ପ୍ରଖ୍ୟାତ ଲେଖକ ଚେତନ୍ ଭଗତ ଏବଂ ନିଜର ଅଜବଗଜବ ପରିଧାନ ପାଇଁ ଚର୍ଚ୍ଚାରେ ରହୁଥିବା ଉର୍ଫି ଜାଭେଦଙ୍କ ମଧ୍ୟରେ ଚାଲିଛି ସୋସିଆଲ୍ ମିଡିଆ ଓ୍ୱାର୍
ଡିସେମ୍ବର ୧ ତାରିଖରୁ RBI ପକ୍ଷରୁ ଲଞ୍ଚ ହୋଇଛି ଡିଜିଟାଲ ଟଙ୍କା। ପ୍ରାରମ୍ଭିକ ପର୍ଯ୍ୟାୟରେ ୪ଟି ସ୍ଥାନରେ ପରୀକ୍ଷା ମୂଳକ ଭାବେ ଏହି ଡିଜିଟାଲ ଟଙ୍କାର ବ୍ୟବହାର ଆରମ୍ଭ କରାଯିବାର ଯୋଜନା ରହିଛି।
ଆସନ୍ତା ୧୫ ଦିନ ମଧ୍ୟରେ ଏହି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।
କମ୍ପାନୀକୁ ଚୂନ ମାରିଦେଲେ ଲୁଟେରା। ଦୁଇ ଦିନରେ ଲୁଟ୍ ହୋଇଗଲା ୧୯ ଲକ୍ଷ ଟଙ୍କାର ମୋବାଇଲ୍ ଟାୱାର। ଟାୱାର ଖୋଲାହେଲା ପିକ୍ଅପ୍ରେ ଲୋଡ୍ ହେଲା, ହେଲେ ଜାଣିପାରିଲେ ନାହିଁ କେହି।
ଜୀବନ ସିନା ଚାଲିଗଲା ହେଲେ ୬ ଜଣଙ୍କୁ ଜୀବନଦାନ ଦେଲେ।
ପାକିସ୍ତାନ ସୀମାବର୍ତ୍ତି ଅଞ୍ଚଳରେ ବାରମ୍ବାର ଧରାପଡ଼ୁଛି ସନ୍ଦିଗ୍ଧ ଡ୍ରୋନ୍।
ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ୱାଇଏସ୍ ଶର୍ମିଲା କାର୍ ଭିତରେ ଥିବା ବେଳେ ଏପରି ଘଟଣା ଘଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
ପାକିସ୍ତାନ ପଟୁ ଭାରତର ପଞ୍ଜାବର ଅମ୍ରିତସର ଜିଲ୍ଲା ଚାହାରପୁର ଆଡକୁ ଏକ ଡ୍ରୋନ ଆସୁଥିବା ଦେଖି ଏହି ଦୁଇ ମହିଳା କମାଣ୍ଡର ତାକୁ ଟ୍ରାକ କରିଥିଲେ । ଆଉ ଗୁଳି କରି ଖସାଇ ଦେଇଥିଲେ ।
ଚିଲ ଶତ୍ରୁପକ୍ଷର ଡ୍ରୋନ୍କୁ ଟାର୍ଗେଟ କରି ଖସାଇବ ।
ପ୍ରଥମେ ପଚାରିଲେ ନାଁ.. ମୁସଲମାନ ଜାଣି ଆତଙ୍କବାଦୀ କହିଲେ.. ଭିଡିଓ ଭାଇରାଲ ପରେ କଡ଼ା ଆକ୍ସନ
ପ୍ରଧାନ ଶିକ୍ଷକଙ୍କୁ ଦେଖି ପଳାଇଲେ ରେପିଷ୍ଟ ! ତା’ପରେ ଶିକ୍ଷକ ପାଲଟିଗଲେ ସୈତାନ, ନିଜେ ବି ଛାତ୍ରୀଙ୍କୁ ଦୁଷ୍କର୍ମ କଲେ
ବାରମ୍ବାର ଏପରି ଘଟଣାର ପୁନରାବୃତ୍ତି ହେଲେ ସୁଦ୍ଧା ରାଗିଂ କମୁନି କାହିଁକି ?
