• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

Youth arrested  with stolen pistol in delhi
ସାଙ୍ଗମାନଙ୍କୁ ପ୍ରଭାବିତ କରିବାକୁ ବାପାଙ୍କ ବନ୍ଧୁକ ନେଇ ପାର୍ଟିକୁ ଗଲେ, ତା’ପରେ...

ଦିଲ୍ଲୀ ପୋଲିସ୍ ସୋମବାର ଜଣେ ୨୨ ବର୍ଷର ଯୁବକଙ୍କୁ ଗିରଫ କରିଛି, ଯିଏ ତାଙ୍କ ବାପାଙ୍କ ଗୁଳି ଭର୍ତ୍ତି ବନ୍ଧୁକକୁ ନେଇ ଏକ ପାର୍ଟିକୁ ଯାଇଥିଲେ। ଆଉ ତା ପରେ...

Flight Viral Video
ଫ୍ଲାଇଟ୍‌ ଭିତରେ ଯାତ୍ରୀଙ୍କୁ ସଟ୍ ଅପ୍‌ କହିଲେ ଏୟାର ହୋଷ୍ଟେସ୍‌, ଦେଖନ୍ତୁ ଭିଡିଓ...

ଏୟାର ହୋଷ୍ଟେସ୍‌ଙ୍କ ବିରୋଧ ପରେ ଆରମ୍ଭ ହୋଇଥିଲା ଯୁକ୍ତି ତର୍କ ।

Coronavirus
ଭାରତକୁ ଫେରିଲା କି କରୋନା ? ଭିଡ଼ ଭିତରେ ମାସ୍କ ପିନ୍ଧିବାକୁ କେନ୍ଦ୍ରର ପରାମର୍ଶ

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ପକ୍ଷରୁ ଆଡଭାଇଜରୀ ଜାରି ହୋଇଛି ।

murder
ଚଳନ୍ତା ବସ୍‌ରେ ସ୍ତ୍ରୀର ତଣ୍ଟି କାଟିଲା ପୋଲିସ୍ ସ୍ୱାମୀ, ହତ୍ୟାକାଣ୍ଡ ପରେ ଶବ ପାଖରେ. . .

ସ୍ତ୍ରୀକୁ ହତ୍ୟା କରିବା ପରେ ବି ମନ ଶାନ୍ତି ହେଲାନି . . . ମୃତଦେହକୁ ବାରମ୍ବାର ଛୁରୀ ଭୁସିବାରେ ଲାଗିଲା ଅଭିଯୁକ୍ତ, ଭୟରେ ଚିତ୍କାର କରୁଥାଆନ୍ତି ଯାତ୍ରୀ . . .

Today Gold Price
Today Gold Price 21st Dec 2022: ସୁନା ଓ ରୂପା ଦରରେ ଆସିଲା ପରିବର୍ତ୍ତନ,ଜାଣନ୍ତୁ ଆଜି କେତେ ରହିଛି ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୪,୯୦୦ ଟଙ୍କା ରହିଛି ।

Centre Covid alert, tells states to ramp up genome sequencing
୫ ଦେଶରେ କୋଭିଡ୍‌ ବିସ୍ଫୋରଣ ପରେ ଭାରତ ଆଲର୍ଟ, ସବୁ ରାଜ୍ୟକୁ ମିଳିଲା ଏମିତି ନିର୍ଦ୍ଦେଶ...

ଚୀନ୍, ଜାପାନ, ଆମେରିକା, ବ୍ରାଜିଲ ଏବଂ କୋରିଆରେ ବର୍ତ୍ତମାନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏସବୁ ଦେଶରେ ସପ୍ତାହକୁ ପ୍ରାୟ ୩୫ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।ବିଶେଷ କରି ଚୀନରେ କୋଭିଡ ସ୍ଥିତି ଅତି ସାଂଘାତିକ ରହିଛି। 

Millet
୨୦୨୩ ହେବ ମିଲେଟ ବର୍ଷ ! ସଂସଦରେ ମାଣ୍ଡିଆ ଦୋସା-ଇଡଲି ଖାଇଲେ ପ୍ରଧାନମନ୍ତ୍ରୀ

ସଂସଦରେ ମିଲେଟ ମିଲ୍‌ର ସ୍ୱାଦ ଚାଖିଲେ ସାଂସଦ । ସାଂସଦ ଖାଇଲେ ମାଣ୍ଡିଆ ଓ ବାଜରା ପ୍ରସ୍ତୁତ ଖାଦ୍ୟ ।

