ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୪,୯୦୦ ଟଙ୍କା ରହିଛି ।
ଚୀନ୍, ଜାପାନ, ଆମେରିକା, ବ୍ରାଜିଲ ଏବଂ କୋରିଆରେ ବର୍ତ୍ତମାନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏସବୁ ଦେଶରେ ସପ୍ତାହକୁ ପ୍ରାୟ ୩୫ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।ବିଶେଷ କରି ଚୀନରେ କୋଭିଡ ସ୍ଥିତି ଅତି ସାଂଘାତିକ ରହିଛି।
ସଂସଦରେ ମିଲେଟ ମିଲ୍ର ସ୍ୱାଦ ଚାଖିଲେ ସାଂସଦ । ସାଂସଦ ଖାଇଲେ ମାଣ୍ଡିଆ ଓ ବାଜରା ପ୍ରସ୍ତୁତ ଖାଦ୍ୟ ।
ଦିଲ୍ଲୀର ଶାସକ ଦଳ ଆପ୍ ୬୦ କୋଟି ଟଙ୍କା ନେଇଥିବା ଦାବି କରିଛନ୍ତି ମହାଠକ ସୁକେଶ ।
ମୃତ ୩(terrorists ) ଆତଙ୍କବାଦୀ ଲସ୍କର ଏ ତୋଇବା ସଂଗଠନର ସୂଚନା । ଆଉ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ଚାଲିଛି ସର୍ଚ୍ଚ ଅପରେସନ୍ ।
ବିହାରରେ ୨୦୧୬ ମସିହାରେ ଲାଗୁ ହୋଇଥିଲା ମଦ ବ୍ୟାନ୍ । ତେବେ ତୃଣମୂଳ ସ୍ତରରେ ଏହାର କାର୍ଯ୍ୟକାରିତା କେତେ, ସାରନ ମଦମୃତ୍ୟୁ ମାମଲାରୁ ସ୍ପଷ୍ଟ ହୋଇଛି
ଏବେ ସାରା ଦେଶରେ ତଥା ଆମ ରାଜ୍ୟରେ ଗ୍ୟାସ୍ ଦର ହଜାରେ ଟଙ୍କା ପରେ ରହିଥିବା ବେଳେ ରାଜସ୍ଥାନରେ ଏପ୍ରିଲ୍ରୁ ୫୦୦ ଟଙ୍କାରେ ମିଳିବ ଗ୍ୟାସ ।
ଏବେ ବିଧାନସଭା ବାଚସ୍ପତି ଗିରିଶ ଗୌତ୍ତମ ‘ପଠାନ’କୁ ବିରୋଧ କରିଛନ୍ତି। ସେ ଶାହରୁଖ ଖାନଙ୍କୁ ଟାର୍ଗେଟ୍ କରିଛନ୍ତି। କହିଛନ୍ତି ଯେ ଶାହରୁଖ ତାଙ୍କ ଝିଅ ସହିତ ଏହି ଚଳଚ୍ଚିତ୍ର ଦେଖିବା ଉଚିତ ଆଉ ଏକ ଫଟୋ ଅପଲୋଡ୍ କରିବା ଉଚିତ। ଏହା ସହିତ ସେ ଆହୁରି କଡା ସମାଲୋଚନା ମଧ୍ୟ କରିଛନ୍ତି।
ଡେକୋରେସନ୍, ସେଲିବ୍ରେସନ୍, ମ୍ୟୁଜିକ୍ ଓ ଡ୍ୟାନ୍ସ ବିନା ବିବାହ କାର୍ଯ୍ୟକ୍ରମ ପୁରା ଫିକା ଫିକା ଲାଗିଥାଏ। ଆଉ ବିନା ଡ୍ରାମାରେ ତ ବିବାହ କାର୍ଯ୍ୟକ୍ରମ ପୁରା ଅଧୁରା କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ ବିବାହ ବେଳେ କିଛି ନା କିଛି ଡ୍ରାମା ତ ନିଶ୍ଚିତ ଭାବେ ଦେଖିବାକୁ ମିଳିଥାଏ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୪,୪୦୦ ଟଙ୍କା ରହିଛି ।
ପ୍ରବେଶ ପଥରେ କର୍ମଚାରୀଙ୍କ ସଂଖ୍ୟା ବଢ଼ିବ
ଅଗ୍ନି-୫ ରେଞ୍ଜ ଭିତରେ ଚୀନର ଅଧିକାଂଶ ସହର
ବର୍ବରତାର ସବୁ ସୀମା ଟପି ଗଲା ମଣିଷ । ନାବାଳିକାକୁ ୧୨ ଘଣ୍ଟା ପର୍ଯ୍ୟନ୍ତ ଦୁଷ୍କର୍ମ କଲେ ୮ ଅଭିଯୁକ୍ତ ।
