ଶୁଭ ମୂହୁର୍ତ୍ତ, ଦିଲ୍ଲୀରୁ ଭର୍ଚୁଆଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଜ ପତାକା ଦେଖାଇବା ପରେ ଜଗନ୍ନାଥଙ୍କ ଧାମ ପୁରୀରୁ ପଶ୍ଚିମବଙ୍ଗର ହାୱଡ଼ା ଅଭିମୁଖେ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ। ଏଣିକି ପୁରୀ-କୋଲକାତା ଯାତ୍ରା କେବଳ ସାଢ଼େ ୬ ଘଣ୍ଟା ହୋଇଯିବ ଓ ଏହାଦ୍ୱାରା ସମୟ ବଞ୍ଚିବ, କାରବାର ବି ବଢ଼ିବ।
ଉତ୍କଣ୍ଠା ଓ ପ୍ରତୀକ୍ଷାର ଅନ୍ତ ହେଲା ।ପୁରୀରୁ ଦୌଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ଦିଲ୍ଲୀରୁ ଭର୍ଚୁଆଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଜ ପତାକା ଦେଖାଇବା ପରେ ଜଗନ୍ନାଥଙ୍କ ଧାମ ପୁରୀରୁ ପଶ୍ଚିମବଙ୍ଗର ହାୱଡ଼ା ଅଭିମୁଖେ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ ।
ଭଗବତ୍ କଥା ଶୁଣିବାକୁ ଯାଇ ଆଉ ଫେରିଲେ ନାହିଁ ଦମ୍ପତି .. .କିଏ ମାରିଦେଲା ନା ଆତ୍ମହତ୍ୟା କଲେ . .?
ରାସ୍ତାରେ ବୁଲୁଛି ଭୋକିଲା କଲରାପତରିଆ, ଆଖି ପିଛୁଳାକେ ପାଖରେ ପହଞ୍ଚିଯାଇଛି . .
ହଠାତ୍ ସୌରଭଙ୍କ ସୁରକ୍ଷା ବଢାଯାଇଥିବାରୁ ତାହାକୁ ନେଇ ଚର୍ଚ୍ଚା ଚାଲିଛି । ମଙ୍ଗଳବାର ପଶ୍ଚିମ ବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାର ଗାଙ୍ଗୁଲିଙ୍କ ସୁରକ୍ଷା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ତାଙ୍କୁ ଯେଉଁ ପ୍ରକାର ସୁରକ୍ଷା ମିଳୁଥିଲା ତାହାର ଅବଧି ଶେଷ ହୋଇଥିଲା
ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ଦାବି କଲେ ମୁଖ୍ୟମନ୍ତ୍ରୀ । ପୁରୀ-ରାଉରକେଲା ଓ ଭୁବନେଶ୍ୱର-ହାଇଦ୍ରାବାଦ ବନ୍ଦେ ଭାରତ ଦାବି ।
ହଜାରେ ନୁହେଁ କି ଲକ୍ଷ ନୁହେଁ, କୋଟି କୋଟି ଟଙ୍କା ନେଇ ଯାଉଥିବା ଏକ ଟ୍ରକ୍ ଅଧା ରାସ୍ତାରେ ଖରାପ ହୋଇଯାଇଥିଲା। ଆଉ ଏହି ଖବର ବିଜୁଳି ବେଗରେ ପ୍ରଚାର ହେବାପରେ ଲୋକଙ୍କ ଭିଡ଼ ଜମିଥିଲା।
ସାଢ଼େ ୬ କୋଟି କର୍ଣ୍ଣାଟକବାସୀଙ୍କ ମୁଖିଆ ସାଜିବେ ସିଦ୍ଦରମୈୟା ।
