ଅତିକ୍ର ଦରବାରରେ ଦିନେ ଗୁଞ୍ଜରି ଉଠୁଥିଲା ଗ୍ୟାଙ୍ଗଷ୍ଟରର ବିକଟାଳ ଅଟ୍ଟହାସ୍ୟ ।
ଏହି ଯୋଜନାର ନାଁ ହେଉଛି ‘କିଷାନ ବିକାଶ ପତ୍ର’ ଯୋଜନା । ଏଥିରେ ଆପଣଙ୍କୁ ୭.୫ ପ୍ରତିଶତ ସୁଧ ମିଳିବ ।
ଅପରାଧ ଦୁନିଆର ବଡ଼ ବିଶ୍ୱାସଘାତକ । ଜଣ ଜଣ କରି ସମସ୍ତଙ୍କୁ ରାସ୍ତାରୁ ହଟେଇଛି ଗୁଡ୍ଡୁ ମୁସଲିମ୍ (Guddu muslim) ।
ଆଇଆଇଟି ଚେନ୍ନାଇରେ ପଢ଼ୁଥିବା ୨୦ ବର୍ଷୀୟ ଛାତ୍ରଙ୍କ ମୃତଦେହ ଗତକାଲି ଘର ଭିତରୁ ଉଦ୍ଧାର କରାଯାଇଛି। ମହାରାଷ୍ଟ୍ରର ଏହି ଦ୍ୱିତୀୟ ବର୍ଷ ଛାତ୍ର କେମିକାଲ୍ ଇଞ୍ଜିନିୟରିଂ ପଢ଼ୁଥିଲେ।
ପ୍ରଶଂସକଙ୍କ ଏହି ସୁନ୍ଦର ପ୍ରଶ୍ନର ଉତ୍ତର ନିଜେ କ୍ରିକେଟର କିମ୍ବଦନ୍ତୀ ସଚିନ୍ ତେନ୍ଦୁଲକର ରଖିଛନ୍ତି । ସେ ତାଙ୍କ ଉତ୍ତରରେ ଏକ ସ୍ମାଇଲ୍ ପୋଜ୍ର ଫଟୋ ପୋଷ୍ଟ କରିବା ସହ ଏହା ‘ମୋ ବ୍ଲୁ-ଟିକ୍ର ଭେରିଫିକେସନ୍’ ବୋଲି କ୍ୟାପସନ୍ରେ ଲେଖିଛନ୍ତି ।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୮୨୦ ଟଙ୍କା ହୋଇଛି।
ଟ୍ୱିଟର ଖୋଲିବା ପରେ ପ୍ରୋଫାଇଲ୍ ସେକ୍ସନରେ ଥିବା ବ୍ଳୁ-ଟିକ୍ ଉପରେ କ୍ଲିକ୍ କରନ୍ତୁ । ଏହାପରେ ଆପଣ ସବ୍ସକ୍ରିବସନ୍ ପ୍ଲାନ୍ରେ ଆପଣଙ୍କ ସୁବିଧା ମୁତାବକ ପ୍ଲାନ୍ ବାଛିପାରିବେ ।
ଲିଭ୍-ଇନ୍ ପାର୍ଟନରଙ୍କ ତଣ୍ଟି ଚିପି ହତ୍ୟା ପରେ ଘରଠୁ ୧୨ କି.ମି. ଦୂରରେ ମୃତଦେହ ଫିଙ୍ଗିଲେ। ମୃତ ମହିଳାଙ୍କ ଶରୀରରେ କୌଣସି କ୍ଷତ ଚିହ୍ନ ମିଳିନାହିଁ।
ଆରେ କଲୋନୀ ଅଞ୍ଚଳରେ ରୟାଲ ପାମ୍ ହୋଟେଲରେ ସେକ୍ସ ରାକେଟ୍ ଚାଲିଥିବା ନେଇ ମୁମ୍ବାଇ ପୋଲିସ୍କୁ ଖବର ମିଳିଥିଲା। ଏହି ରାକେଟ୍ର ପର୍ଦ୍ଦାଫାଶ କରିବା ପାଇଁ ପୋଲିସ୍ ଜଣେ ନକଲି ଗ୍ରାହକଙ୍କୁ ଅଭିନେତ୍ରୀଙ୍କ ପାଖକୁ ପଠାଇଥିଲେ।
ଉମେଶ ପାଲଙ୍କ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତମାନଙ୍କ ମଧ୍ୟରୁ ଶାଇସ୍ତା ପରଭିନ୍ ହେଉଛନ୍ତି ଅନ୍ୟତମ । ଯିଏକି ତାଙ୍କ ପୁଅଙ୍କ ସହ ବିଏସପି ବିଧାୟକ ରାଜୁ ପାଲଙ୍କ ହତ୍ୟାର ପ୍ରତ୍ୟକ୍ଷଦର୍ଶୀ ଥିଲେ ।
ମନେକର ଗାଡ଼ି ଚଲାଉଥିବେ, ସେତିକି ବେଳେ ନିଦ ଲାଗିଗଲା... କଣ କରିବେ ?