Sukesh Chandrasekhar
କନ୍‌ମ୍ୟାନ୍‌ ସୁକେଶଙ୍କ ବଡ଼ ବୟାନ; କେଜ୍ରିୱାଲଙ୍କ ଆପ୍‌ ନେଇଛି ୬୦ କୋଟି ଟଙ୍କା

ଦିଲ୍ଲୀର ଶାସକ ଦଳ ଆପ୍‌ ୬୦ କୋଟି ଟଙ୍କା ନେଇଥିବା ଦାବି କରିଛନ୍ତି ମହାଠକ ସୁକେଶ ।

3 LeT terrorists killed
ଜାମ୍ମୁ କାଶ୍ମୀରରେ ସକାଳୁ ସକାଳୁ ଆକ୍ସନ୍‌ : ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କୀ ସଫା

ମୃତ ୩(terrorists ) ଆତଙ୍କବାଦୀ ଲସ୍କର ଏ ତୋଇବା ସଂଗଠନର ସୂଚନା । ଆଉ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ଚାଲିଛି ସର୍ଚ୍ଚ ଅପରେସନ୍ ।

Bihar hooch tragedy
ମଦମୃତ୍ୟୁକୁ ନେଇ ସରଗରମ ବିହାର ରାଜନୀତି : ନୀତୀଶଙ୍କ ମନ୍ତବ୍ୟ ପରେ ସରକାରକୁ ଘେରିଲା ବିଜେପି

ବିହାରରେ ୨୦୧୬ ମସିହାରେ ଲାଗୁ ହୋଇଥିଲା ମଦ ବ୍ୟାନ୍ । ତେବେ ତୃଣମୂଳ ସ୍ତରରେ ଏହାର କାର୍ଯ୍ୟକାରିତା କେତେ, ସାରନ ମଦମୃତ୍ୟୁ ମାମଲାରୁ ସ୍ପଷ୍ଟ ହୋଇଛି

Gas Cylinder
ଗେହଲଟଙ୍କ ବଡ଼ ଘୋଷଣା ! ଏଣିକି ୫୦୦ ଟଙ୍କାରେ ମିଳିବ ରନ୍ଧନ ଗ୍ୟାସ

ଏବେ ସାରା ଦେଶରେ ତଥା ଆମ ରାଜ୍ୟରେ ଗ୍ୟାସ୍ ଦର ହଜାରେ ଟଙ୍କା ପରେ ରହିଥିବା ବେଳେ ରାଜସ୍ଥାନରେ ଏପ୍ରିଲ୍‌ରୁ ୫୦୦ ଟଙ୍କାରେ ମିଳିବ ଗ୍ୟାସ ।

Madhya Pradesh speakers challenge to shah rukh khan on pathan controversy
‘ଶାହରୁଖ ତାଙ୍କ ଝିଅ ସହିତ ଏହି ଫିଲ୍ମ ଦେଖିବା ଉଚିତ’

ଏବେ ବିଧାନସଭା ବାଚସ୍ପତି ଗିରିଶ ଗୌତ୍ତମ ‘ପଠାନ’କୁ ବିରୋଧ କରିଛନ୍ତି। ସେ ଶାହରୁଖ ଖାନଙ୍କୁ ଟାର୍ଗେଟ୍ କରିଛନ୍ତି। କହିଛନ୍ତି ଯେ ଶାହରୁଖ ତାଙ୍କ ଝିଅ ସହିତ ଏହି ଚଳଚ୍ଚିତ୍ର ଦେଖିବା ଉଚିତ ଆଉ ଏକ ଫଟୋ ଅପଲୋଡ୍ କରିବା ଉଚିତ। ଏହା ସହିତ ସେ ଆହୁରି କଡା ସମାଲୋଚନା ମଧ୍ୟ କରିଛନ୍ତି।

During Marriage Bride Hugs Boyfriend After Dance, Video Goes Viral
Viral Video: ନିଜ ବିବାହରେ ବୟଫ୍ରେଣ୍ଡ୍‌ ସହ ଜବରଦସ୍ତ ଡ୍ୟାନ୍ସ, ଆଲିଙ୍ଗନ...

