ଗତ ୧୫ ବର୍ଷ ହେବ ପୋଲିସ୍କୁ ଚକ୍ମା ଦେଇ ଫେରାର ଥିଲେ। କେହି କେହି ତ ଭାବି ନେଇଥିଲେ, ସେ ଆଉ ଏ ଦୁନିଆରେ ନାହାନ୍ତି। ତାଙ୍କର ମୃତ୍ୟୁ ହୋଇଛି। ହେଲେ ହାତରେ କରିଥିବା ଟାଟୁ ପାଇଁ ସେ ପୋଲିସ୍ ହାତରେ ଧରାପଡ଼ି ଯାଇଥିଲେ।
୪ ବର୍ଷ ପୁରୁଣା ମାମଲାରେ ରାହୁଲ ଗାନ୍ଧିଙ୍କୁ ୨ ବର୍ଷ ସଜା ହେବା ପରେ, ତାଙ୍କ ପାଇଁ ଆହୁରି ଅନେକ ଅଡ଼ୁଆ ବଢ଼ିବାକୁ ଯାଉଛି ବୋଲି ଆଶଙ୍କା କରୁଛନ୍ତି ସମ୍ବିଧାନ ବିଶାରଦ ।
ରାସ୍ତା ତ ରାସ୍ତା, ଏହା ମଧ୍ୟରେ ଫରକ କ’ଣ ? କାହିଁକି ଏହାକୁ ଏଭଳି ବିଭିନ୍ନ ପ୍ରକାର ନାଁରେ ପାର୍ଥକ୍ୟ ସୃଷ୍ଟି କରାଯାଇଛି ।
ଆଜି ଏହି ଫୈସଲା ଶୁଣାଣି ବେଳେ ସୁରତ କୋର୍ଟରେ ଉପସ୍ଥିତ ଥିଲେ ନିଜେ ରାହୁଲ ଗାନ୍ଧି । ତାଙ୍କୁ ୩୦ ଦିନର ଜାମିନ ସାମାନ୍ୟ ଆଶ୍ୱସ୍ତି ଦେଇଥିଲେ ବି, ଏ ଅଡ଼ୁଆ ଏତେ ଶୀଘ୍ର ତୁଟିବାର ନୁହେଁ ବୋଲି ଆଶଙ୍କା କରାଯାଉଛି ।
ବୈଜ୍ଞାନିକଙ୍କ କହିବା ଅନୁସାରେ ଆଉ ମାତ୍ର ୨୭ ବର୍ଷ ପରେ ଏହାର ପ୍ରଭାବ ଦେଖାଦେବ । ୨୦୫୦ ବର୍ଷ ବେଳକୁ ଏହି ସବୁ ନଦୀ ଶୁଖିଯିବ ବୋଲି କୁହାଯାଇଛି ।
ବର୍ତ୍ତମାନ ବିନା ପିନ୍ରେ ଟଙ୍କା ନେଣଦେଣକୁ ନେଇ ବ୍ୟବସ୍ଥା କରାଯାଉଥିବା ସୂଚନା ମିଳିଛି । କିଛି ବ୍ୟଙ୍କ ପକ୍ଷରୁ ଏହି ବ୍ୟବସ୍ଥା କରାଯାଉଥିବା କୁହାଯାଉଛି ।
ଉଭୟ ୬୦ ବର୍ଷ ପୂର୍ବରୁ ପ୍ରେମରେ ପଡ଼ିଥିଲେ । ନବ ବିବାହିତ ଲେନ୍ ଅଲବ୍ରାଇଟ୍ସଙ୍କ ବର୍ତ୍ତମାନ ବୟସ ହେଉଛି ୭୯ ବର୍ଷ ଆଉ ତାଙ୍କ ପତ୍ନୀ ଜାନେଟ୍ ଷ୍ଟିରଙ୍କ ବୟସ ହେଉଛି ୭୮ ବର୍ଷ । ୧୯୬୩ ମସିହାରେ ଉଭୟ ପଠପଢ଼ିବା ସମୟରେ ସେମାନଙ୍କର ପ୍ରେମ ଆରମ୍ଭ ହୋଇଥିଲା ।
