ବିମାନବନ୍ଦରରେ କିରଣଦୀପଙ୍କୁ କିଛି ସମୟର ପଚରାଉଚରା ପରେ ଛାଡ଼ି ଦିଆଯାଇଛି । କିନ୍ତୁ ତାଙ୍କୁ ଦେଶ ଛାଡ଼ି ଯିବାକୁ ମନା କରାଯାଇଛି ।
ଏପ୍ରିଲ ୨୬ ଯାଏଁ ଦେଶର ୩୭୫ ପରୀକ୍ଷା କେନ୍ଦ୍ରରେ ଅନଲାଇନ ଟେଷ୍ଟ ହେବ ।
ଉମେଶ ପାଲ୍ ହତ୍ୟାକାଣ୍ଡରେ ଫେରାର ଥିବା ବୋମା ତିଆରିରେ ମାହିର ଗୁଡ୍ଡୁ ମୁସଲିମ୍ର ଲାଷ୍ଟ୍ ଲୋକେସନ୍ ଓଡ଼ିଶାରେ ଟ୍ରେସ୍ ହୋଇଥିଲା। ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।
କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ପୁଣି ଲାଗିଲା ଝଟକା। ସୁରତ ସେସନ୍ସ କୋର୍ଟରୁ ଆଜି ନିରାଶ ହୋଇଛନ୍ତି ରାହୁଲ ଗାନ୍ଧି ।
ପୂର୍ବରୁ ଶିବସେନାରେ ଯେଭଳି ସ୍ଥିତି ଦେଖାଦେଇଥିଲା, ଏବେ ଏନସିପିରେ ଅସ୍ଥିରତା ଦେଖାଯାଇଛି
ସରକାରୀ ସ୍କୁଲ୍ର ଶ୍ରେଣୀଗୃହକୁ କରାଯାଇଛି ଜବରଦଖଲ। ଏଠାରେ ଚାଲିଛି ରାସନ ସାମଗ୍ରୀ ବଣ୍ଟନ। ଏହା ଖୋଲାଖୋଲିଭାବେ ଚାଲୁଥିଲେ ବି କାହାରି ନଜର ପଡୁନି।
୧୬ - ୧୭ ବର୍ଷ ବୟସରୁ ପିଲାମାନେ ରୋଜଗାର କରିବା ଆରମ୍ଭ କରନ୍ତି । ଉଭୟ ପୁଅ ଏବଂ ଝିଅ ଏଠାରେ ଅଳ୍ପ ବୟସରୁ ରୋଜଗାର କରିଥାନ୍ତି ।
ଆନ୍ଧ୍ର ଶ୍ରୀକାକୁଲମ କାଶୀବୁଗା ସହରରେ ଘଟିଛି ଅଘଟଣ । ଚାର୍ଜିଂ ବେଳେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିବା ଜଣାପଡ଼ିଛି । ପାଖରେ ଥିବା ଦୋକାନ ବାଡିକୁ ବି ବ୍ୟାପିଲା ନିଆଁ । ନିଆଁକୁ ଆୟତ୍ତ କଲା ଦମକଳ ବାହିନୀ ।
ଆପଣଙ୍କ ମନରେ ସବୁଠାରୁ ବଡ଼ ପ୍ରଶ୍ନ ଆସୁଥିବ, ଏହି ସାଇସ୍ତା କିଏ ? କାହିଁକି ତାଙ୍କ ମୁଣ୍ଡରେ ସରକାର ଏତେ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି । କାହିଁକି ସେ ମୋଷ୍ଟ ୱାଣ୍ଟେଡ୍ ? ସେ କେଉଁ ଅପରାଧ ସହ ଜଡ଼ିତ ? କାହିଁକି ସେ ଫେରାର ଅଛନ୍ତି ?