ନିର୍ବାଚନ କମିଶନ ନିଯୁକ୍ତି କମିଟିରେ ସୁପ୍ରିମ୍କୋର୍ଟ ମୁଖ୍ୟ ବିଚାରପତିଙ୍କୁ ସାମିଲ କରାଗଲେ ନିଯୁକ୍ତି ପ୍ରକ୍ରିୟା ଏବଂ ଚୟନରେ ସ୍ୱଚ୍ଛତା ଅଧିକ ରହିପାରିବ। ଏଭଳି ଜଣେ ବ୍ୟକ୍ତିଙ୍କୁ ସାମ୍ବିଧାନିକ ପଦରେ ଅବସ୍ଥାପିତ କରାଯିବ ଯିଏ ସରକାରଙ୍କ ଆଜ୍ଞା ପାଳନ କରିବାକୁ ବାଧ୍ୟ ହେବ ନାହିଁ ବା ପ୍ରଭାବିତ ହେବ ନାହିଁ।
ଦୁନିଆରେ ଏମିତି ଅନେକ ଲୋକ ଅଛନ୍ତି ବିବାହ ପରେ ମଧ୍ୟ ଅନ୍ୟ ଯୁବକ କିମ୍ବା ଯୁବତୀଙ୍କ ସହ ସମ୍ପର୍କ ରଖିଥାନ୍ତି। ଖାଲି ବିବାହିତ ଯୁବକ କିମ୍ବା ଯୁବତୀ ନୁହଁନ୍ତି ରିଲେସନଶିପ୍ରେ ଥାଇ ମଧ୍ୟ ଅନେକ ଯୁବକ, ଯୁବତୀ ସେମାନଙ୍କ ପାର୍ଟନରଙ୍କୁ ଧୋକା ଦେଇ ଅନ୍ୟ ଜଣଙ୍କ ସହ ସମ୍ପର୍କ ରଖିଥାନ୍ତି। ଯାହାକି ସମ୍ପର୍କ ଭାଙ୍ଗିବାର ମୁଖ୍ୟ କାରଣ ବୋଲି କୁହାଯାଏ।
ତିଆରି ହୋଇଛି ସବୁଠାରୁ ବଡ ବୀଣା। କୌଣସି ଦାମି ଜିନିଷ ନୁହେଁ, ଟୁକୁରା ଟୁକୁରା ଖଣ୍ଡରୁ ଏହା ତିଆରି ହୋଇଛି। ଲମ୍ବ ୨୮ ଫୁଟ ହୋଇଥିବା ବେଳେ ଚଉଡା ୧୦ ଫୁଟ, ଓଜନ ୫ ହଜାର କିଲୋଗ୍ରାମ ରହିଛି। ଜାଣନ୍ତୁ ଭାରତର କେଉଁ କଳାକାରମାନେ ଏହାକୁ ତିଆରି କରିଛନ୍ତି।
ଏହି ବିଜୟ ସହ ଭାରତ ଦୃଷ୍ଟିହୀନ ଟି-ଟ୍ବେଣ୍ଟି କ୍ରିକେଟ୍ ବିଶ୍ୱକପ୍ରେ ହ୍ୟାଟ୍ରିକ୍ ଲାଭ କରିଛି।
ରାସ୍ତା କଡରେ ମର୍ସିଡିଜ୍ କାର୍ ରଖି ପରିସ୍ରା କରିବାକୁ ଯାଇଥିଲେ ଓକିଲ। ଆସିଲା ବେଳକୁ ତିନିଜଣ ଦୁର୍ବୃତ୍ତ ଛୁରୀ ଦେଖେଇ ଧମକ୍ ଦେଲେ ଆଉ କାର୍ ଲୁଟି ନେଇ ଘଟଣାସ୍ଥଳରୁ ଫେରାର୍ ହୋଇଗଲେ।
ବଢିଲା ତୁତୁ ମେମେ, ଘମାଘୋଟ ଟ୍ୱିଟର ଓ୍ୱାର୍, ଅଭିବ୍ୟକ୍ତିର ସ୍ୱାଧୀନତା ପ୍ରସଙ୍ଗରେ କହିଥିଲେ ଅମିତାଭ
ଟ୍ରେନ୍ ଟିକେଟ ମୂଲ୍ୟରେ ଘର କିଣା ହୋଇଯିବ ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୩,୬୦୦ ଟଙ୍କା ରହିଛି ।
ସ୍ୱାମୀ-ସ୍ତ୍ରୀଙ୍କ ଝଗଡ଼ା ଯୋଗୁ ସେମାନଙ୍କର ୨ ବର୍ଷର ଶିଶୁ ଏବେ ଜୀବନମରଣ ସହ ସଂଘର୍ଷ କରୁଛି।
ଟିକସ ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ଲାଗି ୧୨ରୁ ଅଧିକ ନିୟମରେ ପରିବର୍ତ୍ତନ ପାଇଁ ଯୋଜନା କରାଯାଉଛି। ୪୮ତମ ଜିଏସ୍ଟି ପରିଷଦ ବୈଠକରେ ପାନ-ମସାଲା, ଗୁଟ୍ଖା ଭଳି ଜିନିଷ ଉପରେ ଅତିରିକ୍ତ ଟିକସ ଲାଗୁ ପାଇଁ ବିଚାର କରାଯାଇପାରେ।
ସବ୍-ଇନ୍ସପେକ୍ଟର ପଦବୀ ପାଇଁ ମା-ଝିଅ ସାଜିଲେ କମ୍ପିଟେଟର୍। ଉଭୟ ମଧ୍ୟ ପାଇଲେ ସଫଳତା। ଦୁହେଁ ଏବେ ସବ୍-ଇନ୍ସପେକ୍ଟର ହୋଇ ସେବା କରିବେ।
ଧିରେ ଧିରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପ୍ରତ୍ୟେକ ଦିନ ଝଗଡ଼ା ହେବା ଆରମ୍ଭ ହେଲା ।