ଦେଖିଲେ ଲାଗୁଛି ଯେପରି ସିଧା କୌଣସି ହଲିଉଡ୍ ସାଇ-ଫାଇ ମୁଭିର ସ୍ପେଶ୍ ସିପ୍। କିନ୍ତୁ ଏହା କୌଣସି କଳ୍ପନା ନୁହେଁ, ବନ୍ଦେ ଭାରତ ହାଇ-ସ୍ପିଡ୍ ଟ୍ରେନର ଭିତରର ଦୃଶ୍ୟ ସାମ୍ନକୁ ଆସିଛି।
କୋଲକାତା ଆରିଜି କର ମେଡକାଲ କଲେଜର ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ସହ ହତ୍ୟା ଘଟଣା ମନରୁ ନ ଲିଭୁଣୁ ପୁଣି ଏଭଳି ଅସଦାଚରଣ ନେଇ କ୍ଷୋଭ ପ୍ରକାଶ ପାଇଛି।
ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ବନ୍ୟାର କରୁଣ ଦୃଶ୍ୟ ଛାତି ଦୋହଲାଇ ଦେଇଛି । ଆନ୍ଧ୍ରପ୍ରଦେଶ ମେହେବୁବାବାଦ ଜିଲ୍ଲାରେ ରେଳ ଚଳାଚଳରେ ବ୍ୟାପକ ସମସ୍ୟା ଦେଖା ଦେଇଛି ।
ଚୌକି ବଞ୍ଚାଇବାକୁ ପ୍ରାଣପ୍ରଣେ ଚେଷ୍ଟା କରୁଛନ୍ତି ଦିଦି । ଦିନ ଯେତିକି ଯେତିକି ଗଡ଼ୁଛି, ଦିଦିଙ୍କ ଅଡୁଆ ସେତିକି ସେତିକି ବଢ଼ିବାରେ ଲାଗିଛି ।
ମଧ୍ୟପ୍ରଦେଶର ଜବଲପୁରରୁ ତେଲେଙ୍ଗାନାର ହାଇଦ୍ରାବାଦ ଅଭିମୁଖେ ଯାଉଥିବା ଇଣ୍ଡିଗୋର ଏକ ବିମାନରେ ବୋମା ଥିବା ଖବର ସାମ୍ନାକୁ ଆସିବା ପରେ ଏହାକୁ ନାଗପୁରକୁ ଡାଇର୍ଭଟ କରିଦିଆଯାଇଛି ।
ଉପରେ ଦମ୍ଭ... ହେଲେ ଭିତରେ ଭିତରେ କାନ୍ଦୁଛନ୍ତି ଦିଦି । ଚୌକି ବଞ୍ଚାଇବାକୁ ପ୍ରାଣପ୍ରଣେ ଚେଷ୍ଟା କରୁଛନ୍ତି । ଦିନ ଯେତିକି ଯେତିକି ଗଡ଼ୁଛି, ଦିଦିଙ୍କ ଅଡୁଆ ସେତିକି ସେତିକି ବଢ଼ିବାରେ ଲାଗିଛି । କୁହାଯାଉଛି, ଆଉ କୋଲକାତାରେ କାମକରୁନି ଦିଦିଙ୍କ ଫର୍ମୁଲା ।
ମାସ ଆରମ୍ଭରୁ ମହଙ୍ଗା ମାଡ଼। ପୁଣି ବଢିଲା ଗ୍ୟାସ ସିଲିଣ୍ଡର ଦର। ତୈଳ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ୍ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି।
ମହିଳା ବିରୋଧୀ ଅପରାଧକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଦବେଗ । ସୁପ୍ରିମକୋର୍ଟକୁ ୭୫ ବର୍ଷ ପୂର୍ତ୍ତି ଅବସରରେ ଉଦବେଗ ପ୍ରକାଶ କଲେ । ମହିଳା ବିରୋଧୀ ଅପରାଧର ତ୍ବରିତ ଶୁଣାଣି ଆବଶ୍ୟକ କହିଲେ ।
ବେହାଲ ଆନ୍ଧ୍ରପ୍ରଦେଶ। ରାଜ୍ୟରେ ବନ୍ୟା ସ୍ଥିତି ଦେଖାଦେଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ସୁନା ଦରରେ ପରିବର୍ତ୍ତନ । ଗତକାଲି ଅପେକ୍ଷା ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...
