ଏତିକି ଜାଣିବା ପରେ ଆପଣ ଏବେ ଭାବୁଥିବେ ନିଶ୍ଚିତ ରୂପରେ ରାହୁଲ ବିବାହ କରିବାକୁ ଯାଉଛନ୍ତି । କାରଣ ନିମନ୍ତ୍ରଣ କାର୍ଡରେ ପରିବାର ଲୋକଙ୍କ ଫଟୋ ରହିଛି ।
ଏକ ସମ୍ବେଦନଶୀଳ ମାମଲାରେ ନା ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ନା ଏ ସଂପର୍କିତ ସରକାରୀ ପାନେଲ ରିପୋର୍ଟ ଏଯାଏଁ ସାର୍ବଜନୀନ କରାଯାଇଛି।
ଜଣେ ମହିଳା ଅନ୍ୟ ଜଣେ ମହିଳାଙ୍କୁ ପ୍ରଥମେ ମାଡ଼ ମାରିବା ପରେ ଘଟଣା ଉଗ୍ରରୂପ ଧାରଣ କରୁଛି । ଅନ୍ୟ ମହିଳା ଜଣକ ମଧ୍ୟ ମହିଳାଙ୍କୁ ପ୍ରବଳ ମାଡ଼ ମାରୁଛନ୍ତି ।
ମନୋଜ ମୋଦୀଙ୍କୁ ମୁକେଶ ଅମ୍ବାନୀ ଏକ ବଡ଼ କୋଠା ଉପହାର ଦେଇଛନ୍ତି । ଯାହାକି ୨୨ ମହଲା ବିଶିଷ୍ଟ ହୋଇଥିବାବେଳେ ୧.୭ଲକ୍ଷ ବର୍ଗଫୁଟ ଏରିଆରେ ରହିଥିବା କୁହାଯାଉଛି ।
ସ୍ଥାନୀୟ ପ୍ରଶାସନ ଏବଂ ରାଜ୍ୟ ସରକାର ଗର୍ଭ ପରୀକ୍ଷା କରି ମହିଳାଙ୍କୁ ଅପମାନିତ କରିଥିବା କହିଛି କଂଗ୍ରେସ ।
ସମସ୍ତ ପଦବୀ ପାଇଁ ଏପ୍ରିଲ ୧୯ ତାରିଖରୁ ଆବେଦନ ଆରମ୍ଭ ହୋଇସାରିଛି । ତେଣୁ ଏବେଠୁ ଆପଣ ଆବେଦନ କରିପାରିବେ ।
ମିକି ତାଙ୍କ ପ୍ରାରମ୍ଭିକ ସମୟରେ ରୋଜଗାର କରିବା ପାଇଁ ଅନେକ ସଂଘର୍ଷ କରିଛନ୍ତି। ମିକି ପ୍ରଥମେ ଟୋକିଓର ଏକ ବିୟୁଟି ପାର୍ଲରରେ ହେୟାର ଡ୍ରେସର ଭାବେ କାମ କରୁଥିଲେ।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସମାନ ରହିଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୭୧୦ ଟଙ୍କା ହୋଇଛି।
ମହିଳାଙ୍କ ସହିତ ଝାଡ଼ଖଣ୍ଡ ମନ୍ତ୍ରୀଙ୍କ ଭିଡିଓ ଚାଟ ଭାଇରାଲ୍ ହେଉଛି । ଯେଉଁଥିରେ କଂଗ୍ରେସ ନେତା ତଥା ଝାଡ଼ଖଣ୍ଡ ସ୍ୱାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତା ଜଣେ ମହିଳାଙ୍କ ସହ ଅଶ୍ଳୀଳ କଥାବାର୍ତ୍ତା ହେଉଥିବା ଦେଖିବାକୁ ମିଳୁଛି ।
ହେଲିକପ୍ଟର ବାହାରେ ସେଲ୍ଫି ନେବାବେଳେ ଅଧିକାରୀଙ୍କ ଜୀବନ ଚାଲିଗଲା ।
ଦ୍ୱିତୀୟ ପର୍ଯ୍ୟାୟରେ ଦକ୍ଷିଣ ଆଫ୍ରିକାରୁ ଅଣାଯାଇଥିଲା । ଉଦୟର କେମିତି ମୃତ୍ୟୁ ଘଟିଲା, ତାହା ସ୍ପଷ୍ଟ ହୋଇନାହିଁ । ଚିତା ପ୍ରୋଜେକ୍ଟ ଅଧୀନରେ ୨ଟି ପର୍ଯ୍ୟାୟରେ ନାମିବ୍ୟା ଓ ଦକ୍ଷିଣ ଆଫ୍ରିକାରୁ ୨୦ଟି ଚିତା ଅଣାଯାଇ କୁନୋରେ ଛଡ଼ାଯାଇଥିଲା ।
ଏହାର ଦୈର୍ଘ୍ୟ ପ୍ରାୟ ୩ କିଲୋମିଟର ରହିଛି । ଯାହାର ନାଁ ‘ଫିଲିଙ୍ଗ୍ସଡଲଷ୍ଟନଲେନ ଟନେଲ’ ବୋଲି ରଖାଯାଇଛି । ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି, ଲୋଭାସ୍ତକନ୍ ପାହାଡ଼କୁ କଟାଯାଇ ଏହି ଟନେଲ୍କୁ ନିର୍ମାଣ କରାଯାଇଛି ।
କେରଳର କୋଚି ସହରରେ ଚାଲିବ ଦେଶର ପ୍ରଥମ ୱାଟର ମେଟ୍ରୋ। ଆସନ୍ତା ୨୫ ତାରିଖରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଗକୁ ଜାମ୍ମୁ, ଶ୍ରୀନଗର ଓ ଗୋରଖପୁରରେ ବି ଚାଲିବ ୱାଟର ମେଟ୍ରୋ ...
