ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସମାନ ରହିଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୦୪୦ ଟଙ୍କା ହୋଇଛି।
ସୁଦାନରେ ‘ଅପରେସନ କାବେରୀ’କୁ ଜୋରଦାର କରାଯାଇଛି। ୩ୟ ପର୍ଯ୍ୟାୟରେ ସୁଦାନରେ ଫସିଥିବା ୧୩୫ ଭାରତୀୟ ଉଦ୍ଧାର ହୋଇଛନ୍ତି।
ଶିରୋମଣି ଅକାଳି ଦଳର ପରିଚିତ ଚେହେରା ଥିଲେ ।
ହିଂସା ଦ୍ୱାରା ପ୍ରଭାବିତ ସୁଦାନରୁ ଅପରେସନ କେବାରି ଦ୍ୱାରା ଭାରତ ସରକାର ୨୭୮ ଜଣ ଭାରତୀୟଙ୍କୁ ପ୍ରଥମ ଦଫାରେ ଉଦ୍ଧାର କରିଛନ୍ତି।
୧୦ ଦ୍ୱୀପକୁ ସଂଯୋଗ କରିବ ୱାଟର ମେଟ୍ରୋ . . .ସୁଲଭ ମୂଲ୍ୟରେ ନିରାପଦ ଯାତ୍ରା ସହ ଏଭଳି ୱାଟର ମେଟ୍ରୋ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାରେ ମଧ୍ୟ ସହାୟକ ହେବ ।
ମୃତ ଛାତ୍ରୀଙ୍କ ନାଁ ଆଦ୍ୟାଶ୍ରୀ । ସେ ତୃତୀୟ ଶ୍ରେଣୀରେ ପାଠ ପଢ଼ୁଥିଲେ । ତାଙ୍କ ବୟସ ୮ ବର୍ଷ ।
ମୋବାଇଲ୍ ଯୋଗୁଁ ପେଟ୍ରୋଲ୍ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ମଧ୍ୟ ନଜିର ରହିଛି । ଆଉ ଏଥିପାଇଁ ପେଟ୍ରୋଲ ପମ୍ପରେ ମୋବାଇଲକୁ ବାରଣ କରାଯାଇଥାଏ ।
ଆପଣ ଜାଣନ୍ତିକି ? ଆଇନ ଅନୁସାରେ ଆପଣ, ଆପଣଙ୍କ ଘରେ କେତେ ସୁନା ରଖିପାରିବେ ? ଆସନ୍ତୁ ଜାଣିବା...
ନିଜ ପଣତ କାନିରେ ଛୁଆକୁ ଘୋଡ଼ାଇ ରଖୁଥିବା ମାଆ ଯେ ଏମିତି କରିଦେବ, କେହି ବିଶ୍ୱାସ ବି କରିପାରିବେନି । ସ୍ନେହ, ମମତା ଦେଇ ଛୁଆକୁ ବଡ଼ କରିବା ବଦଳରେ ଜନ୍ମ ହେଉ ହେଉ ଫିଙ୍ଗି ଦେଲା ମାଆ ।
ବିବାହର ପ୍ରଲୋଭନ ଦେଖାଇ ଯୁବକ ଜଣକ ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲା। ହେଲେ ପରେ ତାଙ୍କୁ ଧୋକା ଦେଇ ଅନ୍ୟତ୍ର ବିବାହ ପାଇଁ ନିଷ୍ପତ୍ତି ନେଇଥିଲା।
ଦେଶର ୧୮ଶହରୁ ଅଧିକ ବୈଜ୍ଞାନିକ ଓ ଶିକ୍ଷାବିତ୍ ମାନେ ଦସ୍ତଖତ କରି ଖୋଲା ଚିଠି ଦେଇଛନ୍ତି। ପାଠ୍ୟକ୍ରମରୁ ସବୁଦିନ ପାଇଁ ଏହାକୁ ସମ୍ପୂର୍ଣ୍ଣ ଭାବେ ହଟାଇ ଦିଆଯିବା ସମସ୍ତଙ୍କୁ ବ୍ୟଥିତ କରିଥିବା ସେମାନେ ଉଲ୍ଲେଖ କରିଛନ୍ତି।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସମାନ ରହିଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୯୩୦ ଟଙ୍କା ହୋଇଛି।
ପୁଣି ଥରେ ବିମାନରେ ଜଣେ ଯାତ୍ରୀ ସହଯାତ୍ରୀଙ୍କ ଉପରକୁ ପରିସ୍ରା କରିବା ଘଟଣା ସାମନାକୁ ଆସିଛି।
ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଜୀବନରୁ ମାରିଦେବାର ଧମକ ମିଳିଛି। ଏପ୍ରିଲ ୨୩ ରାତି ୮ଟା ୨୨ ମିନିଟ୍ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ୟୁପି-୧୧୨ ମୁଖ୍ୟାଳୟ ହ୍ୱାଟ୍ସଆପ୍ ଡେସ୍କକୁ ଏହି ଧମକପୂର୍ଣ୍ଣ ମେସେଜ ଆସିଥିଲା।
ଝିଅର ଶବ ସହ ରହୁଥିଲା ମା’। ପ୍ରାୟ ୩ ଦିନ ଯାଏ ଜଣେ ମହିଳା ମୃତ ଝିଅ ସହ ରହୁଥିଲେ। ସବୁଠାରୁ ଆଶ୍ଚର୍ଯ୍ୟ କଥା, ଏସମ୍ପର୍କରେ ପଡ଼ୋଶୀଙ୍କୁ ମଧ୍ୟ ଜଣାନଥିଲା।
ସୁଦାନରେ ଫସିଥିବା ଭାରତୀୟଙ୍କୁ ଉଦ୍ଧାର ଲାଗି ଅପରେସନ ‘କାବେରୀ’ ଆରମ୍ଭ ହୋଇଛି। ଏହି ଅପରେସନରେ ସୁଦାନରେ ଫସିଥିବା ପ୍ରାୟ ୫୦୦ ଭାରତୀୟଙ୍କୁ ଉଦ୍ଧାର କରାଯିବ।
ପୂଜକ ନୀତି ମୁତାବକ ପୂଜାର୍ଚ୍ଚନା କରି ବାବା କେଦାରନାଥଙ୍କ ମୁଖ ଦ୍ୱାର ଘଣ୍ଟି ବଜାଇବା ପରେ ଶ୍ରଦ୍ଧାଳୁଙ୍କ ଲାଗି କେଦାରନାଥଙ୍କ ଦ୍ୱାର ଫିଟିଛି।
ବିରୋଧୀ ଶକ୍ତିଙ୍କୁ ଏକଜୁଟ କରିବାରେ ଲାଗିପଡ଼ିଛନ୍ତି ନୀତିଶ ଓ ମମତା। କିଛି ଦିନ ତଳେ ମମତା ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ।
ଏତିକି ଜାଣିବା ପରେ ଆପଣ ଏବେ ଭାବୁଥିବେ ନିଶ୍ଚିତ ରୂପରେ ରାହୁଲ ବିବାହ କରିବାକୁ ଯାଉଛନ୍ତି । କାରଣ ନିମନ୍ତ୍ରଣ କାର୍ଡରେ ପରିବାର ଲୋକଙ୍କ ଫଟୋ ରହିଛି ।
ଏକ ସମ୍ବେଦନଶୀଳ ମାମଲାରେ ନା ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ନା ଏ ସଂପର୍କିତ ସରକାରୀ ପାନେଲ ରିପୋର୍ଟ ଏଯାଏଁ ସାର୍ବଜନୀନ କରାଯାଇଛି।
ଜଣେ ମହିଳା ଅନ୍ୟ ଜଣେ ମହିଳାଙ୍କୁ ପ୍ରଥମେ ମାଡ଼ ମାରିବା ପରେ ଘଟଣା ଉଗ୍ରରୂପ ଧାରଣ କରୁଛି । ଅନ୍ୟ ମହିଳା ଜଣକ ମଧ୍ୟ ମହିଳାଙ୍କୁ ପ୍ରବଳ ମାଡ଼ ମାରୁଛନ୍ତି ।
ମନୋଜ ମୋଦୀଙ୍କୁ ମୁକେଶ ଅମ୍ବାନୀ ଏକ ବଡ଼ କୋଠା ଉପହାର ଦେଇଛନ୍ତି । ଯାହାକି ୨୨ ମହଲା ବିଶିଷ୍ଟ ହୋଇଥିବାବେଳେ ୧.୭ଲକ୍ଷ ବର୍ଗଫୁଟ ଏରିଆରେ ରହିଥିବା କୁହାଯାଉଛି ।
ସ୍ଥାନୀୟ ପ୍ରଶାସନ ଏବଂ ରାଜ୍ୟ ସରକାର ଗର୍ଭ ପରୀକ୍ଷା କରି ମହିଳାଙ୍କୁ ଅପମାନିତ କରିଥିବା କହିଛି କଂଗ୍ରେସ ।
ସମସ୍ତ ପଦବୀ ପାଇଁ ଏପ୍ରିଲ ୧୯ ତାରିଖରୁ ଆବେଦନ ଆରମ୍ଭ ହୋଇସାରିଛି । ତେଣୁ ଏବେଠୁ ଆପଣ ଆବେଦନ କରିପାରିବେ ।
ମିକି ତାଙ୍କ ପ୍ରାରମ୍ଭିକ ସମୟରେ ରୋଜଗାର କରିବା ପାଇଁ ଅନେକ ସଂଘର୍ଷ କରିଛନ୍ତି। ମିକି ପ୍ରଥମେ ଟୋକିଓର ଏକ ବିୟୁଟି ପାର୍ଲରରେ ହେୟାର ଡ୍ରେସର ଭାବେ କାମ କରୁଥିଲେ।