ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୯୨୦ ଟଙ୍କା ହୋଇଛି।
ବେଆଇନ୍ ବାଲି ଖନନକୁ ନେଇ ରେଡ୍ ପାଇଁ ଯାଇଥିବା ଟିମ୍ ଉପରେ ବାଲି ମାଫିଆଙ୍କ ମରଣାନ୍ତକ ଆକ୍ରମଣ। ଏଥିରେ ଖଣି ବିଭାଗର ଅଫିସର ଓ ଅନ୍ୟ ୨ ଜଣ ଆହତ ହୋଇଛନ୍ତି।
ସମଲିଙ୍ଗୀ ବିବାହକୁ ବର୍ତ୍ତମାନ ପ୍ରଚଳିତ ଥିବା ବିବାହ ପରି ମାନ୍ୟତା ଦେବାକୁ ନେଇ କେନ୍ଦ୍ର ସରକାର ପ୍ରଶ୍ନ ଉଠାଇଛନ୍ତି ।
ଆଶଙ୍କା କରାଯାଉଛି ଏହି ହତ୍ୟାକାଣ୍ଡରେ ଯେଉଁ ଯିଗାନା ପିସ୍ତଲ ସନି ସିଂ ବ୍ୟବହାର କରିଥିଲା, ତାହା ସୁନ୍ଦର ଭଟ୍ଟି ଗ୍ୟାଙ୍ଗ ପକ୍ଷରୁ ତାକୁ ଯୋଗାଇ ଦିଆଯାଇଥିଲା ।
କର୍ଣ୍ଣାଟକରେ ବିଜେପିକୁ ଲାଗିଛି ଝଟକା । ପଦ୍ମ ଛାଡ଼ି ହାତ ଧରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟାର। ଚଳିତ ବିଧାନସଭା ନିର୍ବାଚନ ନିମନ୍ତେ ବିଜେପି ଶେଟ୍ଟାରଙ୍କୁ ଟିକେଟ ନଦେବାରୁ ସେ ଏମିତି ନିଷ୍ପତ୍ତି ନେଇଛନ୍ତି।
ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧକ କମିଟିର ସାଧାରଣ ସମ୍ପାଦକ ମହିଳାଙ୍କୁ ଦୁର୍ବ୍ୟବହାର ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି।
ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ମୃତ ବ୍ୟକ୍ତିଙ୍କ ଶରୀର ନିକଟସ୍ଥ କ୍ଷେତରେ ପଡ଼ିଥିବା ପୋଲିସ କହିଛି । ମୃତକଙ୍କ ଭାଇଙ୍କ ଅଭିଯୋଗ ଅନୁସାରେ ପଡ଼ୋଶୀରେ ରହୁଥିବା ୮ଜଣ ବ୍ୟକ୍ତି ତାଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ।
ଜଣେ ୫୭ ବର୍ଷୀୟ ବ୍ୟକ୍ତି ମୃତ୍ୟୁକୁ ଅତି ନିକଟରୁ ଦେଖିଛନ୍ତି । ସେ କହିଛନ୍ତି କି, ତାଙ୍କର ମୃତ୍ୟୁ ହୋଇଥିଲା । ମୃତ୍ୟୁ ପରେ ସ୍ୱର୍ଗ କିମ୍ୱା କେଉଁ ଅଲଗା ଦୁନିଆକୁ ସେ ଚାଲିଯାଇଥିଲେ ।
ତାପମାତ୍ରା ବୃଦ୍ଧି ପାଉଥିବାରୁ ପଶ୍ଚିମବଙ୍ଗରେ ଆଜି ଠାରୁ ସପ୍ତାହେ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିବ ।
ଅଳ୍ପ ସମୟରେ ଯାତ୍ରୀମାନେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ପାରୁଛନ୍ତି । ଭାରତୀୟ ରେଳବାଇ ପକ୍ଷରୁ ଅନେକ ହାଇ ସ୍ପିଡ୍ ଟ୍ରେନ୍ ମଧ୍ୟ ଚଳାଚଳ କଲାଣି ।
ଅସମ୍ଭାଳ ତାତି ଓ ଗୁଳୁଗୁଳିରେ ଚାଲିଗଲା ୧୩ ଜୀବନ । ଶତାଧିକ ଆହତ ହୋଇ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ।
ଭାରତରେ ପ୍ରତ୍ୟେକ ଦିନ ରଳରେ ପ୍ରାୟ ୨.୫୦ କୋଟି ଯାତ୍ରୀ ଯାତ୍ରା କରିଥା’ନ୍ତି । ସେହିପରି ରେଳ ଦ୍ୱାରା ୩୩ ଲକ୍ଷ ଟନ୍ ମାଲ୍ ମଧ୍ୟ ପରିବହନ ହୋଇଥାଏ ।
ଦିଲ୍ଲୀ ବିଜେପି ସଭାପତି ବୀରେନ୍ଦ୍ର ସଚଦେବା ଆଜି ରାଜଘାଟ ଯାଇ କେଜ୍ରିୱାଲଙ୍କୁ ସଦବୁଦ୍ଧି ଦେବାକୁ ପ୍ରାର୍ଥନା କରିଥିଲେ । ଏହାପରେ ଦଳୀୟ କର୍ମକର୍ତ୍ତାଙ୍କ ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ମଧ୍ୟ କେଜ୍ରିୱାଲଙ୍କୁ ଭ୍ରଷ୍ଟାଚାରୀ ବୋଲି କହିବା ସହ ମଦ ନୀତି ଦୁର୍ନୀତିରେ ସିବିଆଇ ଆଗରେ ସବୁ ସତ କହିବାକୁ ଆହ୍ୱାନ ଦେଇଛନ୍ତି ।
ଭେଟେରାନ ରୋହିତ ଶର୍ମା ଅର୍ଜୁନଙ୍କୁ କ୍ୟାପ୍ ପିନ୍ଧାଇ ମୁମ୍ବାଇ ଚୂଡାନ୍ତ ଏକାଦଶକୁ ସ୍ୱାଗତ କରିଥିଲେ । ବହୁ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ କ୍ୟାମ୍ପ ସହିତ ଅର୍ଜୁନ ଯୋଡ଼ି ହୋଇରହିଥିଲେ ମଧ୍ୟ ଚୂଡାନ୍ତ ଏକାଦଶରେ ସୁଯୋଗ ମିଳିନଥିଲା ।
ଆଗାମୀ ଦିନରେ କେନ୍ଦ୍ର ସରକାରୀ କର୍ମଚାରୀ(Central Government Employees)ଙ୍କୁ ପୁଣି ଏକ ବଡ଼ ଉପହାର ଦେଇପାରନ୍ତି ସରକାର। ଏହାଦ୍ୱାରା ସେମାନଙ୍କର ଦରମା ମଧ୍ୟ ବଢ଼ିପାରେ।
ଗଞ୍ଜେଇ ନିଶାରେ ପୁରା ଟଳମଳ ଥିଲେ କାର୍ ଡ୍ରାଇଭର। ଏମିତି ନିଶା ଯେ, ଗାଡ଼ି ଅଟକାଇବାରୁ ଟ୍ରାଫିକ୍ ପୋଲିସ୍ଙ୍କୁ କାର୍ର ବୋନଟ୍ ଉପରେ ପକାଇ ପ୍ରାୟ ୨୦ କି.ମି. ଘୋଷାଡ଼ି ନେଲେ ଡ୍ରାଇଭର।
ସ୍ତ୍ରୀର ପରକୀୟା ପ୍ରୀତି ଥିବା ସନ୍ଦେହ କରି ଜଣେ ୪୦ ବର୍ଷୀୟ ବ୍ୟକ୍ତି ସ୍ତ୍ରୀ ଓ ନିଜର ୨ ପିଲାଙ୍କୁ ହତ୍ୟା ପରେ ନିଜେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।
ଉତ୍ତର ପ୍ରଦେଶରେ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦ ଓ ତା’ର ଭାଇ ଅଶ୍ରଫ୍ ଅହମ୍ମଦକୁ ଗୁଳି କରି ହତ୍ୟା କରାଯାଇଛି। ଅତିକ ଓ ଅଶ୍ରଫ୍ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବା ବେଳେ ଏହି ଗୁଳିମାଡ଼ ହୋଇଥିଲା।
ପୋଲିସ ଗାଡି ଉପରେ ମଧ୍ୟ ଆକ୍ରମଣ କରାଯାଇଥିଲା । ଏହି ଆକ୍ରମଣରେ ଅତିକ୍ ଏବଂ ଆଶ୍ରଫର ମୃତ୍ୟୁ ହୋଇଛି ।
ସମ୍ପୂର୍ଣ୍ଣ ଘଟଣା ଜାଣିଲେ ନିଶ୍ଚୟ ଅପଣଙ୍କୁ ଆଶ୍ଚର୍ଯ୍ୟ ଲାଗିବ । ଗତବର୍ଷ ସ୍ତ୍ରୀଙ୍କ ଚାକିରି କରିବାକୁ ନେଇ ସ୍ୱାମୀ ଏପରି କାଣ୍ଡ କରିଥିବାବେଳେ ଚଳିତ ବର୍ଷ ରେନୁ ଚାକିରି କରିଛନ୍ତି ।
ଏକାଠି ହୋଇ ସାରା ଦିନ ବିତାଇବା ପରେ ପ୍ରେମିକା ପାଇଁ କେକ୍ ଆଣିଥିଲେ ପ୍ରେମିକ କିନ୍ତୁ ତାପରେ ସବୁ ଓଲଟପାଲଟ ହୋଇଗଲା।
ଶେଷ ଥର ପାଇଁ ପୁଅର ଚେହେରା ଦେଖି ପାରିଲାନି ଡନ୍ ଅତିକ୍ ।
ଏମାନଙ୍କ ମଧ୍ୟରେ କେବଳ ୨୦୦୯ରୁ ୨୦୧୫ ବ୍ୟାଚ୍ର ଅଫିସର୍ ସାମିଲ ଅଛନ୍ତି । ଆସନ୍ତା ମେ’ ମାସରୁ ଏହି ଟ୍ରେନିଂ କାର୍ଯ୍ୟକ୍ରମ ଆରମ୍ଭ ହେବ ।
ଦେଶର ମାନ୍ଦାବସ୍ଥା ଅନେକଙ୍କୁ ଡୁବାଇ ଦେଇଥିବା ବେଳେ ଫିଜିକ୍ସ ୱାଲା ପାଇଁ ନୂଆ ସୁଯୋଗ ସୃଷ୍ଟି କରିଥିଲା ।
ଖାଲି ସେତିକି ନୁହେଁ ଏହା ଦ୍ୱାରା ଚୟନକର୍ତ୍ତାଙ୍କ ପାଖରେ ଅଧିକ ଅପ୍ସନ୍ ମଧ୍ୟ ରହିବ । ପ୍ରତିଯୋଗୀତା ମଧ୍ୟ ଉଚ୍ଚ କୋଟିର ହେବ ବୋଲି ଆଶା କରାଯାଇଛି ।