ଚାରି କାନ୍ଥ ଭିତରେ ନିଜ ଭାଗ୍ୟକୁ ନିନ୍ଦୁଛନ୍ତି ସଞ୍ଜୟର ମାଆ।
ଅଭୟାକାଣ୍ଡରେ କୋଲକାତା ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା। ପଶ୍ଚିମବଙ୍ଗ ପୋଲିସର ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ ।
ଅଭିଯୁକ୍ତ ସଞ୍ଜୟର ପରିବାର ବି ଛାରଖାର । ଦୋଷୀକୁ ଫାଶି ଦେବାକୁ ଦାବି କଲେ ସୋନାଗାଛି ଦେହଜୀବୀ ।
ଚିକିତ୍ସା ବାହାନାରେ କ୍ଲିନିକ ଭିତରେ ଜଣେ ଡାକ୍ତରଙ୍କ ହରକତ ଲଜ୍ଜାରେ ସମସ୍ତଙ୍କ ମୁଣ୍ଡ ନୁଆଁଇ ଦେଇଛି । ଜଣେ ୨୨ ବର୍ଷୀୟା ମହିଳା ରୋଗୀଙ୍କୁ ଅନୁପଯୁକ୍ତ ଭାବେ ଛୁଇଁବା ଅଭିଯୋଗ ହୋଇଛି ।
ପଶ୍ଚିମବଙ୍ଗ ପୋଲିସର ବ୍ୟବହାର ଅତ୍ୟନ୍ତ ଲଜ୍ଜାଜନକ । ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ଶୁଣାଣି ବେଳେ ଏଭଳି କହିଛନ୍ତି ସୁପ୍ରିମକୋର୍ଟ ।
ମାଗଣା ଡିନର୍, ପୁଣି ଟଙ୍କାଟିଏ ବି ଘର ଭଡ଼ା ବୃଦ୍ଧି ନାହିଁ । ବଡ଼ ହୃଦୟ ଦେଖାଇଥିବା ଏମିତି ଜଣେ ଘର ମାଲିକ ଏବେ ଚର୍ଚ୍ଚାରେ ।
ମାଆ ନିଜ ଛୁଆ ପାଇଁ ଦୁନିଆର ସବୁଠୁ ବଡ଼ ସୁରକ୍ଷା କବଚ । ଛୁଆ ଉପରେ ବିପଦ ଆସିଲେ ଦୁନିଆର ସବୁ ଶକ୍ତି ସହ ଲଢିବାକୁ ପ୍ରସ୍ତୁତ ହୋଇଯାଏ ମାଆ ।
ପୀଡ଼ିତା ଅଭୟାଙ୍କ ପାଇଁ କାନ୍ଦି କାନ୍ଦି ପ୍ରତିକ୍ରିୟା ରଖି ଭଉଣୀ କହିଛନ୍ତି ଭାଇକୁ କଡ଼ା ଶାସ୍ତି ମିଳୁ। ଗୋଟେ ନିରୀହ ଝିଅର ଜୀବନ ନଷ୍ଟ ହେଇଗଲା। ସଞ୍ଜୟ ରାୟଙ୍କ ମାଆ ଓ ବଡ଼ ଭଉଣୀ ଏପରି କହିଛନ୍ତି।
ଓଡ଼ିଶାରେ ଯେମିତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖେ ପାଣ୍ଡିଆନ୍ ରୁହନ୍ତି । ସେହିପରି ମମତାଙ୍କ ସହ ରହିଥାନ୍ତି ପୁତୁରା ଅଭିଷେକ ।
ନାରୀମାନଙ୍କ ଆଖିର ଲୁହରେ ନବୀନ ସରକାରର ପତନ ଘଟିଛି। ସେହି ନାରୀର ଲୁହରେ ଖିନ୍ଭିନ୍ ହେବାକୁ ବସିଛି ମମତାଙ୍କ କ୍ଷମତା ।
ବିଶ୍ବ ବିକାଶ କ୍ଷେତ୍ରରେ ୨୦୨୩ରେ ଭାରତର ଯୋଗଦାନ ରହିଥିଲା ୧୬ ପ୍ରତିଶତ। ଦୁଇ ଦିନିଆ ପୋଲାଣ୍ଡ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୱାରସାଠାରେ ଆୟୋଜିତ ଭାରତୀୟ ସମୁଦାୟଙ୍କୁ ସମ୍ବୋଧନ ବେଳେ ଏ କଥା କହିଛନ୍ତି।
କୋଲକାତା ଆର ଜି କର ମେଡିକାଲ କଲେଜରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ। ଆଜି ଦିନ ୧୦ଟା ୩୦ରେ ଏହି ମାମଲାର ଶୁଣାଣି ହେବ।
କୋଲକାତା ଯାଇ ଗ୍ରାଉଣ୍ଡରୁ ଆକ୍ରୋଶ ପରଖିଲା ଓଟିଭି । ଲାଗିଲା ଅଭିଯୁକ୍ତ ସଂଜୟ ସୈତାନୀକାଣ୍ଡର ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ।
ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଘାଣ୍ଟୁଛି ସିବିଆଇ । ସନ୍ଦୀପଙ୍କ ବିରୋଧରେ ସାଂଘାତିକ ଅଭିଯୋଗ । ଅଭିଯୋଗ ଆଣିଲେ ସନ୍ଦୀପଙ୍କ ପୂର୍ବତନ ସହଯୋଗୀ ।
ଭାରତ ବନ୍ଦ ବେଳେ ଅଭାବନୀୟ ଘଟଣା । ପାଟନାର ସବ୍ ଡିଭିଜିନାଲ ମାଜିଷ୍ଟ୍ରେଟଙ୍କୁ ଲାଠିରେ ପିଟିଛି ପୋଲିସ।
ଦୁଇ ଓଡ଼ିଆ ଭୂବିଜ୍ଞାନୀଙ୍କୁ ମିଳିଲା ରାଷ୍ଟ୍ରୀୟ ଭୂବିଜ୍ଞାନ ପୁରସ୍କାର । ବରିଷ୍ଠ ଭୂବିଜ୍ଞାନୀ ବି. ପ୍ରଶାନ୍ତ କୁମାର ପାତ୍ର ଓ ପର୍ଶୁରାମ ବେହେରାଙ୍କୁରାଷ୍ଟ୍ରୀୟ ଭୂବିଜ୍ଞାନ ସମ୍ମାନ ପ୍ରଦାନ କରାଯାଇଛି ।
୪ ଦଶନ୍ଧି ମଧ୍ୟରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ପୋଲାଣ୍ଡ ଯାଉଛନ୍ତି ମୋଦି । ୟୁକ୍ରେନ ରାଷ୍ଟ୍ରପତି ଭ୍ଲୋଡୋମିର ଜେଲେନସ୍କି ବି କରିଛନ୍ତି ନିମନ୍ତ୍ରଣ ।
କୋଲକାତା ଲେଡି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୀଡିତାଙ୍କୁ ନ୍ୟାୟ ଦାବି । ଆନ୍ଦୋଳନରେ ସାମିଲ ହେବେ ଭାରତୀୟ କ୍ରିକେଟ ଟିମର ପୂର୍ବତନ କ୍ୟାପଟେନ ସୌରଭ ଗାଙ୍ଗୁଲି ।
ଆଲୋକ ଦୁର୍ନୀତି ମାମଲାରେ ଇଡି ଓ ସିବିଆଇର ସ୍କାନରରେ ଥିଲେ। ତେବେ ଗିରଫ ଭୟରେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
ମହାରାଷ୍ଟ୍ରରେ ପୁଣି ଲଜ୍ଜା । ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ । ଛାତ୍ରୀଙ୍କୁ ଯୌନ ଶୋଷଣ କରୁଥିଲେ ଶିକ୍ଷକ ।
ସରକାରୀ ହସ୍ପିଟାଲରେ ସୁରକ୍ଷା ପ୍ରୋଟକଲ୍ ସମ୍ପର୍କିତ ୧୧ଟି ବିନ୍ଦୁ ଉପରେ ବିସ୍ତୃତ ତଥ୍ୟ ସଂଗ୍ରହ ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।
ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ଦଳିତ ସଂଗଠନ। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦ ପ୍ରଭାବ।
ମମତା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଡାକ୍ତରଙ୍କ ସୁରକ୍ଷା ପାଇଁ ଗଠନ କଲେ 10 ଜଣିଆ ଟାସ୍କଫୋର୍ସ ।
ଯୁଗ୍ମ ସଚିବ ଓ ବିଭିନ୍ନ ବିଭାଗ ଏବଂ ମନ୍ତ୍ରଳାୟର ନିର୍ଦ୍ଦେଶକ ଭାବେ ନିଯୁକ୍ତି ନେଇ UPSC ପକ୍ଷରୁ ବାହାରିଥିଲା ବିଜ୍ଞପ୍ତି ।
କାର୍ ଭିତରେ ଥିବା ଦମ୍ପତ୍ତି ଗୁହାରି କରୁଛନ୍ତି କିନ୍ତୁ ଜଣେ ଉତ୍ତ୍ୟକ୍ତ ବ୍ୟକ୍ତି ମଝି ରାସ୍ତାରେ ଗାଡ଼ିକୁ ଅଟକାଇ ଆକ୍ରମଣ କରିବାରେ ଲାଗିଛନ୍ତି ।