ଡେକୋରେସନ୍‌, ସେଲିବ୍ରେସନ୍‌, ମ୍ୟୁଜିକ୍‌ ଓ ଡ୍ୟାନ୍ସ ବିନା ବିବାହ କାର୍ଯ୍ୟକ୍ରମ ପୁରା ଫିକା ଫିକା ଲାଗିଥାଏ। ଆଉ ବିନା ଡ୍ରାମାରେ ତ ବିବାହ କାର୍ଯ୍ୟକ୍ରମ ପୁରା ଅଧୁରା କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ ବିବାହ ବେଳେ କିଛି ନା କିଛି ଡ୍ରାମା ତ ନିଶ୍ଚିତ ଭାବେ ଦେଖିବାକୁ ମିଳିଥାଏ।

gold price today
Today Gold Price 19th Dec 2022 : ଆଜି ବଢିଛି ସୁନା ଦର, କିଣିବା ପୂର୍ବରୁ ଜାଣିନିଅନ୍ତୁ କେତେ ବଢିଛି

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୪,୪୦୦ ଟଙ୍କା ରହିଛି ।

gang rape
ମଣିଷ ପାଲଟିଲା ପିଶାଚ : ୧୬ ବର୍ଷିୟା ନାବାଳିକା ସହିତ ୧୨ ଘଣ୍ଟା ପର୍ଯ୍ୟନ୍ତ ଗଣଦୁଷ୍କର୍ମ

ବର୍ବରତାର ସବୁ ସୀମା ଟପି ଗଲା ମଣିଷ । ନାବାଳିକାକୁ ୧୨ ଘଣ୍ଟା ପର୍ଯ୍ୟନ୍ତ ଦୁଷ୍କର୍ମ କଲେ ୮ ଅଭିଯୁକ୍ତ ।

Executive vs. Judiciary
‘ନିର୍ବାଚନ କମିଶନ ନିଯୁକ୍ତି କମିଟିରେ ସୁପ୍ରିମ୍‌କୋର୍ଟ ମୁଖ୍ୟ ବିଚାରପତିଙ୍କୁ ସାମିଲ କରାଯାଉ’

ନିର୍ବାଚନ କମିଶନ ନିଯୁକ୍ତି କମିଟିରେ ସୁପ୍ରିମ୍‌କୋର୍ଟ ମୁଖ୍ୟ ବିଚାରପତିଙ୍କୁ ସାମିଲ କରାଗଲେ ନିଯୁକ୍ତି ପ୍ରକ୍ରିୟା ଏବଂ ଚୟନରେ ସ୍ୱଚ୍ଛତା ଅଧିକ ରହିପାରିବ। ଏଭଳି ଜଣେ ବ୍ୟକ୍ତିଙ୍କୁ ସାମ୍ବିଧାନିକ ପଦରେ ଅବସ୍ଥାପିତ କରାଯିବ ଯିଏ ସରକାରଙ୍କ ଆଜ୍ଞା ପାଳନ କରିବାକୁ ବାଧ୍ୟ ହେବ ନାହିଁ ବା ପ୍ରଭାବିତ ହେବ ନାହିଁ।

Woman Chases Husband’s Girlfriend Watch Viral Video
ସ୍ୱାମୀ ସହ କରୁଥିଲେ ରୋମାନ୍ସ, ଟାୱେଲ୍‌ ପିନ୍ଧା ଅବସ୍ଥାରେ ଗର୍ଲଫ୍ରେଣ୍ଡ୍‌କୁ ଧରିଲା ସ୍ତ୍ରୀ...