ଗତ କିଛି ଦିନ ଧରି ପଶ୍ଚିମବଙ୍ଗରେ ହିଟ୍ ୱେଭ୍ ତଥା ଗ୍ରୀଷ୍ମ ପ୍ରବାହ ଜାରି ରହିଛି।
ଏକ ଆର୍ଥିକ ବିବାଦ ନେଇ ଏକ ମାମଲାର ଶୁଣାଣି ପାଇଁ ମହିଳା ଜଣକ କୋର୍ଟକୁ ଆସିଥିଲେ । ଏହି ସମୟରେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ପୋଲିସ ସୂଚନା ଦେଇଛି ।
କିଛି ଖ୍ୟାତନାମା ବ୍ୟକ୍ତିଙ୍କ ଭେରିଫାଏଡ୍ ଟ୍ୱିଟରରୁ ବ୍ଲୁ ଟିକ୍ ହଟି ଯାଇଛି। କ୍ରିକେଟ ଦୁନିଆର କିଛି ମହାନାୟକଙ୍କଠୁ ଆରମ୍ଭ କରି ବଲିଉଡ୍ର ସୁପରଷ୍ଟାର ଓ ରାଜନେତାଙ୍କୁ ଅଧ ରାତିରେ ଏହି ବଡ଼ ଝଟ୍କା ଲାଗିଛି।
ନିକଟରେ ପେନସନ ଆଣିବା ପାଇଁ ଚୌକିକୁ ଆଶା ବାଡ଼ି ପରି ସାହାରାକରି କୋଷେ ବାଟ ପାଦରେ ଚାଲି ଚାଲି ଯାଇଥିଲେ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ବାଣୁଆଗୁଡା ଗ୍ରାମର ସୂର୍ଯ୍ୟ ହରିଜନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ତାତିରେ ଖାଲିପାଦରେ ଧୀରେ ଧୀରେ ଆଗକୁ ବଢୁଥିଲେ ୭୦ ବର୍ଷୀୟ ବୃଦ୍ଧା ।
ଏହି ଆକ୍ରମଣରେ ରାଷ୍ଟ୍ରୀୟ ରାଇଫଲ୍ସର ୫ ଜଣ ଯବାନ ସହିଦ ହୋଇଥିଲେ । ସେମାନଙ୍କୁ କାଉଣ୍ଟର ଟେରରିଷ୍ଟ ଅପରେସନ୍ ପାଇଁ ସେଠାରେ ମୁତୟନ କରାଯାଇଥିଲା ।
ଏହି ଆକ୍ରମଣରେ ଜଣେ ଯବାନ ଗୁରୁତର ହୋଇଥିବା ବେଳେ ତାଙ୍କୁ ସେଠାରୁ ଉଦ୍ଧାର କରି ତୁରନ୍ତ ନିକଟସ୍ଥ ଆର୍ମି ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି ।
ବାରିପଦା MSCB ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ଦୁବାଇର ବିଳାସପୂର୍ଣ୍ଣ ଜୀବନ ଶୈଳୀରେ ଦିନ କାଟୁଥିବା ବ୍ୟକ୍ତି ଜଣକ ଏବେ ଜେଲ୍ରେ ଦିନ କାଟୁଛନ୍ତି ।
ଦୁର୍ଘଟଣାରେ ୪ଜଣ ଯବାନ ସହିଦ ହୋଇଥିବା ସୂଚନା ମଳିଛି । ତେବେ କେଉଁ କାରଣରୁ ଏପରି ଦୁର୍ଘଟଣା ଘଟିଲା ତାହା ଜଣାପଡ଼ିନାହିଁ ।
ବିମାନବନ୍ଦରରେ କିରଣଦୀପଙ୍କୁ କିଛି ସମୟର ପଚରାଉଚରା ପରେ ଛାଡ଼ି ଦିଆଯାଇଛି । କିନ୍ତୁ ତାଙ୍କୁ ଦେଶ ଛାଡ଼ି ଯିବାକୁ ମନା କରାଯାଇଛି ।
ଏପ୍ରିଲ ୨୬ ଯାଏଁ ଦେଶର ୩୭୫ ପରୀକ୍ଷା କେନ୍ଦ୍ରରେ ଅନଲାଇନ ଟେଷ୍ଟ ହେବ ।
ଉମେଶ ପାଲ୍ ହତ୍ୟାକାଣ୍ଡରେ ଫେରାର ଥିବା ବୋମା ତିଆରିରେ ମାହିର ଗୁଡ୍ଡୁ ମୁସଲିମ୍ର ଲାଷ୍ଟ୍ ଲୋକେସନ୍ ଓଡ଼ିଶାରେ ଟ୍ରେସ୍ ହୋଇଥିଲା। ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।
କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ପୁଣି ଲାଗିଲା ଝଟକା। ସୁରତ ସେସନ୍ସ କୋର୍ଟରୁ ଆଜି ନିରାଶ ହୋଇଛନ୍ତି ରାହୁଲ ଗାନ୍ଧି ।
ପୂର୍ବରୁ ଶିବସେନାରେ ଯେଭଳି ସ୍ଥିତି ଦେଖାଦେଇଥିଲା, ଏବେ ଏନସିପିରେ ଅସ୍ଥିରତା ଦେଖାଯାଇଛି