ଭାରତ ସରକାରଙ୍କ ଏହି ଯୋଜନାର ନାଁ ହେଉଛି ‘ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା’ । ତେବେ ଆସନ୍ତୁ ଏ ସମ୍ପର୍କରେ ଜାଣିବା ଅଧିକ ତଥ୍ୟ...
ପୂର୍ବରୁ ମଧ୍ୟ ଅନେକ ଉଦାହରଣ ରହିଛି ଯେ ଗୀତା ପ୍ରେସ କେବେ କୌଣସି ପ୍ରକାର ପୁରସ୍କାର ଗ୍ରହଣ କରିନାହିଁ । କିନ୍ତୁ ଏଥର ପରମ୍ପରାକୁ ଭାଙ୍ଗି କେବଳ ସମ୍ମାନ ଗ୍ରହଣ କରିବ ।
ବରିଷ୍ଠ ଆଇପିଏସ୍ ଅଧିକାରୀ ରବି ସିହ୍ନା ହେବେ ଭାରତୀୟ ଗୁଇନ୍ଦା ସଂସ୍ଥା ରିସର୍ଚ୍ଚ ଆଣ୍ଡ ଆନାଲିସିସ୍ ୱିଙ୍ଗ (RAW)ର ପରବର୍ତ୍ତୀ ମୁଖ୍ୟ।
ଡାକୁ ହସିନାଙ୍କୁ ଧରିବା ପଞ୍ଜାବ ପୋଲିସ୍ ପାଇଁ ଏକ ଚ୍ୟାଲେଞ୍ଜ ପାଲଟିଥିଲା ତାଙ୍କୁ ଧରିବାରେ ବହୁତ ସାହାଯ୍ୟ କଲା ୧୦ ଟଙ୍କିଆ ‘କୋଲ୍ଡ ଡ୍ରିଙ୍କସ୍’ ।
ମୁମ୍ବାଇର ସୁବୁରବନ୍ ଗୋବନ୍ଦୀ ଅଞ୍ଚଳରେ ଥିବା ଗୋଟାଏ ଘରୋଇ ଡାକ୍ତରଖାନାରେ ଜଣେ ବ୍ୟକ୍ତି ଡାକ୍ତର ସାଜି ଜଣେ ମହିଳାଙ୍କ ସହିତ ଅସଦାଚରଣ କରୁଥିବା ଅବସ୍ଥାରେ ଧରାପଡ଼ିଛନ୍ତି ।
୧୮ ବର୍ଷୀୟା ମହିଳା ଓ ତାଙ୍କର ୨୧ ବର୍ଷୀୟ ପ୍ରେମିକକୁ ଗୁଳି କରି ହତ୍ୟା କରାଯାଇଥିବା ସୂଚନା ମିଳିଛି। ହତ୍ୟା ପରେ ସେମାନଙ୍କର ମୃତଦେହକୁ କୁମ୍ଭୀର ଥିବା ନଦୀକୁ ପରିବାର ଲୋକ ଫିଙ୍ଗି ଦେଇଥିଲେ।
ବନ୍ଦ କାର୍ ଭିତରେ ଖେଳୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘରଠୁ ୫୦ ମିଟର ଦୂରରେ କାର୍ ଭିତରୁ ମୃତଦେହ ଉଦ୍ଧାର କରାଯାଇଥିଲା।
ଉତ୍ତର ପ୍ରଦେଶ ବଲିଆ ଅଞ୍ଚଳରେ ଦୁଃଖଦ ଘଟଣା
ସାଇନବୋର୍ଡରେ ସଫା ସଫା ଲେଖାଯାଇଛି, ପୁରୁଷ ହୁଅନ୍ତୁ କି ମହିଳା ମନ୍ଦିରକୁ ମର୍ଯ୍ୟାଦାପୂର୍ଣ୍ଣ ବସ୍ତ୍ର ପରିଧାନ କରି ଆସିବା ପାଇଁ।
ଡ୍ରାଇଭରଙ୍କ ଆଖି ଲାଗିଯିବା ଯୋଗୁ ନିୟନ୍ତ୍ରଣ ହରାଇ ବିମାନବନ୍ଦରର ପିଲର୍ରେ ପିଟି ହେଲା ବସ୍। ଆଜି ଭୋର ୫ଟା ୧୫ରେ ବେଙ୍ଗାଲୁରୁର କେମ୍ପେଗୋଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ଘଟଣା ଘଟିଛି।
ପ୍ରବଳ ଗରମରେ ବିହାରରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ବିହାରର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି।
ରଥଯାତ୍ରା ପାଇଁ ଆଗୁଆ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ।
ଭଉଣୀଙ୍କ ଉପରେ ଶୁଝାଇଲେ ଭାଇର ରାଗ ! ଜୋରଜବରଦସ୍ତ ଘରେ ପଶି ୨ ଜଣ ମହିଳାଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ।
