ନୂଆ ସଂସଦ ଭବନର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ଇତିହାସରେ ଯୋଡ଼ିହେବ ଅଭୂଲା ଅଧ୍ୟାୟ ।
ସଫଳତା ପୂର୍ବକ ଏହି ଯୁଦ୍ଧ ବିମାନ ଅବତରଣ କରି ଇତିହାସ ରଚିଛି । ଏହି ଉପଲବ୍ଧି ସହ ଦେଶର ପ୍ରତିରକ୍ଷା କ୍ଷେତ୍ରରେ ଆହୁରି ପ୍ରଗତି ହୋଇଛି ।
ଗତବର୍ଷ ସେପ୍ଟେମ୍ବରରେ ଭାରତ ସରକାର ନାମିବ୍ୟାରୁ ୮ଟି ଚିତାବାଘ ଆଣି କୁନୋ ଜାତୀୟ ଉଦ୍ୟାନରେ ଛାଡିଥିଲେ । ଏଥିରୁ ୫ଟି ମାଈ ଓ ୩ଟି ଅଣ୍ଡିରା ବାଘ ଥିଲେ ।
ଆଜି ପାରମ୍ପରିକ ପୂଜାର୍ଚ୍ଚନା ଓ ବେଦ ମନ୍ତ୍ର ଉଚ୍ଚାରଣ ପରେ ପ୍ରଧାନମନ୍ତ୍ରୀଙ୍କୁ ସେଙ୍ଗୋଲ ପ୍ରଦାନ କରିଥିଲେ ତାମିଲନାଡୁ ଧର୍ମପୁରମ୍ ଅଧିନମ୍। ପ୍ରଧାନମନ୍ତ୍ରୀ ସେଙ୍ଗୋଲକୁ ସାଷ୍ଟାଙ୍ଗ ପ୍ରଣାମ କରିବା ସହ ଅଧିନମ୍ମାନଙ୍କ ଆଶୀର୍ବାଦ ଲୋଡିଥିଲେ ।
ପୋଲିସର କହିବା ଅନୁସାରେ ପ୍ରଶାନ୍ତ ମଲ୍ରେ ଥିବା ସ୍ପାରେ ସେକ୍ସ ରାକେଟ୍ ଚାଲିଥିବା ନେଇ ବିଶେଷ ସୂତ୍ରରୁ ଖବର ମିଳିଥିଲା । ଖବର ପାଇବା ପରେ ଡିସିପି ସ୍ୱତନ୍ତ୍ର ସିଂଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ କରାଯାଇ ମଲ୍ରେ ଚଢ଼ାଉ କରାଯାଇଥିଲା ।
ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ଗତକାଲି ତାଙ୍କର ମୁଣ୍ଡ ବୁଲାଇବା ଯୋଗୁ ତିହାର ଜେଲ୍ର ବାଥରୁମ୍ରେ ସେ ପଡ଼ି ଯାଇଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।
କ୍ଷୀର ସହ ଘିଅ, ଖୁଆ, ଛେନା, ପନିର୍, ଦହି, ଆଇସକ୍ରିମ୍ ଯାଞ୍ଚ ହେବ
ଗର୍ଲଫ୍ରେଣ୍ଡ୍କୁ ଛୁରୀ ଭୁସି ହତ୍ୟା ପରେ ପଥର କଟା ମେସିନ୍ରେ ଖଣ୍ଡ ଖଣ୍ଡ କଲା ଯୁବକ। ଏହାପରେ ମୁଣ୍ଡକୁ ଅଲଗା କରି ରଖିବା ସହ ଶରୀରର ଅନ୍ୟ ଅଂଶ ଗୁଡ଼ିକୁ ଖଣ୍ଡ ଖଣ୍ଡ କରି ଫ୍ରିଜ୍ରେ ରଖିଲା।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୮୭୦ ଟଙ୍କା ହୋଇଛି।
୩ ଦେଶ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାରତ ଫେରିଛନ୍ତି। ଏହି ଅବସରରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର କହିଥିଲେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଏହି ବିଦେଶ ଗସ୍ତରେ ଯିବା ତାଙ୍କର ସୌଭାଗ୍ୟ ଥିଲା।
ଆସନ୍ତା ୨୮ ତାରିଖରେ ହେବାକୁ ଥିବା ନୂଆ ସଂସଦ ଭବନ ଉଦ୍ଘାଟନୀ କାର୍ଯ୍ୟକ୍ରମ ବର୍ଜନ ନେଇ ୧୯ ବିରୋଧୀ ଦଳ ମିଳିତ ଘୋଷଣା କରିଛନ୍ତି। ହେଲେ ଏଥିରେ ଯୋଗ ଦେବ ବିଜେଡି।