ଅଞ୍ଜନଙ୍କ ମୃତଦେହକୁ ୨୨ ଖଣ୍ଡ କରାଯାଇଥିବା ଚର୍ଚ୍ଚା ହେଉଥିବା ବେଳେ, ପୋଲିସ କହିଛି ଫ୍ରିଜ୍ରେ ୧୦ ଖଣ୍ଡ କରି ରଖାଯାଇଥିଲା ।
ଜଣେ ମୁସଲିମ ଛାତ୍ରଙ୍କୁ ଆତଙ୍କବାଦୀ କହିବା ମହଙ୍ଗା ପଡ଼ିଛି। ଫଳରେ ସମ୍ପୃକ୍ତ ପ୍ରଫେସରଙ୍କୁ କଲେଜରୁ ନିଲମ୍ବିତ କରାଯାଇଛି।
ଏବେ ଅଭିଯୁକ୍ତ ବାପାକୁ ଗିରଫ କରିଛି ପୋଲିସ୍ ।
୮୪ଟି ଦେଶରେ ଭାଳେଣି ! ରିପୋର୍ଟ ଅନୁସାରେ, ବିକ୍ରି ହୋଇଯାଇଛି ୟୁଜରଙ୍କ ତଥ୍ୟ
ଆଜିକାଲି ଗୋଟିଏ ଆକାଉଣ୍ଟରୁ ଅନ୍ୟ ଆକାଉଣ୍ଟକୁ ଟଙ୍କା ପଠାଇବା ଅତି ସହଜ ହୋଇଗଲାଣି। ଡିଜିଟାଲାଇଜେସନ୍ ଯୋଗୁ ଏପରି ସରଳୀକରଣ ହୋଇପାରିଛି। ଯଦି ଆପଣ UPI ଆପ୍ ମାଧ୍ୟମରେ ଟଙ୍କା ଟ୍ରାନ୍ସଫର୍ କରୁଛନ୍ତି, ତା’ହେଲେ ଏଥିପାଇଁ ଆପଣଙ୍କୁ କ୍ରେଡିଟ୍ କିମ୍ବା ଡେବିଟ୍ କାର୍ଡର ଆବଶ୍ୟକତା ପଡ଼ିବ ନାହିଁ।
ପୁଅ ସହ ମିଶି ଜଣେ ମହିଳା ସ୍ୱାମୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପରକୀୟା ପ୍ରୀତି ସନ୍ଦେହରେ ମହିଳା ଜଣକ ଏଭଳି କାଣ୍ଡ ଭିଆଇ ଥିବା ଜଣାପଡ଼ିଛି।
ନାଚି ନାଚି କନ୍ୟା ଘରେ ପହଞ୍ଚିଲେ ବରଯାତ୍ରୀ ! ମଣ୍ଡପରେ ପ୍ରେମିକା କଥା ମନେ ପଡ଼ିବାରୁ ଛୁ ମାରିଲା ବର
‘ମୋତେ ବାହା ନହେଲେ ପିସ୍ ପିସ୍ କରିଦେବି’। ଯୁବତୀ ଜଣକ ସମ୍ପୃକ୍ତ ଯୁବକଙ୍କୁ ବାହା ହେବାକୁ ମନା କରିଦେବାରୁ ଯୁବକ ଜଣକ ଏଭଳି ଧମକ ଦେଇଛନ୍ତି।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୧,୪୫୦ ଟଙ୍କା ରହିଛି
ସତ ହୋଇଗଲା ସ୍ୱପ୍ନ । ସାପ ସାମ୍ନାରେ କୃଷକ ଜିଭ ଦେଖାଇ . .
ଏମିତି ଅନେକ ଘଟଣା ଦେଖିଥିବେ, ଯେଉଁଠି ଛୋଟ ଛୋଟ ପିଲାମାନେ ଚକୋଲେଟ୍ ହେଉ କି କଏନ୍ ଇତ୍ୟାଦି ଗିଳି ଦେବା ଯୋଗୁ ଏହା ବାହାର କରିପାରେ ବହୁ ଅସୁବିଧା ହୋଇଥାଏ।
ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ର ଟୁଇଟ୍ କରିଛନ୍ତି ଯେ, ମୁଁ ଏବେ ଜାଣିଲି ପତଞ୍ଜଳି ବାବା ରାମଲୀଳା ମୈଦାନରୁ ମହିଳାଙ୍କ ପୋଷାକ ପିନ୍ଧି କାହିଁକି ଖସି ପଳାଉଥିଲେ।
ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।