ଆପଣ କେବେ ଭାବିଛନ୍ତି କି ଔଷଧ ଭଳି ଜିନିଷ କେବେ ରାସ୍ତା କଡ଼ରେ ବିକ୍ରି ହେଉଥିବ । ଆଉ ଲୋକେ ମଧ୍ୟ ତାହା କିଣି ନେଉଥିବେ ।
ବିଶ୍ୱରେ ଶାନ୍ତି ଓ ମୈତ୍ରୀର ସନ୍ଦେଶ ଦେବାକୁ ଏଭଳି ଚିତା କୁଟାଇଥିବା କହିଛନ୍ତି ରାମନାମୀ ଶ୍ରଦ୍ଧାଳୁ ।
ତତ୍କ୍ଷଣାତ୍ ତାଙ୍କ ବ୍ୟାଗକୁ CISF ଅଧିକାରୀ ଜବତ କରିବା ସହ ସନ୍ଧାନୀ କୁକୁରକୁ ଅଣାଯାଇଥିଲା।
ଶାରୀରିକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ। ହତ୍ୟା ପରେ ଅଭିଯୁକ୍ତ ଘଟଣା ସମ୍ପର୍କରେ ସମ୍ପର୍କୀୟଙ୍କୁ ଜଣାଇଥିଲା।
ସମୁଦ୍ର ପଥରେ ଶ୍ରୀଲଙ୍କାରୁ ଭାରତକୁ ସୁନା ଚୋରା ଚାଲାଣର ମହାଖୁଲାସା ହୋଇଛି। ମାଛଧରା ଡଙ୍ଗାରୁ ୩୨ କେଜି ୬ ଶହ ଗ୍ରାମର ସୁନା ମିଳିଛି।
ଗ୍ରାହକଙ୍କ ଲାଗି ବଡ଼ ଖବର : ଆଜିଠୁ ସମସ୍ତଙ୍କ ଘରକୁ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଜୁଳି ଯୋଗାଇ ଦେବେ ସରକାର । ଜାଣନ୍ତୁ କେଉଁ ସରକାର ଘୋଷଣା କଲେ ଏମିତି ଯୋଜନା
ମୁଦ୍ର ଭିତରେ ୩ଜଣ ଫସିରହି ଜୀବନ ବଞ୍ଚାଇବାକୁ ଚିତ୍କାର କରୁଥିଲେ । ଏହି ସମୟରେ ବିଧାୟକ ଜଣକ ସମୁଦ୍ର ଭିତରକୁ ଡେଇଁବା ସହ ଯୁବକମାନଙ୍କ ଜୀବନ ବଞ୍ଚାଇଥିଲେ ।
ଶାନ୍ତି ବଜାୟ ରଖିବାକୁ ଦୁଇ ଗୋଷ୍ଠୀଙ୍କୁ ଅପିଲ କଲେ ଶାହା । ‘ଅନଲାଇନ ପାଠପଢା ସହ ପରୀକ୍ଷା ମଧ୍ୟ ଅନଲାଇନରେ ହେବ’ ।
କ୍ରାସ୍ ଯୋଗୁ ବିମାନରେ ନିଆଁ ଲାଗି ଯାଇଥିଲା । ଫଳରେ ଏହା ସଂପୂର୍ଣ୍ଣ ଭାବେ ଧ୍ୱଂସ ହୋଇଯାଇଛି ।
ଗେମ୍ ଖେଳୁଥିବା ଲୋକେ ହୋଇପାରିବେ ଅଫିସର୍. . .କ’ଣ କରିବାକୁ ପଡ଼ିବ ?
ସରକାର ସିନା ସ୍କିମ୍ ଘୋଷଣା କରିଦେଲେ ହେଲେ ଏବେ ୨ ହଜାର ଟଙ୍କା ପାଇଁ ଘରେ ମହାଭାରତ। ଘରର ମୁଖିଆ ଭାବେ ଶାଶୁଙ୍କୁ ୨ ହଜାର ଟଙ୍କା ମିଳିବା ଜାଣି ବୋହୂମାନେ ଝଗଡ଼ା ଆରମ୍ଭ କରି ଦେଇଛନ୍ତି।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୭୬୦ ଟଙ୍କା ହୋଇଛି।
ଝିଅ ଦେହରେ ନିଆଁ ଲଗାଇ ନିଜକୁ ଜାଳିଦେଲେ ମହିଳା। ସ୍ୱାମୀ ଓ ପୁଅ ବାହାରକୁ ଯିବାପରେ ମହିଳା ଜଣକ ଏଭଳି ଚରମ ପଦକ୍ଷେପ ନେଇଥିଲେ।
ମାସ ଆରମ୍ଭରୁ ଜନତାଙ୍କ ପାଇଁ ଖୁସି ଖବର। ପୁଣି ଶସ୍ତା ହେଲା ଏଲ୍ପିଜି ଗ୍ୟାସ୍ ସିଲିଣ୍ଡର ଦର। କମର୍ସିଆଲ୍ ଗ୍ୟାସ୍ ସିଲିଣ୍ଡର ଦର ୮୩ ଟଙ୍କା ୫୦ ପଇସା ହ୍ରାସ ପାଇଛି।