ଆମେରିକା ରିସର୍ଚ୍ଚ ଫାର୍ମ ହିଣ୍ଡେନ୍ବର୍ଗର ନାଁ ୨୦୨୩ ପ୍ରାରମ୍ଭରୁ ଚର୍ଚ୍ଚାରେ ରହି ଆସିଛି। ଗତ ଜାନୁଆରୀ ୨୪ରେ ଆଦାନୀ ଗ୍ରୁପ୍କୁ ନେଇ ଯେଉଁ ରିପୋର୍ଟ ସାମ୍ନାକୁ ଆସିଥିଲା, ସେଥିରେ ଗୌତମ ଆଦାନୀଙ୍କ ସାମ୍ରାଜ୍ୟକୁ ଏକ ଶକ୍ତ ଧକ୍କା ଲାଗିଥିଲା।
ରାହୁଲ ଗାନ୍ଧିଙ୍କୁ ଦଣ୍ଡାଦେଶ ମିଳିବାର ମାତ୍ର କିଛି ସମୟ ମଧ୍ୟରେ ତାଙ୍କୁ ୩୦ ଦିନ ପର୍ଯ୍ୟନ୍ତ ଜାମିନ୍ ମିଳିଛି। ଏହି ସମୟ ମଧ୍ୟରେ ଉପର କୋର୍ଟରେ ଆବେଦନ କରିବା ପାଇଁ କୋର୍ଟ ରାହୁଲଙ୍କୁ ସମୟ ଦେଇଛନ୍ତି।
ଭିଡିଓ କଲ୍ କରି ଯୁବତୀଙ୍କୁ ବ୍ଲାକମେଲ୍ କରୁଥିଲା ଅମ୍ରିତପାଲ(Amritpal Singh)
ଲାଲୁ ପ୍ରସାଦ ଯାଦବଙ୍କ ପୁଅ ଜେଜ ପ୍ରତାପଙ୍କୁ କେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କ ବେଶରେ ଦେଖିବାକୁ ମିଳିଛି ତ ଆଉ କେତେବେଳେ ସାଇକେଲ ଚଲାଇ ନିଜ କାର୍ଯ୍ୟାଳୟରେ ପହଞ୍ଚିଥିବା ଦେଖିବାକୁ ମିଳିଛି।
ଦାଏର ହୋଇଥିବା ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ରାହୁଲ ଗାନ୍ଧୀ ।
ତୁର୍କୀ ଏବଂ ସିରିୟା ପରେ ଏବେ ଏସିଆରେ ସେହିଭଳି ଏକ ବଡ଼ ଧରଣର ଭୁ-କମ୍ପ ହେବ ବୋଲି ଆଶଙ୍କା କରାଯାଇଛି ।
ସପିଂ ସାଇଟ୍ରୁ ଜିନିଷ ମଗାଇବା ସମୟରେ ସାବଧାନ୍ . . ଏପରି ହେଲେ ଲୋକେ ଅନଲାଇନ୍ ସାଇଟ୍ରୁ କିଛି ବି ଅର୍ଡର କରିବା ପାଇଁ ଭୟ କରିବେ ।
ସ୍ତ୍ରୀକୁ ହତ୍ୟା ପରେ ଶବକୁ ୩ ଖଣ୍ଡ କଲା ଓ ମାଟି ତଳେ ଏସବୁକୁ ପୋତି ଦେଲା ଜହ୍ଲାଦ ସ୍ୱାମୀ। ଯାହାକୁ ଭରସା କରିଥିଲେ, ଦିନେ ସେ ହିଁ ଜୀବନ ନେଇଯିବ ବୋଲି ସେ ଜାଣିନଥିଲେ।