ଚାଷୀ ତଥା ଗୋପାଳକଙ୍କ ପାଇଁ ଖୁସି ଖବର । ଗାଈ କିଣିଲେ ୯୦ ପ୍ରତିଶତ ପର୍ଯ୍ୟନ୍ତ ସବସିଡି ପ୍ରଦାନ କରୁଛନ୍ତି ସରକାର ।
କାହଁକି ଏପରି ନିଷ୍ପତ୍ତି ନେଲେ ମୃତକ ? ଛାନଭିନ୍ ଆରମ୍ଭ କରିଛି ପୋଲିସ୍ ।
ଅମ୍ରିତପାଲ ସିଂ ଏବଂ ପପଲପ୍ରୀତ ପ୍ରଥମେ 'ଲେଡି ନେଟୱାର୍କ' ବ୍ୟବହାର କରି ପଟିଆଲାରେ କିଛି ଦିନ ରହିଥିଲେ । ଆଉ ତା’ପରେ
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସମାନ ରହିଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୮୨୦ ଟଙ୍କା ହୋଇଛି।
ପଞ୍ଜାବ ମୋଗା ପୋଲିସ ଷ୍ଟେସନରେ ଅମୃତପାଲ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି ।
‘ମୋଦି ସରନେମ’ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଲୋକସଭା ସଦସ୍ୟ ପଦ ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ଶନିବାର ଦିଲ୍ଲୀର ୧୨ ତୋଗଲକ ରୋଡ୍ ସ୍ଥିତ ତାଙ୍କ ସରକାରୀ ବାସଭବନ ଖାଲି କରି ଦେଇଛନ୍ତି।
ଅତିକ୍ର ଦରବାରରେ ଦିନେ ଗୁଞ୍ଜରି ଉଠୁଥିଲା ଗ୍ୟାଙ୍ଗଷ୍ଟରର ବିକଟାଳ ଅଟ୍ଟହାସ୍ୟ ।
ଏହି ଯୋଜନାର ନାଁ ହେଉଛି ‘କିଷାନ ବିକାଶ ପତ୍ର’ ଯୋଜନା । ଏଥିରେ ଆପଣଙ୍କୁ ୭.୫ ପ୍ରତିଶତ ସୁଧ ମିଳିବ ।
ଅପରାଧ ଦୁନିଆର ବଡ଼ ବିଶ୍ୱାସଘାତକ । ଜଣ ଜଣ କରି ସମସ୍ତଙ୍କୁ ରାସ୍ତାରୁ ହଟେଇଛି ଗୁଡ୍ଡୁ ମୁସଲିମ୍ (Guddu muslim) ।
ଆଇଆଇଟି ଚେନ୍ନାଇରେ ପଢ଼ୁଥିବା ୨୦ ବର୍ଷୀୟ ଛାତ୍ରଙ୍କ ମୃତଦେହ ଗତକାଲି ଘର ଭିତରୁ ଉଦ୍ଧାର କରାଯାଇଛି। ମହାରାଷ୍ଟ୍ରର ଏହି ଦ୍ୱିତୀୟ ବର୍ଷ ଛାତ୍ର କେମିକାଲ୍ ଇଞ୍ଜିନିୟରିଂ ପଢ଼ୁଥିଲେ।
ପ୍ରଶଂସକଙ୍କ ଏହି ସୁନ୍ଦର ପ୍ରଶ୍ନର ଉତ୍ତର ନିଜେ କ୍ରିକେଟର କିମ୍ବଦନ୍ତୀ ସଚିନ୍ ତେନ୍ଦୁଲକର ରଖିଛନ୍ତି । ସେ ତାଙ୍କ ଉତ୍ତରରେ ଏକ ସ୍ମାଇଲ୍ ପୋଜ୍ର ଫଟୋ ପୋଷ୍ଟ କରିବା ସହ ଏହା ‘ମୋ ବ୍ଲୁ-ଟିକ୍ର ଭେରିଫିକେସନ୍’ ବୋଲି କ୍ୟାପସନ୍ରେ ଲେଖିଛନ୍ତି ।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୮୨୦ ଟଙ୍କା ହୋଇଛି।