ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୫,୫୫୦ ଟଙ୍କା ରହିଛି
ସେବା ଯୋଗାଇବା ନାଁରେ ଚୋରି କରନ୍ତି ଡାଟା
ପ୍ରାୟ ୬ ଲକ୍ଷ ଭାରତୀୟଙ୍କ ବ୍ୟକ୍ତିଗତ ତଥ୍ୟ ହ୍ୟାକରଙ୍କ କବଜାରେ
ବାତ୍ୟା ଲ୍ୟାଣ୍ଡଫଲ୍ ପରେ ଚେନ୍ନାଇ ସମେତ ବିଭିନ୍ନ ଅଞ୍ଚଳରେ କ୍ଷୟକ୍ଷତି ହୋଇଛି। ଚେନ୍ନାଇରେ ପ୍ରବଳ ବର୍ଷା ଯୋଗୁ ଅନେକ ସ୍ଥାନ ଜଳମଗ୍ନ ହୋଇଛି।
୪୦୦ ଫୁଟ୍ ଗଭୀର ବୋର୍ୱେଲ୍ରେ ଫସିଥିବା ୮ ବର୍ଷର ବାଳକ ତନ୍ମୟ ସାହୁଙ୍କୁ ଉଦ୍ଧାର କରାଯାଇଥିଲା। ୭୦ ଘଣ୍ଟାରୁ ଅଧିକ ସମୟ ଧରି ରେସ୍କ୍ୟୁ ଅଭିଯାନ ପରେ ତନ୍ମୟ ଉଦ୍ଧାର ହୋଇଥିଲେ।
ହିମାଚଳ ପ୍ରଦେଶରେ କଂଗ୍ରେସ ନିର୍ବାଚନ ଜିତିଥିବାରୁ ଦଳୀୟ ନେତୃବୃନ୍ଦଙ୍କ ଟେନସେନ ବଢ଼ି ଯାଇଛି। ଦଳ ସରକାର ଗଠନ କରିବାକୁ ଯାଉଥିବାରୁ ହାଇକମାଣ୍ଡ ଖୁସି ହେଉଛନ୍ତି। ହେଲେ ନିର୍ବାଚନ ଜିତିବା କ୍ଷଣି କଂଗ୍ରେସରେ ଗୋଷ୍ଠୀ କନ୍ଦଳ ଆରମ୍ଭ ହୋଇଯାଇଛି।
ଏପରି ଏକ ବିବାହ, ଯେଉଁଠି ଖୁବ୍ ଧୁମଧାମରେ ଶୁଭକାର୍ଯ୍ୟ ସମ୍ପନ୍ନ ହୋଇଛି କିନ୍ତୁ କନ୍ୟାଦାନ ପରମ୍ପରା ହୋଇନି ।
ନାଗପୁର ମୁଖ୍ୟ କାର୍ଯ୍ୟାଳୟରେ ଏହି ସମାରୋହର ଆୟୋଜନ କରାଯାଇଛି ।
ଏବେ ରାକ୍ଷୀଙ୍କ ଭବିଷ୍ୟତ କ’ଣ ହେବ ? ବାହାଘର ଦିନ ଧୋକା ଦେଲା ବର
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୫,୪୦୦ ଟଙ୍କା ରହିଛି
ଆଉ ମାତ୍ର ତିନି ଫୁଟ୍ର ଦୂରତା . . . ତନ୍ମୟ ନିକଟରେ ପହଞ୍ଚିବ ରେସ୍କ୍ୟୁ ଟିମ୍
ସ୍ୱତନ୍ତ୍ର ଅର୍ଥନୈତିକ କ୍ଷେତ୍ରରେ କାମ କରୁଥିବା IT କର୍ମଚାରୀଙ୍କ ୱାର୍କ ଫ୍ରମ୍ ହୋମ୍ ସମୟ ସୀମାକୁ ବଢ଼ାଇ ଦିଆଯାଇଛି। ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ଅନୁମତି ପ୍ରଦାନ କରାଯାଇଛି।
ରାତିରେ ୨ଥର ଶାରୀରିକ ସମ୍ପର୍କ ରଖିବାକୁ ମନା କରିଦେଲା ସ୍ତ୍ରୀ। ଫଳରେ ଏଥିରେ ରାଗି ଯାଇ ପତ୍ନୀର ଜୀବନ ନେଲା ସ୍ୱାମୀ।