ପ୍ରେମରେ ପାଗଳ ନାବାଳିକା ପ୍ରେମିକା । ବୟଫ୍ରେଣ୍ତକୁ ଦେଖା କରିବା ପାଇଁ ସାତ ଶହ କିମି ପାର୍ କଲା ପ୍ରେମିକା । ତଥାପି ମିଳିଲାନି ପ୍ରେମିକର ଦେଖା । ରାଗରେ ନିଜ ହାତ କାଟିବାକୁ ପଛାଇଲାନି ପ୍ରେମିକା । ହାତ କାଟି ଥାନାରେ ପହଞ୍ଚିଲା ନାବାଳିକା ।
ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ହସ୍ପିଟାଲ ଭିତରେ ସ୍କୁଟର...ହ୍ୱିଲ ଚେୟାର ନମିଳିବାରୁ ସ୍କୁଟରରେ ହସ୍ପିଟାଲର ୩ ମହଲା ଉପରକୁ ଗଲେ ରୋଗୀ ।
୮ ମହଲାର ବାଲ୍କୋନିରୁ ତଳକୁ ଖସିପଡ଼ିଲା ୫ ବର୍ଷର ଶିଶୁ। ଏଥିରେ ଶିଶୁଟିର ଜୀବନ ଚାଲି ଯାଇଛି।
ଜଣେ ୮ ବର୍ଷୀୟା ଝିଅ ଡେଲିଭରି ବୟଙ୍କ ବିରୋଧରେ ଅପହରଣ ଉଦ୍ୟମ ଓ ଜବରଦସ୍ତି ଛାତ ଉପର ନେବା ନେଇ ଅଭିଯୋଗ କରିଥିଲେ। ଏହାପରେ ସୋସାଇଟିରେ ହଇଚଇ ସୃଷ୍ଟି ହୋଇଥିଲା।
ଗତ କିଛି ଦିନ ହେବ ମୋର ମନ ଭଲ ନାହିଁ । ସମସ୍ତଙ୍କ ପାଇଁ ଏହା ଅତ୍ୟନ୍ତ ଯନ୍ତ୍ରଣାଦାୟକ, ଯାହାର ନିକଟ ତଥା ପ୍ରିୟ ବ୍ୟକ୍ତିମାନେ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ।
ଯୋଗ ଶରୀର ଓ ମନକୁ ସୁସ୍ଥ ଏବଂ ଖୁସି ରଖିବା ଦିଗରେ ସାରା ଜଗତକୁ ଏକାଠି କରିଥାଏ । ବିଶ୍ୱସ୍ତରରେ ଯୋଗ ଅଧିକ ଲୋକପ୍ରିୟ ହେବା ଆବଶ୍ୟକ ।
ଆଧାରକୁ ରାସନ କାର୍ଡ ସହିତ ସଂଯୋଗ କରିବା ପଛରେ ମୂଳ ଉଦ୍ଦେଶ୍ୟ ହେଉଛି ଏକାଧିକ ରାସନ କାର୍ଡ ଥିବା ବ୍ୟକ୍ତି ବିଶେଷଙ୍କୁ ନେଇ ଉପୁଜିଥିବା ସମସ୍ୟାର ସମାଧାନ କରିବା ।
ସ୍ୱାମୀଙ୍କ ସାନ ଭାଇ ସୁହେଲ ସହ ତାଙ୍କର ପ୍ରେମ ସମ୍ପର୍କ ଥିଲା । ଊଭୟଙ୍କୁ ଗୁରୁବାର ଗିରଫ କରାଯାଇଛି ।
UPPSC ପକ୍ଷରୁ ବିଭିନ୍ନ ବିଭାଗରେ ଚାକିରି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିପାଇଁ ଆବେଦନ ପ୍ରକ୍ରିୟାର ଶେଷ ତାରିଖ ଜୁଲାଇ ୧୪ ତାରିଖ ବୋଲି ଧାର୍ଯ୍ୟ ରଖାଯାଇଛି ।
ଘଟଣାକୁ ନେଇ ମାଡ୍ରାସ ହାଇକୋର୍ଟ ଗଭୀର ଚିନ୍ତାପ୍ରକଟ କରିଥିଲେ । ଏହାସହ ତଦନ୍ତର ମନିଟରିଂ କରିବେ ବୋଲି ନିର୍ଦ୍ଦେଶ ଦେଇଥିଲେ ମାଡ୍ରାସ ହାଇକୋର୍ଟ ।
ଭିଡିଓଟିରେ ଦେଖାଯାଉଛି ଯେ, ଜଣେ ବ୍ୟକ୍ତି ସ୍ୱିଙ୍ଗରୁ ତଳେ ପଡ଼ିଯାଉଛନ୍ତି । ତା’ପରେ ସେହି ସ୍ୱିଙ୍ଗର ଅପରପାର୍ଶ୍ୱରେ ଧକ୍କା ହେଉଛନ୍ତି ।
ପୁରଖାରମ୍ ଥରେ ଉଠିଲେ ୨୫ ଦିନ ଧରି ଶୋଇ ରୁହନ୍ତି। ଏହା ତାଙ୍କର ଜୀବନ ଶୈଳୀକୁ ବହୁତ ପ୍ରଭାବିତ କରିଛି।