ଭାରତରେ ଏମିତି କିଛି ସ୍ଥାନ ରହିଛି ଯେଉଁଠି ଅଧିକ ଭୂ-କମ୍ପ ଅନୂଭୂତ ହୋଇଥାଏ ।
୨୦୨୩- ୨୪ ଆର୍ଥିକ ବର୍ଷରେ ରିୟଲ ଜିଡିପି ହାର ୬ ଦଶମିକ ୪ ପ୍ରତିଶତ ରହିବ ବୋଲି ଆକଳନ କରିଛି ରିଜର୍ଭ ବ୍ୟାଙ୍କ ।
ଏନଡିଆରଏଫ୍ ଓ ମେଡିକାଲ ଟିମ୍ ପଠାଇଲା ଭାରତ । ତୁର୍କୀରେ ପହଞ୍ଚିଲା ବାୟୁସେନାର ସ୍ୱତନ୍ତ୍ର ବିମାନ ।
ଏହି ନମ୍ବର ଜରିଆରେ ଯାତ୍ରୀମାନେ ହ୍ୱାଟ୍ସଆପ୍ ମାଧ୍ୟମରେ ଖାଦ୍ୟ ଅର୍ଡର କରିପାରିବେ
ଲୋକମାନଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ ବୋଲି କହିଛି ନାସା
ନାବାଳିକା ବିବାହ ରୋକିବାକୁ ନେଇ ପୋଲିସର କାର୍ଯ୍ୟାନୁଷ୍ଠାନ ଯୋଗୁଁ ଜଣେ ୧୭ ବର୍ଷର ନାବାଳିକା ଆତ୍ମହତ୍ୟା କରିଥିଲା । ପରେ ଜଣେ ମହିଳା ତାଙ୍କ ସ୍ୱାମୀ ଓ ବାପାଙ୍କୁ ପୋଲିସ ଗିରଫ କରିବାକୁ ନେଇ ଆତ୍ମହତ୍ୟାର ଧମକ ଦେଇଥିଲେ ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୭,୦୦୦ ଟଙ୍କା ରହିଛି ।
ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୨ୟା ରାତ୍ରି ୦୪.୨୮ ଗତେ ୩ୟା,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ରାତ୍ରି ୦୪.୨୮ ଗତେ ୧ ପାଦ
ଏମିତିକି ଏଥିରେ କୌଣସି ଅଧିକାରୀଙ୍କ ସମ୍ପୃକ୍ତି ଥିବା ମଧ୍ୟ ସନ୍ଦେହ କରାଯାଉଛି । ଅଧିକାରୀଙ୍କ ଅବହେଳା ଯୋଗୁଁ ଏଭଳି ଘଟଣା ଘଟିଥିବା କୁହାଯାଉଛି ।
ଆସନ୍ତା ୨୦ ବର୍ଷ ମଧ୍ୟରେ ଏଠାରେ ୧ ହଜାରରୁ ଅଧିକ ହେଲିକପଟର ନିର୍ମାଣ କରିବାକୁ ଲକ୍ଷ୍ୟ ରହିଛି।
ଦୁର୍ବୃତ୍ତର ଗୋଡ଼କୁ ଗୁଳି କରିଥିଲା ପୋଲିସ । ଆଉ ସେଇଠି ହିଁ ଚିତ୍କାର କରି ତଳେ ପଡ଼ିଯାଇଥିଲା ଦୁର୍ବୃତ୍ତ ।
ବ୍ୟବସାୟୀ ଜଣକ ଟଙ୍କା ମାଗିବାରୁ ଯବାନ ଜଣକ ତାଙ୍କ ସହ ପାଟିତୁଣ୍ଡ କରିଥିଲେ ।
ଯେଉଁଠାରେ କୌଣସି ପାର୍ଟି କିମ୍ବା ବିବାହ ଭୋଜି ପାଇଁ ମଧ୍ୟ ବ୍ୟବସ୍ଥା କରାଯାଏ ।
ଟମି ନାମକ ଏକ କୁକୁର ଜାତି ପ୍ରମାଣ ପତ୍ର ପାଇଁ ଆବେଦନ କରିଛି ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୮୦୦ ଟଙ୍କା ରହିଛି ।
୧୬ ବର୍ଷ ବାଳକର ଭୟଙ୍କର କାଣ୍ଡ। ହାତ ବାନ୍ଧି, ପାଟି ବନ୍ଦ କରି ୫୮ ବର୍ଷୀୟା ମହିଳାଙ୍କୁ ପ୍ରଥମେ ଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି।
ଫ୍ୟାକ୍ଟ୍ରି(chopper manufacturing unit )ରେ ହେବ ହେଲିକପଟର ନିର୍ମାଣ, ମରାମତି ଓ ରକ୍ଷଣାବେକ୍ଷଣ
ବରକୁ ୬୫, କନ୍ୟାକୁ ୨୪ ବର୍ଷ । ଧୁମଧାମରେ ହେଲା ବିବାହ
ଜଣେ କନ୍ୟାଙ୍କ ସହ ଏମିତି କିଛି ଘଟିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ବିବାହ ମଣ୍ଡପରେ ବରକୁ ଦେଖି କନ୍ୟା ବେହୋସ ହୋଇଯାଇଛି। ଏପରିକି ଯୁବତୀ ଜଣକ ନିଜ ବାହାଘର ମଧ୍ୟ ଭାଙ୍ଗି ଦେଇଛନ୍ତି।
ଗାଁ ଲୋକେ ତାଙ୍କ କଥାକୁ ବିଶ୍ୱା କରୁନଥିଲେ. . .ହେଲେ ସେ ସତରେ ନିଜର ଜୀବନ ନେଇଗଲେ ।
ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଏବଂ ବ୍ରିଟେନ୍ ପ୍ରଧାନମନ୍ତ୍ରୀଙ୍କୁ ବି ପଛରେ ପକାଇ ଆଗରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା ତାଲିକାରେ ଆଗରେ ରହି ପୁଣି ଥରେ ବିଶ୍ୱ ମଞ୍ଚରେ ଚର୍ଚ୍ଚା ସାଉଁଟିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ଅନେକ ମନ୍ଦିରରେ ଦେଖିବାକୁ ମିଳିଲାଣି ଆପ୍ ସେବା । ଯାହା ଦ୍ୱାରା ଶ୍ରଦ୍ଧାଳୁମାନେ ଭଗବାନଙ୍କ ଦର୍ଶନ ସହ ବିଭିନ୍ନ ସୁବିଧା ପାଇପାରିବେ ।
ବଦଳିଲା ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟା । ଏଣିକି ସେନାରେ ଯୋଗ ଦେବାକୁ ହେଲେ ମିଳିତ ପ୍ରବେଶିକା ପରୀକ୍ଷା ଦେବାକୁ ହେବ ।
ନାଶା ଅନୁସାରେ, ମଙ୍ଗଳ ଗ୍ରହରେ ଅବିକଳ ଏକ ଭାଲୁର ଚିତ୍ର ଦେଖିବାକୁ ମିଳିଛି ।
ପରିଚୟ ବଦଳାଇ ଯୁବତୀଙ୍କ ସହ କଥା ହୋଇ ବନ୍ଧୁତା ସ୍ଥାପନ କରୁଥିଲେ। ପରେ ସେମାନଙ୍କୁ ହୋଟେଲ ଡକାଇ ଭେଟିବା ସହ ଆଇଟି ସେକ୍ଟରରେ ଚାକିରି ଦେବାର ଲୋଭ ଦେଖାଇ ମହିଳାଙ୍କୁ ଯୌନ ଶୋଷଣ କରୁଥିଲେ।