ବରଯାତ୍ରୀ ବାହାରିବା ପୂର୍ବରୁ ବଡ଼ ଅଘଟଣ। ଗ୍ୟାସ୍ ସିଲିଣ୍ଡର ଫାଟି ୪ ଅତିଥିଙ୍କ ମୃତ୍ୟୁ ଘଟି ଥିବାବେଳେ ୬୦ ଜଣ ଆହତ ହୋଇଛନ୍ତି।
କ୍ରିକେଟ ଖେଳୁ ଥିବାବେଳେ ଉତ୍ତର ପ୍ରଦେଶର କାନପୁର ସହରରେ ଜଣେ ୧୬ ବର୍ଷୀୟ ବାଳକଙ୍କ ଅଚାନକ୍ ହାର୍ଟ ଆଟାକ୍ ହେବାରୁ ମୃତ୍ୟୁ ଘଟିଛି।
ଗୁଜରାଟରେ ବଡ଼ ବିଜୟ ପରେ ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ କହିଛନ୍ତି, ଜନାଦେଶ ଅଭିଭୂତ କରିଛି । ଗୁଜରାଟରେ ଏଥର ଚମତ୍କାର ହୋଇଛି ।
ଦେଶହିତରେ ଆମେ ବଡ଼ରୁ ବଡ଼ ନିଷ୍ପତ୍ତି ନେଇଛୁ କହିଲେ ମୋଦି।
ମୋଦି ହାଓ୍ୱାରେ ହାତ ସାଫ୍, ଆପ୍ ବି ଏକଦମ୍ ଫେଲ
ଏମିତି ବି ଆସେ ମୃତ୍ୟୁ । କେତେବେଳେ ଯେ ଆସିବ ଆଉ ଜୀବନ ନେଇଯିବ ।
ଗୋଲ୍ଡସିକ୍କା ପ୍ରାଇଭେଟ୍ ଲିମିଟେଡ୍ ନାମକ ଏକ ଫିନ୍ଟେକ୍ କମ୍ପାନୀ ହାଇଦ୍ରାବାଦରେ ଏକ ଏଟିଏମ୍ ଖୋଲିଛି। ହେଲେ ଏହି ଏଟିଏମ୍ରୁ ଟଙ୍କା ବଦଳରେ ସୁନା ବାହାରୁଛି।
ମନ୍ତ୍ରୀଙ୍କ ଆପତ୍ତିଜନକ ଭିଡିଓ ଭାଇରାଲ୍ ପରେ ହଇଚଇ ସୃଷ୍ଟି ହୋଇଛି। ସମ୍ପୃକ୍ତ ମନ୍ତ୍ରୀଙ୍କୁ ମନ୍ତ୍ରୀ ପଦରୁ ହଟାଇବା ପାଇଁ ବିଜେପି ଦାବି କରିଛି।
ଯଦି ଆମେ ପ୍ରାରମ୍ଭିକ ଟ୍ରେଣ୍ଡ୍କୁ ଦେଖିବା, ତା’ହେଲେ ଗୁଜରାଟରେ ବିଜେପି ଏହାର ଶାସନ ବଜାୟ ରଖିବାକୁ ଯାଉଛି। କାରଣ ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁସାରେ ବିଜେପିକୁ ଅନ୍ୟ ଦଳ ଠାରୁ ଅଧିକ ଭୋଟ୍ ମିଳିଥିବା ଦେଖିବାକୁ ମିଳିଛି।
ମାତ୍ର ୬ ମାସ ତଳେ ସାରା ଦେଶରେ ଚହଳ ପକାଇ ଦେଇଥିଲା ଛତିଶଗଡ଼ର ବୋରୱେଲ୍ ଟ୍ରାଜେଡି।
ବୋର୍ୱେଲରେ ଫସି ରହିଥିବା ବାଳକ ନିକଟକୁ ପାଇପ୍ ଯୋଗେ ଅମ୍ଲଜାନ ପଠାଯାଉଛି। ୮ ବର୍ଷର ବାଳକ ତନ୍ମୟ ସାହୁ କ୍ଷେତରେ ଖେଳୁଥିଲେ। ଏହି ସମୟରେ କିଛି ଦିନ ପୂର୍ବେ ସେହି କ୍ଷେତରେ ଖୋଳାଯାଇଥିବା ବୋର୍ୱେଲ ଭିତରେ ଅଚାନକ ଖସି ପଡିଥିଲେ।