ଏଣିକି ଆହୁରି ଶସ୍ତାରେ ଆପଣ ଏସି କୋଚ୍ରେ ଯାତ୍ରା କରିପାରିବେ। ଏସି-୩ ଟାୟର ଇକୋନୋମି କ୍ଲାସ୍ ଟିକେଟ୍ ଦାମ୍ ହ୍ରାସ ଲାଗି ରେଳ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଛି।
ଏହି ଛୋଟ ବିଦ୍ୟୁତ ପ୍ରକଳ୍ପ କରିବା ପାଇଁ କେଦାର ପ୍ରସାଦ ନିଜ ହାତରୁ ୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ ।
ଅମ୍ରିତ ପାଲ୍ ଏଯାଏଁ ଧରା ପଡ଼ନଥିବା ବେଳେ ସାରା ପଞ୍ଜାବରେ ଆଲର୍ଟ ଜାରି କରାଯାଇଛି
ଚୋକସି ନାଁରେ ଜାରି କରିଥିବା ରେଡକର୍ଣ୍ଣର ନୋଟିସକୁ ପ୍ରତ୍ୟାହାର କରିନେଇଛି ଇଣ୍ଟରପୋଲ
ଯିଏ ବି ଦେଖୁଛି ଟିକେ ଅଟକି ଯାଉଛି । ଆଉ ଲାଇକ୍ କମେଣ୍ଟ ସହ ଅନେକ ଳୋକ ଭିଡିଓକୁ ସେୟାର ମଧ୍ୟ କରୁଛନ୍ତି ।
ରେଳ ଷ୍ଟେସନ୍ରେ ଥିବା ରେଲୱେ ପୋଲିସ ଷ୍ଟେସନ୍ରେ ଦଶରଥ ଏହି ମୋବାଇଲ ଧରି ପହଞ୍ଚିଲେ ଆଉ ତାକୁ ପୋଲିସ ଜିମାରେ ଦେଲେ ।
ଜୀବନ ନେଲା ଚିକିତ୍ସା ଖର୍ଚ୍ଚ । ହୋଟେଲ୍ରେ ରୁମ୍ ବୁକ୍ କରି, ସେଠାରେ ଜୀବନ ହାରିଲେ ଯୁବକ ।
ଜମି ମାଫିଆଙ୍କ ହୋସ୍ ଉଡ଼ାଇଦେଲେ ଦବଙ୍ଗ କଲେକ୍ଟର । କହିଲେ...
ପରୀକ୍ଷା ଚାଲୁଥିବା ବେଳେ ଭୟଙ୍କର ଦୁର୍ଘଟଣାର ଶିକାର ହେଲେ ଛାତ୍ରୀ। ଆଶା ନଥିଲା ସେ ଆଉ ପରୀକ୍ଷା କେନ୍ଦ୍ରକୁ ଯାଇ ପରୀକ୍ଷା ଦେବେ। କିନ୍ତୁ ସମ୍ପୃକ୍ତ ଛାତ୍ରୀ ହାର୍ ମାନି ନଥିଲେ। ତାଙ୍କର ଇଚ୍ଛା ଶକ୍ତି ତାଙ୍କ ସମସ୍ୟାର ସମାଧାନ ବାଟ ବାହାର କରିଥିଲା ଓ ସେ ପରୀକ୍ଷା ଦେଇଥିଲେ।
ଭୁ-କମ୍ପର ରିକ୍ଟର ସ୍କେଲ୍ରେ ତୀବ୍ରତା ୫.୫ ରହିଥିଲା । ସେପଟେ ଜମ୍ମୁକାଶ୍ମୀରରେ ମଧ୍ୟ ଭୂକମ୍ପର ଝଟକା । ଆଫଗାନିସ୍ତାନ ଥିଲା ଭୂକମ୍ପର କେନ୍ଦ୍ର ।