ପ୍ରଧାନ ଶିକ୍ଷକଙ୍କୁ ଦେଖି ପଳାଇଲେ ରେପିଷ୍ଟ ! ତା’ପରେ ଶିକ୍ଷକ ପାଲଟିଗଲେ ସୈତାନ, ନିଜେ ବି ଛାତ୍ରୀଙ୍କୁ ଦୁଷ୍କର୍ମ କଲେ
ବାରମ୍ବାର ଏପରି ଘଟଣାର ପୁନରାବୃତ୍ତି ହେଲେ ସୁଦ୍ଧା ରାଗିଂ କମୁନି କାହିଁକି ?
ଅଞ୍ଜନଙ୍କ ମୃତଦେହକୁ ୨୨ ଖଣ୍ଡ କରାଯାଇଥିବା ଚର୍ଚ୍ଚା ହେଉଥିବା ବେଳେ, ପୋଲିସ କହିଛି ଫ୍ରିଜ୍ରେ ୧୦ ଖଣ୍ଡ କରି ରଖାଯାଇଥିଲା ।
ଜଣେ ମୁସଲିମ ଛାତ୍ରଙ୍କୁ ଆତଙ୍କବାଦୀ କହିବା ମହଙ୍ଗା ପଡ଼ିଛି। ଫଳରେ ସମ୍ପୃକ୍ତ ପ୍ରଫେସରଙ୍କୁ କଲେଜରୁ ନିଲମ୍ବିତ କରାଯାଇଛି।
ଏବେ ଅଭିଯୁକ୍ତ ବାପାକୁ ଗିରଫ କରିଛି ପୋଲିସ୍ ।
୮୪ଟି ଦେଶରେ ଭାଳେଣି ! ରିପୋର୍ଟ ଅନୁସାରେ, ବିକ୍ରି ହୋଇଯାଇଛି ୟୁଜରଙ୍କ ତଥ୍ୟ
ଆଜିକାଲି ଗୋଟିଏ ଆକାଉଣ୍ଟରୁ ଅନ୍ୟ ଆକାଉଣ୍ଟକୁ ଟଙ୍କା ପଠାଇବା ଅତି ସହଜ ହୋଇଗଲାଣି। ଡିଜିଟାଲାଇଜେସନ୍ ଯୋଗୁ ଏପରି ସରଳୀକରଣ ହୋଇପାରିଛି। ଯଦି ଆପଣ UPI ଆପ୍ ମାଧ୍ୟମରେ ଟଙ୍କା ଟ୍ରାନ୍ସଫର୍ କରୁଛନ୍ତି, ତା’ହେଲେ ଏଥିପାଇଁ ଆପଣଙ୍କୁ କ୍ରେଡିଟ୍ କିମ୍ବା ଡେବିଟ୍ କାର୍ଡର ଆବଶ୍ୟକତା ପଡ଼ିବ ନାହିଁ।
ପୁଅ ସହ ମିଶି ଜଣେ ମହିଳା ସ୍ୱାମୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପରକୀୟା ପ୍ରୀତି ସନ୍ଦେହରେ ମହିଳା ଜଣକ ଏଭଳି କାଣ୍ଡ ଭିଆଇ ଥିବା ଜଣାପଡ଼ିଛି।
ନାଚି ନାଚି କନ୍ୟା ଘରେ ପହଞ୍ଚିଲେ ବରଯାତ୍ରୀ ! ମଣ୍ଡପରେ ପ୍ରେମିକା କଥା ମନେ ପଡ଼ିବାରୁ ଛୁ ମାରିଲା ବର
‘ମୋତେ ବାହା ନହେଲେ ପିସ୍ ପିସ୍ କରିଦେବି’। ଯୁବତୀ ଜଣକ ସମ୍ପୃକ୍ତ ଯୁବକଙ୍କୁ ବାହା ହେବାକୁ ମନା କରିଦେବାରୁ ଯୁବକ ଜଣକ ଏଭଳି ଧମକ ଦେଇଛନ୍ତି।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୧,୪୫୦ ଟଙ୍କା ରହିଛି
ସତ ହୋଇଗଲା ସ୍ୱପ୍ନ । ସାପ ସାମ୍ନାରେ କୃଷକ ଜିଭ ଦେଖାଇ . .
