ବିଶ୍ବ ବିକାଶ କ୍ଷେତ୍ରରେ ୨୦୨୩ରେ ଭାରତର ଯୋଗଦାନ ରହିଥିଲା ୧୬ ପ୍ରତିଶତ। ଦୁଇ ଦିନିଆ ପୋଲାଣ୍ଡ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୱାରସାଠାରେ ଆୟୋଜିତ ଭାରତୀୟ ସମୁଦାୟଙ୍କୁ ସମ୍ବୋଧନ ବେଳେ ଏ କଥା କହିଛନ୍ତି।
କୋଲକାତା ଆର ଜି କର ମେଡିକାଲ କଲେଜରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ। ଆଜି ଦିନ ୧୦ଟା ୩୦ରେ ଏହି ମାମଲାର ଶୁଣାଣି ହେବ।
କୋଲକାତା ଯାଇ ଗ୍ରାଉଣ୍ଡରୁ ଆକ୍ରୋଶ ପରଖିଲା ଓଟିଭି । ଲାଗିଲା ଅଭିଯୁକ୍ତ ସଂଜୟ ସୈତାନୀକାଣ୍ଡର ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ।
ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଘାଣ୍ଟୁଛି ସିବିଆଇ । ସନ୍ଦୀପଙ୍କ ବିରୋଧରେ ସାଂଘାତିକ ଅଭିଯୋଗ । ଅଭିଯୋଗ ଆଣିଲେ ସନ୍ଦୀପଙ୍କ ପୂର୍ବତନ ସହଯୋଗୀ ।
ଭାରତ ବନ୍ଦ ବେଳେ ଅଭାବନୀୟ ଘଟଣା । ପାଟନାର ସବ୍ ଡିଭିଜିନାଲ ମାଜିଷ୍ଟ୍ରେଟଙ୍କୁ ଲାଠିରେ ପିଟିଛି ପୋଲିସ।
ଦୁଇ ଓଡ଼ିଆ ଭୂବିଜ୍ଞାନୀଙ୍କୁ ମିଳିଲା ରାଷ୍ଟ୍ରୀୟ ଭୂବିଜ୍ଞାନ ପୁରସ୍କାର । ବରିଷ୍ଠ ଭୂବିଜ୍ଞାନୀ ବି. ପ୍ରଶାନ୍ତ କୁମାର ପାତ୍ର ଓ ପର୍ଶୁରାମ ବେହେରାଙ୍କୁରାଷ୍ଟ୍ରୀୟ ଭୂବିଜ୍ଞାନ ସମ୍ମାନ ପ୍ରଦାନ କରାଯାଇଛି ।
୪ ଦଶନ୍ଧି ମଧ୍ୟରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ପୋଲାଣ୍ଡ ଯାଉଛନ୍ତି ମୋଦି । ୟୁକ୍ରେନ ରାଷ୍ଟ୍ରପତି ଭ୍ଲୋଡୋମିର ଜେଲେନସ୍କି ବି କରିଛନ୍ତି ନିମନ୍ତ୍ରଣ ।
କୋଲକାତା ଲେଡି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୀଡିତାଙ୍କୁ ନ୍ୟାୟ ଦାବି । ଆନ୍ଦୋଳନରେ ସାମିଲ ହେବେ ଭାରତୀୟ କ୍ରିକେଟ ଟିମର ପୂର୍ବତନ କ୍ୟାପଟେନ ସୌରଭ ଗାଙ୍ଗୁଲି ।
ଆଲୋକ ଦୁର୍ନୀତି ମାମଲାରେ ଇଡି ଓ ସିବିଆଇର ସ୍କାନରରେ ଥିଲେ। ତେବେ ଗିରଫ ଭୟରେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
ମହାରାଷ୍ଟ୍ରରେ ପୁଣି ଲଜ୍ଜା । ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ । ଛାତ୍ରୀଙ୍କୁ ଯୌନ ଶୋଷଣ କରୁଥିଲେ ଶିକ୍ଷକ ।
ସରକାରୀ ହସ୍ପିଟାଲରେ ସୁରକ୍ଷା ପ୍ରୋଟକଲ୍ ସମ୍ପର୍କିତ ୧୧ଟି ବିନ୍ଦୁ ଉପରେ ବିସ୍ତୃତ ତଥ୍ୟ ସଂଗ୍ରହ ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।
ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ଦଳିତ ସଂଗଠନ। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦ ପ୍ରଭାବ।