ପ୍ରଚୁର ମଦ ପିଇବା ସହ ଗଞ୍ଜେଇ ଟାଣୁଥିଲା ପୁଅ। ବାପା, ଭାଇ ଓ ପୁଅ ମିଶି ହତ୍ୟା କରି ମୃତଦେହକୁ ଜାଳିଦେଲେ।
କେବଳ ବନ୍ଦେ ଭାରତ ଏକ୍ସପ୍ରେସ୍ର ଉଦଘାଟନ ହେଉଛି ତାହା ନୁହେଁ ବରଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁରୀ-ହାୱାଡା ‘ବନ୍ଦେ ଭାରତ ଏକ୍ସପ୍ରେସ’ ସମେତ ପ୍ରାୟ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି
ସିଦ୍ଦରମୟା ମାରିନେବେ କି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଚୌକି ? ଦିଲ୍ଲୀରେ ହାଇକମାଣ୍ଡଙ୍କୁ ସାକ୍ଷାତ ପରେ ବି ଥମିନି ସସପେନସ୍
ସାଇବର କ୍ରାଇମ ରୋକିବାକୁ ଟେଲିକମ୍ ମନ୍ତ୍ରଣାଳୟର ନୂଆ ପଦକ୍ଷେପ । ଉପଭୋକ୍ତାଙ୍କ ପାଇଁ ଆରମ୍ଭ ହେଲା ସଂଚାର ସାଥୀ ପୋର୍ଟାଲ ।
ଫ୍ରଡ୍ ନମ୍ବର ଗୁଡ଼ିକ ଡିଆକ୍ଟିଭ୍ ହେବା ପରେ ଆପେ ଆପେ ହ୍ୱାଟ୍ସଆପ୍ ମଧ୍ୟ ବନ୍ଦ ହୋଇଯାଇଥିଲା ।
କୁହାଯାଉଛି ଓଡ଼ିଶା ଭଳି ଦିଲ୍ଲୀରେ ମଧ୍ୟ ଚାଲିଛି ବାବୁ ରାଜ୍ । ନେତା ମନ୍ତ୍ରୀଙ୍କ ବଦଳରେ ସରକାର ଚଳାଉଛନ୍ତି ସଚିବ ।
ମାଆ ଅନ୍ତେ ବାପା ଘରର ସବୁକିଛି । ଯଦି ସେହି ବାପା ରାକ୍ଷସ ପାଲଟିବ, ତେବେ କ’ଣ ହେବ ପରିସ୍ଥିତି ? ନିଜ ଜଲନ୍ମକଲା ପୁଅକୁ କଲବଲ କରି ମାରିଦେଲା ବାପା ।
ଏକଥା କୋର୍ଟ ସେତେବେଳେ କହିଥିଲେ ଯେତେବେଳେ ଓକିଲ କୋର୍ଟଙ୍କୁ ଜଣାଇଲେ ଯେ, ଏହି ଦମ୍ପତ୍ତିଙ୍କର ପ୍ରେମ ବିବାହ ହୋଇଛି ।
ସାଫି ଗୋଟିଏ ପଥରରେ ମୁଣ୍ଡକୁ ଛେଚି ସନ୍ଦେଶ ପାଟିଲଙ୍କୁ ହତ୍ୟା କରିଥିଲା। ଏହାପରେ ମୃତଦେହକୁ ରେଲୱେ ଟ୍ରାକ୍ ନିକଟରେ ପିଙ୍ଗିଦେଇ ଚାଲିଯାଇଥିଲା
ସିଂହଭାଗ କଂଗ୍ରେସ ବିଧାୟକଙ୍କର ସମର୍ଥନ ସିଦ୍ଦରମୈୟାଙ୍କ ପ୍ରତି ରହିିବା ସହ ରାହୁଲ ଗାନ୍ଧିଙ୍କ ପାଖ ଲୋକ ଭାବେ ଜଣାଶୁଣା।
ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କୁ ଫସାଇବାର ଚକ୍ରାନ୍ତ ହେଉଛି ବୋଲି ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ ଛତିଶଗଡ଼ ସରକାର।