ମାତ୍ର ୧୫ ଘଣ୍ଟା ୨୨ ମିନିଟ୍ ୪୯ ସେକେଣ୍ତରେ ଦିଲ୍ଲୀର ସବୁ ମେଟ୍ରୋ ଷ୍ଟେସନ୍ ବୁଲି ଗିନିଜ୍ ୱାର୍ଲ୍ଡ ରେକର୍ଡ କଲେ ଜଣେ ଯୁବକ ।
ମିଛରେ କଷ୍ଟମ ଅଧିକାରୀ କହି ଲୁଟି ନେଲେ ୪ ଲକ୍ଷରୁ ଅଧିକ ଟଙ୍କା। ତା’ବି ପୁଣି ଜଣେ ଶ୍ରମିକଙ୍କ ଠାରୁ।
ଲୁଲୁ ଗ୍ରୁପ୍ ଭାରତରେ ୧୦ ହଜାର କୋଟି ଟଙ୍କା ନିବେଶ କରିବା ପାଇଁ ଯୋଜନା କରିଛି। ଆସନ୍ତା ୩ ବର୍ଷ ମଧ୍ୟରେ ନିବେଶ ସହ ଦେଶରେ ଅନେକ ଡେଷ୍ଟିନେସନ୍ ସପିଂ ମଲ୍ ଖୋଲିବ ବୋଲି ସୂଚନା ମିଳିଛି। ଫଳରେ ୫୦ ହଜାର ନିଯୁକ୍ତି ସୃଷ୍ଟି ହେବ।
ହିମାଚଳ ପ୍ରଦେଶରେ ଅତି ପ୍ରବଳ ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
୩୦୦ ‘ସ୍ୱାଧିନିତା ସଂଗ୍ରାମୀ’ ଏବଂ ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ଓ ସେମାନଙ୍କ ସମ୍ପର୍କୀୟଙ୍କୁ ସମ୍ମାନିତ କରାଯିବା ପାଇଁ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସେହି କାର୍ଯ୍ୟକ୍ରମରେ ଏଭଳି ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ।
ଏମିତି ଏକ ପରିସ୍ଥିତି ଦେଖିବାକୁ ମିଳିଛି ହିମାଚଳ ପ୍ରଦେଶରେ । ହଜାର ହଜାର ସ୍ଥାନୀୟ ଲୋକ ପର୍ଯ୍ୟଟକ ତଥା ବ୍ୟବସାୟୀ,ସମସ୍ତେ ଏହି ଟ୍ରାପିକ୍ ଜାମ୍ରେ ଫସିଛନ୍ତି ।
ଯାତ୍ରୀମାନେ କହିଛନ୍ତି ଯେ ଯେତେବେଳେ ଇଲେକ୍ଟ୍ରୋନିକ୍ ଡିସ୍ପ୍ଲେ ବୋର୍ଡରେ ସକାଳ ୬.୩୨ ରେ ଟ୍ରେନ ପହଞ୍ଚିବାର ସମୟ ଦେଖାଯାଇଥିଲା, ସେତେବେଳେ ବି ପ୍ଲାଟଫର୍ମ ନେଇ କୌଣସି ସୂଚନା ଦିଆଯାଇନଥିଲା ।
ଏହି ଲୁଟେରା ଦୁଇ ଜଣଙ୍କ ମଧ୍ୟରୁ ଜଣେ ହେଲେ, ଦେବ ବର୍ମା । ଯିଏ କି ଜଣେ ଜିଏସ୍ଟି ଆକାଉଣ୍ଟାଣ୍ଟ । ଅନ୍ୟ ଜଣେ ହେଲେ ହର୍ସ ରାଜପୁତ୍ । ଯିଏ କି ଏକ ପ୍ରାଇଭେଟ କମ୍ପାନୀରେ କାମ କରନ୍ତି ।
ନିଜ ପରିବାର ସହ ଛୁଟି କଟାଇବା ପାଇଁ ଜଣେ ୩୫ ବର୍ଷୀୟ ଶିକ୍ଷୟିତ୍ରୀ ରବିବାର ଦିନ କୌଣସି ସ୍ଥାନକୁ ଯାତ୍ରା କରିବାକୁ ନୂଆଦିଲ୍ଲୀ ରେଳ ଷ୍ଟେସନକୁ ଆସିଥିଲେ । ସେଠାରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ହୋଇଛି ।
ଯଦି ଆପଣ ଏଥିପାଇଁ ଆଗ୍ରହୀ ରହିଛନ୍ତି, ତେବେ ଆପଣଙ୍କୁ ଏକ ଭଲ ମ୍ୟୁଚୁଆଲ୍ ଫଣ୍ଡ ସ୍କିମ୍ ବାଛିବାକୁ ପଡ଼ିବ । ଯେଉଁଥିରେ ପ୍ରତି ମାସରେ ଆପଣଙ୍କୁ ୨୦୦୦ ଟଙ୍କା ବିନିଯୋଗ କରିବାକୁ ହେବ ।
ପାଲମ ବିମାନ ବନ୍ଦରରେ ପହଞ୍ଚବା ପରେ ପ୍ରଧାନମନ୍ତ୍ରୀଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ମନ୍ତ୍ରୀ ମିନାକ୍ଷୀ ଲେଖି ଓ ଦଳର ବହୁ ନେତା ଓ ସାଂସଦ ସ୍ୱାଗତ କରିଥିଲେ ।
ବକ୍ସା, ବାରପେଟା, ଦରଙ୍ଗ, ଧୂବ୍ରୀ, ଗୋଲପରା, କାମରୂପ, ଲକ୍ଷ୍ମୀପୁର, ନାଲବରି, ଉଦଲଗୁରୀ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି । ବନ୍ୟା ପରିସ୍ଥିତି ନେଇ ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।