ଏମିତି ଅନେକ ଘଟଣା ଦେଖିଥିବେ, ଯେଉଁଠି ଛୋଟ ଛୋଟ ପିଲାମାନେ ଚକୋଲେଟ୍ ହେଉ କି କଏନ୍ ଇତ୍ୟାଦି ଗିଳି ଦେବା ଯୋଗୁ ଏହା ବାହାର କରିପାରେ ବହୁ ଅସୁବିଧା ହୋଇଥାଏ।
ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ର ଟୁଇଟ୍ କରିଛନ୍ତି ଯେ, ମୁଁ ଏବେ ଜାଣିଲି ପତଞ୍ଜଳି ବାବା ରାମଲୀଳା ମୈଦାନରୁ ମହିଳାଙ୍କ ପୋଷାକ ପିନ୍ଧି କାହିଁକି ଖସି ପଳାଉଥିଲେ।
ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।
୨୦୧୦ରେ ତତ୍କାଳୀନ ସେନା ମୁଖ୍ୟ ଜେନେରାଲ୍ ଭିକେ ସିଂହଙ୍କ ଦ୍ୱାରା ଗଠନ ହୋଇଥିଲା ଟିଏସଡି।
ଜେଲର ଚାରିକାନ୍ଥ ଭିତରେ ସୈତାନ୍ ଅଫତାବ୍ ।
ଭିଡିଓରେ ମନ୍ତ୍ରୀଙ୍କ ସତ୍ୟେନ୍ଦ୍ରଙ୍କ ଜେଲ୍ କୋଠରୀରେ ବେଡ୍କୁ ସଜଡ଼ା କରାଯିବା ସହ ଚଟାଣକୁ ମଧ୍ୟ ସଫା ସୁତରା କରାଯାଉଥିବା ଦେଖିବାକୁ ମିଳିଥିଲା।
ଶ୍ରଦ୍ଧାଙ୍କୁ ହତ୍ୟା ପରେ ଅଫତାବ୍ ଅନ୍ୟ ଜଣେ ଯୁବତୀଙ୍କ ସହ ଡେଟିଂ କରିଥିଲା। ସେ ହିଁ ରକ୍ତ ଛିଟାକୁ ସଫା କରିବା, କଟା ମୃତଦେହକୁ ଜଙ୍ଗଲରେ ଫୋପାଡ଼ିବା ଭଳି କାମରେ ଅଫତାବ୍କୁ ସହାୟତା କରିଥିଲେ।
ଯୋଗ ଗୁରୁ ବାବା ରାମଦେବଙ୍କ ମହିଳାଙ୍କ ପ୍ରତି ବୟାନକୁ ନେଇ ଏବେ ତୁମ୍ବିତୋଫାନ। ମହିଳାଙ୍କୁ ସେ ଅଶୋଭନୀୟ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି।
ପପୁଲାର୍ ଇ-କମର୍ସ ସାଇଟ୍ ଆମାଜନ୍(Amazon) ଏହାର ଏକ ସେବା ବନ୍ଦ କରିବାକୁ ଯାଉଛି। ଯଦ୍ୱାରା ଅନେକ ୟୁଜର୍ସ ପ୍ରଭାବିତ ହୋଇପାରନ୍ତି ବୋଲି ଆଶଙ୍କା କରାଯାଇଛି।
ଶୋଇଥିବା ବେଳେ ୩ ଭାଇକୁ ଗୁଳି କରି ହତ୍ୟା। ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଏତେ ଉଗ୍ରରୂପ ନେଇଥିଲା ଯେ, ଅକାଳରେ ୩ ଜୀବନ ଚାଲି ଯାଇଛି।
ରାସ୍ତାକଡ଼ରେ ବସି ଦଶାହ ଭୋଜି ଖାଉଥିବା ବେଳେ ଲୋକଙ୍କ ଉପରେ ମାଡ଼ିଗଲା କାର୍। କାର୍ଟି ଏତେ ଜୋରରେ ଆସିଥିଲା ଯେ, ଗାଡ଼ି ଧକ୍କାରେ ଏକ ଦୋକାନ ମଧ୍ୟ ଭାଙ୍ଗିଯାଇଛି।
ଯେଉଁ ଯବାନଙ୍କ ମଧ୍ୟରେ ପ୍ରଥମେ ସଂଘର୍ଷ ଘଟି ପରେ ଫାୟାରିଂ ହୋଇଥିଲା ସେମାନେ ନିର୍ବାଚନ ଡ୍ୟୁଟି ପାଇଁ ଆସିଥିଲେ। ତେବେ କୌଣସି କାରଣକୁ ନେଇ ଯବାନ ସେମାନଙ୍କର ସାଥୀଙ୍କ ଉପରକୁ AK 47ରୁ ଫାୟାରିଂ କରିଥିଲେ।
ଇସ୍ରୋର ଐତିହାସିକ ମିଶନ। ମହାକାଶକୁ ଗଲା PSLV-C54 ରକେଟ୍।