ମେ ୨୮, ଅର୍ଥାତ୍ ଆସନ୍ତା ରବିବାର ନୂଆ ସଂସଦ ଭବନର ଲୋକାର୍ପଣ ଅବସରରେ, ଏହି ସେଙ୍ଗୋଲକୁ ବାଚସ୍ପତିଙ୍କ ଆସନ ନିକଟରେ ସ୍ଥାପିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ବିଚ୍ ରାସ୍ତାରେ ସେ ପୁଣି ହାଇୱେରୁ ଲୁଟୁଛି ଚୋର । ଏମିତି ସେମିତି ଜିନିଷ ଚୋରି ହେଉନାହିଁ, ଚୋରି କରାଯାଉଛି ବଡ଼ ବଡ଼ ଛୋଳି ।
ବଡ଼ ଭଉଣୀ, ଯାହାକୁ ମାତ୍ର ୧୩ ବର୍ଷ । ସେ ନିଜ ପ୍ରେମିକ ସହ ମିଶି ସାନ ଭଉଣୀକୁ ହତ୍ୟା କରିଛି । ଖାଲି ହତ୍ୟା କରିଛି ତାହା ନୁହେଁ, ଗୋଟିଏ ବାକ୍ସ ଭିତରେ ବନ୍ଦ କରି ସାନ ଭଉଣୀର ମୃତଦେହକୁ ପ୍ରାୟ ୪ ଦିନ ପର୍ଯ୍ୟନ୍ତ ଘରେ ରଖିଥିଲା ।
ସୌଭାଗ୍ୟବଶତଃ ସେ ବଞ୍ଚିଯାଇଥିଲେ, ହେଲେ ସବୁଦିନ ପାଇଁ ସେ ଦୁଇ ହାତ ଓ ଦୁଇ ଗୋଡ଼ ହରାଇ ବସିଲେ।
ଦେଶରେ ୨୦୦୦ ଟଙ୍କିଆ ନୋଟ୍ ବନ୍ଦକୁ ନେଇ ଶ୍ରୀ ଚୌଧୁରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କରିଛନ୍ତି କଡ଼ା ସମାଲୋଚନା । ଆଉ ସମାଲୋଚନା ଆଳରେ ସେ ଟପିଯାଇଛନ୍ତି ସୀମା ।
ଘଟଣାସ୍ଥଳରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରୁଛି ପୋଲିସ । ସିସିଟିଭି ଫୁଟେଜରେ ୩ଜଣ ଦୁର୍ବୃତ୍ତ ମୁହଁରେ ଗାମୁଛା ବାନ୍ଧି ହତ୍ୟା କରୁଥିବା ଦେଖିବାକୁ ମିଳୁଛି । ଜଣେ ବ୍ୟକ୍ତି ମଧ୍ୟ ସେହି ବାଟ ଦେଇ ଅତିକ୍ରମ କରୁଛନ୍ତି ।
କଣ୍ଠଶିଳ୍ପୀ ସୁସ୍ମୃିତା ଦାସ ଏହି ଗୀତକୁ ଗାଇଛନ୍ତି । ସିଡନୀ ପାର୍କର ମଞ୍ଚରେ ‘ଧିତାଙ୍ଗ ଧିତାଙ୍ଗ’ ପରିବେଷଣ ବେଳେ ଝୁମିଥିଲେ ହଜାର ହଜାର ପ୍ରବାସୀ ଭାରତୀୟ ।
ପୁଣି ଆକାଶର ଛାତି ଚିରି ଜହ୍ନରେ ପାଦ ଥାପିବ ଭାରତ...ମୁନ୍ ମିଶନ ଚନ୍ଦ୍ରଯାନ-୩ ପାଇଁ ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି
ଜମ୍ମୁ ଓ କଶ୍ମୀର ଅନ୍ତର୍ଗତ କିସ୍ତବାଡ଼ ଅଞ୍ଚଳରେ ବଡ଼ ଦୁର୍ଘଟଣା
୨୦୦୮ରେ ହୋଇଥିଲା ଭାରତର ପ୍ରଥମ ମୁନ୍ ମିଶନ ଚନ୍ଦ୍ରଯାନ-୧। ଏଥିରେ କେବଳ ଏକ ଅର୍ବିଟର ଚନ୍ଦ୍ର ନିକଟକୁ ଯାଇ ତା ଚାରିପଟେ ବୁଲିଥିଲା । ଏହାପରେ ୨୦୧୯ରେ ଆଂଶିକ ସଫଳ ହୋଇଥିଲା ଇସ୍ରୋର ଚନ୍ଦ୍ରଯାନ-୨ ମିଶନ୍।
ନୂଆ ସଂସଦ ଭବନ ଲୋକାର୍ପଣକୁ ନେଇ କ୍ଷୁବ୍ଧ ବିରୋଧୀ
ମୋଦିଙ୍କ ଲୋକପ୍ରିୟତା ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କୁ ବି ଏତେ ଆଶ୍ଚର୍ଯ୍ୟଚକିତ କରିଥିଲା ଯେ, ସେ ଉତ୍ସାହିତ ହୋଇ କହିଲେ- ମୋଦି ଇଜ୍ ବସ୍।
ଦେଶର ସବୁ ବ୍ୟାଙ୍କ ଶାଖାରେ ଆରମ୍ଭ ହୋଇଛି ନୋଟ ବଦଳ ବ୍ୟବସ୍ଥା।
ଏହି ଅବସରରେ ପ୍ରବାସୀ ଭାରତୀୟ ଯେତିକି ଉତ୍ସାହିତ ଥିଲେ, ସେତିକି ଉତ୍ସାହିତ ଥିଲେ ବହୁ ଅଷ୍ଟ୍ରେଲୀୟ ନେତା ।