OTT ପ୍ଲାଟଫର୍ମରେ ତମାଖୁ ବିର୍ଜନ ଚେତାବନୀ ପାଇଁ ନୂତନ ନିୟମାବଳୀ ଜାରି କରିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିପାଇଁ ନିୟମାବଳୀ ଜାରି ହୋଇଛି ।
ମନସ୍ତତ୍ୱବିତ ଓ ସ୍ନାୟୁ ରୋଗ ବିଭାଗ ଡାକ୍ତରମାନେ ତା’ର ଚିକିତ୍ସା କରିବାକୁ ଚେଷ୍ଟା କରିଥିଲେ। ହେଲେ ତା' ରୋଗକୁ ଚିହ୍ନଟ କରିବାରେ ସକ୍ଷମ ହୋଇ ନଥିଲେ ବୋଲି ସେ କହିଛନ୍ତି।
ଜୁନ୍ ୧ ରୁ ଘର ପିଛା ଶହେ ୟୁନିଟ୍ ଏବଂ ଚାଷୀଙ୍କୁ ୨ ହଜାର ୟୁନିଟ ଲେଖାଏଁ ମାଗଣା ବିଦ୍ୟୁତ୍ ଦେବାକୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ଘୋଷଣା କରିଛନ୍ତି ।
ମେଡିକାଲ୍ କଲେଜରେ ତ୍ରୁଟି ଦେଖିବାକୁ ମିଳିଲେ ତ୍ରାହି ନାହିଁ . . .ମାନ୍ୟତା ରଦ୍ଦ କରୁଛନ୍ତି ସରକାର . .
ସାମାନ୍ୟ କଥାକୁ ନେଇ ସ୍ତ୍ରୀ ସହ ଝଗଡ଼ା ପରେ ଝିଅକୁ ୨୫ ଥର ଛୁରୀ ଭୁସି ହତ୍ୟା କଲା ବାପା। ଆଉ ଆହତ ଅବସ୍ଥାରେ ସ୍ତ୍ରୀକୁ ସେମିତି ଛାଡ଼ି ଦେଇ ପଳାଇଲା।
ବୋଲ ମାନୁନି ରାହୁଲ ଗାନ୍ଧୀଙ୍କ ତୁଣ୍ଡ . . ନିଜ ଦେଶକୁ ପୁଣି ବିଦେଶ ମାଟିରେ ବଦନାମ କରିଛନ୍ତି ପୂର୍ବତନ ସାଂସଦ
ବାହାଘରରେ ଯୋଗଦେଇ ଘରକୁ ଫେରୁଥିଲେ ଗୋଟିଏ ପରିବାରର ଚାରି ଜଣ । କିଛି ସମୟ ପରେ ଘରେ ପହଞ୍ଚି ଥାଆନ୍ତେ . . .ହେଲେ କିଏ ଜାଣିଥିଲା ନିଷ୍ଠୁର ମୃତ୍ୟୁର ଦୂତ ସାମ୍ନାରେ ବାଟ ଓଗାଳିବ . .
ଚଳନ୍ତା କାର୍ର ଛାତ ଉପରେ ପୁଶ୍-ଅପ୍ ମାରିଲେ ଯୁବକ। ଖାଲି ଏତିକି ନୁହେଁ ଆଉ କିଛି ଯୁବକ ମଦ ପିଇବା ସହ ଡ୍ୟାନ୍ସ କରୁଥିବା ମଧ୍ୟ ଦେଖିବାକୁ ମିଳିଛି। ଯାହାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି।
ସେ ଟ୍ୱିଟ୍କରି ଲେଖିଛନ୍ତି, ଧୋନି IPLରେ ଆଉ ଗୋଟିଏ ବର୍ଷ ରହିବେ ବୋଲି ଜାଣିବା ପରେ ଅନ୍ୟ ସମସ୍ତଙ୍କ ପରି ମୁଁ ମଧ୍ୟ ଖୁବ୍ ଖୁସି ଓ ଆଶାବାଦୀ ।
ଜାଣି ଆଶ୍ଚର୍ଯ୍ୟ ହେବେ ସବୁ ପରୀକ୍ଷାର୍ଥୀଙ୍କ କାନରେ ସ୍ୱତନ୍ତ୍ର ଭାବରେ ବ୍ୟବସ୍ଥା କରାଯାଇଥିଲା। ସବୁ ପରୀକ୍ଷାର୍ଥୀଙ୍କ କାନର କେନାଲରେ ଛୋଟ ବ୍ଲୁ-ଟୁଥ୍ ରଖାଯାଇଥିଲା।
ଇଲେକ୍ଟ୍ରିକ୍ ସ୍କୁଟରକୁ ନେଇ ସରକାର କିଛି କଟକଣା ଜାରି କରିବାକୁ ଯାଉଛନ୍ତି । ଯାହାଦ୍ୱାରା ଗ୍ରାହକଙ୍କ ଉପରେ ବିଶେଷ ପ୍ରଭାବ ପଡ଼ିବ ବୋଲି ଅନୁମାନ କରାଯାଉଛି ।