ମହାରାଷ୍ଟ୍ରରେ ଭାଙ୍ଗିଥିଲା ଛତ୍ରପତି ଶିବାଜୀଙ୍କ ୩୫ ଫୁଟ୍ ଉଚ୍ଚର ପ୍ରତିମୂର୍ତ୍ତି । ସିନ୍ଧୁଦୁର୍ଗ ଜିଲ୍ଲା ରାଜକୋଟ୍ ଦୁର୍ଗରେ ଥିଲା ପ୍ରତିମୂର୍ତ୍ତି ।
ଦୁଷ୍କର୍ମ ଅପରାଧ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦ୍ୱିତୀୟ ଚିଠିକୁ ନେଇ ତେଜିଲା ରାଜନୀତି ।
ନ୍ୟୁଜ ବ୍ରଡକାଷ୍ଟର୍ସ ଫେଡେରେସନର (NBF) ପ୍ରତିନିଧି ମଣ୍ଡଳୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଭାରତୀୟ ବ୍ରଡକାଷ୍ଟ ନ୍ୟୁଜ ମିଡିଆ ଇଣ୍ଡଷ୍ଟ୍ରୀ ସହ ଜଡ଼ିତ ବିଭିନ୍ନ ସମସ୍ୟା ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ।
ଏହି ଘଟଣା ସଂପର୍କରେ ଜଣାପଡ଼ିବା ପରେ ରାସ୍ତାକୁ ଓହ୍ଲାଇଛନ୍ତି କଲେଜର ଶହ ଶହ ଛାତ୍ରଛାତ୍ରୀ । ସେମାନଙ୍କ ପ୍ରତିବାଦ ଦେଖି ପୋଲିସ ପ୍ରଶାସନ ଓ କଲେଜ କର୍ତ୍ତୃପକ୍ଷ ମଧ୍ୟ ତତ୍ପରତା ଦେଖାଇଛି । ଅନ୍ୟପଟେ ସଂପୃକ୍ତ ଛାତ୍ରକୁ ଗିରଫ କରି ଆନ୍ଧ୍ର ପୋଲିସ ତଦନ୍ତ ଜାରି ରଖିଛି ।
ଗତ ଦୁଇ ଦଶନ୍ଧି ଭିତରେ ନା କେହି ଏମିତି ଦେଖିଥିଲେ, ନା କେହି କେବେ ଭାବିଥିଲେ ଏଭଳି ଭାସିବ ଭଦୋଦରା ।
୯ ତାରିଖ ଅର୍ଥାତ ମୃତଦେହ ମିଳିଥିବା ଦିନ ପ୍ରାୟ ୧୧ଟା ବେଳେ ଫୋନ୍ କରି ପରିବାରକୁ ଝିଅ ଅସୁସ୍ଥ ଥିବା କଥା ଜଣାଇଥିଲେ ।
ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ-NCRBର ରିପୋର୍ଟରେ ସାମ୍ନାକୁ ଆସିଛି ଏଭଳି ଚିନ୍ତାଜନକ ତଥ୍ୟ।
୯ ତାରିଖ ଦିନ RG କର୍ ମେଡିକାଲରୁ ଆସିଥିଲା ଫୋନ୍ । ଦିନ ପ୍ରାୟ ୧୧ଟା ବେଳେ ଫୋନ୍ କରିଥିଲେ ଡେପୁଟି ସୁପରିଟେଣ୍ଡେଣ୍ଟ୍ ।
୩/୪ ଦିନର ଲଗାଣ ବର୍ଷାରେ ବେହାଲ୍ ହୋଇଯାଇଛି ଅଧାରୁ ଅଧିକ ଗୁଜରାଟ । ହଜାର ହଜାର ଲୋକ ଜଳବନ୍ଦୀ ।
ପାସପୋର୍ଟ ସେବା ପୋର୍ଟାଲ ୨୯ ଅଗଷ୍ଟ ୨୦୨୪ ଗୁରୁବାର ରାତି ୮ଟାରୁ ୨ ସେପ୍ଟେମ୍ବର ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ବୈଷୟିକ ରକ୍ଷଣାବେକ୍ଷଣ ପାଇଁ ବନ୍ଦ ରହିବ।
ଦେଶରେ ବାର୍ଷିକ ଆତ୍ମହତ୍ୟା ମାମଲା ୨ ପ୍ରତିଶତ ବଢ଼ିଥିବା ବେଳେ ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା ମାମଲା ୪ ପ୍ରତିଶତ ବୃଦ୍ଧି ପାଇଛି। ୨୦୨୨ରେ ମୋଟ ଆତ୍ମହତ୍ୟା ମାମଲା ମଧ୍ୟରେ ୫୩ ପ୍ରତିଶତ ଛାତ୍ର ଥିଲେ।
ଗୁଜରାଟ ବନ୍ୟା: ୨୯ ମୃତ। ଗୁଜରାଟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି। ୨ ଦିନରେ ୨୯ ଜଣଙ୍କ ମୃତ୍ୟୁ, ୪୦ ହଜାର ସୁରକ୍ଷିତ ଉଦ୍ଧାର। ଦ୍ବାରିକା, ଆନନ୍ଦ, ବରୋଦା, ରାଜକୋଟ ଜିଲ୍ଲା ଅଧିକ ପ୍ରଭାବିତ। କାଲି ଯାଏଁ ଅତି ପ୍ରବଳ ବର୍ଷା ନେଇ IMDର ଆଲର୍ଟ ।
ଗୁଜରାଟ ଭାରତର ପଶ୍ଚିମ ଓ ଦକ୍ଷିଣପଶ୍ଚିମରେ ଥିବା ଏକ ରାଜ୍ୟ । ଏଠାରେ ମୁଖ୍ୟତଃ ଶୁଷ୍କ ଓ ଆର୍ଦ୍ର ଜଳବାୟୁ ଅନୁଭୂତ ହୁଏ। ଏଠାରେ ସେତେ ପରିମାଣର ବର୍ଷା ହୋଇନଥାଏ। ମାତ୍ର ଚଳିତ ଥର ଅଚାନକ ବର୍ଷା ହେବା ଫଳରେ ଏଠାରେ ଜଳାର୍ଣ୍ଣବ ସ୍ଥିତି ଦେଖାଦେଇଛି।
ଉତ୍ତରପ୍ରଦେଶ ବାହରିଚରେ ମଣିଷ ଖିଆ ଗଧିଆଙ୍କ ଆତଙ୍କ । ଗଧିଆ ଆକ୍ରମଣରେ ଗଲାଣି ୮ ଜଣଙ୍କ ଜୀବନ। ମୃତକଙ୍କ ମଧ୍ୟରେ ଅଛନ୍ତି ୫ ଶିଶୁ ଓ ୩ ଜଣ ମହିଳା ।
ଲଗାଣ ବର୍ଷାରେ ବେହାଲ ରାଜଧାନୀ ଦିଲ୍ଲୀ। ବର୍ଷା ଯୋଗୁଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି।