ଯୁବପିଢ଼ିଙ୍କ ଭବିଷ୍ୟତ ପାଇଁ ବିପଦ ହେବା ସହ ଏହା ଦେଶ ପାଇଁ ମଧ୍ୟ ବିପଦ ।
ଆଗାମୀ ଦିନରେ ତାଙ୍କର ଲକ୍ଷ୍ୟ ରହିଛି ଯେ, ସାରା ଦେଶରେ ସେ ଏହି ଟାକ୍ସି ସେବା ଯୋଗାଇବେ । ସବୁଠାରୁ ବଡ଼ କଥା ହେଲା, ଡ୍ରାଇଭର ମାନଙ୍କ ଦୁଃଖ ବୁଝି ଏହି ସଂସ୍ଥା ପ୍ରତ୍ୟେକ ମାସିକ ୫୫ରୁ ୬୦ ହଜାର ଟଙ୍କା ଲେଖାଏଁ ପାରିଶ୍ରମିକ ଦେଇଥାଏ ।
ହସ୍ପିଟାଲରେ ମୃତ୍ୟୁ ସହ ଲଢ଼େଇ କରୁଛନ୍ତି ଛାତ୍ରୀ । ଖରା ଦିନେ ପୋଡ଼ା ଘା ଅସହ୍ୟ ଯନ୍ତ୍ରଣା ଦେଉଥିବା ବେଳେ ହସ୍ପିଟାଲ ପରିସର ତାଙ୍କ କାନ୍ଦଣାରେ ଫାଟି ପଡ଼ୁଛି ।
ଏହି ହାର ମୂଲ୍ୟରେ ତିଆରି ହୋଇଯିବ ସିନେମା
ଇ-ମେଲ୍ ଆସିଲା ସ୍କୁଲ୍ ପରିସରରେ ଖଞ୍ଜା ଯାଇଛି ବୋମା। ସୋମବାର ଦିନ ଦକ୍ଷିଣ ଦିଲ୍ଲୀ ସ୍ଥିତ ଏକ ସ୍କୁଲ୍କୁ ଏହି ଧମକପୂର୍ଣ୍ଣ ଇ-ମେଲ୍ ଆସିଥିଲା।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୩୧୦ ଟଙ୍କା ହୋଇଛି।
ପଞ୍ଜାବର ଭାତିଣ୍ଡାରେ ଥିବା ମିଲିଟାରୀ ଷ୍ଟେସନ ଭିତରେ ଚାଲିଛି ଗୁଳି। ଭୟଙ୍କର ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିଛି।
ରାସ୍ତାକଡ଼ରେ ବ୍ୟକ୍ତି ଜଣକ ଏକ ଛୋଟ ଟେବୁଲ ପକାଇଛନ୍ତି । ସେଥିରେ ଚା’ ସହ ଅନ୍ୟ କିଛି ପାନୀୟ ଜିନିଷ ମଧ୍ୟ ରଖିଛନ୍ତି । କିଛି ଗ୍ରାହକ ତାଙ୍କ ନିକଟରେ ଛିଡ଼ା ହୋଇଥିବାବେଳେ ପାଖରେ ଅଡି କାର୍ର ଡିକି ଖୋଲା ରହିଛି ।
ଶାଶୂଶ୍ୱଶୁରଙ୍କ ହତ୍ୟାର ମାଷ୍ଟରମାଇଣ୍ଡ୍ ଥିଲା ବୋହୂ । ପ୍ରେମିକ ସହ ମିଶି ଜୀବନ ନେଇଗଲା । ଆଗକୁ ଟାର୍ଗେଟରେ ଥିଲା ବିଚରା ସ୍ୱାମୀ ।
ଭୋଟ୍ ବ୍ୟାଙ୍କ୍ ହାତେଇବା ପାଇଁ ଲୋକେ ବିଭିନ୍ନ ପ୍ରକାର ଅଜବ ପ୍ରତିଶ୍ରୁତି ଦିଅନ୍ତି, ଯାହା ପୂରଣ କଷ୍ଟସାଧ୍ୟ କହିଲେ ଚଳେ । ନିକଟରେ ପୁଣି ଏପରି ଏକ . .
ଯାତ୍ରୀ ଜଣକ ଟ୍ରେନ୍ରେ ଆତ୍ମହତ୍ୟା କରିଥିବା ଆରପିଏଫ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ପୋଲିସ କହିଛି କି, ଯାତ୍ରୀ ଜଣକ ନିଜେ ନିଜକୁ ଗୁଳିକରିଛନ୍ତି । ଗତକାଲି ପଶ୍ଚିମବଙ୍ଗର ନୂଆ ଜଲପାଇଗୁଡି ଷ୍ଟେସନ ନିକଟରେ ଏହି ଅଘଟଣ ଘଟିଛି ।
ଲୋକମାନଙ୍କୁ ନକଲି ନୋଟ୍ ଠାରୁ ଦୂରେଇ ରଖିବାକୁ ସଚେତନ କରାଯାଉଛି । ନକଲି ନୋଟ୍ କାରବାର RBI ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଥିବାବେଳେ ଏଥିରୁ ଦୂରେଇ ରହିବାକୁ ଲୋକମାନଙ୍କୁ ସତର୍କ କରିଛି RBI ।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୭୬୦ ଟଙ୍କା ହୋଇଛି।
କିଛି ୟୁଜର୍ସ କ୍ୟାସ୍ ବ୍ୟାକ୍ରେ ପାଇଥିବା ଏ ଟଙ୍କାକୁ ଫେରସ୍ତ ପାଇଁ ଦାବି କରିଥିବା ବେଳେ Google Pay କିଛି ୟୁଜର୍ସଙ୍କୁ ଟଙ୍କା ଫେରାଇନିଆଯିବ ନାହିଁ ବୋଲି କହିଛି ।
ମୋବାଇଲ୍ ଫୋନ୍ ବ୍ୟବହାର କରିବାକୁ ଘର ଲୋକ ମନା କରିବାରୁ ୧୫ ବର୍ଷୀୟା ନାବାଳିକା ୭ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।
ଅରୁଣାଚଳ ପ୍ରଦେଶ ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା
ଗତକିଛି ଦିନ ତଳେ ଆମ ଆଦମୀ ପାର୍ଟିକୁ ଜାତୀୟ ଦଳର ମାନ୍ୟତା ପାଇଁ କର୍ଣ୍ଣାଟକ ହାଇକୋର୍ଟରେ ଏକ ପିଟିସନ ଦାଖଲ ହୋଇଥିଲା।
ପଶ୍ଚିମବଙ୍ଗ ମିଦିନାପୁରର ପ୍ରଶାନ୍ତ କୁମାର ମଣ୍ଡଳଙ୍କ ଛାଡ଼ପତ୍ର ଆବେଦନକୁ କୋର୍ଟ ଗ୍ରହଣ କରିଥିଲେ ।
ବର୍ତ୍ତମାନ ସୁନା ଦରକୁ ନେଇ ଆସିଥିବା ଏହି ଖବର ସୁନାପ୍ରେମୀଙ୍କୁ ଚିନ୍ତାରେ ପକାଇଛି । ନିକଟରେ ବଜାରରେ ସୁନା ବିକ୍ରି ହେବାକୁ ନେଇ ସରକାର କିଛି ପ୍ରତିବନ୍ଧକ ଲଗାଇଛନ୍ତି ।
ଗାଡ଼ି ଟାୟାର ଅବସ୍ଥା ଠିକ୍ ନଥିଲେ ଏଣିକି ଗଣିବେ ମୋଟା ଅଙ୍କର ଫାଇନ୍ । ତେବେ ଜାଣନ୍ତୁ କେଉଁଠି ଲାଗୁ ହୋଇଛି ଏହି ନିୟମ..
ମଝି ଆକାଶରେ ଉଡ଼ୁଥିଲା ଏୟାର ଇଣ୍ଡିଆର ବିମାନ। ଯାତ୍ରୀମାନଙ୍କୁ ନେଇ ବିମାନଟି ଲଣ୍ଡନ ଯାଉଥିଲା। ହେଲେ ଜଣେ ଯାତ୍ରୀ ବିମାନ ଭିତରେ ଦୁଇ ଜଣ କ୍ରୁ ସଦସ୍ୟଙ୍କ ସହ ଝଗଡ଼ା କରିବାରୁ ସ୍ଥିତି ଭୟଙ୍କର ରୂପ ନେଇଥିଲା। ଏହି କାରଣରୁ ଲଣ୍ଡନ ଯିବା ବଦଳରେ ବିମାନଟି ପୁଣି ଦିଲ୍ଲୀ ଫେରି ଆସିଥିଲା।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୪୩୦ ଟଙ୍କା ହୋଇଛି।
ମନ୍ଦିର ଭିତରେ ଶ୍ରଦ୍ଧାଳୁଙ୍କ ଉପରେ ପଡ଼ିଗଲା ଗଛ । ଏଥିରେ ୭ ଜଣ ପ୍ରାଣ ହରାଇଛନ୍ତି ।
ଚୀନ୍ ସୀମାନ୍ତ ଅଂଚଳକୁ ନୂଆ ନାଁ ଦେବାକୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତଙ୍କ ମତ ଦେଇଛନ୍ତି । ଟ୍ୱିଟ୍ କରି ମତାମତ ଲୋଡିଛନ୍ତି ବୈଜୟନ୍ତ । ଚୀନ୍ ସୀମାନ୍ତ ଅଂଚଳର କିଛି ନାଁ ପ୍ରସ୍ତାବ ମଧ୍ୟ ଦେଇଛନ୍ତି ।
ଦେଶରେ ବ୍ୟାଘ୍ର ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଇଣ୍ଟରନ୍ୟାସନାଲ ବିଗ୍ କ୍ୟାଟ୍ ଆଲାଏନ୍ସର ମଧ୍ୟ ଶୁଭାରମ୍ଭ କରିଛନ୍ତି । ଖୁସିର କଥା ଓଡ଼ିଶା ଆସୁଥିବା ଇଷ୍ଟର୍ଣ୍ଣ ଘାଟରେ ମଧ୍ୟ ବାଘ ସଂଖ୍ୟା ବୃଦ୍ଧି ପାଇଛି ।