ଚକମା ଦେଉଛି ଗୁଡ୍ଡୁ ମୁସଲିମ୍ । ଅତିକ୍ର ଡାହାଣ ହାତ ପଛରେ ୟୁପି ପୋଲିସ୍ ।
ଜନସଂଖ୍ୟା ରିପୋର୍ଟ ଅନୁସାରେ ଭାରତ ଏବେ ବିଶ୍ୱର ସର୍ବାଧିକ ଜନବହୁଳ ରାଷ୍ଟ୍ର ।
କାର୍ଡଧାରୀଙ୍କ ଡକ୍ୟୁମେଣ୍ଟରେ ପ୍ରତ୍ୟେକ ଅପଡେଟ୍ ପାଇଁ ୫୦ ଟଙ୍କା ଚାର୍ଜ ଲାଗିଥାଏ। ତେବେ UIDAI ଏକ ଦମଦାର ଅଫର ଆଣିଛି। ଯଦ୍ୱାରା ଆଧାର କାର୍ଡ ହୋଲ୍ଡର ମାଗଣାରେ ସେମାନଙ୍କର ଆଧାରକାର୍ଡର ତଥ୍ୟ ଅପଡେଟ୍ କରିପାରିବେ।
ଉଚ୍ଚତା ଜମାରୁ ବି ନୁହେଁ ଉଚ୍ଚାକାଂକ୍ଷା ପାଇଁ ବାଧକ। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ନାମାଙ୍କନ ଦାଖଲ କରିଥିବା କାଉନସିଲର ପ୍ରାର୍ଥୀ ପରବେଶ ଚାୱାଲା।
‘ଯେଉଁ ଉତ୍ତରପ୍ରଦେଶ ଦିନେ ଦଙ୍ଗା ପାଇଁ ଚର୍ଚ୍ଚାରେ ଥିଲା, ଯେଉଁଠି କିଛି ଜିଲ୍ଲାର ନାଁ ହିଁ ଲୋକଙ୍କୁ ଡରାଇ ଦେଉଥିଲା, ଏବେ ସେଠି ଡରିବାର କୌଣସି ଆବଶ୍ୟକତା ନାହିଁ ’
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୧୫୦ ଟଙ୍କା ହୋଇଛି।
ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ସୋମବାର ମୁଖ୍ୟମନ୍ତ୍ରୀ ଗେହଲଟ ବିଧାୟକମାନଙ୍କ ସହ ୱାନ ଟୁ ୱାନ ବୈଠକ କରିଥିଲେ। ଦଳର ପ୍ରଭାରୀ ସୁଖଜିନ୍ଦର ସିଂହ ରନ୍ଧୱା ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟ ଗୋବିନ୍ଦ ସିଂହ ଦୋତାସ୍ର ମଧ୍ୟ ସାମିଲ ଥିଲେ ।
ଏହା ତାପମାତ୍ରାକୁ ସନ୍ତୁଳିତ କରିଥାଏ । ଗୋବରର ଲେପ ଏସି ବଦଳରେ ବେଶ୍ ଭଲ କାମ କରିଥାଏ ବୋଲି ଡାକ୍ତର ସୁଶୀଲ କହିଛନ୍ତି ।
ଇଣ୍ଟରନେଟ୍ ମାଧ୍ୟମରେ ବର୍ତ୍ତମାନ ଆଧାର କାର୍ଡ, ପାନ୍ କାର୍ଡ, ଡ୍ରାଇଭିଂ ଲାଇସେନ୍ସ ଠାରୁ ଆରମ୍ଭ କରି ବହୁ ଜରୁରୀ ସେବାଗୁଡିକର ଲାଭ ଉଠାଇ ପାରିବେ । ଅତି ସହଜରେ ସବୁ କିଛି ଡକ୍ୟୁମେଣ୍ଟ କରିପାରିବେ ।
ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଏନ୍ସିପି ସାଂସଦ ସୁପ୍ରିୟା ସୁଲେ ଏକ ବଡ଼ ବୟାନ ଦେଇଛନ୍ତି। ସେ ଦାବି କରିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ୨ଟି ବଡ଼ ରାଜନୈତିକ ବିସ୍ଫୋରଣ ହେବାକୁ ଯାଉଛି।
ପେରୁରେ ସୁନାଖଣି ରହିଥିବା ନେଇ ପ୍ରାୟ ସମସ୍ତେ ଜଣନ୍ତି । ପୂରା ଦୁନିଆ ପେରୁର ସୁନାଖଣି ଉପରେ କିଛିନା କିଛି ନିଶ୍ଚୟ ଜାଣିଥିବେ । ହେଲେ ଜଙ୍ଗଲରେ ସୁନାଖଣ୍ଡ ପଡ଼ିଥିବା ନେଇ କେହି ଜାଣିନଥିବେ ।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୯୨୦ ଟଙ୍କା ହୋଇଛି।
ବେଆଇନ୍ ବାଲି ଖନନକୁ ନେଇ ରେଡ୍ ପାଇଁ ଯାଇଥିବା ଟିମ୍ ଉପରେ ବାଲି ମାଫିଆଙ୍କ ମରଣାନ୍ତକ ଆକ୍ରମଣ। ଏଥିରେ ଖଣି ବିଭାଗର ଅଫିସର ଓ ଅନ୍ୟ ୨ ଜଣ ଆହତ ହୋଇଛନ୍ତି।
ସମଲିଙ୍ଗୀ ବିବାହକୁ ବର୍ତ୍ତମାନ ପ୍ରଚଳିତ ଥିବା ବିବାହ ପରି ମାନ୍ୟତା ଦେବାକୁ ନେଇ କେନ୍ଦ୍ର ସରକାର ପ୍ରଶ୍ନ ଉଠାଇଛନ୍ତି ।
ଆଶଙ୍କା କରାଯାଉଛି ଏହି ହତ୍ୟାକାଣ୍ଡରେ ଯେଉଁ ଯିଗାନା ପିସ୍ତଲ ସନି ସିଂ ବ୍ୟବହାର କରିଥିଲା, ତାହା ସୁନ୍ଦର ଭଟ୍ଟି ଗ୍ୟାଙ୍ଗ ପକ୍ଷରୁ ତାକୁ ଯୋଗାଇ ଦିଆଯାଇଥିଲା ।
କର୍ଣ୍ଣାଟକରେ ବିଜେପିକୁ ଲାଗିଛି ଝଟକା । ପଦ୍ମ ଛାଡ଼ି ହାତ ଧରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟାର। ଚଳିତ ବିଧାନସଭା ନିର୍ବାଚନ ନିମନ୍ତେ ବିଜେପି ଶେଟ୍ଟାରଙ୍କୁ ଟିକେଟ ନଦେବାରୁ ସେ ଏମିତି ନିଷ୍ପତ୍ତି ନେଇଛନ୍ତି।