ହିଂସାକାଣ୍ଡ ଘଟାଇଥିବା ୧୨ ଜଣ ଉଗ୍ରବାଦୀଙ୍କୁ ସେନା ଗିରଫ କରିଥିବାବେଳେ ସେମାନଙ୍କୁ ମୁକୁଳାଇବା ପାଇଁ ପ୍ରାୟ ୧୨ ଶହ ମହିଳା ଯବାନମାନଙ୍କୁ ଘେରା ବନ୍ଦୀ କରି ରଖିଥିଲେ ।
ନିଖୋଜର ୩ ବର୍ଷ ପରେ ସେପ୍ଟିକ୍ ଟ୍ୟାଙ୍କରୁ ମିଳିଲା ମହିଳାଙ୍କ କଙ୍କାଳ। ହତ୍ୟା ଅଭିଯୋଗରେ ମହିଳାଙ୍କ ସ୍ୱାମୀଙ୍କୁ ପୋଲିସ୍ ଗିରଫ କରିଛି।
ମୋଦିଙ୍କ ୨ ଦିନିଆ ଇଜିପ୍ଟ ଗସ୍ତରେ ମୁଖ୍ୟ ଆକର୍ଷଣ ରହିଥିଲା ପ୍ରବାସୀ ଭାରତୀୟଙ୍କ ଭବ୍ୟ ସ୍ୱାଗତ ।
ଲୁପ୍ ଲାଇନରେ ଛିଡା ହୋଇଥିବା ମାଲ୍ବାହୀ ଗାଡ଼ିକୁ ଆଉ ଏକ ମାଲ୍ବାହୀ ଗାଡ଼ି ଧକ୍କା ଦେଇଛି। ବାଙ୍କୁଡ଼ା ଓଣ୍ଡାଗ୍ରାମ୍ ରେଳ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ହୋଇଛି।
ଯଦି ଆପଣ ସାଧାରଣ ବଗିରେ କୌଣସି ସ୍ଥାନକୁ ଯାଉଥା’ନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି । କାରଣ ଭାରତୀୟ ରେଳ ପକ୍ଷରୁ ସାଧାରଣ ବଗିରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ କିଛି ଘୋଷଣା କରାଯାଇଛି ।
ବିଭିନ୍ନ ଜିଲ୍ଲାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରିଲିଫ କ୍ୟାମ୍ପ କରାଯାଇଥିବା ବେଳେ ସେଠାରେ ବିପନ୍ନଙ୍କୁ ଖାଦ୍ୟ ପାନୀୟ ଯୋଗାଇ ଦିଆଯାଉଛି।
ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ସଞ୍ଜୁ ଭାଗବତଙ୍କ ସହ ଏପରି ହୋଇଛି । ଦିଆଯାଇଥିବା ସୂଚନା ଅନୁସାରେ ଭାଗବତଙ୍କ ପିଲାଦିନ ଠିକ୍ଠାକ୍ ଥିଲା । କିନ୍ତୁ କିଛିଦିନ ଯିବାପରେ ତାଙ୍କ ପେଟ ଅସ୍ୱାଭାବିକ ଭାବେ ଫୁଲିବାକୁ ଲାଗିଥିଲା ।
ଆଇଆଇଟି କାନପୁର କମ୍ପ୍ୟୁଟର ସାଇନ୍ସ ଓ ଇଞ୍ଜିନୟରିଂ ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ପରୀକ୍ଷଣ ସଫଳ ହୋଇଛି ।
ବିଶ୍ୱର ସବୁ ବଡ଼ ବଡ଼ ଗଣମାଧ୍ୟମରେ କରାଯାଇଛି ମୋଦିଙ୍କ ପ୍ରଶଂସା । ଖବରକାଗଜରେ ଲିଡ୍ ଷ୍ଟୋରୀର ହେଡ୍ଲାଇନ୍ ପାଲଟିଛନ୍ତି ମୋଦି ।
ମୋଦିଙ୍କ ଭାଷଣର ପ୍ରତି ବାକ୍ୟରେ ଅତିଥି ତଥା ଅନ୍ୟ ପ୍ରତିନିଧିମାନେ ଛିଡ଼ା ହୋଇ ତାଳିମାରିଥିଲେ । ଆଉ ମୋଦିଙ୍କୁ ସ୍ୱାଗତ କରିଥିଲେ ।
ପାଟନାରେ ବିରୋଧି ଦଳଙ୍କ ମହା ବୈଠକରେ ସାମିଲ ହୋଇଥିବା ନେତାଙ୍କ ସହମତି, ଏକଜୁଟ ଲଢିବେ ନିର୍ବାଚନ। ଆସନ୍ତା ଜୁଲାଇ ୧୨ରେ ହେବ ଶିମଲାରେ ଚୂଡାନ୍ତ ବୈଠକ।
ଏମିତିରେ ବି ନିଜର ମଜାଳିଆ ଅନ୍ଦାଜ ପାଇଁ ଜଣାଶୁଣା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ।
ଘଟଣାକୁ ନେଇ ପୋଲିସ ତା’ର ପ୍ରତିକ୍ରିୟା ରଖିଛି । ପୋଲିସ କହିଛି ଶିକ୍ଷକ ଜଣକ ଜୌରା ରୋଡ ଅଞ୍ଚଳରେ ଥିବା କୁଲେନ୍ଦ୍ର କୋଚିଂ ସେଣ୍ଟରରେ ଶିକ୍ଷାଦାନ କରନ୍ତି ।