ମମତା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଡାକ୍ତରଙ୍କ ସୁରକ୍ଷା ପାଇଁ ଗଠନ କଲେ 10 ଜଣିଆ ଟାସ୍କଫୋର୍ସ ।
ଯୁଗ୍ମ ସଚିବ ଓ ବିଭିନ୍ନ ବିଭାଗ ଏବଂ ମନ୍ତ୍ରଳାୟର ନିର୍ଦ୍ଦେଶକ ଭାବେ ନିଯୁକ୍ତି ନେଇ UPSC ପକ୍ଷରୁ ବାହାରିଥିଲା ବିଜ୍ଞପ୍ତି ।
କାର୍ ଭିତରେ ଥିବା ଦମ୍ପତ୍ତି ଗୁହାରି କରୁଛନ୍ତି କିନ୍ତୁ ଜଣେ ଉତ୍ତ୍ୟକ୍ତ ବ୍ୟକ୍ତି ମଝି ରାସ୍ତାରେ ଗାଡ଼ିକୁ ଅଟକାଇ ଆକ୍ରମଣ କରିବାରେ ଲାଗିଛନ୍ତି ।
କଟକ ଭୁବନେଶ୍ୱର ପରେ ଝାଡ଼ଖଣ୍ଡ ରାଞ୍ଚିରୁ ମିଳିଲା ସିମବକ୍ସ । ସିମ୍ ବକ୍ସର ଚେର ଖୋଜି ଖୋଜି ରାଞ୍ଚିରେ ପହଞ୍ଚିଛି କମିଶନରେଟ୍ ପୋଲିସ୍ ।
ଦୁଇ ନାବାଳିକାଙ୍କୁ ଯୌନ ଶୋଷଣ ଘଟଣା ପରେ ତାତିଲେ ଲୋକେ । ମହାରାଷ୍ଟ୍ରର ବଦଲାପୁର ରେଳ ଷ୍ଟେସନରେ ଶହ ଶହ ଆନ୍ଦୋଳନକାରୀ ।
କୋଲକାତା ଦୁଷ୍କର୍ମ ଓ ହତ୍ୟା ମାମଲାରେ ମମତା ସରକାର ଓ ପଶ୍ଚିମବଙ୍ଗ ପୋଲିସ ଉପରେ ପ୍ରବଳ ବର୍ଷିଛନ୍ତି ସୁପ୍ରିମକୋର୍ଟ । ଏଥି ସହିତ ଏହି ମାମଲାରେ ସିବିଆଇକୁ ଷ୍ଟାଟସ୍ ରିପୋର୍ଟ ତଲବ କରିଛନ୍ତି ।
ଆଜି ସକାଳେ ଜାମ୍ମୁ-କାଶ୍ନୀରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ସକାଳେ ଜାମ୍ମୁ କାଶ୍ମୀରର ବାରାମୁଲ୍ଲା ଜିଲ୍ଲାରେ ରିକ୍ଟର ସ୍କେଲ୍ରେ ୪.୯ ଏବଂ ୪.୮ ତୀବ୍ରତାର ଦୁଇଟି ଲଗାତାର ଭୂକମ୍ପର ଝଟକା ଅନୁଭୂତ ହୋଇଛି ।
ଘାତକ ସାଜିଥିବା ମଙ୍କିପକ୍ସ ପାଇଁ ଦେଶର ସବୁ ବିମାନ ବନ୍ଦରକୁ ଆଲର୍ଟ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ବିଦେଶୀ ଯାତ୍ରୀଙ୍କ ମଙ୍କିପକ୍ସ ଲକ୍ଷଣ ଉପରେ ଦୃଷ୍ଟି ଦେବାକୁ ଦେଶର ସମସ୍ତ ବିମାନ ବନ୍ଦରକୁ ସତର୍କ କରାଯାଇଛି ।
କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି କରିବେ ୩ ଜଣିଆ ଖଣ୍ଡପୀଠ ।
କଣ କହୁଛି ଭାରତୀୟ ଆଇନ ବ୍ୟବସ୍ଥା ? ଭାରତୀୟ ନ୍ୟାୟ ସଂହିତାରେ ରହିଛି କେଉଁ ଦଣ୍ଡବିଧାନ ?
କୋଲକାତା ଅଭୟା କାଣ୍ଡ ପରେ, ସବୁଠି ଚର୍ଚ୍ଚା ହେଉଛି ଯେ, ଭାରତରେ ନିର୍ମମ ଶାସ୍ତି ମିଳିଲେ ଅଟକିବ କି ଦୁଷ୍କର୍ମ ?
ଆଜି ତୃତୀୟ ଦିନରେ RG କର ମେଡିକାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ପଚରାଉଚରା କରିଛି ସେଣ୍ଟ୍ରାଲ୍ ବ୍ୟୁରୋ ଅଫ୍ ଇନଭେଷ୍ଟିକେସନ୍ ।
ସେ ଦିନ ରାତିରେ ଅଭିଯୁକ୍ତ ପିଶାଚ ସହ ଖୁବ୍ ଲଢ଼ିଥିଲେ ବାହାଦୂର ଅଭୟା । ଫଳରେ ଶରୀରର ପ୍ରାୟ ସବୁ ଭାଗରେ ଆଘାତ ଲାଗିଥିଲା । ଏମିତି କୌଣସି ଅଂଶ ନଥିଲା ଯେଉଁଠି ଆଘାତ ଲାଗିନି, ଯେଉଁଠି କ୍ଷତ ପହଞ୍ଚିନି ।