ଦୁନିଆରେ ଏମିତି ଅନେକ ଲୋକ ଅଛନ୍ତି ବିବାହ ପରେ ମଧ୍ୟ ଅନ୍ୟ ଯୁବକ କିମ୍ବା ଯୁବତୀଙ୍କ ସହ ସମ୍ପର୍କ ରଖିଥାନ୍ତି। ଖାଲି ବିବାହିତ ଯୁବକ କିମ୍ବା ଯୁବତୀ ନୁହଁନ୍ତି ରିଲେସନଶିପ୍‌ରେ ଥାଇ ମଧ୍ୟ ଅନେକ ଯୁବକ, ଯୁବତୀ ସେମାନଙ୍କ ପାର୍ଟନରଙ୍କୁ ଧୋକା ଦେଇ ଅନ୍ୟ ଜଣଙ୍କ ସହ ସମ୍ପର୍କ ରଖିଥାନ୍ତି। ଯାହାକି ସମ୍ପର୍କ ଭାଙ୍ଗିବାର ମୁଖ୍ୟ କାରଣ ବୋଲି କୁହାଯାଏ।

Viral veena made from scrap in Bhopal
୧୦ ଲକ୍ଷ ଟଙ୍କା ଖର୍ଚ୍ଚରେ ବୀଣା; ଲମ୍ବ ୨୮ ଫୁଟ, ଓଜନ ୫ ଟନ୍

ତିଆରି ହୋଇଛି ସବୁଠାରୁ ବଡ ବୀଣା। କୌଣସି ଦାମି ଜିନିଷ ନୁହେଁ, ଟୁକୁରା ଟୁକୁରା ଖଣ୍ଡରୁ ଏହା ତିଆରି ହୋଇଛି। ଲମ୍ବ ୨୮ ଫୁଟ ହୋଇଥିବା ବେଳେ ଚଉଡା ୧୦ ଫୁଟ, ଓଜନ ୫ ହଜାର କିଲୋଗ୍ରାମ ରହିଛି। ଜାଣନ୍ତୁ ଭାରତର କେଉଁ କଳାକାରମାନେ ଏହାକୁ ତିଆରି କରିଛନ୍ତି।

Blind T20 World Cup 2022
ଦୃଷ୍ଟିହୀନ ଟି-ଟ୍ୱେଣ୍ଟି କ୍ରିକେଟ୍ ବିଶ୍ୱକପ୍‌ରେ ଭାରତ ଚାମ୍ପିଅନ୍

ଏହି ବିଜୟ ସହ ଭାରତ ଦୃଷ୍ଟିହୀନ ଟି-ଟ୍ବେଣ୍ଟି କ୍ରିକେଟ୍ ବିଶ୍ୱକପ୍‌ରେ ହ୍ୟାଟ୍ରିକ୍ ଲାଭ କରିଛି।

Lawyer stops Mercedes to urinate three men steal his car
ମର୍ସିଡିଜ୍ କାର୍‌ ରଖି ପରିସ୍ରା କରିବାକୁ ଯାଇଥିଲେ ଓକିଲ; ହେଇଗଲା ଲୁଟ୍

ରାସ୍ତା କଡରେ ମର୍ସିଡିଜ୍ କାର୍‌ ରଖି ପରିସ୍ରା କରିବାକୁ ଯାଇଥିଲେ ଓକିଲ। ଆସିଲା ବେଳକୁ ତିନିଜଣ ଦୁର୍ବୃତ୍ତ ଛୁରୀ ଦେଖେଇ ଧମକ୍ ଦେଲେ ଆଉ କାର୍‌ ଲୁଟି ନେଇ ଘଟଣାସ୍ଥଳରୁ ଫେରାର୍ ହୋଇଗଲେ।

twitter war
ଅମିତାଭଙ୍କ ବୟାନକୁ ନେଇ ବିବାଦ : ମୁହାଁମୁହିଁ ବିଜେପି ଓ ତୃଣମୂଳ କଂଗ୍ରେସ

ବଢିଲା ତୁତୁ ମେମେ, ଘମାଘୋଟ ଟ୍ୱିଟର ଓ୍ୱାର୍, ଅଭିବ୍ୟକ୍ତିର ସ୍ୱାଧୀନତା ପ୍ରସଙ୍ଗରେ କହିଥିଲେ ଅମିତାଭ

gold price today
Today Gold Price 17th Dec 2022 : ସୁନା କିଣିବାକୁ ଯିବା ପୂର୍ବରୁ ଜାଣନ୍ତୁ ଆଜିର ସୁନା ଦାମ୍‌, ବଢ଼ିଛି ନା କମିଛି ?

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୩,୬୦୦ ଟଙ୍କା ରହିଛି ।